ଆମ ଜିଲା ଖବର

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ଦିନକୁ ସରକାରୀ ଛୁଟି ଘୋଷଣା କଲେ ରାଜ୍ୟ ସରକାର

ଭୁବନେଶ୍ୱର,୧୪।୧: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଉଦଘାଟନକୁ ଦୃଷ୍ଟିରେ ରଖି ଓଡ଼ିଶା ସରକାର ଜାନୁଆରୀ ୧୭ ରେ ଛୁଟି ଘୋଷଣା କରିଛନ୍ତି। ଏହି ଦିନ ପୁରୀଠାରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଲୋକାର୍ପଣ ଉତ୍ସବ ଭକ୍ତି ଓ ଉତ୍ସାହର ସହିତ ଅନୁଷ୍ଠିତ ହେବାକୁ...

ଅଲ୍‌ ଇଣ୍ଡିଆ କଂଗ୍ରେସ କମିଟିରୁ କହୁଛି, ତାପରେ…

ମାଥିଲି,୧୪ା୧(ସୁବାସ ଚନ୍ଦ୍ର ଖୁଡୁପିଆ): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ନିର୍ବାଚନ ମଣ୍ଡଳିର କେତେକ ଆଶାଇ କର୍ମୀ ସାଇବର ଠକଙ୍କ ଶିକାର ହୋଇଥିବା ଜଣାପଡିଛି। ଶନିବାର କଂଗ୍ରେସ ସଭାପତି ଗୋବିନ୍ଦ ପାତ୍ରଙ୍କୁ ଅଲ୍‌ ଇଣ୍ଡିଆ କଂଗ୍ରେସ କମିଟିରୁ କହୁଛି ବୋଲି ଫୋନ ଆସିଥିଲା।...

ରାମ ମନ୍ଦିର ଛକରେ ଭଜପା ଯୁବମୋର୍ଚ୍ଚାର ରାସ୍ତାରୋକ, ଯାତାୟାତ ବାଧାପ୍ରାପ୍ତ

ଭୁବନେଶ୍ୱର,୧୪।୧: କର୍ପୋରେଟର ଜୀବନ ରାଉତଙ୍କୁ ଗିରଫ ପ୍ରତିବାଦରେ ଭୁବନେଶ୍ୱର ରାମ ମନ୍ଦିର ଛକରେ ରାସ୍ତାରୋକ କରିଛି ଭଜପା ଯୁବମୋର୍ଚ୍ଚା। ରାସ୍ତାରୋକ ସହ ଭଜପା ପକ୍ଷରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ କୁଶପୁତ୍ତଳିକା ଦାହ କରାଯାଇଛି। ରାଜଧାନୀର ଏକ ପ୍ରମୁଖ ସ୍ଥାନରେ ରାସ୍ତାରୋକ...

ଅଯୋଧ୍ୟାରେ ପ୍ରଭୁ ଶ୍ରୀରାମଙ୍କ ଭବ୍ୟ ଆଗମନକୁ ପୂର୍ବରୁ ବିଭିନ୍ନ ମନ୍ଦିରରେ ସ୍ୱଚ୍ଛତା ଅଭିଯାନରେ ସାମିଲ ହେଲେ ଭାଜପା ନେତା

ନୂଆଦିଲ୍ଲୀ,୧୪।୧: ଅଯୋଧ୍ୟାରେ ପ୍ରଭୁ ଶ୍ରୀରାମଙ୍କ ଭବ୍ୟ ଆଗମନକୁ ସ୍ୱାଗତ କରିବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଆହ୍ୱାନ କ୍ରମେ ଆଜିଠାରୁ ଆସନ୍ତା ୨୨ ତାରିଖ ପର୍ଯ୍ୟନ୍ତ ଦେଶର ସବୁ ମନ୍ଦିର ଓ ତୀର୍ଥ କ୍ଷେତ୍ରକୁ ସ୍ୱଚ୍ଛ ରଖିବା ଅଭିଯାନ ଆରମ୍ଭ...

ଦୁଇ ଶିକ୍ଷକଙ୍କୁ ଚାକିରିରୁ ବହିଷ୍କାର, ମାମଲା ରୁଜୁ ପାଇଁ ନିର୍ଦ୍ଦେଶ

କର୍ଲାମୁଣ୍ଡା,୧୪ା୧(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ୨ ଶିକ୍ଷକଙ୍କୁ ଚାକିିରିରୁ ବହିଷ୍କାର ଓ ମାମଲା ରୁଜୁ କରିବାକୁ ନେଇ ଜିଲା ଶିକ୍ଷା ବିଭାଗ ପକ୍ଷରୁ ପତ୍ରସଂଖ୍ୟା ୨୮୮୭ ତା-୩୦ା୧୨ା୨୦୨୩ ଚିଠି ହେବା ପରେ ନକଲି ଶିକ୍ଷକମାନେ ଭୟଭୀତ...

ପଡ଼ିଆରେ ଚାଲିଗଲା ଯୁବ କ୍ରିକେଟ ଖେଳାଳିଙ୍କ ଜୀବନ

ବାରିପଦା,୧୪ା୧(ନୀଳାଦ୍ରି): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅଧୀନ ମାଣତ୍ରୀ ମିନି ଷ୍ଟାଡିୟମ୍‌ରେ କ୍ରିକେଟ ଖେଳୁ ଥିବା ଜଣେ ଖେଳାଳିଙ୍କ ଅବିଶ୍ବସନୀୟ ମୃତ୍ୟୁ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳାଇ ଦେଇଛି। ମୃତ ଖେଳାଳି ଜଣକ ହେଲେ ମାଣତ୍ରୀର ବୈଦନାଥ କରଙ୍କ...

ଲଖନପୁର ବ୍ଲକରରେ ବାଘ ଆତଙ୍କ

ଝାରସୁଗୁଡା ୧୪।୦୧ : ଝାରସୁଗୁଡା ଜିଲା ଲଖନପୁର ବ୍ଲକର ବିଭିନ୍ନ ଗାଁରେ ବାଘ ଆତଙ୍କ ଦେଖିବାକୁ ମିଳିଛି। ସ୍ଥାନୀୟ ଜାମବେର୍ଣା ଗାଁରେ କଳରାପତରିଆର ପାଦ ଚିହ୍ନ ଦେଖିବାକୁ ମିଳିଥିବାବେଳେ ପିକୋଲ ଅଞ୍ଚଳରେ  କଳରାପତରିଆ ଛେଳି ମାର ଖାଇଥିବା କୁହାଯାଉଛି। କଲରାପତରିଆ...

ସୋମବାର ବିଶ୍ୱ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା: ପ୍ରସ୍ତୁତି ଚୂଡାନ୍ତ ପର୍ଯ୍ୟାୟରେ

ବରଗଡ଼,୧୪।୦୧: ବିଶ୍ୱ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ସୋମବାରଠୁ ଆରମ୍ଭ ହେବ । ପୌରାଣିକ କଥାବସ୍ତୁ ଉପରେ ଆଧାରିତ ମୁକ୍ତାକାଶ ରଙ୍ଗ ମଞ୍ଚର ଧନୁଯାତ୍ରାକୁ ନେଇ ବରଗଡ଼ ବିଶ୍ୱ ପ୍ରସିଦ୍ଧ । ଏନେଇ ପସ୍ତୁତି ଚୂଡାନ୍ତ ପଯ୍ୟାୟରେ ପହଞ୍ଚିଛି। ମଞ୍ଚ ସଜ୍ଜା...

ହକି ଷ୍ଟାଡିୟମ ପଛପଟେ ଡମ୍ପିଂ ୟାର୍ଡ

ରାଉରକେଲା,୧୪।୧(ଦିନେଶ ମିଶ୍ର)ବିଶ୍ୱସ୍ତରୀୟ ବିର୍ସା ମୁଣ୍ଡା ହକି ଷ୍ଟାଡିୟମ ପଛପଟେ ରହିଛି ସହରର ପ୍ରମୁଖ ଡମ୍ପିଂୟାର୍ଡ। ଏହି ଡମ୍ପିଂ ୟାର୍ଡ ଯୋଗୁ ସ୍ଥାନୀୟ ଲୋକେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏ ନେଇ ଆରଏମ୍‌ସି କର୍ତ୍ତୃପକ୍ଷଙ୍କ ନିକଟରେ ସ୍ଥାନୀୟ...

ହୀରାକୁଦ ବନ୍ଧକୁ ପୂରିଲା ୬୭ବର୍ଷ

ସମ୍ବଲପୁର,୧୪ା୧ (ଭବାନୀ ଶଙ୍କର ଭୋଇ):୧୯୫୭ ମସିହା ଠିକ୍‌ ଆଜିର ଦିନରେ ତତ୍କାଳୀନ ପ୍ରଧାନମନ୍ତ୍ରୀ ଜବାହରଲାଲ ନେହେରୁଙ୍କ ଦ୍ୱାରା ସ୍ବାଧୀନ ଭାରତର ସର୍ବବୃହତ୍‌ ପ୍ରକଳ୍ପ ଭାବରେ ହୀରାକୁଦ ବନ୍ଧ ଉଦ୍‌ଘାଟିତ ହୋଇଥିଲା। ଜଳ ସେଚନ, ବିଦ୍ୟୁତ୍‌ ଉତ୍ପାଦନ ସହ ବନ୍ୟା ନିୟନ୍ତ୍ରଣ...

ଅଡୁଆ କଲାଣି ମାଞ୍ଜାସୂତା

କଟକ,୧୪ା୧(କାର୍ତ୍ତିକ ସାହୁ)ଓଡ଼ିଆ ସଂସ୍କୃତିର ମହାନ୍‌ ପର୍ବ ମକର ସଂକ୍ରାନ୍ତିରେ ଗୁଡ଼ି ଉଡ଼ାଇବାର ପରମ୍ପରା ରହିଆସିଛି। ଏହି ଉପଲକ୍ଷେ ବଜାରରେ ବିକ୍ରି ହେଉଥିବା ରଙ୍ଗବେରଙ୍ଗର ଗୁଡ଼ି ଯୁବବର୍ଗଙ୍କୁ ଆକୃଷ୍ଟ କରୁଛି। କାହା ଗୁଡ଼ି କେତେ ଉଚ୍ଚକୁ ଯିବ ତାହାକୁ ନେଇ ପ୍ରତିଦ୍ୱନ୍ଦ୍ୱିତା।...

ଭୋଟରଙ୍କୁ ଆକୃଷ୍ଟ ଲାଗି କଲ୍‌ ସେଣ୍ଟର

ରାୟଗଡ଼ା,୧୪।୧(ଆଶିଷ ରଞ୍ଜନ ପଣ୍ଡା): ଆଗାମୀ ନିର୍ବାଚନକୁ ଦୃଷ୍ଟିରେ ରଖି ଭୋଟରଙ୍କୁ ଆକୃଷ୍ଟ କରିବା ପାଇଁ ୩ ପ୍ରମୁଖ ଦଳ ଭାଜପା, ବିଜେଡି ଓ କଂଗ୍ରେସ ଡିଜିଟାଲ ମିଡିଆ ସମେତ କଲ୍‌ ସେଣ୍ଟର ବ୍ୟବହାର କରୁଥିବା ସାଧାରଣରେ ଆଲୋଚନା ଜୋର ଧରିଛି।...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri