ଆମ ଜିଲା ଖବର

ଚର୍ଚ୍ଚରେ ଭଙ୍ଗାରୁଜା ଘଟଣା: ୭ ଜଣ ନିର୍ଦ୍ଦୋଷରେ ଖଲାସ

ଗୁଣପୁର,୧୭।୪(ଡି.ଏନ୍‌.ଏ.):ରାୟଗଡା ଜିଲା ରାମନାଗୁଡା ବ୍ଲକ ସୁଲୁଡିସ୍ଥିତ କାଥୋଲିକ ଚର୍ଚ୍ଚରେ ୨୦୦୮ ଅଗଷ୍ଟ ୨୫ରେ ପ୍ରାୟ ୫୦ରୁ ୬୦ ଜଣ ଲୋକ ପଶି ଜିନିଷ ପତ୍ର ଭଙ୍ଗାରୁଜା କରିବା ସହ ଏକ ବାଇକ୍‌ ପୋଡି ଦେଇଥିଲେ। ଏହି ଘଟଣା ଗୁଣପୁର ଏଡିଜେଙ୍କ...

ବିଦ୍ୟୁତ୍‌ ଲୋଭୋଲଟେଜ ସମସ୍ୟା: ଜିଲାପାଳଙ୍କୁ ଦେଖାକଲେ ଚାଷୀ ପ୍ରତିନିଧି

ନୂଆପଡା ଅଫିସ,୧୭ା୪: ନୂଆପଡ଼ା ଜିଲା କୋମନା ବ୍ଲକ ଅନ୍ତର୍ଗତ ଦର୍ଲିପଡା, ସିଆଲଟି ଗ୍ରାମପଞ୍ଚାୟତରେ ବିଦ୍ୟୁତ୍‌ ଲୋଭୋଲଟେଜ ସମସ୍ୟା ଯୋଗୁ ଶତାଧିକ ଏକର ଜମିର ରବି ଚାଷ ଉଜୁଡିବାରେ ଲାଗିଛି। ଏହାକୁ ନେଇ ଚଷୀମାନେ ବାରମ୍ବାର ବୁିଦ୍ୟୁତ୍‌ ବିଭାଗ କାର୍ଯ୍ୟାଳୟକୁ ଦୌଡୁଥିଲେ...

ଏଟିଏମ୍‌ ସୁରକ୍ଷା କର୍ମୀଙ୍କ ମୃତ୍ୟୁ: ଅଂଶୁଘାତ ସନ୍ଦେହ

ଧାମନଗର, ୧୭।୪ (ଡି.ଏନ.ଏ.) – ଭଦ୍ରକ ଜିଲା ଧାମନଗର ବ୍ଲକ ଅଧୀନ ଅର୍ଜୁନପୁର ଗ୍ରାମର ପ୍ରହଲ୍ଲାଦ ରାଉତଙ୍କ ପୁଅ ଇନ୍ଦ୍ରଜିତ(୩୩)ଙ୍କର ବୁଧବାର ସକାଳେ ମୃତ୍ୟୁ ଘଟିଛି। ଅଂଶୁଘାତରେ ତାଙ୍କର ମୃତ୍ୟୁ ହୋଇଥିବା ସନ୍ଦେହ କରାଯାଉଛି। ଇନ୍ଦ୍ରଜିତ୍‌ ଏଟିଏମ୍‌ ଟଙ୍କା ଭରା...

ଶକ୍ତିପ୍ରଦର୍ଶନ କଲା ବିଜେଡି

ଭୁବନ, ୧୭।୪(ଡି.ଏନ୍‌.ଏ.)-ଭୁବନ ଏନ୍‌ଏସିରେ ବୁଧବାର ବିଜେଡି ଶକ୍ତିପ୍ରଦର୍ଶନ କରିଛି। ଶତାଧିକ କର୍ମୀ ଏନ୍‌ଏସିରେ ଶୋଭାଯାତ୍ରା କରି ବିଧାୟକ ପ୍ରାର୍ଥୀ ତଥା ମନ୍ତ୍ରୀ ମନ୍ତ୍ରୀ ପ୍ରଫୁଲ୍ଲ କୁମାର ମଲ୍ଲିକ ପାଇଁ ଭୋଟଭିକ୍ଷା କରିଥିଲେ। ପ୍ରାରମ୍ଭରେ ବିଜେଡି କାର୍ଯ୍ୟାଳୟରେ ନିର୍ବାଚନୀ ସଭା ହୋଇଥିଲା।...

ଟ୍ରକ୍‌ -୧୦୮ ଆମ୍ବୁଲାନ୍‌ସ ମୁହାଁମୁହିଁ ଧକ୍କା: ଜଣେ ମୃତ, ୩ଗୁରୁତର

ଦେବଗଡ଼,୧୭।୪(ସ୍ବ.ପ୍ର.)-ଦେବଗଡ ଜିଲା ତିଲେଇବଣି ବ୍ଲକ ପ୍ରଭାଶୁଣି ଗ୍ରାମ ନିକଟରେ ବୁଧବାର ଭୋର ଏକ ଦୁର୍ଘଟଣା ଘଟିଛି। ଟ୍ରକ୍‌ ଓ ଆମ୍ବୁଲାନ୍‌ସ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଫଳରେ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ୩ ଜଣ ଗୁରୁତର ଆହତ ହୋଇଛନ୍ତି। ମୃତକ...

ବିଜେଡି ବିଧାୟକ ପ୍ରାର୍ଥୀ ଓ ଏମ୍‌ପି ପ୍ରାର୍ଥୀଙ୍କ ପାଇଁ ଭୋଟ ଭିକ୍ଷା କଲେ ମୁଖ୍ୟମନ୍ତ୍ରୀ

ପାଟଣା,୧୭।୪(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ନିର୍ବାଚନ ମଣ୍ଡଳୀ ସାହାରପଡା ହାଇସ୍କୁଲ ପଡ଼ିଆରେ ବୁଧବାର ପୂର୍ବାହ୍ନରେ ଏକ ବିଶାଳ ଜନସଭା ଅନୁଷ୍ଠିତ ହୋଇଥିଲା। ଏହି କାର୍ଯ୍ୟକ୍ରମରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଯୋଗଦେଇ ୧୫ହଜାର ଊର୍ଦ୍ଧ୍ୱ ଜନସାଧାରଣଙ୍କୁ ସମ୍ବୋଧିତ କରିଥିଲେ। ଏହାପରେ...

ଏବେ ବି ଅପହଞ୍ଚ ସ୍ବାଭିମାନଅଞ୍ଚଳ

ମାଲକାନଗିରି,୧୭।୪(ଡି.ଏନ୍‌.ଏ.)- ମାଲକାନଗିରି ଜିଲା ଚିତ୍ରକୋଣ୍ଡା ବ୍ଲକର ସ୍ବାଭିମାନ ଅଞ୍ଚଳ ଏବେ ବି ଲୋକଙ୍କ ପାଇଁ ଅପହଞ୍ଚ ହୋଇ ରହିଛି। ଏବେ ମଧ୍ୟ ବିଚ୍ଛିନ୍ନାଞ୍ଚଳର ୫ଟି ପଞ୍ଚାୟତ ଅଣ୍ଡ୍ରାହାଲ, ପଣସପୁଟ, ଜଡାମ୍ବ, ଗାଜଲମାମୁଡି ଓ ଯନ୍ତ୍ରୀ ଗ୍ରାମର ପ୍ରାୟ ୧୦ ହଜାରରୁ...

ବଢୁଛି ତାପମାତ୍ରା, ଘରୁ ବାହାରି ପାରୁନାହାନ୍ତି ଲୋକେ

ପାରଳାଖେମୁଣ୍ଡି, ୧୭।୪ (ସ୍ବ.ପ୍ର.): ଗଜପତି ଜିଲା ଏକ ଜଙ୍ଗଲ ପରିବେଷ୍ଟିତ ଅଞ୍ଚଳ ହୋଇଥିଲେ ମଧ୍ୟ ଏଠାରେ ଗ୍ରୀଷ୍ମତାତି ଦିନକୁ ଦିନ ବଢ଼ୁଛି। ଗ୍ରାମାଞ୍ଚଳ ଏବଂ ସହରଞ୍ଚଳରେ କଂକ୍ରିଟ ରୋଡମାନ ବୃଦ୍ଧି ପାଉଥିବାରୁ ଏହା ତାପମାତ୍ରା ବୃଦ୍ଧିର ପ୍ରମୁଖ ଏକ କାରଣ...

ସୀମାନ୍ତବର୍ତ୍ତୀ ଅଞ୍ଚଳରେ ହାତୀ

ପାରଳାଖେମୁଣ୍ଡି, ୧୭।୪ (ସ୍ବ.ପ୍ର.): ପାରଳାଖେମୁଣ୍ଡି ଉପକଣ୍ଠସ୍ଥ ପଡୋଶୀ ଆନ୍ଧ୍ର ପ୍ରଦେଶ ରାଜ୍ୟର ଅମରା ଓ ରାଟିଣୀ ଅଞ୍ଚଳରେ କେତେକ ଜଙ୍ଗଲୀ ହାତୀ ଚଳପ୍ରଚଳ କରୁଥିବା ଦେଖିବାକୁ ମିଳିଛି। ମଙ୍ଗଳବାର ସକାଳ ସୁଦ୍ଧା ଏହି ହାତୀଗୁଡିକ ଆନ୍ଧ୍ରର ବସନ୍ଧରା ଏବଂ ଓଡିଶାର...

କାଳିଆ ଯୋଜନା ବନ୍ଦ ପାଇଁ ହୀନଚକ୍ରାନ୍ତ : ମୁଖ୍ୟମନ୍ତ୍ରୀ

ଠାକୁରମୁଣ୍ଡା,୧୭ା୪(ଡି.ଏନ୍‌.ଏ.): କରଞ୍ଜିଆ ବିଧାନସଭା ନିର୍ବାଚନମଣ୍ଡଳୀର ଠାକୁରମୁଣ୍ଡା ପଣସଡିହା ପଡ଼ିଆରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏକ ନିର୍ବାଚନୀ ସଭାରେ ଯୋଗଦେଇ ଏମ୍‌ପି ଓ ବିଧାୟିକା ପ୍ରାର୍ଥତ୍ନୀଙ୍କୁ ଭୋଟ୍‌ ଦେଇ ବିଜୟୀ କରିବାକୁ ଅନୁରୋଧ କରିଛନ୍ତି। ଭୁବନେଶ୍ୱରରୁ ହେଲିକପ୍ଟର ଯୋଗେ ମୁଖ୍ୟମନ୍ତ୍ରୀ ଆସି...

ପୋଲିଂ ଗାଡ଼ି ଜାଳିଦେଲେ ଦୁର୍ବୃତ୍ତ

ଫୁଲବାଣୀ ଅଫିସ,୧୭ା୪ : ଫିରିଙ୍ଗିଆ ଥାନା ଅନ୍ତର୍ଗତ ମୁଙ୍ଗୁନିପଦର ବୁଥ୍‌କୁ ପୋଲିଂ କର୍ମଚାରୀମାନେ ଯାଉଥିବାବେଳେ ଦୁର୍ବୃତ୍ତମାନେ ସେମାନଙ୍କୁ ବାହାରକୁ ଡାକି ଗାଡ଼ି ଜାଳି ଦେଇଛନ୍ତି। ଏହା ମାଓପ୍ରବଣ ଅଞ୍ଚଳ ହୋଇଥିବାରୁ ଏଥିରେ ମାଓବାଦୀଙ୍କ ହାତ ଥିବା ସନ୍ଦେହ କରାଯାଉଛି। ତେବେ...

ସ୍ବାମୀଙ୍କୁ ପଥରରେ ଛେଚି ମାରିଦେଲେ ସ୍ତ୍ରୀ

କପ୍ତିପଦା, ୧୭।୪(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା କପ୍ତିପଦା ଥାନା ଅଧୀନ ମଝିଗାଡ଼ିଆ ପଞ୍ଚାୟତ ମହୁଲପଙ୍ଖା ଗାଁରେ ଜଣେ ମହିଳା ମଙ୍ଗଳବାର ରାତିରେ ତାଙ୍କ ସ୍ବାମୀଙ୍କୁ ପଥରରେ ଛେଚି ହତ୍ୟା କରିଛନ୍ତି। ମୃତକ ହେଲେ ଟୁନା ବେସ୍ରା। ତାଙ୍କ ଅଭିଯୁକ୍ତ ସ୍ତ୍ରୀ ହେଲେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri