ଆମ ଜିଲା ଖବର

ଦିନ ତମାମ ତଦନ୍ତ, କାର୍ଯ୍ୟାନୁଷ୍ଠାନ ଶୂନ

ଢେଙ୍କାନାଳ,୧୭।୧(ରତନ ନାୟାର): ଢେଙ୍କାନାଳ ସଦର ତହସିଲ କାର୍ଯ୍ୟାଳୟ ରେକର୍ଡରୁମ୍‌ଠାରେ ଗତ ୯ ତାରିଖ ରାତି ୧୦ଟା ପର୍ଯ୍ୟନ୍ତ କେତେଜଣ କର୍ମଚାରୀ ଓ ପଥର ମାଫିଆ ବସି ଭୋଜିଭାତ ଓ ନିଶା ଦ୍ରବ୍ୟର ଆସର ଜମାଇଥିଲେ। ଏହି ଘଟଣା ଜଣାପଡିବା ପରେ...

ବାଟ ହୁଡ଼ିଛି ସ୍ବଚ୍ଛତା

ବ୍ରହ୍ମପୁର,୧୭।୧(ଅଶୋକ କୁମାର ସାହୁ): ୧୫୬ ବର୍ଷର ବ୍ରହ୍ମପୁର ସହର ଶ୍ରେଷ୍ଠ, ସ୍ମାର୍ଟ ଓ ସ୍ବଚ୍ଛତାର ପରିଚୟ ପାଇଛି। ସ୍ବଚ୍ଛ ସର୍ବେକ୍ଷଣ ୨୦୨୩ରେ ବ୍ରହ୍ମପୁର ରାଜ୍ୟରେ ୪ର୍ଥ ହୋଇଥିବାବେଳେ ଜାତୀୟସ୍ତରରେ ୧୧୧ ର଼୍ୟାଙ୍କ ଛୁଇଁଛି। କିନ୍ତୁ ସ୍ବଚ୍ଛତା କ୍ଷେତ୍ରରେ ବାସ୍ତବତା ଭିନ୍ନ...

ଏବେ ବି ଖୋଜାପଡ଼େ ତିଳଉ ଖଜା

ବାହାନଗା,୧୭।୧(ଅରୂପ୍‌ କୁମାର ଦାସ): ମକର ସଂକ୍ରାନ୍ତି ଆସିଲେ ଖୋଜାପଡେ ତିଳଉ ଖଜା। ସଂକ୍ରାନ୍ତ ପୂର୍ବ ଦିନ ସମସ୍ତେ ବଜାରରୁ ତିଳଉ କିଣି ଘରକୁ ନେଇଥାନ୍ତି। ବର୍ଷ ବର୍ଷ ଧରି ମକର ଚାଉଳ ସହିତ ତିଳଉର ସମ୍ପର୍କ ରହିଆସିଛି। ବାଲେଶ୍ୱର ଜିଲା...

ଶିମିଳିପାଳରେ ତାପମାତ୍ରା ଶୂନ ଡିଗ୍ରୀ

ବାରିପଦା,୧୭।୧(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମାସକ ପରେ ପୁଣି ଫେରିଛି ହାଡ଼ଭଙ୍ଗା ଶୀତ। ଦିନ ତମାମ କୁହୁଡିଆ ପାଗ ସାଙ୍ଗକୁ ସୁଲୁସୁଲିଆ ପବନରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ୁଛି। ଶିମିଳିପାଳରେ ସର୍ବନିମ୍ନ ତାପମାତ୍ରା ଶୂନ ଡିଗ୍ରୀ ସେଲସିୟସ ହୋଇଛି। ଫଳରେ ପ୍ରବଳ ଥଣ୍ଡା...

ସ୍କୁଲରେ ବିଷ ପିଇଲେ ଛାତ୍ରୀ

ଧରାକୋଟ,୧୬ା୧(ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଗଞ୍ଜାମ ଜିଲା ବଡ଼ଗଡ ଥାନା ଅନ୍ତର୍ଗତ ବାହଁରପୁର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ମଙ୍ଗଳବାର ଏକ ଅଭାବନୀୟ ଘଟଣା ଘଟିଛି। ମଧ୍ୟାହ୍ନଭୋଜନ ବିରତି ସମୟରେ ୭ମ ଶ୍ରେଣୀର ଜଣେ ଛାତ୍ରୀ ବିଷ ପିଇ ଆତ୍ମହତ୍ୟା ଉଦ୍ୟମ...

ଲାଞ୍ଚ ମାମଲା: ଭିଜିଲାନ୍ସ କୋର୍ଟରେ ଡାକ୍ତର ଦଣ୍ଡିତ

କଟକ,୧୭।୧ (କାର୍ତ୍ତିକ ସାହୁ): ଭଦ୍ରକ ଜିଲା ମୁଖ୍ୟ ଚିକିତ୍ସାଳୟରେ ମେଡିକାଲ ଅଫିସର ଭାବେ କାର୍ଯ୍ୟରତ ଯାଜପୁର ଜିଲା ମଧୁବନ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ପୂର୍ବତନ ମେଡିକାଲ ଅଫିସର ଡା. କରୁଣାକର ରାଉତ କଟକ ଭିଜିଲାନ୍ସ ଅଦାଲତରେ ଦଣ୍ଡିତ ହୋଇଛନ୍ତି। ଭିଜିଲାନ୍ସ ସ୍ପେଶାଲ...

ମାଞ୍ଜାସୁତାରେ ପୁଣି ଜଣକ ବେକ କଟିଲା

କଟକ,୧୬ା୧ (କାର୍ତ୍ତିକ ସାହୁ) ଗୁଡ଼ିରେ ବ୍ୟବହୃତ ମାଞ୍ଜାସୂତା ଲାଗି ପୁଣି ଜଣକ ବେକ କଟିଛି। ବାଦାମବାଡ଼ି ଅଞ୍ଚଳରେ ମଙ୍ଗଳବାର ଅପରାହ୍ଣରେ ଘଟିଛି ଏଭଳି ଅଘଟଣ। ଆହତ ବ୍ୟକ୍ତି ଜଣକ ହେଲେ ୪୨ ମୌଜା ନହରପଦା ଗ୍ରାମର ଶିବ ପ୍ରସାଦ ପଣ୍ଡା(୪୮)।...

ଝରକା ତାଡି ବିଚାରପତିଙ୍କ ଘରୁ ଟଙ୍କା, ୩ଭରି ସୁନା ଲୁଟିନେଲେ ଦୁବୃର୍ତ୍ତ

କେନ୍ଦୁଝର,୧୬ା୧ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅନ୍ତର୍ଗତ କଲେଜରୋଡରେ ରହଥିବା ଜଣେ ଅବସରପ୍ରାପ୍ତ ଜଜ ରାଜ କୁମାର ସାହୁଙ୍କ ଘରୁ ଚୋରି ଘଟଣା ଚର୍ଚ୍ଚାର ବିଷୟ ପାଲଟିଛି । ଘରେ କେହି ନ ଥିବାବେଳେ ଦୁବୃର୍ତ୍ତମାନେ ଝରକା...

ସ୍କୁଲରେ ବିଷ ପିଇ ଆତ୍ମହତ୍ୟା ଉଦ୍ୟମ କଲେ ସପ୍ତମ ଶ୍ରେଣୀ ଛାତ୍ରୀ, ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି

ବ୍ରହ୍ମପୁର,୧୬।୧: ଗଞ୍ଜାମ ଜିଲା ଧରାକୋଟ ବ୍ଲକ୍‌ ବାହାରପୁର ଗ୍ରାମର ଉଚ୍ଚ ପ୍ରାଥମିକ ସ୍କୁଲର ଜଣେ ଛାତ୍ରୀ ସ୍କୁଲରେ ବିଷ ପିଇ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ଛାତ୍ରୀ ଜଣକ ହେଲେ ସପ୍ତମ ଶେଣ୍ରୀର ରାଣୀ ଭୁୟା। ଗୁରୁତର ଅବସ୍ଥାରେ ତାଙ୍କୁ ପ୍ରଥମେ...

ଦୁଇ ଶିଶୁଙ୍କୁ କୂଅକୁ ଠେଲି ହତ୍ୟା ଘଟଣା: ମାଆଙ୍କୁ ୮ବର୍ଷ ଓ ବାପାଙ୍କୁ ୫ବର୍ଷ ସଶ୍ରମ କାରାଦଣ୍ଡ ଶୁଣାଇଲେ କୋର୍ଟ

ବାଲିଗୁଡା,୧୬।୧:(ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ରାଇକିଆ ଥାନା ଅଞ୍ଚଳରେ ୨୦୨୧ ଜୁଲାଇ ୧୭ ତାରିଖ ଦିନ ଏକ ଲୋମହର୍ଷଣକାରୀ ଘଟଣା ଘଟିଥିଲା। ଏହି ମାମଲାର ରାୟ ମଙ୍ଗଳବାର ଆସିଛି। ବାଲିଗୁଡାର ଅତିରିକ୍ତ ଜିଲା...

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ବିରୋଧରେ ମାମଲା: ଆବେଦନକାରୀଙ୍କୁ ଆୟର ଉତ୍ସ ସଂକ୍ରାନ୍ତରେ ସତ୍ୟପାଠ ଦେବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

କଟକ,୧୬ା୧ (କାର୍ତ୍ତିକ ସାହୁ): ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ବିରୋଧରେ ଦାୟର ମାମଲାରେ ଆବେଦନକାରୀଙ୍କୁ ଆୟର ଉତ୍ସ ସଂକ୍ରାନ୍ତରେ ସତ୍ୟପାଠ ଦାଖଲ କରିବାକୁ ହାଇକୋର୍ଟ ମଙ୍ଗଳବାର ନିର୍ଦ୍ଦେଶ ଦେଇଛନ୍ତି। ହାଇକୋର୍ଟର କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ଡ. ବିଦ୍ୟୁତ ରଞ୍ଜନ ଷଡ଼ଙ୍ଗୀ ଓ...

ପୋଲତଳୁ ନାବାଳକଙ୍କ ମୃତଦେହ ଜବତ: ହତ୍ୟା ସନ୍ଦେହ

ଯୋଡ଼ା,୧୬ା୧(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଥାନା ଅଧୀନ କୋହ୍ଲହୁଣ୍ଡୁଳା ଗ୍ରାମରେ ଥିବା ଏକ ପୋଲତଳୁ ମଙ୍ଗଳବାର ପୋଲିସ ଜଣେ ନାବାଳକଙ୍କ କ୍ଷତବିକ୍ଷତ ମୃତଦେହ ଜବତ କରିଛି। ମୃତ ନାବାଳକ ଜଣକ ହେଲେ ଜାମୁକୁଣ୍ଡିଆ ଗଁାର ଶୁକଦେବ ଲାଗୁରୀ(୧୫)। ସେ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri