ଆମ ଜିଲା ଖବର

ଖମ୍ବେଶ୍ୱରୀ ଠାକୁରାଣୀଙ୍କ ବୈଶାଖୀ ଯାତ୍ରା

ଆସିକା,୨୦ା୪(ଡି.ଏନ୍‌.ଏ.)- ଆସିକାର ଆରାଧ୍ୟ ଦେବୀ ମା’ ଖମ୍ବେଶ୍ୱରୀ ଠାକୁରାଣୀଙ୍କ ବୈଶାଖୀ ଯାତ୍ରା ମେ ୧୨ରେ ଅନୁଷ୍ଠିତ ହେବ। ଏଥିପାଇଁ ପରମ୍ପରା ମୁତାବକ ଚୈତ୍ର ପୂର୍ଣ୍ଣିମା ଶୁକ୍ରବାରଠାରୁ ଠାକୁରାଣୀଙ୍କ ବିଜେ ପ୍ରତିମାକୁ ବିମାନରେ ସ୍ଥାପନ କରି ବାଦ୍ୟବଜାଣା ସହ ପଟୁଆରରେ ନଗର...

କେନାଲ, ରାସ୍ତା କାମ ନିମ୍ନମାନର ଅଭିଯୋଗ : କାର୍ଯ୍ୟ ବନ୍ଦ କଲେ ଉତ୍ତ୍ୟକ୍ତ ଗ୍ରାମବାସୀ

ଖଇରା, ୨୦।୪(ଡି.ଏନ.ଏ.)-ସାଳନ୍ଦୀ ବାମପାର୍ଶ୍ୱ ଆମ୍ବହତା କେନାଲର ଖଇରା ଉପଖଣ୍ଡ ଅଧୀନ ଗଡ଼ ଗ୍ରାମ ନିକଟରେ ଚାଲିଥିବା କେନାଲ ଓ ତତ୍‌ସଂଲଗ୍ନ ଆପ୍ରୋଚ ରୋଡ଼ କାର୍ଯ୍ୟ ନିମ୍ନମାନର କରାଯାଉଥିବା ଅଭିଯୋଗ ହୋଇଛି। ଏହାର ପ୍ରତିବାଦ କରି ଶନିବାର ଗଡ଼ ଓ କଅଁଳଖୁଣ୍ଟା...

ଚଇତି ଘୋଡ଼ାନାଚରେ ଦୁଲୁକୁଛି ଗାଁ ଦାଣ୍ଡ

ଆରଡ଼ି, ୨୦।୪ (ଡି.ଏନ.ଏ.)- ଚଇତି ପୁନେଇ ଆସିଲେ କୈବର୍ତ୍ତ ଓ ନିଆରୀ ସମ୍ପ୍ରଦାୟ ଉଲ୍ଲସିତ ହୋଇଉଠନ୍ତି। ଘରେ ଘରେ ଝୋଟି ପଡ଼ିବା ସହ ପିଠାପଣାର ଆସର ଜମେ। ୫ ଦିନ ଧରି ଚାଲେ ଏହି ପର୍ବ। ପିଲାଠାରୁ ବୁଢ଼ା ପର୍ଯ୍ୟନ୍ତ...

ପୋଲ ନିର୍ମାଣ କାର୍ଯ୍ୟ ମନ୍ଥର

ଝୁମ୍ପୁରା, ୨୦।୪(ଡି.ଏନ.ଏ.): ଝୁମ୍ପୁରା ବଜାର ତଥା ବ୍ଲକ କାର୍ଯ୍ୟାଳୟ, ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର, ତହସିଲ ଆଦିକୁ ଯାତାୟାତ ପାଇଁ ଥିବା ୨ ମୁଖ୍ୟ ରାସ୍ତା ଉପରେ କାନପୁର କେନାଲର ପୋଲ ନିର୍ମାଣାଧୀନ ରହିଛି। ଝୁମ୍ପୁରା-ଉଖୁଣ୍ଡା ରାସ୍ତାର ଅଗ୍ନିଶମ ସେବାକେନ୍ଦ୍ର ପାଖରେ ଏବଂ...

ବିଜେଡି ପାଇଁ ପ୍ରଚାର କଲେ ସନାତନ

ଚମ୍ପୁଆ, ୨୦ା୪ (ଡି.ଏନ.ଏ.): ବିଜେଡିକୁ ବିଜୟ କରିବାକୁ ଶନିବାର ଚମ୍ପୁଆ ଶିରପୁରଠାରେ ବିଧାୟକ ସନାତନ ମହାକୁଡ ଲୋକଙ୍କୁ ଭୋଟ ଭିକ୍ଷା କରିଛନ୍ତି। ମୁଁ ବିଜେଡି ନୁହଁ ମାତ୍ର ମୋ ସମର୍ଥିିତ ପ୍ରାର୍ଥୀଙ୍କୁ ବିଜେଡି ପ୍ରାର୍ଥୀ କରିଥିବାରୁ ତାଙ୍କୁ ଆଗାମୀ ନିର୍ବାଚନରେ...

ଶିଶୁକନ୍ୟାଙ୍କୁ ବଳାତ୍କାର ଅଭିଯୋଗ

ବଲାଙ୍ଗୀର ଅଫିସ, ୨୦ା୪ : ବଲାଙ୍ଗୀର ସଦର ଥାନା ଅଞ୍ଚଳର ଜଣେ ୩ ବର୍ଷର ଶିଶୁକନ୍ୟାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଶିଶୁକନ୍ୟାଟି ନିଜ ସାଙ୍ଗମାନଙ୍କ ସହ ଖେଳୁଥିବା ବେଳେ ପଡ଼ୋଶୀ ଘରର ଜଣେ ୧୪ ବର୍ଷର ନାବାଳକ ସେଠାକୁ...

କେନ୍ଦୁପତ୍ର ବିକ୍ରି କରିପାରୁନାହାନ୍ତି ୧୧ ଗାଁର ଗ୍ରାମବାସୀ

ମାଲକାନଗିରି,୨୦।୪ (ଡି.ଏନ୍‌.ଏ.)- ମାଲକାନଗିରି ଜିଲାରେ ଗତ ୪ ଦିନ ହେଲା ବନ ବିଭାଗ (କେନ୍ଦୁପତ୍ର) ଏବଂ କେତେକ ଘରୋଇ ସଂସ୍ଥା ଜିଲାର ବିଭିନ୍ନ ଫଡିରେ କେନ୍ଦୁପତ୍ର ତୋଳାଳିଙ୍କଠାରୁ କେନ୍ଦୁପତ୍ର ଖରିଦ କରିବା ଆରମ୍ଭ କରିଛନ୍ତି। ମାତ୍ର ମାଲକାନଗିରି ସଦର ବ୍ଲକ...

ବିବାହ ଭୋଜିଖାଇ ୨୦୦ ଝାଡ଼ାବାନ୍ତିରେ ଆକ୍ରାନ୍ତ

ରାଜଗାଙ୍ଗପୁର, ୨୦।୪ (ଡି.ଏନ.ଏ.)- ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ବ୍ଲକ ଅନ୍ତର୍ଗତ କୁଟୁଣିଆ ଗ୍ରାମପଞ୍ଚାୟତ ଲାଠୁପଡା ଗ୍ରାମରେ ଶୁକ୍ରବାର ବିବାହ ଭୋଜିଖାଇ ୨୦୦ରୁ ଅଧିକ ଲୋକ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରେ ୩୦ରୁ ଅଧିକ ଶିଶୁ ଥିବା ଜଣାଯାଇଛି। ଆକ୍ରାନ୍ତଙ୍କୁ...

ଦେବଗଡ ପୌରାଞ୍ଚଳରେ କଂଗ୍ରେସ ପ୍ରାର୍ଥୀଙ୍କ ରୋଡ୍‌ ଶୋ

ଦେବଗଡ଼, ୨୦।୪ (ସ୍ବ.ପ୍ର.) -ନିର୍ବାଚନ ମତଦାନ ପାଇଁ ଆଉ ୩ ଦିନ ବାକିଥିବାବେଳେ କଂଗ୍ରେସ ପକ୍ଷରୁ ସମ୍ବଲପୁର ଲୋକସଭା ପ୍ରାର୍ଥୀ ଶରତ ପଟ୍ଟନାୟକ ଓ ସ୍ଥାନୀୟ ବିଧାୟକ ପ୍ରାର୍ଥୀ ଉମାଶଙ୍କର ସାହୁ ନିଜର କର୍ମୀ ତଥା ନେତାଙ୍କୁ ନେଇ ଗୁରୁବାର...

ଅଲ ଇଣ୍ଡିଆ ଓପନ୍‌ ଚେସ୍‌: ଶୀର୍ଷରେ ଗୁସେନ

କଟକ ଅଫିସ,୨୦ା୪- ଟ୍ରିପଲ ସି’ ଚେସ୍‌ କ୍ଲବ ଆନୁକୂଲ୍ୟରେ ଜବାହରଲାଲ ନେହେରୁ ଇନ୍‌ଡୋର ଷ୍ଟାଡିୟମରେ ଚାଲିଥିବା ୪ର୍ଥ ଅଲ ଇଣ୍ଡିଆ ଓପନ ଚେସ୍‌ ଚାମ୍ପିୟନଶିପରେ ଶୁକ୍ରବାର ତୃତୀୟ ଦିବସ ଖେଳ ଶେଷ ହୋଇଛି। ୬ ରାଉଣ୍ଡ ଖେଳ ଶେଷ ସୁଦ୍ଧା...

ରୋଡ୍‌ ଶୋ’ ସମୟରେ ଦୁର୍ଘଟଣା, ଜଣେ ମୃତ

ବ୍ରହ୍ମଗିରି, ୨୦ା୪(ଡି.ଏନ୍‌.ଏ.): ବ୍ରହ୍ମଗିରି ନିର୍ବାଚନ ମଣ୍ଡଳୀରେ ଶୁକ୍ରବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ରୋଡ ଶୋ’ ସମୟରେ ଏକ ସଡ଼କ ଦୁର୍ଘଟଣାରେ ଜଣଙ୍କ ମୃତ୍ୟୁ ହୋଇଛି। ସେ ହେଲେ ବ୍ରହ୍ମଗିରି ଥାନା ସାତପଡ଼ା ଫାଣ୍ଡି ଅନ୍ତର୍ବତ ଗଙ୍ଗାଧରପୁର ଗ୍ରାମର କାହ୍ନୁଚରଣ ଜାଲି(୪୧)।...

ମହାଶ୍ୱେତା, ଶ୍ରୀତମଙ୍କ ରୋଡ୍‌ ଶୋ

ପାଲଲହଡ଼ା, ୨୦ା୪(ଡି.ଏନ.ଏ.)- ପାଲଲହଡ଼ା ନିର୍ବାଚନ ମଣ୍ଡଳୀରେ ଭାଜପା ବିଧାୟକ ପ୍ରାର୍ଥୀ ଅଶୋକ ମହାନ୍ତିଙ୍କ ପାଇଁ ଶୁକ୍ରବାର ରୋଡ୍‌ ଶୋ କରିଛନ୍ତି ଓଲିଉଡ କଳାକାର ମହାଶ୍ୱେତା ରାୟ ଓ ଶ୍ରୀତମ ଦାସ। ମଧ୍ୟାହ୍ନ ୧୨ଟାରେ ଦୁଇ କଳାକାର ହେଲିକପ୍ଟର ଯୋଗେ ପାଲଲହଡ଼ା ଷ୍ଟାଡିୟମରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri