ଆମ ଜିଲା ଖବର

ଗରମରେ ଛଟପଟ ହେଲେ ଜିଲାବାସୀ

ଅନୁଗୋଳ ଅଫିସ, ୨୭।୪- ଅନୁଗୋଳ ସହର ଓ ଏହାର ଉପକଣ୍ଠରେ ଅସହ୍ୟ ଗରମ ଏବଂ  ଗୁଳଗୁଳି ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଶୁକ୍ରବାର ଏଠାରେ ତାପମାତ୍ରା ୪୧.୯ ଡିଗ୍ରୀ ଥିବା ରେକର୍ଡ କରାଯାଇଛି। ମଧ୍ୟାହ୍ନରେ ଜନଗହଳି ପୂର୍ଣ୍ଣ ସହର ଖାଁ...

ରକ୍ତ ଅଭାବ ଦୂର ପାଇଁ ଆଗକୁ ଆସିଲେଣି ବିଭିନ୍ନ ସଂଗଠନ

ବ୍ରହ୍ମପୁର ଅଫିସ୍‌,୨୭ା୪-  ବ୍ରହ୍ମପୁର ବଡ଼ମେଡ଼ିକାଲ୍‌ ପରିସରରେ ଥିବା ରକ୍ତ ଭଣ୍ଡାରରେ ରକ୍ତ ଅଭାବ ଦେଖାଦେବାରେ ଲାଗିଛି। ଗ୍ରୀଷ୍ମ ପ୍ରବାହ ଯୋଗୁ ରକ୍ତ ସଂଗ୍ରହ ବହୁ ପରିମାଣରେ କମିଯାଇଛି। ଆବଶ୍ୟକ ଅନୁଯାୟୀ ରକ୍ତ ସଂଗ୍ରହ ହୋଇପାରୁନି। ଫଳରେ ଜରୁରୀ ପରିସ୍ଥିତିରେ ରୋଗୀଙ୍କୁ...

ଠିକାଦାରଙ୍କୁ ଅପହରଣ: ସୁନା ଗହଣା ଦେଇ ମୁକୁଳାଇଲେ ସ୍ତ୍ରୀ

ଆସିକା,୨୭ା୪(ଡି.ଏନ୍‌.ଏ.)- ଆସିକା ଥାନାର ଆଲିପୁର ଗ୍ରାମଠାରେ ଗୁରୁବାର ରାତି ପ୍ରାୟ ୮ଟାରେ ଜଣେ ଠିକାଦାର ଓ ତାଙ୍କ ସହଯୋଗୀଙ୍କୁ ଦୁର୍ବୃତ୍ତମାନେ ବନ୍ଧୁକ ଦେଖାଇ ଅପହରଣ କରିନେଇଥିଲେ। ଅପହୃତ ଠିକାଦାର ଜଣକ କୋଟିବାଡି ଗ୍ରାମର ପ୍ରଶାନ୍ତ ଗୌଡ (୪୭) ଓ ତାଙ୍କ...

ଡାକ୍ତର, କର୍ମଚାରୀଙ୍କ ନାଁରେ ମାମଲା

ବ୍ରହ୍ମପୁର ଅଫିସ,୨୭ା୪- ବ୍ରହ୍ମପୁର  ନୂଆ ବସଷ୍ଟାଣ୍ଡ ରୋଡରେ ଥିବା ଏକ ଘରୋଇ ନର୍ସିଂହୋମରେ ଜଣେ ରୋଗୀଙ୍କୁ ମାଡ଼ ମରାଯିବା ସହ ତାଙ୍କ ସୁନାଚେନ ଛଡ଼ାଇ ନିଆଯାଇଥିବା ବୈଦ୍ୟନାଥପୁର ଥାନାରେ ଅଭିଯୋଗ ହୋଇଛି। ନୟାଗଡ଼ରୁ ଚିିକିତ୍ସା ପାଇଁ ଆସିଥିବା ସୀମାଞ୍ଚଳ ତ୍ରିପାଠୀ...

୬ ସାହିରେ ଘଟ ପରିକ୍ରମା: ମନମୋହୁଛି ରଥ, କଳାକୁଞ୍ଜ

ବ୍ରହ୍ମପୁର ଅଫିସ, ୨୭ା୪- ବ୍ରହ୍ମପୁର ପ୍ରସିଦ୍ଧ ମା’ ବୁଢୀ ଠାକୁରାଣୀ ଯାତ୍ରା ଶୁକ୍ରବାର ୨୮ ଦିନରେ ପହଞ୍ଚିଛି। ଆଉ ୩ ଦିନ ପରେ ମା’ଙ୍କ ବାହୁଡାଣୀ ପର୍ବ ଅନୁଷ୍ଠିତ ହେବ। ଅର୍ଥାତ୍‌ ମା’ ବାପଘରୁ  ନିଜସ୍ବ ମନ୍ଦିରକୁ ବାହୁଡିବେ। ତେଣୁ...

ଜଣକୁ ହେଲେ ୧୦ ଜଣଙ୍କୁ ସଂକ୍ରମିତ ଆଶଙ୍କା

ଫୁଲବାଣୀ ଅଫିସ,୨୭ା୪- କନ୍ଧମାଳ ଜିଲା ମୁଖ୍ୟ ଚିକିତ୍ସାଳୟ ସମ୍ମିଳନୀ କକ୍ଷରେ ଶୁକ୍ରବାର ବିଶ୍ୱ ମ୍ୟାଲେରିଆ ଦିବସ ପାଳିତ ହୋଇଯାଇଛି। ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡ. ସମୀର କୁମାର ଦାସ ଯୋଗଦେଇ ମ୍ୟାଲେରିଆ ଅଞ୍ଚଳରେ ସ୍ବତନ୍ତ୍ର ଦୃଷ୍ଟି ଦେବା ଉପରେ ଗୁରୁତ୍ୱାରୋପ...

ନିର୍ବାଚନ ପାଇଁ ସିଆରପିଏଫ୍‌ର ଫ୍ଲାଗମାର୍ଚ୍ଚ

ବାଲେଶ୍ୱର/ଜଳେଶ୍ୱର, ୨୭।୪(ଡି.ଏନ.ଏ.)-ବାଲେଶ୍ୱର ସହରରେ ଶାନ୍ତିପୂର୍ଣ୍ଣ ନିର୍ବାଚନ ପାଇଁ ସିଆର୍‌ପିଏଫ୍‌ ପକ୍ଷରୁ ଶୁକ୍ରବାର ପୂର୍ବାହ୍ନ ୧୦ଟାରେ ଫ୍ଲାଗମାର୍ଚ୍ଚ ଅନୁଷ୍ଠିତ ହୋଇଥିଲା। ଜିଲାରେ ଆସନ୍ତା ୨୯ ତାରିଖରେ ଅନୁଷ୍ଠିତ ହେବାକୁ ଥିବା ଚତୁର୍ଥ ପର୍ଯ୍ୟାୟ ସାଧାରଣ ନିର୍ବାଚନକୁ ଅବାଧ, ଭୟମୁକ୍ତ ଓ ଶାନ୍ତିପୂର୍ଣ୍ଣ...

ପରିବର୍ତ୍ତନ ସଂକଳ୍ପ ସମାବେଶରେ ରାହୁଲ: ‘ଚୋରଙ୍କୁ ଖସାଇଛନ୍ତି ନିଜେ ଚୌକିଦାର’

ବାଲେଶ୍ୱର ଅଫିସ/ରେମୁଣା, ୨୭।୪(ଡି.ଏନ.ଏ.)-ବାଲେଶ୍ୱର ଜିଲା ରେମୁଣା ବ୍ଲକ ନରହରିପୁର ପଡ଼ିଆରେ ଶୁକ୍ରବାର ଅପରାହ୍ନରେ ଆୟୋଜିତ ପରିବର୍ତ୍ତନ ସଂକଳ୍ପ ସମାବେଶରେ ଯୋଗଦେଇ ଜାତୀୟ କଂଗ୍ରେସ ସଭାପତି ରାହୁଲ ଗାନ୍ଧୀ କେନ୍ଦ୍ରର ନରେନ୍ଦ୍ର ମୋଦିଙ୍କ ସରକାରଙ୍କୁ ତୀବ୍ର ସମାଲୋଚନା କରିଛନ୍ତି।  ସେ କହିଥିଲେ,...

ବିଜୟ ସଂକଳ୍ପ ସମାବେଶରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ: ଭାଜପା କ୍ଷମତାକୁ ଆସିଲେ ଖଣି, ଚିଟ୍‌ଫଣ୍ଡ ଚୋର ଜେଲ୍‌ ଯିବେ

ଭଦ୍ରକ ଅଫିସ/ପଦ୍ମପୁର/ତିହିଡି, ୨୭।୪ (ଡି.ଏନ.ଏ.) – ଶୁକ୍ରବାର କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଭଦ୍ରକ ଜିଲା ଗସ୍ତରେ ଆସି ଦଳୀୟ ବିଧାୟକ ପ୍ରାର୍ଥୀ ମନମୋହନ ସାମଲ, ମାଧବାନନ୍ଦ ମଲ୍ଲିକ, ବିଷ୍ଣୁ ସେଠୀ ଓ ଡା. ପ୍ରଦୀପ ନାୟକଙ୍କ ସମେତ ଭଦ୍ରକ ଲୋକ...

ଧୂଷୁରୀରେ ଭାଜପାର ବିଜୟ ସଂକଳ୍ପ ସମାବେଶ: ‘ସରକାର ପରିବର୍ତ୍ତନ ନିଶ୍ଚିତ’

ଧାମନଗର, ୨୭।୪ (ଡି.ଏନ.ଏ.) – ଭଦ୍ରକ ଜିଲା ଧାମନଗର ନିର୍ବାଚନମଣ୍ଡଳୀର ଧୂଷୁରୀ ବାସନ୍ତୀ ପଡ଼ିଆରେ ଭାଜପାର ବିଜୟ ସଂକଳ୍ପ ସମାବେଶ ଅନୁଷ୍ଠିତ ହୋଇଯାଇଛି। କେନ୍ଦ୍ର ଆଦିବାସୀ କଲ୍ୟାଣ ମନ୍ତ୍ରୀ ଜୁଏଲ୍‌ ଓରାମ ଏଥିରେ ମୁଖ୍ୟଅତିଥି ଭାବେ ଯୋଗଦେଇ ରାଜ୍ୟରେ ଅପାରଗ...

ବ୍ୟବସାୟୀଙ୍କୁ ବନ୍ଧୁକ ଦେଖାଇ ୧୫ ହଜାର ଟଙ୍କା ସହ ମୋବାଇଲ ଛଡ଼ାଇନେଲେ ଲୁଟେରା

କେନ୍ଦୁଝର,୨୬ା୪(ସ୍ବ.ପ୍ର.):କେନ୍ଦୁଝର ମାଇନିଂଛକଠାରୁ ଡିମ୍ବୋ ରାସ୍ତା ମଧ୍ୟରେ ଥିବା ସାଇମନ୍ଦିର ନିକଟରେ ଜଣେ ସିମେଣ୍ଟ ବ୍ୟବସାୟୀଙ୍କ ଠାରୁ ବନ୍ଧୁକ ଦେଖାଇ ୧୫ହଜାର ଟଙ୍କା ସହ ମୋବାଇଲ ଲୁଟି ନେଇ ପଳାଇଲେ  ଲୁଟେରା। ଖବର ଅନୁଯାୟୀ, ଗୁରୁବାର ରାତିରେ ଡିମ୍ବୋ ଗ୍ରାମର ଦିଲୀପ...

ଯୁବକଙ୍କ ଗୁପ୍ତାଙ୍ଗ କାଟିଲେ ଦୁର୍ବୃତ୍ତ

ପାଟଣା,୨୬ା୪(ସ୍ବ.ପ୍ର.) : କେନ୍ଦୁଝର ଜିଲା ପାଟଣା ଥାନା ମୁଖ୍ୟାଳୟସ୍ଥିତ ସଁରାପଶି  ଗ୍ରାମରେ  ବନ୍ଦ ପଡ଼ିଥିବା ଏକ ଆବାସିକ ଶିଶୁମନ୍ଦିର ପ୍ରକୋଷ୍ଠରୁ ଶୁକ୍ରବାର ସକାଳେ ରକ୍ତ ଜୁଡୁବୁଡୁ ଅବସ୍ଥାରେ  ଜଣେ ଯୁବକଙ୍କୁ ଘର ଲୋକେ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତ୍ତି କରିଛନ୍ତି।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri