ଆମ ଜିଲା ଖବର

ଭୁଲ ଇଞ୍ଜେକସନ୍‌ ଦେଇଦେଲେ ଡାକ୍ତର, ଚାଲିଗଲା ୫ମାସ ଶିଶୁର ଜୀବନ!

ବୁଗୁଡା,୨୨।୨: ଡାକ୍ତର ଭୁଲ ଇଞ୍ଜେକସନ ଦେବା ଯୋଗୁ ଚାଲିଗଲା ପାଞ୍ଚ ମାସ ଶିଶୁର ଜୀବନ। ଏପରି ଅଭିଯୋଗ ଆସିଛି ଗଞ୍ଜାମ ଜିଲା ବୁଗୁଡା ସହରର ନେଳିଆବନ୍ଧ ସାହିରେ। ଏନେଇ ବୁଗୁଡା ମେଡିକାଲରେ ଉତ୍ତେଜନା ପ୍ରକାଶ ପାଇଛି। ପୋଲିସ ଘଟଣାସ୍ଥଳରେ ପହଞ୍ଚିବା...

ନାଲକୋ ଛକରେ କାର୍‌-ଟ୍ରାକ୍ଟର ମୁହାଁମୁହିଁ ଧକ୍କା, ଭାଙ୍ଗିଲା ଟ୍ରାଫିକ ପୋଷ୍ଟ

ବାରଙ୍ଗ,୨୨।୨: ପୁଣି ଘଟିଲା ମର୍ମନ୍ତୁଦ ସଡକ ଦୁର୍ଘଟଣା। ନାଲକୋ ଛକରେ କାର୍‌ ଟ୍ରାକ୍ଟର ମୁହାଁମୁହିଁ ଧକ୍କା। ଜୋରଦାର ଧକ୍କାରେ ଭାଙ୍ଗିଲା ଟ୍ରାଫିକ ପୋଷ୍ଟ। ଏହି ଦୁର୍ଘଟଣାରେ ୩ ଜଣ ଗୁରୁତର ଆହତ ହୋଇଛନ୍ତି। ଘଟଣାସ୍ଥଳରେ ଦୁଇଟି ପିସିଆର ସହ ମୈତ୍ରୀ...

ପ୍ରତିଦ୍ୱନ୍ଦ୍ୱୀଙ୍କ ହୋର୍ଡିଂ ଯୁଦ୍ଧ

ବଲାଙ୍ଗୀର, ୨୨ା୨(ବୀରେନ୍ଦ୍ର କୁମାର ଝାଙ୍କର)ସାଧାରଣ ନିର୍ବାଚନ ପୂର୍ବରୁ ବଲାଙ୍ଗୀରର ବିଭିନ୍ନ ସ୍ଥାନରେ ନେତାଙ୍କ ଫଟୋ ଥିବା ହୋଡିଂ, ପୋଷ୍ଟର, ବ୍ୟାନର ଛାଇଗଲାଣି। ଏସବୁ ଲଗାଇବାରେ କଂଗ୍ରେସ ଓ ବିଜେଡି ମଧ୍ୟରେ ତୀବ୍ର ପ୍ରତିଦ୍ୱନ୍ଦ୍ୱିତା ଚାଲିଛି। ସହରର ମୁଖ୍ୟରାସ୍ତା କଡ଼, ଜଳଗହଳିପୂର୍ଣ୍ଣ...

ଦୃଷ୍ଟି ଆଢୁଆଳରେ ଭଣ୍ଡାରୀବାରୀ, ଡେଙ୍ଗାବାରୀ ଗାଁ

ନୂଆଗଁା,୨୨ା ୨ (ଧନେଶ୍ୱର ସାହୁ):ନୟାଗଡ ଜିଲା ନୂଆଗାଁ ବ୍ଲକ କାପ୍ତାପଲ୍ଲୀ ପଞ୍ଚାୟତ ଭଣ୍ଡାରୀବାରୀ ଓ ଡେଙ୍ଗାବାରୀ ଗାଁ ଦୁଇଟି ସରକାରଙ୍କ ଦୃଷ୍ଟି ଆଡୁଆଳରେ ରହିଛି। ଗ୍ରାମବାସୀ ଦୁର୍ଦ୍ଧିନରେ ଦିନ କାଟୁଥିଲେ ମଧ୍ୟ ସେମାନଙ୍କ ସମସ୍ୟା ଦୂର କରିବା ପାଇଁ ପ୍ରଶାସନିକ...

କଟକଣାକୁ ଫୁ, ଅବାଧରେ ଚାଲିଛି ଶିକାର

କେନ୍ଦ୍ରାପଡ଼ା, ୨୨ା୨ (ଜଗନ୍ନାଥ ଧଳ):କେନ୍ଦ୍ରାପଡ଼ା ଜିଲା ଜାତୀୟ ଉଦ୍ୟାନ ଭିତରକନିକାରେ ବନ ବିଭାଗ କଟକଣାକୁ ଶିକାରୀ ଫୁ କରି ଅବାଧରେ ଶିକାର କରୁଛନ୍ତି। ୩ଦିନ ତଳେ ଭିତରକନିକା ମଧ୍ୟରୁ ହରିଣ ଶିକାର ଅଭିଯୋଗରେ ଶୈଳେନ୍ଦ୍ରସରାଇ ଗଁାର ସୁରେନ୍ଦ୍ର ଦାସଙ୍କଠାରୁ ବନ...

ଆଜିଠୁ ଯୋରନ୍ଦା ମେଳା, ୨୦ହଜାର ସାଧୁସନ୍ଥ-ଶ୍ରଦ୍ଧାଳୁଙ୍କ ସମାଗମ

ଢେଙ୍କାନାଳ,୨୨ା୨(ରତନ ନାୟାର) ବିଶ୍ୱ ପ୍ରସିଦ୍ଧ ମହିମାଧର୍ମର ପୀଠ ଢେଙ୍କାନାଳ ଜିଲାର ଯୋରନ୍ଦାଠାରେ ମାଘମେଳା ୨୨ ତାରିଖ ଗୁରୁବାରଠାରୁ ଆରମ୍ଭ ହେବାକୁ ଯାଉଛି। ଏହା ୨୪ ତାରିଖ ଯାଏ ୩ ଦିନ ବ୍ୟାପୀ ଅନୁଷ୍ଠିତ ହେବ। ମହିମା ସାଧୁ ସନ୍ନ୍ୟାସୀ ଓ...

ଅବଧି ସରିଲାଣି, ପାଣି ମିଳୁନି

ଯାଜପୁର,୨୨ା୨(ହର୍ଷବର୍ଦ୍ଧନ ବେହେରା) :ଯାଜପୁର ଜିଲାରେ ମୋଟ ୧୫୯୭ ଗ୍ରାମ ମଧ୍ୟରୁ ପ୍ରାୟ ୫୦୦ ଗ୍ରାମରେ ପାଇପ୍‌ ଯୋଗେ ପାନୀୟ ଜଳ ଯୋଗାଣ କରାଯାଉଛି। ଅବଶିଷ୍ଟ ଗ୍ରାମରେ ଆସନ୍ତା ୨୦୨୪ ସୁଦ୍ଧା ମେଗା ପାଇପ୍‌ ଜଳ ଯୋଗାଣ ପ୍ରକଳ୍ପ ଜରିଆରେ ଜଳ...

ପ୍ରାଣୀଧନ ଚିକିତ୍ସା ପ୍ରତି ଅବହେଳା

ପଟ୍ଟାମୁଣ୍ଡାଇ, ୨୨ା୨(କଳ୍ପତରୁ ନାୟକ)ଗ୍ରାମୀଣ ଅର୍ଥନୀତିକୁ ସୁଦୃଢ଼ କରିବା ପାଇଁ ସରକାର ପ୍ରାଣୀଧନ ପାଳନକୁ ପ୍ରୋତ୍ସାହନ ଦେଉଛନ୍ତି। ଏଥିପାଇଁ ଚାଷୀମାନଙ୍କୁ ବ୍ୟାଙ୍କ ଜରିଆରେ ଋଣ ସହାୟତା ଯୋଗାଇ ଦିଆଯାଉଛି। କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଅଞ୍ଚଳରେ ବ୍ୟାଙ୍କଗୁଡ଼ିକ ଦ୍ୱାରା ସମୟୋପଯୋଗୀ ଋଣ ବ୍ୟବସ୍ଥା...

ଛାତ୍ର ନେତାଙ୍କୁ ଦଳରୁ ତଡିଲା ବିଜେଡି, ହତ୍ୟା ମାମଲାରେ ହୋଇଥିଲେ ଗିରଫ

ଗଜପତି,୨୨।୨: ଜଣେ ବୃଦ୍ଧାଙ୍କୁ ହତ୍ୟା ମାମଲାରେ ଗିରଫ ଛାତ୍ର ବିଜେଡି ନେତାଙ୍କୁ ନିଲମ୍ବନ କରିଛି ଦଳ । ଗଜପତି ଜିଲା ପାରଳାଖେମୁଣ୍ଡି କରଣସାହିର ସରୋଜିନୀ ପଟ୍ଟନାୟକ ହତ୍ୟା ମାମଲାର ମାଷ୍ଟରମାଇଣ୍ଡ ଅମିତ ପଟ୍ଟନାୟକଙ୍କୁ ଦଳରୁ ବାହାର କରିଛି ବିଜେଡି। ସେ...

ହାତୀ ବେକରେ ଲାଗିଲା ରେଡିଓ କଲାର, ଓଡ଼ିଶାରେ ପ୍ରଥମ

ଛେଣ୍ଡିପଦା,୨୧।୨(ଅଜିତ ଧଳ): ଅନୁଗୋଳ ଜିଲା ଛେଣ୍ଡିପଦା ବନାଞ୍ଚଳରେ ଗୁଳିବିଦ୍ଧ ଦନ୍ତାହାତୀକୁ ବନବିଭାଗ ତତ୍ତ୍ୱାବଧାନରେ ୫ଦିନ ଧରି ୩ଟି ଡାକ୍ତରୀ ଦଳ ଚିକିତ୍ସା କରିବା ପରେ ବୁଧବାର ଶୃଙ୍ଖଳ ମୁକ୍ତ କରାଯାଇଛି। ଜଙ୍ଗଲରେ ଛଡ଼ାଯିବା ପୂର୍ବରୁ ହାତୀ ବେକରେ ରେଡିଓ କଲାର...

ସୋନପୁରରୁ ବଲାଙ୍ଗୀର-ଭୁବନେଶ୍ୱର ଚାଲିବ ଟ୍ରେନ୍‌, ପ୍ରଧାନମନ୍ତ୍ରୀଙ୍କ ଅନୁମୋଦନ

ସୋନପୁର,୨୧।୨(ମୃତ୍ୟୁଞ୍ଜୟ ଶତପଥୀ): ରେଳ ବିଭାଗ ପକ୍ଷରୁ ସୁବର୍ଣ୍ଣପୁର ଜିଲାବାସୀଙ୍କ ପାଇଁ ପୁଣି ଏକ ଖୁସି ଖବର ଆସିଛି। ଖୁବ୍‌ଶୀଘ୍ର ସୋନପୁରରୁ ବଲାଙ୍ଗୀର ପାସେଞ୍ଜର ଟ୍ରେନ୍‌ ଓ ସୋନପୁରରୁ ଭୁବନେଶ୍ୱର ପର୍ଯ୍ୟନ୍ତ ଏକ ଏକ୍ସପ୍ରେସ୍‌ ଟ୍ରେନ୍‌ ଚାଲିବ। ରେଳ ମନ୍ତ୍ରଣାଳୟର ଏ...

ରାଜ୍ୟ ଆଇନଜୀବୀ ପରିଷଦର ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି:ବାର୍‌ ଆସୋସିଏସନ୍‌କୁ ନିର୍ବାଚନୀ ଖର୍ଚ୍ଚ ବନ୍ଦ

କଟକ,୨୧ା୨ (କାର୍ତ୍ତିକ ସାହୁ) ବହୁ ପ୍ରତିକ୍ଷିତ ଆଡ୍‌ଭୋକେଟ୍‌ ଏକାଡେମୀ ଗଠନ ନିମନ୍ତେ ରାଜ୍ୟ ଆଇନ୍‌ଜୀବୀ ପରିଷଦ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି। ତତ୍‌ସଂକ୍ରାନ୍ତୀୟ ଆବଶ୍ୟକୀୟ ଭିତ୍ତିଭୂମି ପାଇଁ ଭୂମି ଓ ପାଣ୍ଠି ପ୍ରଦାନ ନିମନ୍ତେ ରାଜ୍ୟ ସରକାରଙ୍କ ନିକଟରେ ତୁରନ୍ତ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri