ଆମ ଜିଲା ଖବର

୪ ବର୍ଷରେ ୨୩୧ ଦୁର୍ଘଟଣା, ୯୮ ଜଣଙ୍କ ମୃତ୍ୟୁ

ବ୍ରହ୍ମପୁର, ୧୫ା୨ (ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ସହର ଓ ସନ୍ନିକଟ ଦେଇ ଯାଇଥିବା ଜାତୀୟ ରାଜପଥ ୧୬ ଓ ୫୯ ଏବଂ ରାଜ୍ୟ ରାଜପଥ ଏବେ ଦୁର୍ଘଟଣାପ୍ରବଣ ହୋଇପଡ଼ିଛି। ଏହାକୁ ରୋକିବା ପାଇଁ ଅନେକ ଯୋଜନା ହୋଇଥିଲେ ମଧ୍ୟ...

ମୋବାଇଲ ଟର୍ଚ୍ଚରେ ରୋଗୀ ସେବା, ଡେରାବିଶ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ

ଡେରାବିଶ, ୧୪ା୨(ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲାର ଡେରାବିଶ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରଟି ୫୩ ନଂ. ଜାତୀୟ ରାଜପଥ ପାର୍ଶ୍ୱରେ ଥିବାରୁ ରୋଗୀଙ୍କ ପାଇଁ ଗୁରୁତ୍ୱ ବହନ କରୁଛି। ମାତ୍ର ସ୍ବାସ୍ଥ୍ୟକେନ୍ଦ୍ରରେ ଦିନକୁ ଦିନ ସ୍ବାସ୍ଥ୍ୟ ସେବା ବିପର୍ଯ୍ୟସ୍ତ ହେବାରେ ଲାଗିଛି।...

ଟ୍ରାକ୍ଟର ଚଢ଼ାଇ ଯୁବକଙ୍କୁ ହତ୍ୟା ଅଭିଯୋଗ

ଆଠଗଡ଼,୧୪ା୨: କଟକ ଜିଲା ଖୁଣ୍ଟୁଣି ଥାନା ରାଧାକୃଷ୍ଣପୁର ଗାଁରେ ଗୋଷ୍ଠୀ ସଂଘର୍ଷରୁ ବୁଧବାର ତୁମୁଳ କାଣ୍ଡ ଘଟିଛି। ପୂର୍ବ ଶତ୍ରୁତା ଓ କମେଣ୍ଟ ମରାରୁ ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ହୋଇ ଗୋଟିଏ ଗୋଷ୍ଠୀର ଘର ଓ ଗାଡ଼ି ଜାଳି...

କେନ୍ଦୁଝର ଜିଲା ଭାଜପା ମହିଳା ମୋର୍ଚ୍ଚାର ନୂଆ ଟିମ୍‌

କେନ୍ଦୁଝର,୧୪ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଭାଜପା ମହିଳା ମୋର୍ଚ୍ଚାର ନୂଆ ଜିଲା ଟିମ୍‌ ଗଠନ ହୋଇଥିବା ନେଇ ଜିଲା ଭାଜପା ମହିଳା ମୋର୍ଚ୍ଚା ସଭାନେତ୍ରୀ ମମତା ସିଂ ଘୋଷଣା କରିଛନ୍ତି। ରାଜ୍ୟ ଭାଜପା ମହିଳା ମୋର୍ଚ୍ଚା ସଭାନେତ୍ରୀ ଐଶ୍ୱର୍ଯ୍ୟା...

୨ ପୋଲିସ କର୍ମଚାରୀଙ୍କୁ ଛୁରାମାଡ଼

ନିରାକାରପୁର,୧୪ା୨(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ଜଙ୍କିଆ ଥାନା ଅନ୍ତର୍ଗତ ସରପାରି ଗ୍ରାମର ଜଣେ ବ୍ୟକ୍ତି ନିଶା କାରବାର କରୁଥିବା ଖବର ପାଇ ଏନ୍‌ଏଚ୍‌ ପାଟ୍ରୋଲିଂ ଗାଡ଼ି ସହିତ ସ୍ଥାନୀୟ ଥାନାର ଦୁଇ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ଥିବା ବେଳେ...

କେରଳରେ ସଡ଼କ ଦୁର୍ଘଟଣାରେ ଓଡ଼ିଆ ଯୁବକଙ୍କ ମୃତ୍ୟୁ

ରାଇକିଆ,୧୪ା୨(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ବ୍ଲକ ପେଟାପାଙ୍ଗା ପଞ୍ଚାୟତ ଡାମ୍ବାକିଆ ଗ୍ରାମର ଯାଦବ ନାୟକ (୨୭)ଙ୍କର କେରଳରେ ଏକ ସଡ଼କ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ୮ ବର୍ଷ ହେଲା କେରଳର ଏର୍ନାକୁଲୋମ ଜିଲା ପେରୂମବାବର୍‌ ଅଞ୍ଚଳରେ ପ୍ଲାଏ କମ୍ପାନୀରେ...

ନାବାଳିକାଙ୍କୁ ବଳାତ୍କାର ଅଭିଯୋଗରେ ବନ୍ଧାହେଲେ ପୋଲିସ ଭ୍ୟାନ୍‌ ଡ୍ରାଇଭର

ପୁରୁଷୋତ୍ତମପୁର,୧୪ା୨(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ୧୧୨ ପୋଲିସ ଭ୍ୟାନ୍‌ ଡ୍ରାଇଭର କୁନାଲ ବେହେରା ଜଣେ ନାବାଳିକାଙ୍କୁ ବଳାତ୍କାର କରିଥିବା ନେଇ ଅଭିଯୋଗ ହୋଇଥିଲା। ଏହାକୁ ନେଇ ପୋଲିସ କେସ୍‌ ନଂ ୮୧/୨୪ ବିଭିନ୍ନ ଦଫାରେ ମହିଳା ଓ...

ରାଜପଥରେ ଓଲଟିଲା ବସ୍‌: କଣ୍ଡକ୍ଟର ମୃତ, ୧୩ ଯାତ୍ରୀ ଆହତ

କଟକ/ଫୁଲନଖରା,୧୪ା୨(କାର୍ତ୍ତିକ ସାହୁ/ଶିଳ୍ପା ପ୍ରିୟଦର୍ଶିନୀ/ସତ୍ୟରଞ୍ଜନ ଦାସମହାପାତ୍ର): ୧୬ ନମ୍ବର ଜାତୀୟ ରାଜପଥର ଡିଭାଇଡର ଉପରେ ଓଲଟି ପଡ଼ିଛି ଚନ୍ଦନ(ଓଆର୍‌-୦୫-ଏଜେ-୭୪୫୫) ନାମକ ଯାତ୍ରୀବାହୀ ବସ୍‌। କଟକ ଗୋପାଳପୁର ନିକଟରେ ବୁଧବାର ସନ୍ଧ୍ୟା ପ୍ରାୟ ୬.୧୫ ମିନିଟ୍‌ରେ ଏହି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି।...

ଗୋପାଳପୁର ଛକରେ ଓଲଟିଲା ଯାତ୍ରୀବାହୀ ବସ୍‌

କଟକ,୧୪ା୨: କଟକ ଗୋପାଳପୁର ଛକରେ ବୁଧବାର ସନ୍ଧ୍ୟାରେ ଏକ ଯାତ୍ରୀବାହୀ ବସ୍‌ ଓଲଟି ପଡ଼ିଛି। ଫଳରେ ଅନେକ ଯାତ୍ରୀ ଆହତ ହୋଇଛନ୍ତି। ଚନ୍ଦନ ନାମକ ବସ୍‌ଟି ଭୁବନେଶ୍ୱରରୁ ବାଲେଶ୍ୱର ଅଭିମୁଖେ ଯାଉଥିବା ବେଳେ ଗୋପାଳପୁର ଛକରେ ଭାରସାମ୍ୟ ହରାଇ ଓଲଟି...

ଶ୍ରୀମନ୍ଦିର ଉପରେ ଉଡ଼ିବନି ଡ୍ରୋନ୍‌, ନୋ ଫ୍ଲାଇଙ୍ଗ୍‌ ଜୋନ୍‌ ଘୋଷଣା

ପୁରୀ,୧୪ା୨: ଏଣିକି ଶ୍ରୀମନ୍ଦିର ଉପରେ ଆଉ ଉଡ଼ି ପାରିବନି ଡ୍ରୋନ୍‌। ଶ୍ରୀଜଗନ୍ନାଥ ମନ୍ଦିରରେ ଶାନ୍ତି ଓ ନିରାପତ୍ତା ଦୃଷ୍ଟିରୁ ପୁରୀ ପୋଲିସ ପକ୍ଷରୁ ଏକ ବଡ଼ ପଦକ୍ଷେପ ନିଆଯାଇଛି। ଶ୍ରୀମନ୍ଦିର ଉପରେ ନୋ ଫ୍ଲାଇଙ୍ଗ୍‌ ଜୋନ୍‌ ଘୋଷଣା ସହିତ ଭିତରେ...

କେସିଙ୍ଗା ଏନ୍‌ଏସିର ନୂଆ ନିର୍ବାହୀ ଅଧିକାରୀ

କେସିଙ୍ଗା,୧୪ା୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନ୍‌ଏସି ନିର୍ବାହୀ ଅଧିକାରୀ ଭାବେ ପ୍ରଣବ କୁମାର ଚାନ୍ଦ ଯୋଗଦାନ କରିଛନ୍ତି। କେସିଙ୍ଗା ଏନ୍‌ଏସିର ପୂର୍ବତନ ନିର୍ବାହୀ ଅଧିକାରିଣୀଙ୍କ ମନମୁଖୀ କାର୍ଯ୍ୟରେ ଲୋକେ ଅତିଷ୍ଠ ହୋଇ ଗଣଆନ୍ଦୋଳନ କରି କେସିଙ୍ଗା ବନ୍ଦ ଡାକରା...

ଶେରଗଡକୁ ଏନଏସି ମାନ୍ୟତା ଦେଲେ ମୁଖ୍ୟମନ୍ତ୍ରୀ

ବ୍ରହ୍ମପୁର,୧୪।୨: ଗଞ୍ଜାମ ଜିଲା ଶେରଗଡକୁ ଏନଏସି ମାନ୍ୟତା ମିଳିଛି। ଏନଏସି ମାନ୍ୟତା ପ୍ରଦାନ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି । ଶେରଗଡ ସଭାରେ ସମ୍ବୋଧନ ବେଳେ ମୁଖ୍ୟମନ୍ତ୍ରୀ ଏହି ଘୋଷଣା କରିଛନ୍ତି । ଏଭଳି ଘୋଷଣା ପରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri