ଆମ ଜିଲା ଖବର

ଶିମିଳିପାଳରେ ମହାବଳ ବାଘର ମୃତ୍ୟୁ

ବାରିପଦା,୮ା୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଓଡ଼ିଶାର ଏକମାତ୍ର ମହାବଳ ବାଘ ରହୁଥିବା ଶିମିଳିପାଳ ଅଭୟାରଣ୍ୟରେ ମହାବଳ ବାଘର ମୃତ୍ୟୁ ହୋଇଛି। ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ ଦକ୍ଷିଣ ଡିଭିଜନ ନଅଁଣା ସାଉଥ ରେଞ୍ଜ ଧୁଡୁରୁଚମ୍ପା ଅଞ୍ଚଳ ଜଙ୍ଗଲରେ ବାଘର ମୃତଦେହକୁ ବନ...

ଗଞ୍ଜେଇ ଗଛ କାଟିବାକୁ ଯାଇଥିଲା ପୋଲିସ, ଅସ୍ତ୍ରଶସ୍ତ୍ର ଧରି ଘେରିଲେ ଆଦିବାସୀ

କୋରୁକୋଣ୍ଡା,୮ା୨(ବେହେରା): ମାଲକାନଗିରି ଜିଲାରେ ବର୍ତ୍ତମାନ ପୋଲିସ ଓ ଅବକାରୀ ବିଭାଗ ପକ୍ଷରୁ ଗଞ୍ଜେଇ ଗଛକଟା ଅଭିଯାନ ଆରମ୍ଭ କରାଯାଇଛି। ଗଛ କାଟିବା ପାଇଁ ଅଭିଯାନରେ ବାହାରିଥିଲେ ଓର୍କେଲ ପୋଲିସ ଓ ଡିଭିଏଫ୍‌ ଯବାନ। କୋରୁକୋଣ୍ଡା ବ୍ଲକ ନାକାମାମୁ ପଞ୍ଚାୟତର ବାୟାପଡ଼ା...

ଜମି କାରବାର ଲିଙ୍କ୍‌: ଜିଲାର ବିଭିନ୍ନ ସ୍ଥାନରେ ଇଡି ଚଢ଼ାଉ

ବ୍ରହ୍ମପୁର,୮ା୨(ସୁବାସ ପାଢ଼ୀ): ଜିଲାରେ ଜମି କାରବାର ଠକେଇର ଲିଙ୍କ୍‌ ମିଳିବା ପରେ ଗୁରୁବାର ଅର୍ଥନୈତିକ ଅପରାଧ ଶାଖା(ଇଡି)ର ୧୦ ଜଣିଆ ଟିମ୍‌ ଜିଲାର ବିଭିନ୍ନ ବିଲଡର ସଂସ୍ଥାରେ ଚଢ଼ାଉ କରିଛି। ବ୍ରହ୍ମପୁର ସହରର ଗୋଷାଣୀନୂଆଗାଁ, ଗାନ୍ଧିନଗର, ଡୁରା, ଦିଗପହଣ୍ଡି ଇତ୍ୟାଦି...

ଲାଞ୍ଚ ନେଇ ଧରାପଡ଼ିଲେ ଅମିନ

ବଲାଙ୍ଗୀର,୮ା୨(ସୁନୀଲ ମହାନ୍ତି): ବଲାଙ୍ଗୀର ଜିଲା ସଇଁତଳା ତହସିଲର ଅମିନ ନିର୍ମଳେନ୍ଦୁ କବି ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ସଇଁତଳାର ନିରଞ୍ଜନ ସାହୁ ନିଜ ଜମି ମାପ ପାଇଁ ତହସିଲ କାର୍ଯ୍ୟାଳୟରେ ଆବେଦନ କରିଥିଲେ। ତହସିଲ ଅଫିସରେ କାର୍ଯ୍ୟରତ ଅମିନ ନିର୍ମଳେନ୍ଦୁ ୮୦୦୦...

କଳାହାଣ୍ଡି: ଗୁରୁତର ରୋଗୀଙ୍କୁ ବାରଣ୍ଡାରେ ଚିକିତ୍ସା

ଭବାନୀପାଟଣା,୮।୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ସ୍ବାସ୍ଥ୍ୟ ସେବାକୁ ଗୁରୁତ୍ୱ ଦେଇ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ମେଡିକାଲ କଲେଜ ସ୍ଥାପନା କରିବା ସହ ୫-ଟିରେ ଡାକ୍ତରଖାନାଗୁଡିକୁ କୋଟି କୋଟି ଟଙ୍କାରେ ରୂପାନ୍ତର କରାଯାଇଛି। ସେହିପରି ଉନ୍ନତ ମାନର...

ମାଲକାନଗିରିରେ ଗଡ଼ ସଜାଡ଼ିବାକୁ ପ୍ରୟାସ, ମାଓବାଦୀ କାର୍ଯ୍ୟକଳାପ ବଢ଼ୁଛି…

ମାଲକାନଗିରି,୮ା୨(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲାରେ ଭୁଶୁଡି ପଡିଥିବା ମାଓବାଦୀ ସଂଗଠନ ପୁନଃ ଗଡ ସଜାଡିବାକୁ ପ୍ରୟାସ କରିଛିନ୍ତି ମାଓବାଦୀ। ନିଜ ପୂର୍ବ ସ୍ଥିତି ଫେରିବା ପାଇଁ ସଙ୍ଗଠନର ଉଦ୍ୟମ କରୁଥିବା ବେଳେ ବିଗତ କିଛି ଦିନ ମଧ୍ୟରେ ଜିଲାରେ ମାଓବାଦୀ...

କାମରେ ଲାଗୁନି ୨ ଥାନାର ନୂତନ କୋଠା

ଖୋର୍ଦ୍ଧା,୮ା୨ (ପ୍ରଭାତ ପାଣିଗ୍ରାହୀ)ଖୋର୍ଦ୍ଧା ବକ୍ସି ଜଗବନ୍ଧୁ ବିଦ୍ୟାଧର ଉଚ୍ଚ ବିଦ୍ୟାଳୟ ଛାତ୍ରାବାସରେ ଚାଲିଛି ଆଦର୍ଶ (ଟାଉନ) ଥାନା। ଅନ୍ୟପଟେ ଟ୍ରାଫିକ ଛକ ନିକଟରେ ଆଦର୍ଶ ଥାନାର ନୂତନ କୋଠା ନିର୍ମାଣ ସରିଛି। ନିର୍ମାଣକୁ ପ୍ରାୟ ଏକ ବର୍ଷ ବିତିଲାଣି। ଅଥଚ...

ଏସ୍‌ସିବି ପରିସରରେ ଜେରକ୍ସ ସୁବିଧା ନାହିଁ

କଟକ,୮ା୨(ଶିଳ୍ପା ପ୍ରିୟଦର୍ଶିନୀ)ଏସ୍‌ସିବି ମେଡିକାଲ ପରିସରରେ ଜେରକ୍ସ ସୁବିଧା ନ ଥିବା ରୋଗୀ ସମ୍ପର୍କୀୟମାନେ ଅଭିଯୋଗ କରିଛନ୍ତି। ଫଳରେ ଜେରକ୍ସ କରିବା ପାଇଁ ସେମାନଙ୍କୁ ମେଡିକାଲ ବାହାରକୁ ଯିବାକୁ ପଡୁଛି। ଏହାକୁ ନେଇ ସେମାନଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି। ତୁରନ୍ତ ମେଡିକାଲ...

ଯୁବକଙ୍କୁ ରାସ୍ତାରେ ନିସ୍ତୁକ ପିଟିଲେ ଏଏସ୍‌ଆଇ

ପିପିଲି, ୮ା୨(ପ୍ରଭାତ ମହାପାତ୍ର/ଦୁର୍ଗାମାଧବ ମିଶ୍ର)ପିପିଲି ପୋଲିସର ଦବଙ୍ଗଗିରି। ଜଣେ ଯୁବକଙ୍କୁ ରାସ୍ତାରେ ନିସ୍ତୁକ ମାଡ଼ ମାରିଲେ ପୋଲିସ ଅଧିକାରୀ। ଏହାର ଭିଡିଓ ଏବେ ଭାଇରାଲ ହେବାରେ ଲାଗିଛି। ପୋଲିସ ଅଧିକାରୀ ଜଣକ ବାଡ଼ିରେ ଯୁବକଙ୍କ ହାତ ଓ ଗୋଡ଼କୁ ନିସ୍ତୁକ...

ରଙ୍ଗିନ କୋବିର ଆଦର ବଢୁଛି

ଚମ୍ପୁଆ,୮ା୨(ମହେଶ୍ୱର ଦାସ)କେନ୍ଦୁଝର ଜିଲା ଚମ୍ପୁଆ ଦୈନିକ ବଜାରରେ ଦିନକୁ ଦିନ ରଙ୍ଗିନ କୋବିର ଆଦର ବଢ଼ିବାରେ ଲାଗିଛି। ଏହି କୋବି ବିକ୍ରି କରି ଚାଷୀ ବେଶ ଲାଭବାନ ହୋଇପାରୁଛନ୍ତି। ସାଧାରଣ କୋବିଠାରୁ ଏହି କୋବି ଅଧିକ ସୁଆଦିଆ ଓ ରଙ୍ଗିନ...

ବନ୍ଦ ହୋଇପଡ଼ିଛି ଏଣ୍ଡୋସ୍କୋପି ମେଶିନ

ବ୍ରହ୍ମପୁର,୮ା୨(ସୁବାସ ଚନ୍ଦ୍ର ପାଢ଼ୀ)ରୋଗୀଙ୍କ ଚିକିତ୍ସା ସେବା ନିମନ୍ତେ ରାଜ୍ୟ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ଏହାସତ୍ତ୍ୱେ ବି ଏମକେସିଜି ମେଡିକାଳ କଲେଜ ଓ ହସ୍ପିଟାଲରେ ରୋଗୀଙ୍କ ଚିକିତ୍ସା କ୍ଷେତ୍ରରେ ଅବହେଳା ପରିଲିଖିତ ହୋଇଛି। ଏହି ହସ୍ପିଟାଲରେ ଏଣ୍ଡୋସ୍କୋପି...

ଉଠିଯିବ ଦ୍ୱୀପାଞ୍ଚଳ ଡିଭିଜନ, ଚାଷୀମୁଣ୍ଡରେ ହାତ

କେନ୍ଦ୍ରାପଡ଼ା, ୮ା୨ (ଜଗନ୍ନାଥ ଧଳ)ମହାନଦୀ-ଚିତ୍ରୋପତ୍ଳା ଦ୍ୱୀପାଞ୍ଚଳ ଜଳସେଚନ ପ୍ରକଳ୍ପ ଏବେ ଚାଷୀଙ୍କ ପାଇଁ ମରୀଚିକା ପାଲଟିଛି। ପ୍ରକଳ୍ପ ଅଧୀନ କେନାଲ ଉଦ୍‌ଘାଟନକୁ ପ୍ରାୟ ୨ ବର୍ଷ ହୋଇଥିଲେ ମଧ୍ୟ ଖରିଫ ଓ ରବି ଚାଷ ପାଇଁ ବୁନ୍ଦାଏ ପାଣି ଆସିନାହିଁ।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri