ଆମ ଜିଲା ଖବର

‘୨୦୧୯ର ପ୍ରତିଶୋଧ ନେବ ଭାଜପା’

କଟକ,୨୬ା୨(ଶିଳ୍ପା ପ୍ରିୟଦର୍ଶିନୀ):ରାଜ୍ୟ ସରକାରଙ୍କ ଆକ୍ରୋଶମୂଳକ ମନୋଭାବକୁ ଭାଜପା ପକ୍ଷରୁ ବିରୋଧ କରାଯାଉଛି। ବହୁସଂଖ୍ୟକ ଯୁବତୀଯୁବକ ମଧ୍ୟ ଏହାକୁ ବିରୋଧ କରୁଛନ୍ତି। ଆଗାମୀ ନିର୍ବାଚନରେ ବିଜେଡିକୁ ହରାଇ ରାଜ୍ୟ ଏବଂ କେନ୍ଦ୍ରରେ ଭାଜପା ଡବଲ ଇଞ୍ଜିନ ସରକାର ଗଢିବ। ଭାଜପା ଓଡ଼ିଶାରେ...

ସଜନା ଛୁଇଁ ତୋଳିବା ବେଳେ ଅଘଟଣ: ବିଦ୍ୟୁତ ତାର ଲାଗି ଚାଲିଗଲା ଯୁବକଙ୍କ ଜୀବନ

ପାରଳାଖେମୁଣ୍ଡି,୨୫ା୨ି(ଗିରିଧାରୀ ପରିଛା): ଗଜପତି ଜିଲା ଗୋଷାଣି ବ୍ଲକ ବାଟିସିରିପୁର ଗ୍ରାମରେ ଜଣେ ଯୁବକ ରବିବାର ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସିବାରୁ ତାଙ୍କର ମୃତ୍ୟୁ ଘଟିଥିବା ଜଣାପଡିଛି। ତାଙ୍କ ପରିବାର ଅତ୍ୟନ୍ତ ଗରିବ ହୋଇଥିବାରୁ କ୍ଷତିପୂରଣ ଦାବିରେ ସ୍ଥାନୀୟ ଲୋକେ ୩୨୬-ଏ...

ଧାର ଟଙ୍କା ଫେରାଇବାକୁ ମିଳୁଥିଲା ଧମକ: ଜୀବନ ହାରିଦେଲେ ଯୁବକ

ବ୍ରହ୍ମପୁର,୨୫ା୨(ସୁବାସ ଚନ୍ଦ୍ର ପାଢ଼ୀ): ଧାର ଟଙ୍କା ଫେରାଇବାକୁ ଧମକ ମିଳୁଥିବାରୁ ଜଣେ ଯୁବକ ଆତ୍ମହତ୍ୟା କରିଥିଲେ। ଏନେଇ ସଦର ଥାନାରେ ମୃତକଙ୍କ ଭାଇଙ୍କ ଅଭିଯୋଗକୁ ଭିତ୍ତି କରି ପୋଲିସ ଏକ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି। ଆଙ୍କୁଶପୁର...

ଅବିବାହିତା ଯୁବତୀ ଛାଡ଼ିଯାଇଥିବା ଶିଶୁଙ୍କ ମୃତ୍ୟୁ

କେନ୍ଦୁଝର,୨୫ା୨(ନରେଶ ଚନ୍ଦ୍ର ପଟ୍ଟନାୟକ) : ସ୍ଥାନୀୟ ମନୋଜ ମଞ୍ଜରୀ ଶିଶୁ ଭବନରେ ଶନିବାର ଏକ ୩ ମାସର ଶିଶୁ ପୁତ୍ରର ମୃତ୍ୟୁ ଘଟିଛି। ଶିଶୁଟିକୁ ଜଣେ ଅବିବାହିତା ଯୁବତୀ ଛାଡ଼ି ଯାଇଥିବା ବେଳେ ପରେ ଶିଶୁଙ୍କ ମୃତ୍ୟୁ ଘଟିଥିଲା। ଏହାର...

ଗୋଳାବାରୁଦ କାରଖାନାରେ ବିସ୍ଫୋରଣ: ନିଆଁକୁ ଆୟତ୍ତ କଲେ ଅଗ୍ନିଶମ କର୍ମଚାରୀ

ସଇଁତଳା, ୨୫ା୨ (ରାଖାଲ ପ୍ରସାଦ ଶତପଥୀ): ବଲାଙ୍ଗୀର ଜିଲା ସଇଁତଳା ବ୍ଲକ ବଡ଼ମାଳସ୍ଥିତ ଗୋଳାବାରୁଦ କାରଖାନାରେ ରବିବାର ସନ୍ଧ୍ୟା ସମୟରେ ବିସ୍ଫୋରଣ ଘଟିଛି। କାରଖାନା ଜନସମ୍ପର୍କ ଅଧିକାରୀଙ୍କ ସୂତ୍ରରୁ ମିଳିଥିବା ସୂଚନା ମୁତାବକ ସନ୍ଧ୍ୟା ପ୍ରାୟ ୬ଟା୩୦ରେ କାରଖାନା ୧୨ନମ୍ବର...

ଅମୃତ ଭାରତ ଷ୍ଟେଶନ ଯୋଜନାରେ ପାନପୋଷ ସାମିଲ

ରାଉରକେଲା,୨୫।୨(ସଙ୍ଗୀତା ଜେନା): ରେଳବାଇକୁ ଅଧିକ ବିକଶିତ ଓ ଯାତ୍ରୀ ସୁରକ୍ଷା ଉଦ୍ଦେଶ୍ୟରେ ପ୍ରଧାନମନ୍ତ୍ରୀ ଅମୃତ ଭାରତ ଷ୍ଟେଶନ ଯୋଜନା ଜରିଆରେ ୫୫୪ଟି ଷ୍ଟେଶନର ରୂପରେଖ ବଦଳିବ। ଏହି କ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଆଭାସୀ ଜରିଆରେ ଏହି ଯୋଜନା...

ବୀରମହାରାଜପୁରକୁ ଏନ୍‌ଏସି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର,୨୫।୨: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରବିବାର ସୁବର୍ଣ୍ଣପୁର ଜିଲାର ବୀରମହାରାଜପୁରକୁ ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନ୍‌ଏସି) ଭାବେ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ ଶନିବାର ୫ଟି ନୂଆ ନୂତନ ମ୍ୟୁନିସିପାଲିଟି ସହିତ ୩୪ଟି ନୂଆ ବିଜ୍ଞାପିତ ଅଞ୍ଚଳ ପରିଷଦ ଗଠନ ବିଷୟରେ...

Video: ଗୋଳାବାରୁଦ କାରଖାନାରେ ବଡ଼ ଧରଣର ବିସ୍ଫୋରଣ

ବଲାଙ୍ଗୀର,୨୩।୨(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ବଡ଼ମାଳ ଗୋଳାବାରୁଦ କାରଖାନାରେ ରବିବାର ସନ୍ଧ୍ୟାରେ ଏକ ବଡ଼ ଧରଣର ବିସ୍ଫୋରଣ ଘଟିଛି। ଏହି ବିସ୍ଫୋରଣ କାରଖାନାର ୧୨ନମ୍ବର ମେଗାଜିନ୍‌ରେ ଘଟିଥିବା ସୂଚନା ମିଳିଛି। ବିସ୍ଫୋରଣର କାରଣ ଜଣାପଡି ନ ଥିବା ବେଳେ...

ସାଇକେଲ୍‌ ଚାଳକଙ୍କ ଉପରେ ଚଢିଗଲା ଟ୍ରାକ୍ଟର: ଘଟଣାସ୍ଥଳରେ ପ୍ରବଳ ଉତ୍ତେଜନା

ଆନନ୍ଦପୁର,୨୫।୨(ସୁଶାନ୍ତ କୁମାର ସାହୁ): ଆନନ୍ଦପୁର ଥାନା ଅନ୍ତର୍ଗତ ପଣଷଡିହା ଠାରେ ରବିବାର ଦୁର୍ଘଟଣା ଘଟିଛି। ଏଥିରେ ଜଣେ ସାଇକେଲ ଚାଳକଙ୍କର ମୃତ୍ୟୁ ହୋଇଛି। ମୃତକ ହେଉଛନ୍ତି ପଣଷଡିହାର ମୁଦୁରା ନାଏକଙ୍କ ପୁଅ ପୁର୍ଣ୍ଣଚନ୍ଦ୍ର ନାଏକ(୨୭)। ପୁର୍ଣ୍ଣଚନ୍ଦ୍ର ସାଇକେଲରେ ଆସୁଥିବା ସମୟରେ...

ଭିଜିଲାନ୍ସ ଜାଲରେ କଟକ ନିଆଳି ଥାନା ASI ବିଜୟ ଭଞ୍ଜ

ଭୁବନେଶ୍ୱର,୨୫ା୨: ଭିଜିଲାନ୍ସ ଜାଲରେ ପଡିଛନ୍ତି କଟକ ନିଆଳି ଥାନା ଏଏସଆଇ ବିଜୟ ଭଞ୍ଜ। ମାମଲା ରୁଜୁ ଧମକ ଦେଇ ୨ ହଜାର ଟଙ୍କା ଲାଞ୍ଚ ନେଉଥିଲା ବେଳେ ଭିଜିଲାନ୍ସ ହାତରେ ଧରା ପଡ଼ିଥିଲେ ବିଜୟ। ଏହାପରେ ବିଜୟଙ୍କ ଦୁଇଟି ଠିକଣାରେ...

ଏନ୍‌ଏସି ମାନ୍ୟତା ନ ମିଳିବାରୁ ୧୨ ଘଣ୍ଟିଆ ବନ୍ଦ

ଭୁବନେଶ୍ୱର,୨୫।୨: ବୌଦ୍ଧ ଜିଲା ପୁରୁଣାକଟକକୁ ଏନ୍‌ଏସି ମାନ୍ୟତା ନ ମିଳିବାରୁ ରବିବାର ପ୍ରତିବାଦ କରାଯାଇଛି। କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ୧୨ ଘଣ୍ଟିଆ ପୁରୁଣାକଟକ ବନ୍ଦ ଡାକରା ଦିଆଯାଇଥିଲା। ଫଳରେ ପୁରୁଣାକଟକ ସହରରେ ଦୋକାନ ବଜାର ବନ୍ଦ ରହିବା ସହ ଗାଡ଼ି...

ଭାଜପାରେ ମିଶିଲେ ଅତାବିରା ପୂର୍ବତନ ବିଧାୟକ ନିହାର ମହାନନ୍ଦ

ବରଗଡ଼/ଭୁବନେଶ୍ୱର,୨୫ା୨(ପ୍ରେମାନନ୍ଦ ଖମାରୀ): ଭାଜପାରେ ଯୋଗ ଦେଇଛନ୍ତି ପୂର୍ବତନ ବରଗଡ କଂଗ୍ରେସ ସଭାପତି ତଥା ଅତାବିରାର ପୂର୍ବତନ ବିଧାୟକ ନିହାର ମହାନନ୍ଦ। ରବିବାର ନିଜର ଶତାଧିକ ସମର୍ଥକଙ୍କ ସହ ଭାଜପା ରାଜ୍ୟ କାର୍ଯ୍ୟାଳୟରେ ଗେରୁଆ ଦଳରେ ସାମିଲ ହୋଇଛନ୍ତି। ଏହି ସମୟରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri