ଆମ ଜିଲା ଖବର

ନାବାଳିକାଙ୍କ ଆକସ୍ମିକ ମୃତ୍ୟୁ, କାରଣ ଅସ୍ପଷ୍ଟ

ଯୋଡ଼ା,୨୨।୫(ଡି.ଏନ.ଏ.): କେନ୍ଦୁଝର ଜିଲା ଯୋଡ଼ା ସହରର ବନେଇକଳା ଠାରେ ଜଣେ ନାବାଳିକାଙ୍କ ଆକସ୍ମିକ ମୃତ୍ୟୁ ଘଟିଥିବା ଜଣାପଡ଼ିଛି । ସୂତ୍ରରୁ ଜଣାପଡ଼ିଛି ଯେ, ବନେଇକଳା ବସ୍ତିରେ ରହୁଥିବା କିଶୋରଚନ୍ଦ୍ର ପାତ୍ରଙ୍କ ୧୩ବର୍ଷର ନାବାଳିକା ଝିଅ ମୋନାଲିସା ପାତ୍ର ବୁଧବାର ସକାଳ...

କନିଅର ମଞ୍ଜି ଖାଇ ଆତ୍ମହତ୍ୟା

ବଡବିଲ, ୨୨।୫(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡବିଲ ଥାନା ଅନ୍ତର୍ଗତ ମାଗାଜିନ ହଟିଂରେ ଅର୍ଜୁନ ହାଇବୁରୁ ନାମକ ଜଣେ ବ୍ୟକ୍ତି କନିଅର ମଞ୍ଜି ଖାଇ ଆତ୍ମହତ୍ୟା କରିଛନ୍ତି। ମଙ୍ଗଳବାର ପୂର୍ବାହ୍ନରେ ସେ କନିଅର ମଞ୍ଜିଖାଇ ଅସୁସ୍ଥ ହେବା ପରେ ଅର୍ଜୁନଙ୍କୁ ସ୍ଥାନୀୟ...

ଭୋଟ ଗଣତି ପାଇଁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି

ଭଦ୍ରକ ଅଫିସ, ୨୨।୫: ଗୁରୁବାର ଭୋଟ ଗଣତି। ଏହାକୁ ଠିକ୍‌ ଭାବେ ପରିଚାଳନା ପାଇଁ ପ୍ରଶାସନ ପକ୍ଷରୁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି। ଏଥିଲାଗି ଜିଲା ପୋଲିସ ପକ୍ଷରୁ ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ଏହି ବ୍ୟବସ୍ଥା ଅନୁଯାୟୀ...

ଅଜଣା ହାଇଓ୍ବା ଧକ୍କାରେ ବୃଦ୍ଧା ମୃତ: କ୍ଷତିପୁରଣ ଦାବିରେ ବ୍ରାହ୍ମଣୀପାଳ-ଦୈତାରୀ ରାସ୍ତା ଅବରୋଧ

କେନ୍ଦୁଝର,୨୨।୫(ସ୍ବ.ପ୍ର.): କେନ୍ଦୁଝର ଜିଲା ହରିଚନ୍ଦନପୁର ବ୍ଲକ ଦୈତାରୀ ଥାନା ଅନ୍ତର୍ଗତ ବଳିପର୍ବତ ନିକଟରେ ଏକ ଅଜଣା ଗାଡି ଧକ୍କାରେ ବୁଧବାର ରାତିରେ ଜଣେ ବୃଦ୍ଧା ପ୍ରାଣ ହରାଇଛନ୍ତି। ମୃତକ ହେଲେ ରେବଣା ପଳାଶପାଳ ଅଞ୍ଚଳର ବାସନ୍ତୀ ଦେହୁରୀ(୫୫)। ବାସନ୍ତୀ ଆଜକୁ...

ଗ୍ରୀଷ୍ମରେ ରକ୍ତ ଅଭାବ ଦୂର ପାଇଁ ପ୍ରୟାସ: ୭ଟି ଶିବିରରେ ୧୩୨ ୟୁନିଟ ରକ୍ତ ସଂଗ୍ରହ

ବ୍ରହ୍ମପୁର ଅଫିସ, ୨୨।୫: ବ୍ରହ୍ମପୁର ସବୁଜ ବାହିନୀ, ଆଞ୍ଚଳିକ ବିକାଶ ପରିଷଦ (ଗୁଣ୍ଠବନ୍ଧ), ମାରଓ୍ବାଡି ମହିଳା ସମିତି, ନେଚର ଲଭର୍ସ ଓଡିଶା, ବକ୍ସିଂ ଓଡିଶାର ମିଳିତ ଆନୁକୂଲ୍ୟରେ ଏବଂ ରକ୍‌ ଷ୍ଟାର ଡ୍ୟାନ୍ସ ଏକାଡେମୀର ସହଯୋଗରେ ବୁଧବାର ବ୍ରହ୍ମପୁର ବଡ଼...

ପୁରୁଣା ବ୍ରହ୍ମପୁରରେ ମାଙ୍କଡ଼ ଆତଙ୍କ: ୩୦ରୁ ଊର୍ଦ୍ଧ୍ୱ ଆହତ, ମାରିଦେବାକୁ ଅଞ୍ଚଳବାସୀଙ୍କ ଦାବି

ବ୍ରହ୍ମପୁର ଅଫିସ,୨୨ା୫: ଗଞ୍ଜାମ ଜିଲା ପୁରୁଣା ବ୍ରହ୍ମପୁର ଅଞ୍ଚଳରେ ଗତ ଏକ ମାସ ହେଲା ଏକ ପାଗଳ ହନୁମାଙ୍କଡ଼ର ଆତଙ୍କ ଦେଖିବାକୁ ମିଳିଛି। ମାଙ୍କଡ଼ଟି ସ୍ଥାନୀୟ ଅଞ୍ଚଳର ୩୦ରୁ ଊର୍ଦ୍ଧ୍ୱ ଲୋକଙ୍କୁ କାମୁଡ଼ି ସାରିଲାଣି। ଭୟରେ ଲୋକମାନେ ଘରୁ ବାହାରକୁ...

କାଶିପାଳ ଗ୍ରାମରେ ଅଘଟଣ: ମଦ କାରବାରକୁ ନେଇ ବଚସା, ସ୍ବାମୀଙ୍କ ମାଡ଼ରେ ସ୍ତ୍ରୀ ମୃତ

ଝୁମ୍ପୁରା,୨୨।୫(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଝୁମ୍ପୁରା ଥାନା ଅନ୍ତର୍ଗତ କାଶିପାଳ ଗ୍ରାମରେ ବୁଧବାର ଏକ ଅଘଟଣ ଘଟିଛି। ମଦ କାରବାରକୁ ନେଇ ବଚସା ହେବାରୁ ସ୍ବାମୀଙ୍କ ମାଡ଼ରେ ସ୍ତ୍ରୀଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ ସବିତା ମହାକୁଡ଼। ସୂଚନାନୁଯାୟୀ, ମଦ ବ୍ୟବସାୟକୁ...

ଭୋଟ ଗଣତି କେନ୍ଦ୍ରରେ ଅଧିକାରୀଙ୍କ ସମୀକ୍ଷା

ବ୍ରହ୍ମପୁର ଅଫିସ,୨୨ା୫ : ଚଳିତ ସାଧାରଣ ନିର୍ବାଚନର ଭୋଟ୍‌ ଗଣତି ପାଇଁ ପ୍ରଶାସନିକସ୍ତରରେ ପ୍ରସ୍ତୁତି ଚୂଡ଼ାନ୍ତ ହୋଇସାରିଛି। ବ୍ରହ୍ମପୁରର ଶିଳ୍ପ ତାଲିମ ଅନୁଷ୍ଠାନ(ଆଇଟିଆଇ)ରେ ଦିଗପହଣ୍ଡି, ଚିକିଟି ଏବଂ ସାନଖେମୁଣ୍ଡି ବିଧାନସଭା ନିର୍ବାଚନମଣ୍ଡଳୀର ଭୋଟ ଗଣତି ହେବ । ସେହିଭଳି ସରକାରୀ...

ଗୁରୁବାର ଭୋଟ ଗଣନା: କେନ୍ଦୁଝର ପ୍ରଶାସନର ପ୍ରସ୍ତୁତି ଶେଷ, କେନ୍ଦ୍ରଗୁଡ଼ିକୁ ମୋବାଇଲ ଫୋନ ମନା

କେନ୍ଦୁଝର,୨୨।୫(ସ୍ବ.ପ୍ର.): ଗୁରୁବାର ୨୦୧୯ ସାଧାରଣ ନିର୍ବାଚନକୁ ନେଇ ଭୋଟ ଗଣନା କରାଯିବ। ଏହାକୁ ନେଇ ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି ଶେଷ ହୋଇଛି। ଅବଜର୍ଭର ଡ଼. ଓମ ପ୍ରକାଶଙ୍କ ଉପସ୍ଥିତରେ ଏକ ଖବରଦାତା ସମ୍ମିଳନୀରେ ଜିଲାପାଳ ତଥା ଜିଲା ନିର୍ବାଚନ...

ପାନୀୟ ଜଳ ପାଇଁ ବ୍ଲକ ଘେରାଉ କଲେ ମହିଳା

ମାଲକାନଗିରି,୨୨ା୫(ଡି.ଏନ୍‌.ଏ.): ମାଲକାନଗିରି ଜିଲା ଖଇରପୁଟ ସଦର ପଞ୍ଚାୟତର ଉପରପୁଟ ଝରିଆଗୁଡ଼ା ଗ୍ରାମର ଶତାଧିକ ମହିଳା ବୁଧବାର ସକାଳୁ ଖଇରପୁଟ ବ୍ଲକ ଘେରାଉ କରିବା ସହିତ ତାଲା ପକାଇ କାର୍ଯ୍ୟାଳୟ ସମ୍ମୁଖରେ ଧାରଣାରେ ବସିଥିଲେ। ପ୍ରକାଶ ଯେ,ଦୀର୍ଘଦିନ ଦିନ ହେବ ଉପରପୁଟ...

ଅଂଶୁଘାତରେ ବୃଦ୍ଧାଙ୍କ ଜୀବନଗଲା

ହାଟଡ଼ିହୀ, ୨୨।୫(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ ଜମ୍ଭରା ଶାଳବଣୀ ସାହିର ଜଣେ ବୃଦ୍ଧାଙ୍କର ବୁଧବାର ଅଂଶୁଘାତରେ ମୃତ୍ୟୁ ଘଟିଛି। ସେ ହେଲେ ହଳଧର ନାୟକଙ୍କ ସ୍ତ୍ରୀ ସୁକାନ୍ତି(୬୫)। ସୁକାନ୍ତି ନିଜ ବଗିଚାରେ କାମ କରୁଥିବା ବେଳେ ହଠାତ୍‌ ଚେତାଶୂନ୍ୟ...

ମାଟ୍ରିକ ପରୀକ୍ଷା ଫଳ: ସରକାରୀ ଅପେକ୍ଷା ବେସରକାରୀ ବିଦ୍ୟାଳୟ ଛାତ୍ରୀଛାତ୍ର ଆଗରେ

ପାଟଣା,୨୨।୫(ସ୍ବ.ପ୍ର.): ମଙ୍ଗଳବାର ପ୍ରକାଶ ପାଇଥିଲା ମାଟ୍ରିକ ପରୀକ୍ଷା ଫଳ। କେନ୍ଦୁଝର ଜିଲା ପାଟଣା ବ୍ଲକ ସରକାରୀ ବିଦ୍ୟାଳୟର ପରୀକ୍ଷା ଫଳ ଖରାପ ରହିଥିବା ବେଳେ ବେସରକାରୀ ବିଦ୍ୟାଳୟର ଫଳ ଭଲ ହୋଇଛି। ପାଟଣାସ୍ଥିତ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରର ଛାତ୍ର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri