ଆମ ଜିଲା ଖବର

କନ୍ଧମାଳ ଲୋକସଭା, ଫୁଲବାଣୀ ବିଧାନସଭା କ୍ଷେତ୍ରରେ ବିଜେଡି ଆଗୁଆ

ଫୁଲବାଣୀ/ଜି.ଉଦୟଗିରି,୨୩।୫(ଡି.ଏନ୍‌.ଏ.)- ପ୍ରଥମ ରାଉଣ୍ଡ ଗଣତି ଶେଷ ସୁଦ୍ଧା କନ୍ଧମାଳ ଲୋକସଭା ବିଜେଡି ପ୍ରାର୍ଥୀ ଅଚ୍ୟୁତ ସାମନ୍ତ ୧୯୨୯ ଭୋଟ ପାଇଥିବାବେଳେ ଭାଜପା ପ୍ରାର୍ଥୀ ଐରଖାରବେଳ ସ୍ବାଇଁ ୧୩୫୬ ଭୋଟ ପାଇଛନ୍ତି। ସେହିପରି ପ୍ରଥମ ରାଉଣ୍ଡ ଗଣତି ଶେଷ ସୁଦ୍ଧା ଫୁଲବାଣୀ...

ଆନନ୍ଦପୁର ଓ ଘଷିପୁରା ନିର୍ବାଚନମଣ୍ଡଳୀରେ ଭୋଟ ଗଣତି ଆରମ୍ଭ

ଆନନ୍ଦପୁର(ସ୍ବ.ପ୍ର.)/ହାଟଡିହି(ଡି.ଏନ.ଏ) ୨୩।୫: କେନ୍ଦୁଝର ଜିଲା ଆନନ୍ଦପୁର ଓ ଘଷିପୁରା ନିର୍ବାଚନମଣ୍ଡଳୀର ଭୋଟ ଗଣତି ଆରମ୍ଭ ହୋଇଛି। ଶାଳପଡ଼ା ମହିଳା ମହାବିଦ୍ୟାଳୟ ପରିସରରେ କଡ଼ା ସୁରକ୍ଷା ବ୍ୟବସ୍ଥାରେ ପ୍ରଥମ ରାଉଣ୍ଡ ଭୋଟ ଗଣତି ହୋଇଛି। ଆନନ୍ଦପୁର ଉପଜିଲାପାଳ ରବୀନ୍ଦ୍ର ସାହୁ, ଡିଏସ୍‌ପି...

ଭଞ୍ଜନଗର, ଆସିକା, ସୋରଡାରେରେ ବିଜେଡି ଆଗୁଆ

ଭଞ୍ଜନଗର,୨୩।୫(ଡି.ଏନ୍‌.ଏ.)- ଭଞ୍ଜନଗର, ଆସିକା, ସୋରଡା ନିର୍ବାଚନ ମଣ୍ଡଳୀରେ ପ୍ରଥମ ରାଉଣ୍ଡ ଗଣତି ଶେଷ ହୋଇଛି। ଏଥିରେ ବିଜେଡି ପ୍ରାର୍ଥୀ ଆଗୁଆ ରହିଛନ୍ତି। ଭଞ୍ଜନଗର ବିଜେଡି ବିଧାୟକ ପ୍ରାର୍ଥୀ ବିକ୍ରମ କେଶରୀ ଆରୁଖ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ଭାଜପାର ପ୍ରଦ୍ୟୁମ୍ନ ନାୟକଙ୍କ...

ଜୟପୁରରେ ଭୋଟ ଗଣତି ଆରମ୍ଭ

ଜୟପୁର,୨୩ା୫(ଡି.ଏନ୍‌.ଏ.): ୨୦୧୯ ସାଧାରଣ ନିର୍ବାଚନର ଫଳାଫଳ ପାଇଁ ଗୁରୁବାର ସମଗ୍ର ରାଜ୍ୟରେ ଭୋଟ ଗଣତି ହେଉଛି। ଏନେଇ ସମସ୍ତ ଷ୍ଟ୍ରଙ୍ଗ୍‌ରୁମ ପାଖରେ ସାଧାରଣ ଲୋକଙ୍କଠାରୁ ଆରମ୍ଭ କରି ପ୍ରଶାସନିକ ଅଧିକାରୀଙ୍କ ଭିଡ଼ ଜମିଥିବାବେଳେ ଏଥିରୁ ପ୍ରାର୍ଥୀ ମଧ୍ୟ ବାଦ୍‌ ପଡ଼ିନାହାନ୍ତି।...

ମୟୂରଭଞ୍ଜରେ ୯ଟା ସୁଦ୍ଧା ଆରମ୍ଭ ହୋଇନି ଗଣତି : ଜଳଖିଆ ପାଇଁ ଉତ୍ତେଜନା

ବାରିପଦା ଅଫିସ,୨୩ା୫: ମୟୂରଭଞ୍ଜ ଜିଲାର ୪ଟି ଭୋଟ ଗଣତି କେନ୍ଦ୍ରରେ ସକାଳ ୯ ଟା ସୁଦ୍ଧା ଆରମ୍ଭ ହୋଇ ପାରିନି ଭୋଟ ଗଣତି । ସକାଳ ୮ ଟାରେ ଭୋଟ ଗଣତି ପାଇଁ ସମୟ ଧାର୍ଯ୍ୟ କରାଯାଇଥିବାବେଳେ ବାରିପଦା, ରାଇରଙ୍ଗପୁର,...

ଭଞ୍ଜନଗରରେ ବିଜେଡି ଆଗୁଆ

ଭଞ୍ଜନଗର,୨୩।୫(ଡି.ଏନ୍‌.ଏ.)- ଭଞ୍ଜନଗର ନିର୍ବାଚନ ମଣ୍ଡଳୀରେ ପ୍ରଥମ ରାଉଣ୍ଡ ଗଣତି ଶେଷ ହୋଇଛି। ଏଥିରେ ବିଜେଡି ପ୍ରାର୍ଥୀ ବିକ୍ରମ କେଶରୀ ଆରୁଖ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ଭାଜପାର ପ୍ରଦ୍ୟୁମ୍ନ ନାୟକଙ୍କ ଠାରୁ ୪୨୩ ଭୋଟରେ ଆଗୁଆ ଅଛନ୍ତି। ସେହିପରି ସୋରଡା ନିର୍ବାନ...

୪୭ ପ୍ରତିଦ୍ୱନ୍ଦୀଙ୍କ ଭାଗ୍ୟ ପରୀକ୍ଷା

ଭଦ୍ରକ ଅଫିସ,୨୩ା୫: ଗୁରୁବାର ୪୭ ପ୍ରତିଦ୍ୱନ୍ଦୀଙ୍କ ଭାଗ୍ୟ ପରୀକ୍ଷାର ଫଳାଫଳ ନିର୍ଣ୍ଣୟ ହେବ। ୫ ବିଧାନସଭା ଓ ଗୋଟିଏ ଲୋକସଭା ପାଇଁ ପ୍ରାର୍ଥୀ ଚୂଡାନ୍ତ ହେବ। ନିର୍ବାଚନ ମଇଦାନରେ ଓହ୍ଲାଇଥିବା ସମସ୍ତ ୪୭ ପ୍ରତିଦ୍ୱନ୍ଦୀଙ୍କ ହୃଦସ୍ପନ୍ଦନ ବଢିବାରେ ଲାଗିଛି। କାହା...

କଡା ସୁରକ୍ଷା ମଧ୍ୟରେ ଆରମ୍ଭ ହେଲା ଗଣତି

ଭଦ୍ରକ ଅଫିସ,୨୩।୫: ଦୀର୍ଘ ପ୍ରତିକ୍ଷାର ଅନ୍ତ ଘଟିବ। ଲୋକ ସଭା ଓ ବିଧାନସଭା ନିର୍ବାଚନ ପାଇଁ ଭୋଟ ଗଣତି ଭଦ୍ରକରେ ଗୁରୁବାର ସକାଳ ୮ଟାରୁ କଡା ସୁରକ୍ଷା ବଳୟ ମଧ୍ୟରେ ଆରମ୍ଭ ହୋଇଛି। ଜିଲା ସଂସ୍କୃୃତି ଭବନ ପରିସରରେ ପ୍ରଥମେ...

ବୁଡ଼ି ଯାଉଛି ପୁରୁଣା ବୃତ୍ତି

ବନ୍ତ,୨୩।୫(ଡି.ଏନ୍‌.ଏ.) – ପରିଶ୍ରମ ତୁଳନାରେ ପାରିଶ୍ରମିକ ମିଳୁ ନ ଥିଲେ ବି ଅନେକ ଗ୍ରାମୀଣ କଳାକାର ପୁରୁଣା ବୃତ୍ତିକୁ ନେଇ ଜିଇବା ଲାଗି ସଂଘର୍ଷ ଜାରି ରଖିଛନ୍ତି। ଆଗରୁ ଭଦ୍ରକ ଜିଲା ବନ୍ତ ଅଞ୍ଚଳରେ ଅନେକ କୁମ୍ଭକାର ମାଟି ସାମଗ୍ରୀ...

ରାବଣ ବଧ ପରେ ରାମଚନ୍ଦ୍ରଙ୍କ ରାଜ୍ୟାଭିଷେକ

ଖଣ୍ଡପଡ଼ା,୨୩ା୫ (ସ୍ବ.ପ୍ର.): କଣ୍ଟିଲୋ କଂସାରୀସାହି ପାଟଣାର ଶ୍ରୀ ରଘୁନାଥ ଜୀଉ ରାମଲୀଳା ନାଟ୍ୟ ସମିତି ପକ୍ଷରୁ ଚାଲିଥିବା ରାମଲୀଳା ନାଟକର ମଙ୍ଗଳବାର ଥିଲା ଅନ୍ତିମ ଦିବସ। ସୀତା ଠାକୁରାଣୀଙ୍କୁ ଉଦ୍ଧାର କରିବା ଲକ୍ଷ୍ୟରେ ଶ୍ରୀରାମ, ଲକ୍ଷ୍ମଣ, ହନୁମାନ ବାନର ସେନା...

କର୍କଟ ରୋଗାକ୍ରାନ୍ତ ଭିନ୍ନକ୍ଷମ ଛାତ୍ରଙ୍କ ସଫଳତା

ଖଣ୍ଡପଡ଼ା,୨୩ା୫(ସ୍ବ.ପ୍ର.)- ଖଣ୍ଡପଡ଼ା ରଥଗଡା ସାହିର କର୍କଟ ରୋଗାକ୍ରାନ୍ତ ଭିନ୍ନକ୍ଷମ ଛାତ୍ର ମାଟ୍ରିକ ପରୀକ୍ଷାରେ ସଫଳତା ଅର୍ଜନ କରିଥିବାରୁ ସାଧାରଣରେ ଆନନ୍ଦ ପ୍ରକାଶ ପାଇଛି ା ଖଣ୍ଡପଡ଼ାର ବରିଷ୍ଠ ଆଇନଜୀବୀ ସଂଗ୍ରାମ କେଶରୀ ମିଶ୍ରଙ୍କ ପୁତ୍ର ସ୍ବସ୍ତିକ ମିଶ୍ର(୧୫) ସ୍ଥାନୀୟ ରାମଚନ୍ଦ୍ର...

ଏଟିଏମ୍‌ ସେବା ଠପ୍‌ : ଅନ୍ୟ ଅଞ୍ଚଳରୁ ଗ୍ରାହକ ଉଠାଉଛନ୍ତି ଟଙ୍କା

ନିରାକାରପୁର,୨୩ା୫(ଡି.ଏନ.ଏ.): ଫନୀ ପରେ ଖୋର୍ଦ୍ଧା ଜିଲା ନିିରାକାରପୁର ପଞ୍ଚାୟତସ୍ଥିତ ବିଭିନ୍ନ ବ୍ୟାଙ୍କର ଏଟିଏମ୍‌ ସେବା ଠପ୍‌ ହୋଇଯାଇଥିବା ଅଭିଯୋଗ ହୋଇଛି। ପ୍ରାୟ ସମସ୍ତ ଏଟିଏମ୍‌ କେନ୍ଦ୍ର ଅଚଳ ହୋଇ ପଡ଼ିଥିବାବେଳେ କେବଳ ୨ଟି କାର୍ଯ୍ୟ କରୁଛି ା ଗ୍ରାହକମାନେ ଘୋର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri