ଆମ ଜିଲା ଖବର

ମାତାଲ କାର୍‌ ଡ୍ରାଇଭରଙ୍କ ସିରିଜ୍‌ ଦୁର୍ଘଟଣା

ହିଞ୍ଜିଳିକାଟୁ,୧।୨(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ୫୯ ନମ୍ବର ଜାତୀୟ ରାଜପଥ ହିଞ୍ଜିଳି ଥାନା ଅନ୍ତର୍ଗତ ସମରଝୋଳ- ସାରୁ ରାସ୍ତାରେ ଜଣେ ମଦ୍ୟପ କାର୍‌ ଚାଳକ ସିରିଜ୍‌ ଦୁର୍ଘଟଣା ଘଟାଇଛନ୍ତି। ଦୁର୍ଘଟଣାରେ ବଡ଼ଧରଣର କ୍ଷୟକ୍ଷତି ଘଟି ନ ଥିଲେ ମଧ୍ୟ କାରଟି...

ଉଦଘାଟନ ଲାଗି ନିର୍ବାହୀ ଅଧିକାରୀଙ୍କୁ ଜଗିରହିଲେ ବିଧାୟିକା

ପୁରୁଷୋତ୍ତମପୁର,୧।୨(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ଗୁରବାର ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟର ଉଦଘାଟନ ଓ ଶିଳାନ୍ୟାସ ହୋଇଛି। ମାତ୍ର ଏହାକୁ ଉଦଘାଟନ କରିବାକୁ ଆସିଥିବା ଖଲ୍ଲିକୋଟ ବିଧାୟିକା ସୂର୍ଯ୍ୟମଣି ବୈଦ୍ୟ ଏକ ପ୍ରକାର ନିରାଶ ହୋଇଛନ୍ତି। ଗତ ୨୦୦୪ରେ...

ବଲାଙ୍ଗୀରରେ ଦାୟିତ୍ୱ ଗ୍ରହଣ କଲେ ନୂଆ ଜିଲାପାଳ

ବଲାଙ୍ଗୀର,୧।୨(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାର ନୂତନ ଜିଲାପାଳ ଭାବେ ଗୁରୁବାର ଦାୟିତ୍ୱ ଗ୍ରହଣ କରିଛନ୍ତି ଗୌରବ ଶିଓ୍ବାଜୀ ଇସଲଓ୍ବାର। ୨୦୧୯ ଆଇଏଏସ୍‌ ବ୍ୟାଚ୍‌ର ଏହି ଅଧିକାରୀ ଏଥିପୂର୍ବରୁ କୋରାପୁଟ ଜିଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ...

ଶାବର ଶ୍ରୀକ୍ଷେତ୍ରରୁ ପୁରୀ ଗଲା କଳାଜିରା ଚାଉଳ

କୋରାପୁଟ,୧।୨(ଅମିତାଭ ବେହେରା): ଜୈବିକ ଶ୍ରୀ କୃଷକ ଉତ୍ପାଦକ କମ୍ପାନୀ ଲିମଟେଡ୍‌ ତରଫରୁ ଶାବର ଶ୍ରୀକ୍ଷେତ୍ର କୋରାପୁଟରୁ ଶ୍ରୀକ୍ଷେତ୍ର ପୁରୀକୁ କଳାଜିରା ଚାଉଳ ପଠାଯାଇଛି। ଗୁରୁବାର ଶାବର ଶ୍ରୀକ୍ଷେତ୍ର କୋରାପୁଟ ଜଗନ୍ନାଥ ମନ୍ଦିରରେ ପୂଜାର୍ଚ୍ଚନା କରାଯିବା ପରେ ଚାଷୀମାନେ ପତାକା ଦେଖାଇ...

ସ୍ଥାୟୀ ମଣ୍ଡି ନାହିଁ, ଆର୍‌ଏମ୍‌ସି ପାଇଁ ମିଲର ଭରସା

ରାୟଗଡ଼ା,୧।୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲାରେ ୪୬ ବର୍ଷ ହେଲା ନିୟନ୍ତ୍ରିତ ବଜାର କମିଟି (ଆରଏମ୍‌ସି) ରହିଥିଲେ ମଧ୍ୟ ଭିତ୍ତିଭୂମିର ଅଭାବ ଯୋଗୁ ମଣ୍ଡି ପାଇଁ କୌଣସି ସୁବ୍ୟବସ୍ଥା ହୋଇପାରିନାହିଁ। ଫଳରେ ଜିଲାରେ ଧାନ ମଣ୍ଡି ପରିଚାଳନା ଏକ ପ୍ରକାର...

ମହିଳାଙ୍କୁ ପରିଚୟ ଦେଇଛି କନ୍ଧମାଳ ଷ୍ଟ୍ରବେରି

ଭୁବନେଶ୍ୱର,୧।୨(ଶର୍ମିଷ୍ଠା ପାଣିଗ୍ରାହୀ)ଆଦିବାସୀ ମେଳାରେ କନ୍ଧମାଳ ଷ୍ଟ୍ରବେରି ଷ୍ଟଲ୍‌ରେ ବେଶ୍‌ ଭିଡ଼ ଜମୁଛି। ଗୋଟିଏ ପ୍ୟାକେଟର ମୂଲ୍ୟ ୧୦୦ଟଙ୍କା ରହିଛି। ଯିଏ ଯାଉଛି, ସିଏ କିଣୁଛି। ଜଣେ ଗ୍ରାହକ କହିଥିଲେ, ଆମ ମାଟିରେ ଷ୍ଟ୍ରବେରି ଫଳୁଛି। ଆମେ ଯଦି ଏହାକୁ କିଣି...

ସକାଳ ୮ରୁ ୧୨ ଘଣ୍ଟା ବନ୍ଦ ରହିବ ସବୁ କ୍ରଶର

ଖୋର୍ଦ୍ଧା, ୧।୨(ପ୍ରଭାତ ପାଣିଗ୍ରାହୀ)ଖୋର୍ଦ୍ଧାରେ ଛତୁ ଫୁଟିବା ଭଳି କ୍ରଶରଗୁଡ଼ିକ ଗଢିଉଠୁଛି। ଦିନରାତି କ୍ରଶର ଚାଲିବା ଫଳରେ ବାୟୁ ପ୍ରଦୂଷଣ ବଢୁଛି। ଗଛଲତାରେ ଧୂଳି ଆସ୍ତରଣ ଜମୁଛି। ସରକାରୀସ୍ତରରେ ପ୍ରାୟ ୧୦୦ଟି କ୍ରଶରକୁ ଅନୁମତି ଦିଆଯାଇଥିବାବେଳେ ଶତାଧିକ କ୍ରସର ବେଆଇନ ଭାବେ...

ଚିକେନ ଅର୍ଡର କରି ୨୦ ହଜାର ନେଇଗଲେ

ପାରାଦୀପ,୧।୨:(ଶରତ ରାଉତ)ପାରାଦୀପ ସାମୁଦ୍ରିକ ଥାନା ଅନ୍ତର୍ଗତ ମାଛଧରା ବନ୍ଦର ପରିସରରେ ବୁଧବାର ଜଣେ ଚିକେନ ବ୍ୟବସାୟୀ ସାଇବର ଠକେଇର ଶିକାର ହୋଇଛନ୍ତି। ଚିକେନ ଅର୍ଡର କରିବା ନଁାରେ ତାଙ୍କଠାରୁ ୨୦ ହଜାର ଟଙ୍କା ଠକି ନିଆଯାଇଛି। ଏ ନେଇ ସମ୍ପୃକ୍ତ...

୨୫ ପ୍ରତିଶତ ପଞ୍ଚାୟତରେ ସୋସିଆଲ ଅଡିଟ୍‌ ହୋଇନି

କେନ୍ଦ୍ରାପଡ଼ା,୧ା୨ (ଜଗନ୍ନାଥ ଧଳ)କେନ୍ଦ୍ରାପଡ଼ା ଜିଲାରେ କର୍ମ ନିଯୁକ୍ତି ଏକ ସମସ୍ୟା। ଶିଳ୍ପ ପ୍ରତିଷ୍ଠାନ ଅଥବା କୃଷିଭିତ୍ତିକ ଶିଳ୍ପ ନାହିଁ। ଅର୍ଥକାରୀ ଫସଲ ଉତ୍ପାଦନ ପାଇଁ ଭିତ୍ତିଭୂମୀ ନ ଥିବାରୁ ଶ୍ରମ ପାଇଁ ଆଗ୍ରହୀ ଯୁବବର୍ଗ କର୍ମ ନିଯୁକ୍ତି ପାଇଁ ଜିଲା...

ହାଇକୋର୍ଟରେ କନିଷ୍ଠ ଶିକ୍ଷକ ନିଯୁକ୍ତି ମାମଲା: ଶୁଣାଣି ଶେଷ, ରାୟ ସଂରକ୍ଷିତ

କଟକ,୩୧ା୧(କାର୍ତ୍ତିକ ସାହୁ): ରାଜ୍ୟର ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କନିଷ୍ଠ ଶିକ୍ଷକ ନିଯୁକ୍ତି ପ୍ରକ୍ରିୟାରେ ଅନିୟମିତତା ନେଇ ରୁଜୁ ହୋଇଥିବା ମାମଲାର ଶୁଣାଣି ବୁଧବାର ଶେଷ ହୋଇଛି। ବିଚାରପତି ବିରଜା ପ୍ରସନ୍ନ ଶତପଥୀଙ୍କୁ ନେଇ ଗଠିତ ଖଣ୍ଡପୀଠ ମାମଲାର...

ସ୍କୁଲରୁ ଫେରିବା ସମୟରେ ନାବାଳିକାଙ୍କୁ ବଳାତ୍କାର: ଏନ୍‌ଏଚ୍‌ଆର୍‌ସିରେ ମାମଲା

କଟକ,୩୧ା୧(କାର୍ତ୍ତିକ ସାହୁ): ମାଲଗୋଦାମ ଥାନା ଅଞ୍ଚଳର ଚତୁର୍ଥ ଶ୍ରେଣୀରେ ପାଠ ପଢୁଥିବା ଜଣେ ୯ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର ମାମଲା ଏବେ ଜାତୀୟ ମାନବାଧିକାର ଆୟୋଗଙ୍କ ନିକଟରେ ପହଞ୍ଚିଛି। ନ୍ୟାୟ ପାଇଁ ଲଢ଼େଇ ପରିବାର ଅନୁଷ୍ଠାନର ରାଜ୍ୟ ସଭାପତି ସୁବ୍ରତ...

ଅଳକାପୁରୀ ହତ୍ୟା ମାମଲା: ଦୋଷୀଙ୍କୁ ଆଜୀବନ କାରାଦଣ୍ଡ

ବ୍ରହ୍ମପୁର,୩୧ା୧(ସୁବାସ ଚନ୍ଦ୍ର ପାଢ଼ୀ): ସଦର ଥାନା ଅନ୍ତର୍ଗତ ଅଳକାପୁରୀରେ ରହୁଥିବା ସୁରଜ ବେହେରା (୫୫)ଙ୍କୁ ୨୦୨୨ ଫେବୃଆରୀ ୨୪ ସନ୍ଧ୍ୟାରେ ହତ୍ୟା କରାଯାଇଥିଲା। ବୁଧବାର ଅତିରିକ୍ତ ଜିଲା ଦୌରା ଜଜ୍‌(ଏଡିଜେ)- ୩ ରାଜକୁମାର ଦାଶ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ପ୍ରକାଶ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri