ଆମ ଜିଲା ଖବର

ମହାଶ୍ୱେତା, ଶ୍ରୀତମଙ୍କ ରୋଡ୍‌ ଶୋ

ପାଲଲହଡ଼ା, ୨୦ା୪(ଡି.ଏନ.ଏ.)- ପାଲଲହଡ଼ା ନିର୍ବାଚନ ମଣ୍ଡଳୀରେ ଭାଜପା ବିଧାୟକ ପ୍ରାର୍ଥୀ ଅଶୋକ ମହାନ୍ତିଙ୍କ ପାଇଁ ଶୁକ୍ରବାର ରୋଡ୍‌ ଶୋ କରିଛନ୍ତି ଓଲିଉଡ କଳାକାର ମହାଶ୍ୱେତା ରାୟ ଓ ଶ୍ରୀତମ ଦାସ। ମଧ୍ୟାହ୍ନ ୧୨ଟାରେ ଦୁଇ କଳାକାର ହେଲିକପ୍ଟର ଯୋଗେ ପାଲଲହଡ଼ା ଷ୍ଟାଡିୟମରେ...

ଆଜି ଅନୁଗୋଳ ଆସିବେ ମୁଖ୍ୟମନ୍ତ୍ରୀ: ୪ ନିର୍ବାଚନମଣ୍ଡଳୀରେ କରିବେ ମାରାଥନ ପ୍ରଚାର

ଅନୁଗୋଳ ଅଫିସ/ବଇଣ୍ଡା/ଛେଣ୍ଡିପଦା ୨୦।୪ (ଡି.ଏନ୍‌.ଏ/ସ୍ବ.ପ୍ର.)- ନିର୍ବାଚନୀ ପ୍ରଚାର ପାଇଁ ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ଅନୁଗୋଳ ଜିଲା ଗସ୍ତରେ ଆସୁଛନ୍ତି। ଜିଲାର ୪ଟି ନିର୍ବାଚନ ମଣ୍ଡଳୀରେ ସେ ମାରାଥନ ପ୍ରଚାର କରିବେ। ତାଳଚେରରୁ ପୂର୍ବାହ୍ନ ୧୦ଟା...

ନଦୀ ପାର ଦନ୍ତାର ନରସଂହାର

ଅନୁଗୋଳ ଜିଲାରେ ଅନେକ ସମୟରେ ହାତୀକୁ ନେଇ ଆତଙ୍କ ଦେଖାଯାଉଛି। କେତେବେଳେ ହାତୀ ଗଁ। ନିକଟକୁ ଆସି ଫସଲ ଖାଇବା ସହ ନଷ୍ଟ କରୁଛନ୍ତି ତ ପୁଣି କେବେ ସହର ମଧ୍ୟକୁ ପଶି ଭୟର ବାତାବରଣ ଖେଳାଇ ଦେଉଛନ୍ତି। ଜଙ୍ଗଲରେ...

ବିଜେଡି, ଭାଜପା ପ୍ରାର୍ଥୀଙ୍କ ଜୋରଦାର ପ୍ରଚାର

କାମାକ୍ଷାନଗର, ୨୦।୪(ଡି.ଏନ୍‌.ଏ.)- ତୃତୀୟ ପର୍ଯ୍ୟାୟ ନିର୍ବାଚନକୁ ମଝିରେ  ମାତ୍ର ୩ ଦିନ ଥିବାବେଳେ ପ୍ରାର୍ଥୀମାନେ ପ୍ରଚାର ଅଭିଯାନକୁ ଜୋରଦାର କରିଛନ୍ତି। ରାଜ୍ୟ ରାଜନୀତିର ପ୍ରମୁଖ ଦଳ ଭାଜପା, ବିଜେଡି ଏବଂ କଂଗ୍ରେସ ଭୋଟରଙ୍କୁ ଆକୃଷ୍ଟ କରିବାକୁ ସମସ୍ତ ଉଦ୍ୟମ ଚଳାଇଥିବାବେଳେ...

ନିର୍ବାଚନ ପାଇଁ ରିକ୍ୟୁଜିଶନ ହେଲା ଦୁଇ ଚକିଆ ଯାନ: ଥାନାକୁ ବାଇକ୍‌ ଟାଣି ଆଣିଲା ପୋଲିସ

ଅନୁଗୋଳ ଅଫିସ, ୨୦।୪- ନିର୍ବାଚନ ପାଇଁ ଦୁଇ ଚକିଆ ଯାନ ରିକ୍ୟୁଜିଶନ ଯୋଗୁ ଅନୁଗୋଳ ପୋଲିସ ଲୋକଙ୍କଠାରୁ ବାଇକ୍‌ ସଂଗ୍ରହ କରିଛି। ତେବେ ପୋଲିସ ବିନା ସୂଚନାରେ ହଠାତ୍‌ ଲୋକମାନଙ୍କୁ ରାସ୍ତାରେ ଅଟକାଇ ସେମାନଙ୍କ ବାଇକ୍‌ ଥାନାକୁ ନେଇଯିବା ପ୍ରଥମେ...

ଶେଷ ପର୍ଯ୍ୟାୟରେ ନିର୍ବାଚନ ପ୍ରଚାର: ବିଜେଡି-ଭାଜପା ମଧ୍ୟରେ ତୀବ୍ର ପ୍ରତିଦ୍ୱନ୍ଦ୍ୱିତା

ଢେଙ୍କାନାଳ ଅଫିସ, ୨୦।୪- ସାଧାରଣ ନିର୍ବାଚନକୁ ନେଇ ଚଳଚଞ୍ଚଳ ଢେଙ୍କାନାଳ ଲୋକସଭା କ୍ଷେତ୍ର। ହାଟ୍ରିକ୍‌ ବିଜୟ ସହ ମୋଟ ୪ ଥର ଏମ୍‌ପି ରହିଆସିଥିବା ବରିଷ୍ଠ ବିଜେଡି ନେତା ତଥାଗତ ସତପଥୀ ନିର୍ବାଚନରୁ ନିଜକୁ ଦୂରେଇ ରଖିବା ପରେ ଶାସକ...

ଗଞ୍ଜାମ ଏସ୍‌ପିଙ୍କ ଖବରଦାତା ସମ୍ମିଳନୀ, ଭାଜପା ସମର୍ଥକଙ୍କୁ ହତ୍ୟା ଘଟଣାର ଚାଲିଛି ତଦନ୍ତ

ଛତ୍ରପୁର,୨୦ା୪(ଡି.ଏନ.ଏ.)-ଗଞ୍ଜାମ ପୋଲିସ ଜିଲା ଅଞ୍ଚଳରେ ସାଧାରଣ ନିର୍ବାଚନ ବେଳେ ଘଟିଥିବା ଅପରାଧ ନେଇ ଅଭିଯୁକ୍ତଙ୍କ ବିରୋଧରେ ଗ୍ରହଣ କରାଯାଇଥିବା କାର୍ଯ୍ୟାନଷ୍ଠାନ ସମ୍ପର୍କରେ ଶୁକ୍ରବାର ଛତ୍ରପୁରରେ ଅନୁଷ୍ଠିତ ଖବରଦାତା ସମ୍ମିଳନୀରେ ଏସ୍‌ପି ବ୍ରିଜେଶ କୁମାର ରଏ ସୂଚନା ଦେଇଛନ୍ତି। ସୋରଡା ଥାନା...

ଇଭିଏମ୍‌ କଣ୍ଟ୍ରୋଲ୍‌ ୟୁନିଟ୍‌ ଭାଙ୍ଗିବା ମାମଲା : ଜେଲରେ ଭାଜପା ପ୍ରାର୍ଥୀ ନୀଳମଣି

ଛତ୍ରପୁର,୨୦ା୪(ଡି.ଏନ.ଏ.)-ଗଞ୍ଜାମ ଜିଲା ସୋରଡା ବ୍ଲକ ରେଣ୍ଟି ବୁଥ୍‌ରେ ଇଭିଏମ୍‌ କଣ୍ଟ୍ରୋଲ ୟୁନିଟ୍‌ ଭାଙ୍ଗିବା ମାମଲାରେ ଭାଜପା ପ୍ରାର୍ଥୀ ନୀଳମଣି ବିଷୋୟୀ ଗିରଫ ହୋଇ ଜେଲ ଯାଇଛନ୍ତି। ଶୁକ୍ରବାର ଛତ୍ରପୁରସ୍ଥିତ ଏସ୍‌ପିଙ୍କ କାର୍ଯ୍ୟାଳୟ ସମ୍ମିଳନୀ ଗୃହରେ ଅନୁଷ୍ଠିତ ଖବରଦାତା ସମ୍ମିଳନୀରେ ଏସ୍‌ପି...

ମୁଖ୍ୟ ଡାକଘରେ ଦ୍ୱିତୀୟ କାଉଣ୍ଟର ଖୋଲାଯାଉ

ବ୍ରହ୍ମପୁର ଅଫିସ,୨୦ା୪-ଦକ୍ଷିଣ ଓଡ଼ିଶାର ବଡ଼ ସହର ବ୍ରହ୍ମପୁର ମୁଖ୍ୟ ଡାକଘର ଏବେ ଅବ୍ୟବସ୍ଥା ମଧ୍ୟରେ ରହିଛି । ସେଠାରେ ଥିବା ଦୁଇ ଆସିଷ୍ଟାଣ୍ଟ ପୋଷ୍ଟମାଷ୍ଟର ଓ ଦୁଇଟି କାଉଣ୍ଟର ମଧ୍ୟରୁ ଗୋଟିଏ କାଉଣ୍ଟର ବନ୍ଦ କରି ଦିଆଯାଇଛି। ଜଣେ ଆସିଷ୍ଟାଣ୍ଟ...

ଦାରିଙ୍ଗବାଡ଼ି ଅଞ୍ଚଳରେ କାଳବୈଶାଖୀ ସହ ବର୍ଷା

ଦାରିଙ୍ଗବାଡ଼ି,୨୦।୪(ଡି.ଏନ.ଏ.)-ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ଶୁକ୍ରବାର ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ ବର୍ଷା ସହ ପବନ ହୋଇଛି। ଅଞ୍ଚଳରେ ଏକାଧିକ ଘରର ଟିଣ, ଆଜବେଷ୍ଟସ ଛପର ଉଡିବା ସହ କ୍ଷୟକ୍ଷତି ହୋଇଛି। ସିମନବାଡ଼ିର ପ୍ରଦୀପ ନାୟକ ଏବଂ ରିପୁ ନାୟକଙ୍କ ଘରର ଛପର...

ହିଞ୍ଜିଳିରେ ୨୫ କୋଟି ବାଣ୍ଟିଛି ବିଜେଡି

ବ୍ରହ୍ମପୁର ଅଫିସ୍‌,୨୦ା୪-ହିଞ୍ଜିଳି ନିର୍ବାଚନ ମଣ୍ଡଳୀରେ ଏଥର ଲୋକମାନେ ଖୋଲାଖୋଲି ପରିବର୍ତ୍ତନର ସ୍ବର ଉଠାଇଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବିରୋଧରେ ଜନମତ ସୃଷ୍ଟି ହୋଇଛି । ଏଥିରେ ଭୟଭୀତ ହୋଇ ମୁଖ୍ୟମନ୍ତ୍ରୀ ଯେନତେନ ପ୍ରକାରେ ନିର୍ବାଚନ ଜିତିବା ପାଇଁ ଅର୍ଥବଳ,...

ରାସ୍ତାରେ ଉନ୍ନତମାନର ମାଙ୍ଗାନିଜ

ଯୋଡ଼ା, ୨୦।୪(ଡି.ଏନ.ଏ.): ଯୋଡ଼ା ମୁଖ୍ୟ ରାସ୍ତାରେ ଥିବା ସରକାରୀ ଡାକ୍ତରଖାନା ସମ୍ମୁଖରେ ଟ୍ରକ୍‌ରୁ ଉନ୍ନତମାନର ମାଙ୍ଗାନିଜ ପଡିବାରୁ ସାଧାରଣ ପଥଚାରୀ ହନ୍ତସନ୍ତ ହେଉଛନ୍ତି। ଶୁକ୍ରବାର ସକାଳେ କୌଣସି ଏକ ଖଣିରୁ ଡ୍ରମ୍ପର ଯୋଗେ ଉନ୍ନତମାନର ମାଙ୍ଗାନିଜ ବୋଝେଇ ହୋଇ ଯୋଡା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri