ଆମ ଜିଲା ଖବର

ଏଥର କିଡ୍‌ନୀ ବାହାରକୁ ଯାଉନାହିଁ

କଟକ/ପଟ୍ଟାମୁଣ୍ଡାଇ, ୨ା୩(ଶିଳ୍ପା ପ୍ରିୟଦର୍ଶିନୀ/କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଅଞ୍ଚଳର ଶ୍ରୀଓମ୍‌ ଶିବୁ(୧୮)ଙ୍କ ମୃତ୍ୟୁ ପରେ ତାଙ୍କ କିଡ୍‌ନୀ ୨ଜଣଙ୍କ ଜୀବନ ବଞ୍ଚାଇବାକୁ ଯାଉଛି। ରମେଶ ଚନ୍ଦ୍ର ଦାସ ଓ ରଶ୍ମିତା ଦାସଙ୍କ ପୁଅ ଶିବୁଙ୍କର ମୁଣ୍ଡ ବିନ୍ଧିବା ସହ...

ଭାଜପା ଫୋକସ୍‌ରେ ଭଦ୍ରକ ଲୋକ ସଭା ଆସନ

ଭଦ୍ରକ,୨।୩ (ସନାତନ ରାଉତ): ୨୦୧୯ ନିର୍ବାଚନରେ ଅଳ୍ପ ବ୍ୟବଧାନରେ ଭାଜପା ଭଦ୍ରକ ସଂରକ୍ଷିତ ଲୋକ ସଭା ଆସନ ହରାଇଥିଲା। ଏଥର ଦଳ ଏହି ନିର୍ବାଚନମଣ୍ଡଳୀ ଉପରେ ଅଧିକ ଫୋକସ୍‌ କରୁଥିବା ଆଭାସ ମିଳିଲାଣି। ୧୯୯୮ଠାରୁ ଲଗାତର ବିଜେଡି ଦଖଲରେ ଭଦ୍ରକ...

ମାର୍ଣ୍ଡିଙ୍କ ପାଇଁ ଚ୍ୟାଲେଞ୍ଜ ମକରଧ୍ୱଜ

ବାଙ୍ଗିରିପୋଷି,୨ା୩(ସଞ୍ଜୟ କୁମାର ଅଗ୍ରୱାଲା): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ନିର୍ବାଚନମଣ୍ଡଳୀ ଅନୁସୂଚିତ ଜନଜାତିଙ୍କ ପାଇଁ ସଂରକ୍ଷିତ। ଏଠାକାର ବିଧାୟକ ତଥା ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସୁଦାମ ମାର୍ଣ୍ଡି ପୁଣି ବିଜେଡି ଟିକେଟରେ ନିର୍ବାଚନ ଲଢ଼ିବା ପାଇଁ ପ୍ରସ୍ତୁତି ଚଳାଇଥିବା ବେଳେ...

ଜଗନ୍ନାଥଙ୍କୁ ଜଗନ୍ନାଥ ଅଡ଼ୁଆ

ରାୟଗଡ଼ା,୨।୩(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ବିଷମକଟକ ରାଜନୀତି ଦୁଇ ଜଗନ୍ନାଥଙ୍କୁ ନେଇ ଚଳଚଞ୍ଚଳ ହୋଇଯାଇଛି। ଜଣେ ଜଗନ୍ନାଥ ସାରକା ଓ ଆଉ ଜଣେ ଜଗନ୍ନାଥ ନୁଣ୍ଡୃକା। ଉଭୟ ବିଜେଡିରେ ରହିଆସିଥିବା ବେଳେ ଶୁକ୍ରବାର ଜଗନ୍ନାଥ ନୁଣ୍ଡୃକା ଭୁବନେଶ୍ୱରରେ ବିଧିବଦ୍ଧ...

ଦୀପକଙ୍କ ଘର ସମେତ ବହୁ ସ୍ଥାନରେ ଇଡି ଚଢ଼ାଉ

ବଡ଼ବିଲ(ଦେବପ୍ରିୟ ରଣା)/ ଯୋଡ଼ା (ମାନସ ରଞ୍ଜନ ମହାନ୍ତି)/ ରାଉରକେଲା, (ସଙ୍ଗୀତା ଜେନା)/ ଭୁବନେଶ୍ୱର, ୨।୩(ସତ୍ୟଜିତ୍‌ ରାଉତ): ବହୁଚର୍ଚ୍ଚିତ ୧୮ଶହ କୋଟିର ଉଲିବୁରୁ ଖଣି ଦୁର୍ନୀତି ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ପୁଣି ସକ୍ରିୟ ହୋଇଉଠିଛି। ଏହି ମାମଲାର ମୁଖ୍ୟ ଅଭିଯୁକ୍ତ...

ପ୍ରଶ୍ନପତ୍ର ଲିକ୍‌ ଘଟଣା: ବିଶ୍ୱବିଦ୍ୟାଳୟ ସମ୍ମୁଖରେ ବିକ୍ଷୋଭ

କେନ୍ଦୁଝର,୧ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): ରାଜ୍ୟରେ ବିଗତ କିଛି ବର୍ଷ ଧରି ବିଭିନ୍ନ ପରୀକ୍ଷାରେ ପ୍ରଶ୍ନପତ୍ର ପ୍ରଘଟ ଘଟଣା ସାମ୍ନାକୁ ଆସୁଥିବା ବେଳେ ସରକାର ଏବଂ ଗଣଶିକ୍ଷା ବିଭାଗ ଚୁପ ହୋଇ ବସିଛଛି। ଗତ ୨୩ ତାରିଖ ଦିନ ମୟୂରଭଞ୍ଜ ଏବଂ...

ଆନନ୍ଦପୁର ଛାତ୍ର ବିଜେଡି ସଂଯୋଜକ ହେଲେ ଅମରେନ୍ଦ୍ର

ହାଟଡ଼ିହୀ,୧ା୩(ଶୁଭକାନ୍ତ ନାୟକ): ଆନନ୍ଦପୁର ନିର୍ବାଚନ ମଣ୍ଡଳୀ ପାଇଁ ବିଜୁ ଛାତ୍ର ଜନତା ଦଳର ସଂଯୋଜକ ଭାବେ ଅମରେନ୍ଦ୍ର ଧଳଙ୍କୁ ନିଯୁକ୍ତି ଦିଆଯାଇଛି। ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ତାଙ୍କୁ ଏହି ପଦବୀରେ ନିଯୁକ୍ତି ଦେଇଥିବା ନେଇ ବିଜୁ ଜନତା ଦଳର...

ଅଙ୍ଗ ଦାନ କରି ଦୁଇ ଜୀବନ ବଞ୍ଚାଇଲେ କେନ୍ଦ୍ରାପଡ଼ାର ୧୮ ବର୍ଷୀୟ ଯୁବକ

ଭୁବନେଶ୍ୱର,୧ା୩: ମସ୍ତିଷ୍କ ଟ୍ୟୁମରରେ ପୀଡିତ ଜଣେ ୧୮ ବର୍ଷୀୟ ଯୁବକ ଦୁଇ ଜଣଙ୍କୁ ନିଜର ଅଙ୍ଗ ଦାନ କରି ସେମାନଙ୍କୁ ନୂଆ ଜୀବନ ଦେଇଛନ୍ତି। କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଅଞ୍ଚଳର ରମେଶ ଦାସଙ୍କ ପୁଅ ଓମ ଶିବୁ କଟକସ୍ଥିତ ଏସସିବି...

ଅସ୍ତ୍ରୋପଚାର ପରେ ବାହାରିଲା ୬ କେଜିର ଟ୍ୟୁମର

କୋରାପୁଟ,୧ା୩(ଅମିତାଭ ବେହେରା): କୋରାପୁଟସ୍ଥିତ ଶହୀଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜରେ ପ୍ରାୟ ୬ କେଜି ଟ୍ୟୁମରର ସଫଳ ଅସ୍ତ୍ରୋପଚାର ହୋଇଛି। ଜିଲାର ବୋରିଗୁମ୍ମା ବ୍ଲକ ଅନ୍ତର୍ଗତ କାମତା ପଞ୍ଚାୟତର ରତାଳି ଗ୍ରାମର ଚନ୍ଦ୍ରମା ଭତରା (୩୦) ପ୍ରାୟ ୪ ବର୍ଷ...

ପଦ୍ମ ଧରିଲେ ବିଜେଡିର ଟାଣୁଆ ନେତା ଜଗନ୍ନାଥ

ରାୟଗଡ଼ା,୧।୩(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲାର ଶିକ୍ଷିତ ତଥା ଟାଣୁଆ ବିଜେଡି ନେତା ଭାବେ ପରିଚିତ ଜଗନ୍ନାଥ ନୁଣ୍ଡୃକା ଶୁକ୍ରବାର ଭାଜପାରେ ଯୋଗଦେଇଛନ୍ତି। ଜଗନ୍ନାଥ ନୁଣ୍ଡୃକା ଭୁବନେଶ୍ୱରଠାରେ ବିଧିବଦ୍ଧ ଭାବେ ପଦ୍ମ ଧରିଛନ୍ତି। ଜଗନ୍ନାଥଙ୍କ ଭାଜପାରେ ଯୋଗଦାନ ପରେ ବିଷମକଟକ...

ଅଷ୍ଟମ ଶ୍ରେଣୀ ଛାତ୍ରୀଙ୍କୁ ବଳାତ୍କାର: ବନ୍ଧା ହେଲେ ବୃଦ୍ଧ 

ତିହିଡି,୧।୩(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ି ଥାନା ଅଞ୍ଚଳର ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରୀଙ୍କୁ ବଳାତ୍କାର କରାଯାଇଥିବା ନେଇ ଥାନାରେ ଅଭିଯୋଗ ହୋଇଛି। ଛାତ୍ରୀଙ୍କ ବାପା ଗୁରୁବାର ଏନେଇ ତିହିଡ଼ି ଥାନାରେ ଅଭିଯୋଗ କରିବା ପରେ ପୋଲିସ ଏକ ମାମଲା...

ବାପ-ପୁଅ ମିଶି ନାବାଳିକାଙ୍କୁ  କରିଥିଲେ ବଳାତ୍କାର: ରାୟ ଶୁଣାଇଲେ କୋର୍ଟ, ବାପାଙ୍କୁ ୨୦, ପୁଅଙ୍କୁ ୨୫ ବର୍ଷ ଜେଲ୍‌

କେନ୍ଦୁଝର,୧।୩(ନରେଶ ଚନ୍ଦ୍ର ପଟ୍ଟନାୟକ): ସ୍ଥାନୀୟ ଅତିରିକ୍ତ ଜିଲା ଓ ସତନ୍ତ୍ର ଜଜ୍‌ (ପୋକ୍ସ) ଶୁଭଶ୍ରୀ ତ୍ରିପାଠୀ ଜଣେ ୧୫ ବର୍ଷ ନାବାଳିକାଙ୍କୁ  ବଳାତ୍କାର ମାମଲାର ରାୟ ଶୁଣାଇଛନ୍ତି। ସେ ଏହି ଘଟଣାରେ ବାପାଙ୍କୁ ୨୦ ଓ ପୁଅଙ୍କୁ ୨୫ ବର୍ଷ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri