ଆମ ଜିଲା ଖବର

ବାଇକକୁ ଧକ୍କାଦେଲା ଟ୍ରକ

ଆନନ୍ଦପୁର/କୋଳିମାଟି,୨୫ା୪(ଡି.ଏନ୍‌.ଏ.): ମହୁଲଡିହା ଥାନା ଅଧୀନ ଗୋଡ଼ଭଙ୍ଗା ଘାଟି ଉପରେ ଟ୍ରକ ଧକ୍କା ଦେବାରୁ ଦୁଇ ବାଇକ ଆରୋହୀ ଗୁରୁତର ହୋଇଛନ୍ତି। ଉଭୟଙ୍କୁ ପ୍ରଥମେ ଅଗ୍ନିଶମ କର୍ମଚାରୀ ଦାରା ଆନନ୍ଦପୁର ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରିଥିବାବେଳେ ପରେ କଟକ ସ୍ଥାନାନ୍ତର କରାଯାଇଛି।...

ମୁକୁଳାପଡ଼ିଛି ଟ୍ରାନ୍ସଫର୍ମର, ଲୋକେ ଭୟଭୀତ

ଗଞ୍ଜାମ,୨୫ା୪(ଡି.ଏନ୍‌.ଏ.): ଗଞ୍ଜାମ ବିଜ୍ଞାପିତ ଅଞ୍ଚଳ ପରିଷଦ ୪ ନଂ ଓ୍ବାର୍ଡର ରାଉଳସାହି ନିକଟସ୍ଥ ୟୁଏଇ ହଲ୍‌ ସମ୍ମୁଖରେ ଥିବା ଟ୍ରାନ୍ସଫର୍ମରଟି ଦୀର୍ଘବର୍ଷ ଧରି  ମୁକୁଳାପଡ଼ିଛି। ଏହାର ଚତୁଃପାର୍ଶ୍ୱରେ ସୁରକ୍ଷାବାଡ଼ା ନ ଥିବାରୁ ଲୋକେ ଭୟଭୀତ ଅବସ୍ଥାରେ ଯାତାୟାତ କରୁଛନ୍ତି। ଏଥିସହିତ...

ବସକୁ ଧକ୍କା ଦେଲା ଟ୍ରକ : ଜଣେ ଶିଶୁଙ୍କ ଜୀବନଗଲା

କେନ୍ଦୁଝର,୨୫ା୪(ସ୍ବ.ପ୍ର.) : କେନ୍ଦୁଝର ଜିଲା କାଞ୍ଜିପାଣି ଘାଟିରେ ବୁଧବାର ରାତିରେ ଏକ ଘରୋଇ ବସ ପଛରେ ଟ୍ରକ ଧକ୍କା ଦେବାରୁ ଜଣେ ୬ ବର୍ଷର ଶିଶୁଙ୍କ ଜୀବନ ଯାଇଥିବାବେଳେ ୨୦ରୁ ଊର୍ଦ୍ଧ୍ୱ ଆହତ ହୋଇ ଜିଲା ମୁଖ୍ୟ ଡାକ୍ତରଖାନାରେ ଚିକିିତ୍ସିତ...

ମରୁଡ଼ିଗ୍ରସ୍ତ ଜମିକୁ ଜଳସେଚନ କରାଯିବାକୁ ଦାବି୫ ଶହ ଏକରରୁ ଊଦ୍ଧର୍‌ବ ଚାଷଜମିକୁ ପାଣି ମାଡୁନି

ଖଣ୍ଡପଡା,୨୫ା୪(ସ୍ବ.ପ୍ର.)-କଣ୍ଟିଲୋ ଅଞ୍ଚଳରେ ୫ ଶହ ଏକରରୁ ଊର୍ଦ୍ଧ୍ୱ ଚାଷ ଉପଯୋଗୀ ଜମି ଥିବାବେଳେ ଅନିୟମିତ ବର୍ଷା ତଥା ଆବଶ୍ୟକ ପାଣି ବିନା ପ୍ରତି ବର୍ଷ ମରୁଡ଼ି ଯୋଗୁ ଫସଲ ନଷ୍ଟ ହୋଇଥାଏ। ଏହିସବୁ ଜମିକୁ ଜଳସେଚନ ସୁବିଧା ପାଇଁ ଉଠା...

ଏସ୍‌ବିଆଇ ଏଟିଏମ୍‌ ଭାଙ୍ଗି ଲୁଟ୍‌ ଉଦ୍ୟମ: ନାହାନ୍ତି ସୁରକ୍ଷା କର୍ମୀ, ସିିସି କ୍ୟାମେରା ଅଚଳ

ନିରାକାରପୁର,୨୫ା୪(ଡି.ଏନ.ଏ.)-ଖୋର୍ଦ୍ଧା ଜିଲା ନିରାକାରପୁର ପଞ୍ଚାୟତସ୍ଥ କାଜ ନିକଟ ନୂଆ ଜଗନ୍ନାଥ ଜାତୀୟ ରାଜପଥ ପାର୍ଶ୍ୱ ଏସ୍‌ବିଆଇ ଏଟିଏମ୍‌ରୁ ଟଙ୍କା ଲୁଟ୍‌ ଉଦ୍ୟମ ହୋଇଥିବା ଜଣାପଡ଼ିଛି। ମଙ୍ଗଳବାର ବିଳମ୍ବିତ ରାତିରେ କେହି ଦୁର୍ର୍ବୃତ୍ତ ଏଟିଏମ୍‌ଟି ଭାଙ୍ଗି ଏଥିରେ ଥିବା ଟଙ୍କା ଲୁଟିବା...

ପରିଚାଳନାରେ ଝୁଣ୍ଟିଲା ପ୍ରଶାସନ: ଗୋଟିଏ ବୁଥ୍‌ରେ ହୋଇପାରେ ସାନି ମତଦାନ

ଅନୁଗୋଳ ଅଫିସ, ୨୫।୪- ଅନୁଗୋଳ ଜିଲାର ୫ଟି ନିର୍ବାଚନମଣ୍ଡଳୀରେ ଭୋଟ ଗ୍ରହଣ ବେଳେ ବିଭିନ୍ନ ବୁଥରେ ଇଭିଏମ୍‌ ଅଚଳ ଖବର ଆସିଥିଲା। ଏପରି କି କେତୋଟି ମତଦାନ କେନ୍ଦ୍ରରେ ଇଭିଏମ୍‌ରେ ଲାଗିଥିବା ବାଲାଟ ଓ କଣ୍ଟ୍ରୋଲ ୟୁନିଟ୍‌ରେ ସମସ୍ୟା ଦେଖାଦେବାରୁ...

ଦର୍ଶକଙ୍କ ମନ ମୋହିଲା କଳାହାଣ୍ଡି ଘୁମୁରା ନୃତ୍ୟ

ତାଳଚେର,୨୫ା୪(ନି.ପ୍ର.)- ତାଳଚେର ଗୋପାଳପ୍ରସାଦସ୍ଥିତ ମା’ ହିଙ୍ଗୁଳା ପୀଠରେ ଚାଲିଥିବା ୧୭ତମ ଲୋକ ମହୋତ୍ସବର ଷଷ୍ଠ ସନ୍ଧ୍ୟାରେ ମୁଖ୍ୟଅତିଥି ଭାବେ ପୁରୀର ସ୍ବାମୀ ଅଖଣ୍ଡରାଜ ମହାରାଜ ଯୋଗ ଦେଇ କାର୍ଯ୍ୟକ୍ରମକୁ ଉଦ୍‌ଘାଟନ କରିଥିଲେ। ଟ୍ରଷ୍ଟ ବୋର୍ଡର ବରିଷ୍ଠ ସଦସ୍ୟ ସୌଭାଗ୍ୟ ଚନ୍ଦ୍ର...

ଅନୁଗୋଳ ଜିଲାରେ ୭୭.୩୭ ପ୍ରତିଶତ ମତଦାନ: ୫ କ୍ଷେତ୍ର ମଧ୍ୟରୁ ପାଲଲହଡ଼ାର ରେକର୍ଡ

ଅନୁଗୋଳ ଅଫିସ, ୨୫।୪- ଅନୁଗୋଳ ଜିଲାର ୫ଟି ବିଧାନସଭା ନିର୍ବାଚନମଣ୍ଡଳୀରେ ମଙ୍ଗଳବାର ମତଦାନ ପ୍ରକ୍ରିୟା ଶେଷ ହୋଇଛି। ମୋଟ୍‌ ୭୭.୩୭ ପ୍ରତିଶତ ମତଦାତା ମତଦାନ କରିଥିବା ଜିଲା ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ବୁଧବାର ସୂଚନା ଦିଆଯାଇଛି। ପାଲଲହଡ଼ା ନିର୍ବାଚନମଣ୍ଡଳୀରେ...

ଦିବ୍ୟାଙ୍ଗ ଯୁବତୀଙ୍କୁ ଗଣବଳାତ୍କାର ଅଭିଯୋଗ

ଛେଣ୍ଡିପଦା,୨୫।୪(ସ୍ବ.ପ୍ର.)- ଅନୁଗୋଳ ଜିଲା ଛେଣ୍ଡିପଦା ଥାନା ଅଞ୍ଚଳର ଜଣେ ଦିବ୍ୟାଙ୍ଗ ଯୁବତୀଙ୍କୁ ଗଣ ବଳାତ୍କାର କରାଯାଇଥିବା ନେଇ ବୁଧବାର ଅପରାହ୍ନରେ ଥାନାରେ ଅଭିଯୋଗ ହୋଇଛି। ଅଭିଯୋଗକୁ ଭିତ୍ତିକରି ପୋଲିସ ନଂ. ୧୩୩/୧୯ରେ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ...

ମହିଳାଙ୍କ ମତଦାନ ହାର ବେଶୀ

ଢେଙ୍କାନାଳ ଅଫିସ, ୨୫।୪- ଢେଙ୍କାନାଳ ଲୋକ ସଭା କ୍ଷେତ୍ରରେ ମଙ୍ଗଳବାର ଶାନ୍ତିଶୃଙ୍ଖଳାର ସହ ଭୋଟଗ୍ରହଣ ଶେଷହୋଇଛି। ବିଳମ୍ବିତ ରାତି ସୁଦ୍ଧା ସମସ୍ତ ପୋଲିଂ ପାର୍ଟି ଇଭିଏମ୍‌ ଏବଂ ଭିଭିପିଏଟି ମେଶିନ ସହ ସୁରକ୍ଷିତ ଭାବେ ଗନ୍ତବ୍ୟ ସ୍ଥଳରୁ ଫେରିଛନ୍ତି। ଢେଙ୍କାନାଳ...

ପରୀକ୍ଷା ପରିଚାଳନାରେ ଅବ୍ୟବସ୍ଥା : କଲେଜରେ ତାଲା ପକାଇଲେ ଛାତ୍ରୀଛାତ୍ର

ଭାପୁର, ୨୫।୪(ଡି.ଏନ୍‌.ଏ.)- ପରୀକ୍ଷା ପରିଚାଳନାରେ ଅବ୍ୟବସ୍ଥା ପ୍ରତିବାଦରେ ଢେଙ୍କାନାଳ ସଦର ବ୍ଲକ ଭାପୁରସ୍ଥିତ ଦେବେନ୍ଦ୍ର  ଶତପଥୀ ସ୍ମାରକୀ ମହାବିଦ୍ୟାଳୟରେ ଛାତ୍ର ଅଶାନ୍ତି ଦେଖାଦେଇଛି। ଏହାର ପ୍ରତିବାଦରେ ଉତ୍ତ୍ୟକ୍ତ ଛାତ୍ରୀଛାତ୍ର  ବୁଧବାର କଲେଜ ଗେଟ୍‌ରେ ତାଲା ପକାଇ ଆନ୍ଦୋଳନ କରିଛନ୍ତି। ଅଭିଯୋଗ...

ଆସିକା ଲୋକ ସଭା ନିର୍ବାଚନମଣ୍ଡଳୀ : ପ୍ରଥମକରି ଦୁଇ ମହିଳା ପ୍ରାର୍ଥୀଙ୍କ ଲଢ଼େଇ ତୀବ୍ର

ବ୍ରହ୍ମପୁର ଅଫିସ,୨୫ା୪-ଗଞ୍ଜାମ ଜିଲାର ଆସିକା ଲୋକ ସଭା ନିର୍ବାଚନ ମଣ୍ଡଳୀର ୨୦୧୯ ନିର୍ବାଚନରେ ପ୍ରଥମ କରି ଦୁଇ ମହିଳା ଭାଜପାରୁ ଅନିତା ଶୁଭଦର୍ଶିନୀ ଏବଂ ବିଜେଡରୁ ପ୍ରମିଳା ବିଷୋୟୀଙ୍କ ମଧ୍ୟରେ କଡ଼ା ମୁକାବିଲା ହୋଇଛି। ଏହି ଲୋକ ସଭା କ୍ଷେତ୍ର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri