ଆମ ଜିଲା ଖବର

‘ନଳକୂପ ନ ହେଲେ ଭୋଟ ନାହିଁ’

ପାପଡ଼ାହାଣ୍ଡି,୧୫।୧(ସ୍ବପ୍ନଜିତ ପଟ୍ଟନାୟକ): ସାହିରେ ନାହିଁ ନଳକୂପ। ପାନୀୟ ଜଳ ପାଇଁ ଲୋକେ ଭୋଗୁଛନ୍ତି ସମସ୍ୟା। ପ୍ରଶାସନଠୁ ଆରମ୍ଭ କରି ଜନ ପ୍ରତିନଧିଙ୍କୁ ଅବଗତ କଲେ ବି କିଛି ସୁଫଳ ମିଳୁନି। ତେଣୁ ନଳକୂପ ନାହିଁ ତ ଭୋଟ ନାହିଁ ବୋଲି...

ଧିମେଇଛି ପାଣିଟାଙ୍କି ନିର୍ମାଣ କାର୍ଯ୍ୟ

ରସୁଲପୁର,୧୫ା୧(ରଂଜିତ ରାଉତ): ରସୁଲପୁର ବ୍ଲକ ଅନ୍ତର୍ଗତ ୨୮ ପଞ୍ଚାୟତରେ ୨୪ ଉଚ୍ଚ କ୍ଷମତା ସମ୍ପନ୍ନ ପାଣିଟାଙ୍କି ନିର୍ମାଣ ଚାଲିଛି। ନିର୍ମାଣ ଦାୟିତ୍ୱ ଠିକାସଂସ୍ଥା କେଇସି ଉପରେ ନ୍ୟସ୍ତ କରାଯାଇଛି। ହେଲେ ମୂଳ ଠିକାସଂସ୍ଥାର ଖାମଖିଆଲି ମନୋଭାବ ଯୋଗୁ ନିର୍ମାଣ କାର୍ଯ୍ୟ...

କାମରେ ଆସୁନି ଉଠାଜଳସେଚନ ପ୍ରକଳ୍ପ

କାଏମା,୧୫ା୧(ଶିବପ୍ରସାଦ ମହାନ୍ତି): ଧର୍ମଶାଳା ବ୍ଲକ ଉତ୍ତରପ୍ରତାପ ପଞ୍ଚାୟତରେ ୫ ବର୍ଷ ହେଲା ନିର୍ମାଣ ହୋଇଥିବା ଉଠା ଜଳସେଚନ ପ୍ରକଳ୍ପ କାର୍ଯ୍ୟକ୍ଷମ କ୍ଷମ ହୋଇପାରୁନାହିଁ। ବିଦ୍ୟୁତ୍‌ ବିଭାଗ ସଂଯୋଗ ଦେଉନଥିବାରୁ ପ୍ରକଳ୍ପ ଅସମ୍ପୂର୍ଣ୍ଣ ଅବସ୍ଥାରେ ପଡ଼ିରହିଛି। ଅନ୍ୟପକ୍ଷରେ ମରାମତି ଏବଂ ରକ୍ଷଣାବେକ୍ଷଣ...

ଦୂଷିତ ପାଣି, ପାଉଁଶ ଯୋଗୁ ପରିବେଶ ପ୍ରଦୂଷିତ

ବୌଦ୍ଧ,୧୫ା୧( ଅଜିତ କୁମାର ବାରିକ): ବୌଦ୍ଧ ଜିଲା ବୌଦ୍ଧ ବ୍ଲକର କସୁରବନ୍ଧ ଗ୍ରାମ ପଞ୍ଚାୟତର ପଦ୍ମପୁର ଗ୍ରାମରେ ଥିବା ଏକ ରାଇସ୍‌ ମିଲର ଦୂଷିତ ପାଣି ଓ ପାଉଁଶ ଯୋଗୁ ପରିବେଶ ପ୍ରଦୂଷିତ ହେବା ସହ ଅଞ୍ଚଳବାସୀ ନା ନା...

ପୁରୀ ରେଳଷ୍ଟେଶନରେ ଶ୍ରୀମନ୍ଦିର ସ୍ଥାପତ୍ୟ ପ୍ରତିଫଳିତ ହେବ

ପୁରୀ,୧୫।୧(ପି.ଟି.): ପୁରୀର ପୁନଃବିକଶିତ ରେଳଷ୍ଟେଶନରେ ପ୍ରସିଦ୍ଧ ଜଗନ୍ନାଥ ମନ୍ଦିରର ପାରମ୍ପରିକ ସ୍ଥାପତ୍ୟ ବିଶେଷତ୍ୱ ପ୍ରତିଫଳିତ ହେବା ସାଙ୍ଗକୁ ଯାତ୍ରୀମାନଙ୍କ ଲାଗି ସମସ୍ତ ଅତ୍ୟାଧୁନିକ ସୁବିଧା ଉପଲବ୍ଧ ହେବ। ରେଳଷ୍ଟେଶନ ବିକାଶ କାର୍ଯ୍ୟ ହାତକୁ ନେଇଥିବା ରଥ ଆର୍କିଟେକ୍ଟୋନିକ୍‌ ପକ୍ଷରୁ ଏହା...

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ଉତ୍ସବ: ଆଜିଠୁ ଯଜ୍ଞ

ପୁରୀ,୧୫ା୧(ଅଜିତ୍‌ ମହାନ୍ତି): ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ଉତ୍ସବକୁ ନେଇ ଏବେ ଶ୍ରୀକ୍ଷେତ୍ର ଉତ୍ସବମୁଖର। ଆସନ୍ତା ୧୭ ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଐତିହାସିକ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପକୁ ଲୋକାର୍ପଣ କରିବେ। ଏଥିଲାଗି ଶ୍ରୀମନ୍ଦିର ଉତ୍ତର-ପୂର୍ବ ଐଶାନ୍ୟ କୋଣରେ ବେଶ୍‌...

ଶିଶୁର କଟାମୁଣ୍ଡକୁ ଖାଇଗଲା କୁକୁର

ଯାଜପୁର/ଯାଜପୁର ରୋଡ୍‌ (ହର୍ଷବର୍ଦ୍ଧନ ବେହେରା/ପବିତ୍ର ରଞ୍ଜନ ମହାନ୍ତି), ୧୪ା୧ ଯାଜପୁର ଜିଲାରେ ଏକ ଲୋମହର୍ଷଣକାରୀ ଘଟଣା ସାମ୍ନାକୁ ଆସିଛି। ଯାଜପୁର ରୋଡ ଥାନା ରସୁଲପୁର ବ୍ଲକ ଲକ୍ଷ୍ମୀନଗର ପଞ୍ଚାୟତ ରାଧାନଗର ଗ୍ରାମରୁ ଏକ ଶିଶୁର କଟାମୁଣ୍ଡ ଦେଖିବାକୁ ମିଳିଛି। ପୋଲିସ...

ସରକାରୀ ବସ୍‌-କାର୍‌ ମୁହାଁମୁହିଁ ଧକ୍କା: ୧୦ରୁ ଊର୍ଦ୍ଧ୍ୱ ଗୁରୁତର

ନୂଆପଡ଼ା,୧୪।୧(ମକାରୁ ବେମାଲ): ୩୫୩ ନମ୍ବର ଜାତୀୟ ରାଜପଥ ନୂଆପଡା ଜିଲା କୋମନା ଥାନା ତରବୋଡ ସମ୍ଭବ ମାନିଗୁଡା ଛକ ନିକଟରେ ରବିବାର ଏକ ବସ୍‌-କାର୍‌ ମୁହାଁମୁହିଁ ଧକ୍କା ହୋଇଛି। ଫଳରେ ଦୁର୍ଘଟଣାରେ ୧୦ରୁ ଊର୍ଦ୍ଧ୍ୱ ଗୁରୁତର ଆହତ ହୋଇଛନ୍ତି। ଏଥିରେ...

ଭତ୍ତା ଟଙ୍କା ନ ଦେବାରୁ ମା’ଙ୍କୁ ଠେଙ୍ଗାରେ ପିଟିଲେ ପୁଅ

ଆସିକା, ୧୪ା୧(ସୁରେନ୍ଦ୍ର ନାଥ ସାହୁ): ଭତ୍ତା ଟଙ୍କା ନ ଦେବାରୁ ମା’ଙ୍କୁ ମାଡ଼ ମାରି ଗୁରୁତର କରିଛନ୍ତି ପୁଅ। ଏମିତି ଏକ ଅଭାବନୀୟ ଘଟଣା ଘଟିଛି ଗଞ୍ଜାମ ଜିଲା ଆସିକା ଥାନା କୋଟନଡ଼ା ଥାନା ଅନ୍ତର୍ଗତ ପଢ଼ାଳ ଗ୍ରାମରେ। ଆହତ...

କାଲିଠୁ ଆରମ୍ଭ ଧନୁଯାତ୍ରା: ଚାଲିବ କଂସ ମହାରାଜାଙ୍କ ଶାସନ

ବରଗଡ଼,୧୪।୧(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ସୋମବାରରୁ ଆରମ୍ଭ ହେବ । ଦୀର୍ଘ ୧୧ଦିନ ଧରି ଏହି ମହୋତ୍ସବ ହେବ ଏବଂ ଏହି ସମୟ ଅବଧିରେ ବରଗଡ଼ରେ କଂସ ରାଜୁତି ଚାଲିବ। ବରଗଡ଼ ସହର ମଥୁରାନଗରୀ...

କଟକ ରେଳଷ୍ଟେଶନ ନିର୍ମାଣ କାର୍ଯ୍ୟ ଅନୁଧ୍ୟାନ କଲେ ରେଳମନ୍ତ୍ରୀ 

କଟକ,୧୪ା୧(କାର୍ତ୍ତିକ ସାହୁ): କଟକ ରେଳଷ୍ଟେଶନ ବିଶ୍ୱସ୍ତରୀୟ ମାନ୍ୟତା ପାଇବ। ଏଥିପାଇଁ ରୂପାନ୍ତରିକରଣ କାର୍ଯ୍ୟ ଦ୍ରୁତଗତିରେ ଆଗେଇ ଚାଲିଛି। ବିଶ୍ୱସ୍ତରୀୟ ଷ୍ଟେଶନର ମଡେଲ ଅନୁସାରେ ଏହାର ତ୍ୱରିତ ନିର୍ମାଣ କାର୍ଯ୍ୟକୁ ଦେଖି ରବିବାର ସନ୍ତୋଷ ପ୍ରକାଶ କରିଛନ୍ତି କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ...

ଅନ୍ୟ ଦଳ ଛାଡ଼ି କଂଗ୍ରେସ ହାତ ଧରିଲେ ୨୫ରୁ ଊର୍ଦ୍ଧ୍ୱ ପରିବାର

ଚାନ୍ଦବାଲି,୧୪।୧(କିଷାନ ପାତ୍ର): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଅଧୀନ ମୌସୁଧା ପଞ୍ଚାୟତ ଗୌଡୁଣିପୋଖରୀ ଗ୍ରାମରେ ରବିବାର କଂଗ୍ରେସର ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି। ଅନ୍ୟ ଦଳ ଛାଡ଼ି ୨୫ରୁ ଊଦ୍ଧର୍‌ବ ପରିବାର କଂଗ୍ରେସରେ ସାମିଲ ହୋଇଛନ୍ତି। ବ୍ଲକ କଂଗ୍ରେସ କମିଟି...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri