ଆମ ଜିଲା ଖବର

ମଉଲିକ୍‌ ସୁବିଧା ସୁଯୋଗରୁ ବଁଚିତ୍‌ ୨ ପଡ଼ାବାସୀ

କେସିଙ୍ଗା,୨୨।୪(ଡି.ଏନ.ଏ.):  କେସିଙ୍ଗା ଏନ୍‌.ଏ.ସି. ୮ ନମ୍ବର ଓ୍ବାର୍ଡର ଯାଦବ ଆର ହରିଜନ ପଡ଼ାବାସୀ ମଉଲିକ ସୁବିଧାରୁ ବଁଚିତ ହେଉଥିବାର ଅଭିଯୋଗ ହେଇଛେ। ୮ ନମ୍ବର ଓ୍ବାର୍ଡର ନ୍ୟୁ ଲାଇଫ୍‌ ସ୍କୁଲ ପାସେ ଥିବାର ହରିଜନ ପଡ଼ାରେ ପାଖାପାଖି ୩୦ ପରିବାରର ୨୫୦...

ସର୍ଗିଗୁଡ଼ାରେ ବଡ଼ଭାରି ପିଇଲା ପାଏନ୍‌ ସମସିଆ: ପାଏନ୍‌ ନାଁରେ ଫ୍ଲୋରାଇଡ୍‌ ପିଉଛନ୍‌ ଗାଁବାସୀ

ନୂଆପଡା ଅଫିସ,୨୨ା୪:  ନୂଆପଡ଼ା ରାଏଜର ସବୁଠାନୁ ଜହ ଫ୍ଲୋରାଇଡ୍‌ ପରଭାବିତ ଜିଲା। ଇଠାନର ପଚିଶ ପରତିଶତରୁ ଅଧ୍‌କା ଅଂଚଲରେ ଫ୍ଲୋରାଇଡ୍‌ ବାହାରୁଛେ। ନିରମଲ ପିଇଲା ପାଏନ୍‌ ଟିକେ ପାଏବାର ଲାଗି ଇଠାନେ ଲୁକ୍‌କୁ ନାନା ସମସିଆ ସଂଗେ ଯୁଝ୍‌ବାକେ ପଡ଼ୁଛେ।...

ହକ୍‌ ପାଏଲେ ଦିବ୍ୟାଙ୍ଗ ଆଶୁତୋଷ

ବିନିକା,୨୨ା୪(ଡି.ଏନ୍‌.ଏ): ସୁବର୍ଣ୍ଣପୁର ଜିଲା ବିନିକା ବ୍ଲକ ଭଣ୍ଡାର ଗାଁର ହରିଶ୍ଚନ୍ଦ୍ର ହୋତାକଁର ଦିବ୍ୟାଙ୍ଗ ପୁଓ ଆଶୁତୋଷ ଶେଷେ ସରକାରୀ ଯୋଜନାରେ ବିଜୁ ପକ୍କାଘର ଖଁଡ଼େ ପଏବାରେ ସଫଲ ହେଇଛନ୍‌। ସେ ଜନମ୍‌ ବେଲୁ କେହେନ୍‌ସି ଗୁଟେ ଅଜନା ରୋଗ୍‌ରେ ପୀଡ଼ିତ...

ପରିତ୍ୟକ୍ତ ହୋଇପଡିଛି ସୀତାସାଗର: କୂଳ ପାଲଟିଛି ଅସାମାଜିକଙ୍କ ଆଡ୍ଡାସ୍ଥଳୀ

ପାରଳାଖେମୁଣ୍ଡି,୨୨।୪ (ସ୍ବ.ପ୍ର.)-  ଗଜପତି ଜିଲା ସଦର ମହକୁମା ପାରଳାଖେମୁଣ୍ଡିସ୍ଥିତ ଐତିହାସିକ ସୀତାସାଗର ପୋଖରୀ ଏବେ ପରିତ୍ୟକ୍ତ ଅବସ୍ଥାରେ ପଡିଛି। ଏହାର କୂଳ ଏବେ ଅସାମାଜିକ ଲୋକଙ୍କ ଆଡ୍ଡାସ୍ଥଳୀ ପାଲଟିଛି, ଯେଉଁ ସୀତାସାଗର ପୋଖରୀ ଦିନେ ପାରଳାଖେମୁଣ୍ଡି ସହରର ଐତିହ୍ୟ ଥିଲା।...

ବିଲ୍ଟ ପେପର ମିଲରେ ପୁଣି ଅଚଳାବସ୍ଥା:ଜିଲାପାଳଙ୍କ ହସ୍ତକ୍ଷେପ ଲୋଡ଼ିଲା ୟୁନିୟନ

ଜୟପୁର,୨୧।୪(ନି.ପ୍ର.): ଜୟପୁର ବିଲ୍ଟ ପେପର ମିଲ୍‌ରେ ପୁଣିଥରେ ଅଚଳାବସ୍ଥା ସୃଷ୍ଟି ହୋଇଛି। କଞ୍ଚାମାଲ ନାହିଁ, ପୁଣି ଆବଶ୍ୟକ କେମିକାଲର ଅଭାବ। ଗତ ଫେବୃଆରୀରୁ କର୍ମଚାରୀ ଓ ଅନ୍ୟ ଠିକା କର୍ମଚାରୀ ଦରମା ପାଇନାହାନ୍ତି। କର୍ମଚାରୀଙ୍କ ପିଲାମାନେ ଏବେ ସ୍କୁଲରେ ନାମଲେଖା କିମ୍ବା ରିଆଡମିଶନ...

ଗାର୍ଡଓ୍ବାଲ୍‌ରେ ପିଟିହେଲା ଟ୍ରକ

ନିରାକାରପୁର,୨୧ା୪(ଡି.ଏନ୍‌.ଏ.) : ଖୋର୍ଦ୍ଧା ଜିଲା ରାମେଶ୍ୱର ଛକ ନିକଟସ୍ଥ ୧୬ ନଂ ଜାତୀୟ ରାଜପଥରେ ଥିବା ମଲାଶୁଣୀ ନଦୀ ଗାର୍ଡଓ୍ବାଲ୍‌ରେ ବ୍ରହ୍ମପୁରରୁ ଭୁବନେଶ୍ୱର ଯାଉଥିବା ଏକ କବାଡ଼ିଆ ବୋଝେଇ ଟ୍ରକ ଓଆର ୧୫ କେ ୩୬୮୩ ରବିବାର ସକାଳେ ପିଟି...

ସମୁଦ୍ର ସୀମାକୁ ସୁରକ୍ଷା ଦେବ ଆଇଏନ୍‌ଏସ୍‌ ଇମ୍ଫାଲ

ସନୂଆଦିଲ୍ଲୀ,୨୧।୪: ଭାରତୀୟ ନୌସେନାରେ ବିଧ୍ୱଂସକ ଜାହଜ ଆଇଏନ୍‌ଏସ୍‌ ଇମ୍ଫାଲକୁ ସାମିଲ କରାଯାଇଛି। ମୁମ୍ବାଇର ମଝଗାଁଓ ଉପକୂଳରେ ଏହାକୁ ସମୁଦ୍ର ମଧ୍ୟରେ ପ୍ରବେଶ କରାଯାଇଛି। ରାଡରକୁ ଚକ୍‌ମା ଦେଇ ଶତ୍ରୁ ପକ୍ଷଙ୍କୁ ଆକ୍ରମଣ କରିବାର କ୍ଷମତା ରଖିଥିବା ଏହି ଯୁଦ୍ଧ ଜାହଜ...

ବାର୍‌ହା ଆକ୍ରମଣରେ ମହିଳା ଗୁରୁତର

ନୟାଗଡ଼ ଅଫିସ,୨୧ା୪: ଓଡ଼ଗାଁ ଥାନା ପେଟେଇଚଣ୍ଡୀ ମନ୍ଦିର ପଛପଟେ ଥିବା କାଜୁ ଜଙ୍ଗଲରେ ଶନିବାର ବାର୍‌ହା ଆକ୍ରମଣ ଜଣେ ମହିଳା ଗୁରୁତର ହୋଇଛନ୍ତି। ସେ ହେଲେ ସିଙ୍ଗାରପଲ୍ଲୀ ପଞ୍ଚାୟତ ବନ୍ତଳା ଗ୍ରାମର ଉଜ୍ୱଳା ପାଇକରାୟ। ଉଜ୍ୱଳା ଓ ଗ୍ରାମର କିଛି...

ଜଳ ଯୋଗାଣ ପାଇପ ଲିକ୍‌, ନଷ୍ଟ ହେଉଛି ପାଣି

ଖଣ୍ଡପଡା,୨୧ା୪(ସ୍ବ.ପ୍ର.) ନୟାଗଡ ସହରବାସୀଙ୍କୁ ପାନୀୟ ଜଳ ସମସ୍ୟା ଅତିଷ୍ଠ କରୁଛି। ଜଳଯୋଗାଣର ବ୍ୟବସ୍ଥା କରାଯାଇଥିଲେ ମଧ୍ୟ ତାହା ଆରମ୍ଭରୁ ସମସ୍ୟା ସୃଷ୍ଟି କରୁଛି। କଣ୍ଟିଲୋ, ବାଣପୁର ନିକଟ ମହାନଦୀରୁ ୩୦ କି.ମି ଦୂର ନୟାଗଡ ସହରକୁ ହୋଇଥିବା  ପାନୀୟ ଜଳ...

ଭୋଟରଙ୍କୁ ମନେଇବା ପାଇଁ ପ୍ରାର୍ଥୀଙ୍କ ଆପ୍ରାଣ ଉଦ୍ୟମ

ଖଣ୍ଡପଡା,୨୧ା୪(ସ୍ବ.ପ୍ର.) ଖଣ୍ଡପଡା ନିର୍ବାଚନ ମଣ୍ଡଳୀର ବିଧାନସଭା ଆସନ ପାଇଁ ୪ଜଣ ପ୍ରାର୍ଥୀ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି। ବିଜେଡିରୁ ରାଜ୍ୟ ସଭା ସଦସ୍ୟ ସୌମ୍ୟରଞ୍ଜନ ପଟ୍ଟନାୟକ ପ୍ରାର୍ଥୀ ହୋଇଥିବା ବେଳେ ଭାଜପାରୁ ପୂର୍ବତନ ବିଧାୟକ ସିଦ୍ଧାର୍ଥ ଶେଖର ସିଂ ପ୍ରାର୍ଥୀ ହୋଇଛନ୍ତି। କଂଗ୍ରେସ ବସନ୍ତ...

୨ଦିନ ପରେ ଭୋଟ, ଜୋର ଧରିଲା ପ୍ରଚାର: ବାଜିମାରିବା ଲକ୍ଷ୍ୟରେ ସବୁ ଦଳ

ଢେଙ୍କାନାଳ ଅଫିସ, ୨୧।୪- ସାଧାରଣ ନିର୍ବାଚନର ତୃତୀୟ ପର୍ଯ୍ୟାୟ ଭୋଟଗ୍ରହଣ ଆସନ୍ତା ମଙ୍ଗଳବାର ଅନୁଷ୍ଠିତ ହେଉଛି। ମତଦାନକୁ ୨ଦିନ ଥିବାବେଳେ ସବୁ ଦଳ ପକ୍ଷରୁ ପ୍ରଚାର ଜୋର ଧରିଛି। ଗ୍ରାମାଞ୍ଚଳରେ ପ୍ରଚାର ସାରିବା ପରେ ଏବେ ପ୍ରାର୍ଥୀମାନେ ସହରାଭିମୁଖୀ ହୋଇଛନ୍ତି...

ଦୁଇ ହେଭିଓ୍ବେଟଙ୍କ ସହ ମହେଶଙ୍କ ଲଢେଇ

ଅନୁଗୋଳ ଅଫିସ, ୨୧।୪- ଢେଙ୍କାନାଳ ଲୋକ ସଭା ପ୍ରାର୍ଥୀ ଭାବେ ବିଜେଡି ମହେଶ ସାହୁଙ୍କୁ ମଇଦାନକୁ ଆଣିଛି। ଅନୁଗୋଳ ଜିଲା ପାଲଲହଡ଼ା ବିଧାୟକ ଥିବା ମହେଶ ଦୁଇ ହେଭିଓ୍ବେଟ ଭାଜପାର ରୁଦ୍ର ନାରାୟଣ ପାଣି ଓ କଂଗ୍ରେସର କାମାକ୍ଷା ପ୍ରସାଦ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri