ଆମ ଜିଲା ଖବର

ପରୀକ୍ଷାର ଦେଢ଼ ଘଣ୍ଟା ପୂର୍ବରୁ ହଲ୍‌କୁ ପ୍ରବେଶ କରିବେ ପରୀକ୍ଷାର୍ଥୀ: ମାଧ୍ୟମିକ ଶିକ୍ଷା ପରିଷଦ

କଟକ,୩ା୨(କାର୍ତ୍ତିକ ସାହୁ): ଫେବୃଆରୀ ୨୦ରୁ ଆରମ୍ଭ ହେଉଛି ମାଟ୍ରିକ ପରୀକ୍ଷା। ଉକ୍ତ ପରୀକ୍ଷାକୁ ସୁବ୍ୟବସ୍ଥିତ କରିବା ପାଇଁ ମାଧ୍ୟମିକ ଶିକ୍ଷା ପରିଷଦ କାର୍ଯ୍ୟକ୍ରମ ଜାରି ରଖିଛି। କପି ରୋକିବା ଲାଗି ନୂଆ ଫର୍ମୂଲା ଆପଣାଇଛି ବୋର୍ଡ। ଏଣିକି ପରୀକ୍ଷା ପାଇଁ...

ଶ୍ୱଶୁରଙ୍କ ଟାଙ୍ଗିଆ ଚୋଟରେ ବୋହୂ ଗୁରୁତର

କୁଚିଣ୍ଡା,୩ା୨(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା ମହୁଲପାଲି ଥାନା ଅନ୍ତର୍ଗତ କେଶାଇବାହାଲ ପଞ୍ଚାୟତ ସୋଲବଗା (ଭଟାଗୁଡ଼ା)ଠାରେ ଶନିବାର ଶ୍ୱଶୁରଙ୍କ ଟାଙ୍ଗିଆ ଚୋଟରେ ବିଧବା ବୋହୂ ଗୁରୁତର ହୋଇ ମେଡିକାଲରେ ଚିକିତ୍ସିତ ହେଉଛନ୍ତି। ଆକ୍ରମଣକାରୀ ଶ୍ବଶୁର ହେଉଛନ୍ତି ଆମତୁନି ବାର୍ଲା(୭୦) ଏବଂ ଆହତ...

ମହିଳା ଯାତ୍ରୀଙ୍କୁ ୫ ଲକ୍ଷ ଟଙ୍କା ମୂଲ୍ୟର ମୂଲ୍ୟବାନ ଅଳଙ୍କାର ଫେରସ୍ତ କଲେ ଅଟୋ ଡ୍ରାଇଭର

ନୂଆଦିଲ୍ଲୀ,୩।୨: ମାନବିକତା ଏବଂ ବିଶାଳ ହୃଦୟ ଦେଖାଇଲେ ଅଟୋ-ରିକ୍ସା ଡ୍ରାଇଭର। ଭଦ୍ରକରେ ଗାଡିରେ ଜଣେ ମହିଳା ଯାତ୍ରୀ ଭୁଲି ଯାଇଥିବା ମୂଲ୍ୟବାନ ଅଳଙ୍କାର ଫେରସ୍ତ କରି ଅଟୋ ଡ୍ରାଇଭର ବିଭିନ୍ନ ମହଲରୁ ପ୍ରଶଂସା ସାଉଣ୍ଟିଛନ୍ତି। ଭଦ୍ରକର ଇନାୟତ ଖାନ ଏକ...

ଖଟିଆରେ ୩ କିଲୋମିଟର ବୁହାହେଲେ ଗର୍ଭବତୀ

କୋକସରା,୩ା୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲାରୁ ପୁଣି ଦେଖିବାକୁ ମିଳିଛି ଜନନୀ ଯନ୍ତ୍ରଣାର ଚିତ୍ର। କୋକସରା ବ୍ଲକ ଆମପାଣି ପଞ୍ଚାୟତର ସାହାଜଖୋଲ ଜଙ୍ଗଲ ମଧ୍ୟରେ ରହିଥିବା ଗିରଳିମାଲ ଗାଁକୁ ଭଲ ରାସ୍ତା ଟିଏ ନ ଥିବାରୁ ଗାଁକୁ ଯାଇ ପାରି...

ଅରୂପାନନ୍ଦ ଦାସ ହେଲେ ରାଜ୍ୟ ଆଇନଜୀବୀ ପରିଷଦର ଏକ୍‌ଜିକ୍ୟୁଟିଭ୍‌ କମିଟି ଅଧ୍ୟକ୍ଷ

କଟକ,୩ା୨(କାର୍ତ୍ତିକ ସାହୁ): ଓଡ଼ିଶା ରାଜ୍ୟ ଆଇନଜୀବୀ ପରିଷଦର ଏକ୍‌ଜିକ୍ୟୁଟିଭ୍‌ କମିଟି ଅଧ୍ୟକ୍ଷ ଭାବେ ପରିଷଦର ସଦସ୍ୟ ଆଇନଜୀବୀ ଅରୂପାନନ୍ଦ ଦାସ ସର୍ବସମ୍ମତି କ୍ରମେ ମନୋନୀତ ହୋଇଛନ୍ତି। ଶ୍ରୀ ଦାସ ଏବେ ହାଇକୋର୍ଟରେ ଅତିରିକ୍ତ ସରକାରୀ ଓକିଲ ଭାବେ କାର୍ଯ୍ୟରତ ଅଛନ୍ତି।...

ପାହାଡ଼ ଉପରୁ ଖସିଲା ପ୍ରୋକଲିନ୍‌, ଚାଲିଗଲା ଚାଳକଙ୍କ ଜୀବନ

ଖୋର୍ଦ୍ଧା,୩ା୨(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ସଦର ଥାନା ଅନ୍ତର୍ଗତ ତାପଙ୍ଗ ହାତିଆ ମୁଣ୍ଡିଆ ପାହାଡ଼ରେ ଶନିବାର ଏକ ଅଘଟଣ ଘଟିଛି। ପାହାଡ଼ ଉପରୁ ପ୍ରୋକଲିନ ଖସି ପଡ଼ିବାରୁ ଚାଳକଙ୍କ ଜୀବନ ଚାଲିଯାଇଛି। ଖବରପାଇ ସଦର ପୋଲିସ ପହଞ୍ଚି ଅଗ୍ନିଶମ କର୍ମଚାରୀଙ୍କ ସହାୟତାରେ ମୃତଦେହ...

ମହିଳାଙ୍କୁ ଘୋଷାଡ଼ି ନେଇ ଚାପିଦେଲା ହାଇଓ୍ବା, ଜଣେ ଗୁରୁତର

ଖୋର୍ଦ୍ଧା,୩ା୨(ପ୍ରଭାତ ପାଣିଗ୍ରାହୀ): ବେଗୁନିଆ-ବାଘମାରୀ ଧଳାପଥର ରାସ୍ତାର ବଡ଼ବେରେଣା ଡୁମୁଣି ମନ୍ଦିର ନିକଟରେ ହାଇଓ୍ବା ଧକ୍କାରେ ଜଣେ ମହିଳା ମୃତ୍ୟୁ ଘଟିଥିବା ବେଳେ ଜଣେ ଗୁରୁତର ହୋଇଛନ୍ତି। ସ୍କୁଟିରେ ଭୁବନେଶ୍ୱର ଅଭିମୁଖେ ଦମ୍ପତି ଯାଉଥିଲେ। ଏହି ସମୟରେ ସ୍ତ୍ରୀଙ୍କୁ ୫୦ ମିଟର...

ବସ୍‌ ପଛରୁ ପିଟିଲା ଟ୍ରକ୍‌: ୮ ଯାତ୍ରୀ ଗୁରୁତର

ଖୋର୍ଦ୍ଧା,୩।୨: ଖୋର୍ଦ୍ଧା ଜିଲା ବାଲୁଗାଁରେ ଶନିବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ ଯାତ୍ରୀବାହୀ ବସ୍‌ ପଛରୁ ଟ୍ରକ ଧକ୍କା ଦେବାରୁ ୮ ଯାତ୍ରୀ ଗୁରୁତର ହୋଇଛନ୍ତି। ପ୍ରାୟ ୪୦ ଯାତ୍ରୀଙ୍କୁ ଧରି ଏକ ଯାତ୍ରୀବାହୀ ବସ୍‌ ବ୍ରହ୍ମପୁରରୁ ଭୁବନେଶ୍ୱର...

ଡିଭାଇଡରରେ  ପିଟିହେଲା କାର୍‌

ଛତ୍ରପୁର,୩।୨(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ଭାଗ୍ୟଲକ୍ଷ୍ମୀନଗର ନିକଟ ଜାତୀୟ ରାଜପଥରେ ଶନିବାର  ଦୁର୍ଘଟଣା ଘଟିଛି। ଭାରସାମ୍ୟ ହରାଇ ଡିିଭାଇଡରରେ ପିଟିହେଲା କାର।  ଏଥିରେ ଡ୍ରାଇଭରଙ୍କ ସମେତ ୪ ଜଣ ଆହତ ହୋଇ ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି ହୋଇଛନ୍ତି...

ପ୍ରଧାନମନ୍ତ୍ରୀଙ୍କୁ ଦେଖା କରିବାକୁ ଗଲାବେଳେ ନିଖୋଜ ଶିଶୁ ପିହୁର ମା’ଙ୍କୁ ଉଠାଇନେଲା ପୋଲିସ 

ଢେଙ୍କାନାଳ,୩।୨(ରତନ ନାୟାର): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଓଡ଼ିଶା ଗସ୍ତରେ ଆସିଛନ୍ତି। ତାଙ୍କୁ  ଦେଖାକରିବା ପାଇଁ ସମ୍ବଲପୁର ଯାଉଥିବା ବେଳେ ନିଖୋଜ ଶିଶୁ ପିହୁର ମା’ଙ୍କୁ  ପୋଲିସ ଉଠାଇ ନେଇଛି । କାରରେ ଯାଉଥିବା ବେଳେ ବିଳମ୍ବିତ ରାତିରେ ପୋଲିସ...

ଆଇଆଇଏମ୍‌ ସ୍ଥାୟୀ କ୍ୟାମ୍ପସକୁ ଉଦ୍‌ଘାଟନ କଲେ ମୋଦି

ସମ୍ବଲପୁର,୩ା୨(ପ୍ରମୋଦ ବହିଦାର): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ସମ୍ବଲପୁର ଗସ୍ତରେ ଆସିଛନ୍ତି। ସେଠାରେ ସେ ବସନ୍ତପୁରଠାରେ ନୂତନଭାବେ ନିର୍ମିତ ଆଇଆଇଏମ୍‌ ସ୍ଥାୟୀ କ୍ୟାମ୍ପସକୁ ବିଧିବଦ୍ଧ ଭାବେ ଉଦ୍‌ଘାଟନ କରିଛନ୍ତିି।ଏହା ସହ ଅନ୍ୟ ୧୮ଟି ପ୍ରକଳ୍ପର ଲୋକାର୍ପଣ ଏବଂ ଶିଳାନ୍ୟାସ କରିଛନ୍ତି...

ସମ୍ବଲପୁର ଆଇଆଇଏମ୍‌ରେ ପହଞ୍ଚିଲେ ମୋଦି

ସମ୍ବଲପୁର,୩ା୨(ପ୍ରମୋଦ ବହିଦାର): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ସ୍ବତନ୍ତ୍ର ବିମାନରେ ଆସି ଶନିବାର ଅପରାହ୍ନରେ ଝାରସୁଗୁଡ଼ା ବୀର ସୁରେନ୍ଦ୍ର ସାଏ ବିମାନ ବନ୍ଦରରେ ପହଞ୍ଚିଲେ। ସେଠାରେ ତାଙ୍କୁ ଭାଜପା ନେତୃବୃନ୍ଦ ଭବ୍ୟ ସ୍ବାଗତ କରିଥିଲେ। ପରେ ସେଠାରୁ ପ୍ରଧାନମନ୍ତ୍ରୀ ମୋଦି...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri