ଆମ ଜିଲା ଖବର

ଶିକ୍ଷକ କର୍ମଶାଳା ଉଦ୍‌ଯାପିତ

ସବ୍‌ଡ଼େଗା, ୨୬।୪ (ଡି.ଏନ.ଏ)- ସୁନ୍ଦରଗଡ଼ ଜିଲା ସବ୍‌ଡେଗା ବ୍ଲକ ଅନ୍ତର୍ଗତ ସମସ୍ତ ପ୍ରାଥମିକ ଏବଂ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନଶିକ୍ଷକ ଏବଂ ଜଣେ ଲେଖାଏଁ ସହକାରୀ ଶିକ୍ଷୟିତ୍ରୀ, ଶିକ୍ଷକଙ୍କୁ ନେଇ ଏକ ଦିବସୀୟ କର୍ମଶାଳା ଆୟୋଜିତ ହୋଇଥିଲା। ସବ୍‌ଡେଗା ବ୍ଲକ...

ସତା ହରଉଛେ ତିରଶୁଲ ବଁଧ୍‌

ବେଲପଡା, ୨୬ା୪(ଡି.ଏନ.ଏ.):  ବଲାଙ୍ଗୀର ଜିଲା ବେଲପଡ଼ା ବ୍ଲକ ସଦର ଗାଁ ବେଲପଡ଼ାରେ ରହିଛେ ପୁରାତନ ତିରଶୁଲ ବଁଧ୍‌। ୪୨ ନମ୍ବର ରାଜ୍ୟ ରାଜପଥ ତରାରେ ୬ ଏକର ଜାଗାରେ ଥିବାର ଇ ବଁଧ୍‌ ଏହେଦେ ଦେଖ୍‌ଭାଲ ଅଭାବୁ ତାର ସତା...

ସୁଖ୍‌ ଶିଆଁତି ଛଡ଼େଇ ନେଲା ଇନ୍ଦ୍ରାବତୀ ପ୍ରକଳ୍ପ: ମଉଲିକ୍‌ ସୁବିଧାରୁ ବଁଚିତ୍‌ ଘୁଟୃଖାଲବାସୀ

ଭବାନୀପାଟଣା, ୨୬ା୪ (ଡିଏନଏ):  ଇନ୍ଦ୍ରାବତୀ ପ୍ରକଳ୍ପ ତିଆର ହେବା, ଆସର ପାସର ହାଁଗଁଡ଼ାର ଲୋକ୍‌ ସବୁ ପରକାର ମଉଲିକ ସୁବିଧା ସୁଯୋଗ ପାଏବେ। ପିଲାମାନେ  ପାଠ୍‌ ପଢ଼ବାର ସୁବିଧା ପାଏବାର ସଂଗେ ଭେଁଡ଼ିଆମାନେ ରୁଜଗାର ପାଏବେ। ଅଂଚଲର ବିକାଶ ହେବା।...

ଆବାସ ଯୋଜନାର ବିଲ ଲାଗି ହିତାଧିକାରୀ ହଟହଟା

ସମ୍ବଲପୁର,୨୬।୪ (ବ୍ୟୁରୋ):  ସମ୍ବଲପୁର ମହାନଗର ନିଗମର ଭିନେ ଭିନେ ଗାଁରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ହିତାଧିକାରୀମାନେ ଘର ତିଆରି କରୁଛନ୍‌। ହେଲେ ପାଖାପାଖି ମାସେ ହେଲା ମହାନଗର ନିଗମ ତରଫୁ ବିଲ ଟଁକା ନାଇଁ ଦିଆଯାଉଥିବାର ଅଭିଯୋଗ ହେଉଛେ। କେତେ...

ସାମୂହିକ ଉଦ୍ୟମ ଦ୍ୱାରା ମ୍ୟାଲେରିଆ ମୂଳୋତ୍ପାଟନ ସମ୍ଭବ

ସୋନପୁର,୨୬।୪(ନି.ପ୍ର.) ସୁବର୍ଣ୍ଣପୁର ଜିଲା ମୁଖ୍ୟ ଚିକିତ୍ସାଳୟ ପରିସରରେ ବିଶ୍ୱ ମ୍ୟାଲେରିଆ ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଜିଲା ମୁଖ୍ୟ ଚିକିତ୍ସା ଓ ଜନସ୍ବାସ୍ଥ୍ୟ ଅଧିକାରୀ ଡାକ୍ତର ଶରତ ଚନ୍ଦ୍ର ନାଏକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଚେତନତା ସଭାରେ ଜିଲାପାଳ ମଧୁସୂଦନ...

ଲାଠୋରରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ବାଟବନା: ପକାଘର ପାଏବାରୁ ବଁଚିତ ଗରିବ ପରିବାର

ଲାଠୋର, ୨୬ା୪ (ଡି.ଏନ.ଏ):  ସରକାରୀ ନିୟମ ଅନ୍‌ସାରେ ଏସ୍‌ଇସିସି ତାଲିକାରେ ଯେନ୍‌ମାନକର ନଁା ଥିବା ଆର ଘରଦୁଆର ନାଇଁଥିବା ସେମାନକୁ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ସାମିଲ କରି ପକା ଘର ଯୁଗେଇ ଦେବାର ବେବସ୍‌ତା ରହିଛେ। ଭାରତ ସରକାରକଁର ଗ୍ରାମ୍ୟ...

୨ଟି ବୁଥ୍‌ରେ ସାନି ମତଦାନ

ସୁନ୍ଦରଗଡ଼,୨୫ା୪(ଡି.ଏନ୍‌.ଏ.) : ସୁନ୍ଦରଗଡ଼ ଜିଲାର ୨ଟି ବୁଥ୍‌ରେ ଇଭିଏମ୍‌ରେ ତୃଟି ଯୋଗୁ ମତଦାନ ବାତିଲ ହୋଇଥିଲା। ମୁଖ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ ଅନୁଯାୟୀ ଗୁରୁବାର ଏହି ୨ଟି ବୁଥ୍‌ରେ ସାନି ମତଦାନ ହେଉଛି। ସୁନ୍ଦରଗଡ଼ ରଙ୍ଗାଢିପା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ...

ଭୋଟ ପରେ ଅଙ୍କ କଷୁଛନ୍ତି ନେତା ଓ କର୍ମୀ

ହାଟଡ଼ିହି,୨୫ା୪(ଡି.ଏନ୍‌.ଏ.) : କେନ୍ଦୁଝର ଜିଲା ଆନନ୍ଦପୁର ନିର୍ବାଚନମଣ୍ଡଳୀରେ ଭୋଟଗ୍ରହଣ ପରେ ନେତା ଓ କର୍ମୀମାନେ ଏବେ ଅଙ୍କ କଷୁଛନ୍ତି। କେଉଁ ବୁଥ୍‌ରୁ କେତେ ଭୋଟ ମିଳିବ ତାହାକୁ ନେଇ ବିଭିନ୍ନ ରାଜନୈତିକ ଦଳ ପକ୍ଷରୁ ହିସାବନିକାଶ ଚାଲିଛି। ଚଳିତଥର ଏହି...

ବାଇକକୁ ଧକ୍କାଦେଲା ଟ୍ରକ

ଆନନ୍ଦପୁର/କୋଳିମାଟି,୨୫ା୪(ଡି.ଏନ୍‌.ଏ.): ମହୁଲଡିହା ଥାନା ଅଧୀନ ଗୋଡ଼ଭଙ୍ଗା ଘାଟି ଉପରେ ଟ୍ରକ ଧକ୍କା ଦେବାରୁ ଦୁଇ ବାଇକ ଆରୋହୀ ଗୁରୁତର ହୋଇଛନ୍ତି। ଉଭୟଙ୍କୁ ପ୍ରଥମେ ଅଗ୍ନିଶମ କର୍ମଚାରୀ ଦାରା ଆନନ୍ଦପୁର ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରିଥିବାବେଳେ ପରେ କଟକ ସ୍ଥାନାନ୍ତର କରାଯାଇଛି।...

ମୁକୁଳାପଡ଼ିଛି ଟ୍ରାନ୍ସଫର୍ମର, ଲୋକେ ଭୟଭୀତ

ଗଞ୍ଜାମ,୨୫ା୪(ଡି.ଏନ୍‌.ଏ.): ଗଞ୍ଜାମ ବିଜ୍ଞାପିତ ଅଞ୍ଚଳ ପରିଷଦ ୪ ନଂ ଓ୍ବାର୍ଡର ରାଉଳସାହି ନିକଟସ୍ଥ ୟୁଏଇ ହଲ୍‌ ସମ୍ମୁଖରେ ଥିବା ଟ୍ରାନ୍ସଫର୍ମରଟି ଦୀର୍ଘବର୍ଷ ଧରି  ମୁକୁଳାପଡ଼ିଛି। ଏହାର ଚତୁଃପାର୍ଶ୍ୱରେ ସୁରକ୍ଷାବାଡ଼ା ନ ଥିବାରୁ ଲୋକେ ଭୟଭୀତ ଅବସ୍ଥାରେ ଯାତାୟାତ କରୁଛନ୍ତି। ଏଥିସହିତ...

ବସକୁ ଧକ୍କା ଦେଲା ଟ୍ରକ : ଜଣେ ଶିଶୁଙ୍କ ଜୀବନଗଲା

କେନ୍ଦୁଝର,୨୫ା୪(ସ୍ବ.ପ୍ର.) : କେନ୍ଦୁଝର ଜିଲା କାଞ୍ଜିପାଣି ଘାଟିରେ ବୁଧବାର ରାତିରେ ଏକ ଘରୋଇ ବସ ପଛରେ ଟ୍ରକ ଧକ୍କା ଦେବାରୁ ଜଣେ ୬ ବର୍ଷର ଶିଶୁଙ୍କ ଜୀବନ ଯାଇଥିବାବେଳେ ୨୦ରୁ ଊର୍ଦ୍ଧ୍ୱ ଆହତ ହୋଇ ଜିଲା ମୁଖ୍ୟ ଡାକ୍ତରଖାନାରେ ଚିକିିତ୍ସିତ...

ମରୁଡ଼ିଗ୍ରସ୍ତ ଜମିକୁ ଜଳସେଚନ କରାଯିବାକୁ ଦାବି୫ ଶହ ଏକରରୁ ଊଦ୍ଧର୍‌ବ ଚାଷଜମିକୁ ପାଣି ମାଡୁନି

ଖଣ୍ଡପଡା,୨୫ା୪(ସ୍ବ.ପ୍ର.)-କଣ୍ଟିଲୋ ଅଞ୍ଚଳରେ ୫ ଶହ ଏକରରୁ ଊର୍ଦ୍ଧ୍ୱ ଚାଷ ଉପଯୋଗୀ ଜମି ଥିବାବେଳେ ଅନିୟମିତ ବର୍ଷା ତଥା ଆବଶ୍ୟକ ପାଣି ବିନା ପ୍ରତି ବର୍ଷ ମରୁଡ଼ି ଯୋଗୁ ଫସଲ ନଷ୍ଟ ହୋଇଥାଏ। ଏହିସବୁ ଜମିକୁ ଜଳସେଚନ ସୁବିଧା ପାଇଁ ଉଠା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri