ଆମ ଜିଲା ଖବର

ଆଜି ଇଭିଏମ୍‌ରୁ ବାହାରିବ ପ୍ରାର୍ଥୀଙ୍କ ଭାଗ୍ୟ

ଅନୁଗୋଳ ଅଫିସ, ୨୩।୫:   ସାଧାରଣ ନିର୍ବାଚନର ଫଳାଫଳକୁ ନେଇ ଲାଗି ରହିଥିବା ଉତ୍କଣ୍ଠା ଗୁରୁବାର ଶେଷ ହେବ। ଇଭିଏମ୍‌ରେ ବନ୍ଦୀ ପ୍ରାର୍ଥୀଙ୍କ ଭାଗ୍ୟଫଳ ପ୍ରକାଶ ପାଇବା ପରେ ସବୁ ଆଶା ଆଶଙ୍କା, ଗଣିତ କଷାରେ ପୂର୍ଣ୍ଣଚ୍ଛେଦ ପଡିବ। ଏଥିପାଇଁ ସମସ୍ତ...

ଅଭିଯୁକ୍ତ ଦେଉଛନ୍ତି ଧମକ, ପୋଲିସ ଚୁପ୍‌: ଭୟରେ ଦିନ କାଟୁଛନ୍ତି ବୃଦ୍ଧା

ଅନୁଗୋଳ ଅଫିସ, ୨୩।୫: ପଡୋଶୀ ପିଲା ଘରେ ପଶି ଜଣେ ଭିନ୍ନକ୍ଷମ ବୃଦ୍ଧାଙ୍କଠାରୁ ଚୋରି କରିବା ଅଭିଯୋଗରେ ଅନୁଗୋଳ ଜିଲା ଏନ୍‌ଟିପିସି ଥାନା ପୋଲିସ ଏକ ମାମଲା ରୁଜୁ କରିଥିଲା। ଘଟଣାର ୩ ମାସ ପରେ ବି ପୋଲିସ କୌଣସି ପଦକ୍ଷେପ...

ମାର୍କେଟ କମ୍ପ୍ଲେକ୍ସ ଉଦ୍‌ଘାଟନକୁ ୩ବର୍ଷ ବିତିଲାଣି: ଥଇଥାନ ହୋଇ ପାରୁନାହାନ୍ତି ୪୦ ବ୍ୟବସାୟୀ

ତିହିଡ଼ି, ୨୩।୫(ଡି.ଏନ.ଏ.)- ଭଦ୍ରକ ଜିଲା ତିହିଡ଼ି ବ୍ଲକ ପାଳିଆବିନ୍ଧା ପଞ୍ଚାୟତରେ ମାର୍କେଟ କମ୍ପ୍ଲେକ୍ସ ଉଦ୍‌ଘାଟନକୁ ୩ବର୍ଷ ବିତିଲାଣି। ଏଯାଏ ଏହାକୁ ବ୍ୟବହାର ଉପଯୋଗୀ କରାଯାଇ ନାହିଁ। ଏ ନେଇ ବ୍ୟବସାୟୀମାନେ ଅସନ୍ତୋଷ ପ୍ରକାଶ କରିଛନ୍ତି। ପାଳିଆ ହାଟରୁ ଉଚ୍ଛେଦ ହୋଇଥିବା...

୪୨ ବର୍ଷରେ ବଇଣ୍ଡା ଚନ୍ଦନଯାତ୍ରା

( ପରିକ୍ଷିତ ସାହୁ ) ବଇଣ୍ଡା,୨୩।୫: ଆଠମଲ୍ଲିକ ଉପଖଣ୍ଡର ପ୍ରସିଦ୍ଧ ବଇଣ୍ଡା ଚନ୍ଦନ ଯାତ୍ରା ପାଇଁ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଶୁକ୍ରବାରଠାରୁ ଏହି ଯାତ୍ରା ଆରମ୍ଭ ହୋଇ ୪ଦିନ ଧରି ଚାଲିବ। ସେହିପରି ୩ ଦିନ ଧରି ସାଂସ୍କୃତିକ କାର୍ଯ୍ୟକ୍ରମ...

ଆଜି ଭୋଟଗଣତି, ପ୍ରସ୍ତୁତି ଶେଷ: ୩୯ ପ୍ରାର୍ଥୀଙ୍କ ଭାଗ୍ୟ ପରୀକ୍ଷା

ଢେଙ୍କାନାଳ ଅଫିସ, ୨୩ା୫ ସାଧାରଣ ନିର୍ବାଚନର ଫଳାଫଳକୁ ମାତ୍ର କେଇଘଣ୍ଟା ବାକି। ରାଜ୍ୟରେ ଅନ୍ୟତମ ଚର୍ଚ୍ଚିତ ଢେଙ୍କାନାଳ ଲୋକ ସଭା ଆସନ ଉପରେ ଏବେ ସମସ୍ତଙ୍କ ଦୃଷ୍ଟି କେନ୍ଦ୍ରୀଭୂତ ହୋଇଛି। ଇଭିଏମ୍‌ରେ କଏଦ ୯ ଏମ୍‌ପି ପ୍ରାର୍ଥୀ, ୨ ମନ୍ତ୍ରୀଙ୍କ...

ଦିନରେ ସମ୍ଭାଳୁଛନ୍ତି ବ୍ୟବସାୟ, ରାତିରେ ଗାୟକ: ୪୫ ବର୍ଷରେ ୫ ହଜାର ମଞ୍ଚ

(ଦୀନେଶ ଦେହୁରୀ) ବନ୍ତଳା,୨୩ା୫: ଦିନରେ ମା’ଙ୍କ ବ୍ୟବସାୟକୁ ବଢ଼ାଉଛନ୍ତି ଆଗକୁ। ଆଉ ରାତିରେ ଜାମାଯୋଡ ହୋଇ ଚାମର ଧରି ଗାୟକ, ପାଳିଆଙ୍କ ସାଥେ ଓହ୍ଲାଉଛନ୍ତି ମଞ୍ଚକୁ। ଦୀର୍ଘ ୪୫ ବର୍ଷ ମଧ୍ୟରେ ୫ ହଜାରରୁ ଅଧିକ ସ୍ଥାନରେ ପାଲା ପରିବେଷଣ କରିସାରିଲେଣି...

ଆମ୍ବପୁଆ ଷ୍ଟେଟ ବ୍ୟାଙ୍କ ଶାଖା ସ୍ଥାନାନ୍ତରଣକୁ ବିରୋଧ: ମିଳିତ କ୍ରିୟାନୁଷ୍ଠାନ କମିିିଟିର ଦାବିପତ୍ର

ବ୍ରହ୍ମପୁର ଅଫିସ,୨୩ା୫-ବ୍ରହ୍ମପୁର ଆମ୍ବପୁଆ ଷ୍ଟେଟ ବ୍ୟାଙ୍କ ଅଫ ଇଣ୍ଡିଆ ଶାଖା ସ୍ଥାନାନ୍ତରଣକୁ ନେଇ ଜନଅସନ୍ତୋଷ ବୃଦ୍ଧି ପାଇବାରେ ଲାଗିଛି। ଶରଧାବାଲିରେ ଥିବା ଏହି ବ୍ରାଞ୍ଚକୁ ଖୋଡାସିଙ୍ଗି ଏଡିବି ଶାଖା ସହ ମିଶ୍ରଣ କରାଯିବାକୁ ଯୋଜନା କରାଯାଉଥିବା ବେଳେ ଏହାକୁ ସ୍ଥାନୀୟ...

ପୋଲିସ ହେପାଜତରୁ ଅଭିଯୁକ୍ତ ଚମ୍ପଟ

ବ୍ରହ୍ମପୁର ଅଫିସ,୨୩ା୫: ଟାଉନ ଥାନାରୁ ବୁଧବାର ମଧ୍ୟାହ୍ନରେ ପୋଲିସକୁ ଚକ୍‌ମା ଦେଇ ଜଣେ ଅଭିଯୁକ୍ତ ଚମ୍ପଟ ମାରିଛନ୍ତି । ସେ ହେଲେ ମହମ୍ମଦ ଇମରାନ। ଏକ ହତ୍ୟା ଉଦ୍ୟମ ମାମଲାରେ ସେ ସମ୍ପୃକ୍ତ ଥିବା ବେଳେ ତାଙ୍କୁ ସଦର ଥାନାରେ...

ମହିଳାଙ୍କୁ ନିର୍ଯାତନା, ଶାଶୁଘର ଲୋକଙ୍କ ନାଁରେ ଏତଲା

ଆର.ଉଦୟଗିରି,୨୩ା୫(ଡି.ଏନ.ଏ.)-ଆର.ଉଦୟଗିରି ଥାନା ସରଳାପଦର ଗ୍ରାମର ଜଣେ ମହିଳାଙ୍କୁ ଶାଶୁଘର ଲୋକେ ନିର୍ଯାତନା ଦେଉଥିବା ଅଭିଯୋଗ ହୋଇଛି। ବିବାହର ୧୩ ବର୍ଷ ପରେ ନିର୍ଯାତନାର ଶିକାର ହୋଇଥିବା ନାରାୟଣୀ ନାୟକଙ୍କ ଏତଲାକ୍ରମେ ନଂ.୫୫/୧୯ରେ ମାମଲା ରୁଜୁ କରି ପୋଲିସ ତଦନ୍ତ ଆରମ୍ଭ...

ଭୋଟ ଗଣତି ଆଜି: ଛତ୍ରପୁର, ଭଞ୍ଜନଗର, ବ୍ରହ୍ମପୁର କେନ୍ଦ୍ରରେ ସୁରକ୍ଷା କଡ଼ାକଡ଼ି

ଛତ୍ରପୁର,୨୩ା୫(ଡି.ଏନ.ଏ.)-ଗଞ୍ଜାମ ଜିଲାର ଛତ୍ରପୁରସ୍ଥିତ ଅନସ୍ଲୋ ସରକାରୀ ହାଇସ୍କୁଲ, ବ୍ରହ୍ମପୁରର ପଲିଟେକନିକ୍‌ ଓ ଆଇଟିଆଇ ଏବଂ ଭଞ୍ଜନଗରର କେଏସୟୁବି କଲେଜରେ ଗୁରୁବାର ଭୋଟ ଗଣତି କରାଯିବ। ଏଥିପାଇଁ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ସରିଛି। ଭୋଟ ଗଣତିରେ ନିୟୋଜିତ କର୍ମଚାରୀ, ପ୍ରାର୍ଥୀ...

‘ପିଲାଙ୍କ ମନ ଜିଣିବା ଖୁସି ନିଆରା’

(ଦୀପ୍ତିରଞ୍ଜନ ନାୟକ) ଆରଡି, ୨୩।୫ (ଡି.ଏନ.ଏ.)- ହସହସ ମୁହଁ। ହାତରେ ଡମ୍ବରୁ। ମୁଣ୍ଡରେ ଧଳାଟୋପି ା କମରରେ ଭିଡ଼ା ହୋଇଥିବ ଗାମୁଛା। ଏଭଳି ନିଆରା ବେଶଭୂଷାରେ ୪୦ବର୍ଷ ଧରି ସବୁ ପିଲାଙ୍କ ମନ ଜିଣି ଆଇସକ୍ରିମ ବିକି ପରିବାର ଚଳାଉଛନ୍ତି...

ପରିତ୍ୟକ୍ତ ସ୍ଲୁଇସ୍‌ ଗେଟ, ନଦୀ ପଡ଼ିଛି ଶୁଖିଲା

ଧାମନଗର, ୨୩।୫ (ଡି.ଏନ.ଏ.) – ଭଦ୍ରକ ଜିଲାର ନଈନାଳ ଘେରା ଧାମନଗର ବ୍ଲକରେ ଜଳସେଚନ କାର୍ଯ୍ୟକୁ ସୁବ୍ୟବସ୍ଥିତ କରିବା ଲାଗି ନଦୀରେ ଚେକ୍‌ ଡ୍ୟାମ, ସ୍ଲୁଇସ ଗେଟ ନିର୍ମାଣ କରାଯାଇଥିଲେ ମଧ୍ୟ ଏସବୁ ଯୋଜନା ଫେଲ୍‌ ମାରିଛି। ରକ୍ଷଣାବେକ୍ଷଣ ଅଭାବରୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri