ଆମ ଜିଲା ଖବର

ପରିତ୍ୟକ୍ତ ହୋଇପଡିଛି ସୀତାସାଗର: କୂଳ ପାଲଟିଛି ଅସାମାଜିକଙ୍କ ଆଡ୍ଡାସ୍ଥଳୀ

ପାରଳାଖେମୁଣ୍ଡି,୨୨।୪ (ସ୍ବ.ପ୍ର.)-  ଗଜପତି ଜିଲା ସଦର ମହକୁମା ପାରଳାଖେମୁଣ୍ଡିସ୍ଥିତ ଐତିହାସିକ ସୀତାସାଗର ପୋଖରୀ ଏବେ ପରିତ୍ୟକ୍ତ ଅବସ୍ଥାରେ ପଡିଛି। ଏହାର କୂଳ ଏବେ ଅସାମାଜିକ ଲୋକଙ୍କ ଆଡ୍ଡାସ୍ଥଳୀ ପାଲଟିଛି, ଯେଉଁ ସୀତାସାଗର ପୋଖରୀ ଦିନେ ପାରଳାଖେମୁଣ୍ଡି ସହରର ଐତିହ୍ୟ ଥିଲା।...

ବିଲ୍ଟ ପେପର ମିଲରେ ପୁଣି ଅଚଳାବସ୍ଥା:ଜିଲାପାଳଙ୍କ ହସ୍ତକ୍ଷେପ ଲୋଡ଼ିଲା ୟୁନିୟନ

ଜୟପୁର,୨୧।୪(ନି.ପ୍ର.): ଜୟପୁର ବିଲ୍ଟ ପେପର ମିଲ୍‌ରେ ପୁଣିଥରେ ଅଚଳାବସ୍ଥା ସୃଷ୍ଟି ହୋଇଛି। କଞ୍ଚାମାଲ ନାହିଁ, ପୁଣି ଆବଶ୍ୟକ କେମିକାଲର ଅଭାବ। ଗତ ଫେବୃଆରୀରୁ କର୍ମଚାରୀ ଓ ଅନ୍ୟ ଠିକା କର୍ମଚାରୀ ଦରମା ପାଇନାହାନ୍ତି। କର୍ମଚାରୀଙ୍କ ପିଲାମାନେ ଏବେ ସ୍କୁଲରେ ନାମଲେଖା କିମ୍ବା ରିଆଡମିଶନ...

ଗାର୍ଡଓ୍ବାଲ୍‌ରେ ପିଟିହେଲା ଟ୍ରକ

ନିରାକାରପୁର,୨୧ା୪(ଡି.ଏନ୍‌.ଏ.) : ଖୋର୍ଦ୍ଧା ଜିଲା ରାମେଶ୍ୱର ଛକ ନିକଟସ୍ଥ ୧୬ ନଂ ଜାତୀୟ ରାଜପଥରେ ଥିବା ମଲାଶୁଣୀ ନଦୀ ଗାର୍ଡଓ୍ବାଲ୍‌ରେ ବ୍ରହ୍ମପୁରରୁ ଭୁବନେଶ୍ୱର ଯାଉଥିବା ଏକ କବାଡ଼ିଆ ବୋଝେଇ ଟ୍ରକ ଓଆର ୧୫ କେ ୩୬୮୩ ରବିବାର ସକାଳେ ପିଟି...

ସମୁଦ୍ର ସୀମାକୁ ସୁରକ୍ଷା ଦେବ ଆଇଏନ୍‌ଏସ୍‌ ଇମ୍ଫାଲ

ସନୂଆଦିଲ୍ଲୀ,୨୧।୪: ଭାରତୀୟ ନୌସେନାରେ ବିଧ୍ୱଂସକ ଜାହଜ ଆଇଏନ୍‌ଏସ୍‌ ଇମ୍ଫାଲକୁ ସାମିଲ କରାଯାଇଛି। ମୁମ୍ବାଇର ମଝଗାଁଓ ଉପକୂଳରେ ଏହାକୁ ସମୁଦ୍ର ମଧ୍ୟରେ ପ୍ରବେଶ କରାଯାଇଛି। ରାଡରକୁ ଚକ୍‌ମା ଦେଇ ଶତ୍ରୁ ପକ୍ଷଙ୍କୁ ଆକ୍ରମଣ କରିବାର କ୍ଷମତା ରଖିଥିବା ଏହି ଯୁଦ୍ଧ ଜାହଜ...

ବାର୍‌ହା ଆକ୍ରମଣରେ ମହିଳା ଗୁରୁତର

ନୟାଗଡ଼ ଅଫିସ,୨୧ା୪: ଓଡ଼ଗାଁ ଥାନା ପେଟେଇଚଣ୍ଡୀ ମନ୍ଦିର ପଛପଟେ ଥିବା କାଜୁ ଜଙ୍ଗଲରେ ଶନିବାର ବାର୍‌ହା ଆକ୍ରମଣ ଜଣେ ମହିଳା ଗୁରୁତର ହୋଇଛନ୍ତି। ସେ ହେଲେ ସିଙ୍ଗାରପଲ୍ଲୀ ପଞ୍ଚାୟତ ବନ୍ତଳା ଗ୍ରାମର ଉଜ୍ୱଳା ପାଇକରାୟ। ଉଜ୍ୱଳା ଓ ଗ୍ରାମର କିଛି...

ଜଳ ଯୋଗାଣ ପାଇପ ଲିକ୍‌, ନଷ୍ଟ ହେଉଛି ପାଣି

ଖଣ୍ଡପଡା,୨୧ା୪(ସ୍ବ.ପ୍ର.) ନୟାଗଡ ସହରବାସୀଙ୍କୁ ପାନୀୟ ଜଳ ସମସ୍ୟା ଅତିଷ୍ଠ କରୁଛି। ଜଳଯୋଗାଣର ବ୍ୟବସ୍ଥା କରାଯାଇଥିଲେ ମଧ୍ୟ ତାହା ଆରମ୍ଭରୁ ସମସ୍ୟା ସୃଷ୍ଟି କରୁଛି। କଣ୍ଟିଲୋ, ବାଣପୁର ନିକଟ ମହାନଦୀରୁ ୩୦ କି.ମି ଦୂର ନୟାଗଡ ସହରକୁ ହୋଇଥିବା  ପାନୀୟ ଜଳ...

ଭୋଟରଙ୍କୁ ମନେଇବା ପାଇଁ ପ୍ରାର୍ଥୀଙ୍କ ଆପ୍ରାଣ ଉଦ୍ୟମ

ଖଣ୍ଡପଡା,୨୧ା୪(ସ୍ବ.ପ୍ର.) ଖଣ୍ଡପଡା ନିର୍ବାଚନ ମଣ୍ଡଳୀର ବିଧାନସଭା ଆସନ ପାଇଁ ୪ଜଣ ପ୍ରାର୍ଥୀ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି। ବିଜେଡିରୁ ରାଜ୍ୟ ସଭା ସଦସ୍ୟ ସୌମ୍ୟରଞ୍ଜନ ପଟ୍ଟନାୟକ ପ୍ରାର୍ଥୀ ହୋଇଥିବା ବେଳେ ଭାଜପାରୁ ପୂର୍ବତନ ବିଧାୟକ ସିଦ୍ଧାର୍ଥ ଶେଖର ସିଂ ପ୍ରାର୍ଥୀ ହୋଇଛନ୍ତି। କଂଗ୍ରେସ ବସନ୍ତ...

୨ଦିନ ପରେ ଭୋଟ, ଜୋର ଧରିଲା ପ୍ରଚାର: ବାଜିମାରିବା ଲକ୍ଷ୍ୟରେ ସବୁ ଦଳ

ଢେଙ୍କାନାଳ ଅଫିସ, ୨୧।୪- ସାଧାରଣ ନିର୍ବାଚନର ତୃତୀୟ ପର୍ଯ୍ୟାୟ ଭୋଟଗ୍ରହଣ ଆସନ୍ତା ମଙ୍ଗଳବାର ଅନୁଷ୍ଠିତ ହେଉଛି। ମତଦାନକୁ ୨ଦିନ ଥିବାବେଳେ ସବୁ ଦଳ ପକ୍ଷରୁ ପ୍ରଚାର ଜୋର ଧରିଛି। ଗ୍ରାମାଞ୍ଚଳରେ ପ୍ରଚାର ସାରିବା ପରେ ଏବେ ପ୍ରାର୍ଥୀମାନେ ସହରାଭିମୁଖୀ ହୋଇଛନ୍ତି...

ଦୁଇ ହେଭିଓ୍ବେଟଙ୍କ ସହ ମହେଶଙ୍କ ଲଢେଇ

ଅନୁଗୋଳ ଅଫିସ, ୨୧।୪- ଢେଙ୍କାନାଳ ଲୋକ ସଭା ପ୍ରାର୍ଥୀ ଭାବେ ବିଜେଡି ମହେଶ ସାହୁଙ୍କୁ ମଇଦାନକୁ ଆଣିଛି। ଅନୁଗୋଳ ଜିଲା ପାଲଲହଡ଼ା ବିଧାୟକ ଥିବା ମହେଶ ଦୁଇ ହେଭିଓ୍ବେଟ ଭାଜପାର ରୁଦ୍ର ନାରାୟଣ ପାଣି ଓ କଂଗ୍ରେସର କାମାକ୍ଷା ପ୍ରସାଦ...

ହିଙ୍ଗୁଳା ଲୋକ ମହୋତ୍ସବର ୨ୟ ସନ୍ଧ୍ୟା : କଳାକାରଙ୍କ ନୃତ୍ୟରେ ଝୁମିଲେ ଦର୍ଶକ

ତାଳଚେର, ୨୧ା୪(ନି.ପ୍ର.)- ତାଳଚେର ଗୋପାଳପ୍ରସାଦସ୍ଥିତ ମା’ ହିଙ୍ଗୁଳା ପୀଠରେ ଚାଲିଥିବା ୧୭ତମ ଲୋକ ମହୋତ୍ସବର ଶନିବାର ଥିଲା ୨ୟ ସା। ହିଙ୍ଗୁଳା କ୍ଷେତ୍ର ମହାପ୍ରବନ୍ଧକ ପି.ବି. ରେଡ୍ଡୀ ମୁଖ୍ୟଅତିଥି, ସମ୍ମାନିତ ଅତିଥି ଭାବେ ହିଙ୍ଗୁଳା କ୍ଷେତ୍ରର କାର୍ମିକ ଅଧିକାରୀ ବି....

ବଡ଼ଗାଁ ରାମଲୀଳା ଯାତ୍ରା: ପିତୃସତ୍ୟ ପାଳନ କରି ବନବାସ ଗଲେ ଶ୍ରୀରାମଚନ୍ଦ୍ର

ବଡ଼ଗାଁ, ୨୧।୪ (ଡି.ଏନ.ଏ)-ବଡ଼ଗାଁର ରାମଲୀଳା ଯାତ୍ରାର ସପ୍ତମ ରଜନୀରେ ରାମଚନ୍ଦ୍ରଙ୍କ ବନବାସ ମଞ୍ଚସ୍ଥ ହୋଇଛି। ଦାସୀ ମନ୍ଥରାଙ୍କ କୁମନ୍ତ୍ରଣାରେ ପଡି ରାଜା ଦଶରଥଙ୍କ ମଧ୍ୟମା ରାଣୀ କୈକେୟୀ ରାଜାଙ୍କ ଦୁର୍ବଳ ମୂହୂର୍ତ୍ତର ସୁଯୋଗ ନେଇ ୨ବର ଦେବା ପାଇଁ ସର୍ତ୍ତ...

ପୋଖରୀରେ ବୁଡ଼ି ଆଈ, ନାତି ମୃତ

ରିଆମାଳ,୨୧ା୪(ଡି.ଏନ୍‌.ଏ.)- ଦେବଗଡ଼ ଜିଲା ରିଆମାଳ ଥାନା ଅଧୀନ ଢୋଲପଡ଼ା ପଞ୍ଚାୟତର ମାଳିଚୁଆ ଗ୍ରାମରେ ଶନିବାର ଏକ ଅଭାବନୀୟ ଘଟଣା ଘଟିଛି। ଗାଧୋଇବାକୁ ଯାଇଥିବା ଆଈ ଓ ନାତିଙ୍କ ପୋଖରୀରେ ବୁଡି ମୃତ୍ୟୁ ଘଟିଛି। ଏନେଇ ଗାଁରେ ଶୋକରଛାୟା ଖେଳିଯାଇଛି। ମିଳିଥିବା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri