ଆମ ଜିଲା ଖବର

ନିଯୁକ୍ତି ପତ୍ର ବାଣ୍ଟିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୩।୧୨: ଲୋକସେବା ଭବନରେ ଶୁକ୍ରବାର ଅନୁଷ୍ଠିତ ଏକ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସ୍ବାସ୍ଥ୍ୟ ଏବଂ ଉଚ୍ଚ ଶିକ୍ଷା ବିଭାଗର ନବନିଯୁକ୍ତଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିଛନ୍ତି। ୮୫ ହୋମିଓପାଥିକ ମେଡିକାଲ ଅଫିସର ଏବଂ ୨୩୯ ରେଡିଓଗ୍ରାଫରଙ୍କୁ ମୁଖ୍ୟମନ୍ତ୍ରୀ...

ଦୁର୍ବ୍ୟବହାର ପ୍ରତିବାଦରେ କାର୍ଯ୍ୟ ବନ୍ଦ କଲେ ତହସିଲ କର୍ମଚାରୀ

ବଲାଙ୍ଗୀର,୧୩ା୧୨(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ତହସିଲ ଅଫିସରେ ଆରଓଆର ସାର୍ଟିଫାଏଡ୍‌ କପି ମଗା ଘଟଣାକୁ ନେଇ ଗୁରୁବାର ଓକିଲ ଓ ତହସିଲ କର୍ମଚାରୀ ମୁହାଁମୁହିଁ ହୋଇଥିଲେ। ତେବେ ଉକ୍ତ ଘଟଣାକୁ ନେଇ କାର୍ଯ୍ୟ ବନ୍ଦ କରିଛନ୍ତି ତହସିଲ କର୍ମଚାରୀ। ଶୁକ୍ରବାର...

ପାଚେରିରେ ପିଟି ହେଲା ବାଇକ: ଚାଲିଗଲା ୨ ଜୀବନ

ଲୋଇସିଂହା,୧୩।୧୨(ସୁଶାନ୍ତ ବାରିକ): ବଲାଙ୍ଗୀର ବରଗଡ ୨୬ ନଂ ଜାତୀୟ ରାଜପଥ ଲୋଇସିଂହା ଥାନା ଅନ୍ତର୍ଗତ ସାଲେଭଟା ଅଙ୍ଗନଦୀ ସେତୁ ପାଚେରିରେ ଏକ ବାଇକ ପିଟି ହେବାରୁ ଗୁରୁବାର ରାତିରେ ୨ ଜଣଙ୍କ ମୃତ୍ୟୁ ଘଟିଛି। ମୃତ ଦୁଇ ବାଇକ ଆରୋହୀ...

ବରଗଛରେ ଝୁଲିପଡ଼ିଲେ ଯୁବକ: ହତ୍ୟା ସନ୍ଦେହ

ଭବାନୀପାଟଣା,୧୩।୧୨(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ଗୋଲାମୁଣ୍ଡା ଥାନା ଦଶପୁର ଫାଣ୍ଡି ଅଧିନସ୍ଥ ବଜାରପଡ଼ା ବରଗଛରେ ଶୁକ୍ରବାର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଦେଖିବାକୁ ମିଳିଛି। ହତ୍ୟା ପରେ ଯୁବକଙ୍କୁ କେହି ଗଛରେ ଝୁଲେଇ ଦେଇଥିବା ସନ୍ଦେହ କରାଯାଉଛି। ମୃତ ଯୁବକଙ୍କ...

ଗର୍ଭବତୀଙ୍କୁ ହତ୍ୟା ଘଟଣା: ସ୍ବାମୀ ସହ ପୋଲିସ ଅଟକ!

ବଣାଇଁ,୧୩ା୧୨:ସୁନ୍ଦରଗଡ଼ ଜିଲା ବଣାଇଁ ଉପଖଣ୍ଡ ଟିକାୟତପାଲି ଥାନା ଅନ୍ତର୍ଗତ ଝିର୍ଡାପାଲୀ ଗ୍ରାମରେ ବୁଧବାର ଜଣେ ୭ ମାସର ଗର୍ଭବତୀଙ୍କୁ ଗୁଳିକରି ହତ୍ୟା କରାଯାଇଛି। ମୃତା ମହିଳା ହେଲେ ସାମ୍ୟମୟୀ (୩୧)। ଏହି ଘଟଣାରେ ୪ ଜଣ ଅଟକ ରହିଥିବା ସୂଚନା...

୨ ଟ୍ରକ ମୁହାଁମୁହିଁ ଧକ୍କା: ଟ୍ରକ ଭିତରେ ୪ଘଣ୍ଟା ହେବ ଫସିଛନ୍ତି ଡ୍ରାଇଭର

ପାଟଣା,୧୩।୧୨(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗା ଦେଇ ଯାଇଥିବା ୪୯ ନମ୍ବର ଜାତୀୟ ରାଜପଥର ବୈତରଣୀ ନଦୀ ପୋଲ ନିକଟରେ ଶୁକ୍ରବାର ଭୋର ରୁ ଦୁଇ ଟ୍ରକ ମୁହାମୁହିଁ ଧକ୍କା ହୋଇ ଦୁର୍ଘଟଣାଗ୍ରସ୍ତ ହୋଇଛନ୍ତି। ଏଥିରେ ୩...

ଦୂତି ଚାନ୍ଦଙ୍କ କାର୍‌କୁ ପିଟିଲା ଟ୍ରକ୍‌: ଗୋଡ଼ାଇ ଗୋଡ଼ାଇ ଟ୍ରକ୍‌କୁ କଲେ କାବୁ…

କଟକ,୧୩ା୧୨ (କାର୍ତ୍ତିକ ସାହୁ):୧୬ ନମ୍ବର ଜାତୀୟ ରାଜପଥର କଟକ ମଧୁପାଟଣା ନିକଟରେ ଗୁରୁବାର ରାତି ପ୍ରାୟ ୮ଟାରେ ଅଲିମ୍ପିଆନ ଦୂତି ଚାନ୍ଦଙ୍କ କାର ଦୁର୍ଘଟଣାଗ୍ରସ୍ତ ହୋଇଛି। ଦୂତି ସୁରକ୍ଷିତ ଥିବାବେଳେ ତାଙ୍କ କାର୍‌ କ୍ଷତିଗ୍ରସ୍ତ ହୋଇଛି। ଥାନାରେ ହୋଇଥିବା ଅଭିଯୋଗ...

୧୪ରେ ହେବ ବିଦ୍ୟୁତ୍‌ କାଟ୍‌

ବରଗଡ଼,୧୨।୧୨(ପ୍ରେମାନନ୍ଦ ଖମାରୀ): ଓଡ଼ିଶା ବିଦ୍ୟୁତ୍‌ ଶକ୍ତି ସଞ୍ଚାରଣ ନିଗମ ଲିମିଟେଡ୍‌(ଓପିଟିସିଏଲ୍‌) ପକ୍ଷରୁ ୧୩୨/୩୩ କେ.ଭି ପ୍ରଧାନପାଲି ଗ୍ରୀଡ୍‌ ସବ୍‌ଷ୍ଟେଶନରେ ଆସନ୍ତା ୧୪ତାରିଖରେ ବାର୍ଷିକ ରକ୍ଷଣାବେକ୍ଷଣ ପାଇଁ ବିଦ୍ୟୁତ୍‌ କାଟ୍‌ କରାଯିବ। ଉକ୍ତ ଦିନ ସକାଳ ୮ଟାରୁ ଅପରାହ୍ନ ୫ଟା ପର୍ଯ୍ୟନ୍ତ...

ରାଧାକୃଷ୍ଣଙ୍କୁ ଲାଗିହେଲା ୮୫୧ ପ୍ରକାର ବ୍ୟଞ୍ଜନ

ପୁରୀ,୧୩ା୧୨(ଅଜିତ୍‌ କୁମାର ମହାନ୍ତି):ମାର୍ଗଶିର ଶୁକ୍ଳପକ୍ଷ ଦ୍ୱାଦଶୀ ତିଥିକୁ ବ୍ୟଞ୍ଜନ ଦ୍ୱାଦଶୀ ଭାବେ ବୈଷ୍ଣବ ସମ୍ପ୍ରଦାୟରେ ଅତି ଆନନ୍ଦ ଉଲ୍ଲାସରେ ପାଳନ କରାଯାଇଥାଏ। ଏହି ପରିପ୍ରେକ୍ଷୀରେ ଗୁରୁବାର ଶ୍ରୀଗୌରବିହାର ଆଶ୍ରମ (ମାତା ମଠ) ପରିସରରେ ବ୍ୟଞ୍ଜନ ଦ୍ୱାଦଶୀ ଉତ୍ସବ ଅନୁଷ୍ଠିତ ହୋଇଯାଇଛି।...

ଛାତ୍ରୀଙ୍କୁ ବଳାତ୍କାର ଘଟଣା: ଯୁବକଙ୍କୁ କୋର୍ଟ ଚାଲାଣ

ଗୋପାଳପୁର,୧୨ା୧୨(ନବୀନ ରାଜ ଆଚାରୀ):ଛାତ୍ରୀକୁ ଅପହରଣ ପରେ ବଳାତ୍କାର କରିବା ଘଟଣାରେ ଗୁରୁବାର ଗୋଳନ୍ଥରା ଥାନା ପୋଲିସ ବଳତ୍କାରୀକୁ ଗିରଫ କରି ଅପରାହ୍ନରେ କୋର୍ଟ ଚାଲାଣ କରିଛି। ଗିରଫ ଅଭିଯୁକ୍ତ ଜଣକ ହେଲେ ଗଜପତି ଜିଲା ଅଡ଼ବା ଥାନା ଅଧିନସ୍ଥ ଏକ...

ଏମ୍‌ପିଙ୍କୁ ଭେଟିଲେ ୧୫ ସରପଞ୍ଚ: ବିଜେଡିରେ ହଲ୍‌ଚଲ୍‌

ଗୋପାଳପୁର,୧୨।୧୨(ନବୀନ ରାଜ ଆଚାରୀ): ଗଞ୍ଜାମ ଜିଲା ରଙ୍ଗେଇଲୁଣ୍ଡା ବ୍ଲକ ଅଧିନସ୍ଥ ପଞ୍ଚାୟତର ଅନେକ ସରପଞ୍ଚ, ଜଣେ ସମିତି ସଭ୍ୟଙ୍କ ସମେତ ବିଜେଡିର ଆଗଧାଡିର କିଛି ନେତା ଭୂବନେଶ୍ବରରେ ବ୍ରହ୍ମପୁର ଏମ୍‌ପି ପ୍ରଦୀପ କୁମାର ପାଣିଗ୍ରାହୀଙ୍କୁ ସାକ୍ଷାତ କରି ପଞ୍ଚାୟତର ବିଭିନ୍ନ...

ଗାଁ ଗାଁରେ ମାତିଛନ୍ତି ଦାଦନ ଦଲାଲ: ରାଜି ନ ହେଲେ ଗୁଣ୍ଡା ଲଗାଇ ଟେକି ନେଉଛନ୍ତି

ନୂଆପଡ଼ା,୧୨।୧୨(ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ବ୍ଲକର ଗାଁଗୁଡିକରେ ବଲାଙ୍ଗୀର ଜିଲାର ଦାଦନ ଦଲାଲମାନେ ଆଡ୍ଡା ପକାଇଛନ୍ତି । ରାତି ହେଲେ ଗାଁ ଗାଁରେ ରଖିଥିବା ଦଲାଲମାନଙ୍କ ସହ ଘରକୁ ଘର ଯାଇ ଶ୍ରମିକମାନଙ୍କୁ ବଇନା ଟଙ୍କା ଦେଉଛନ୍ତି ।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri