ଆମ ଜିଲା ଖବର

ସୋମବାର ବିଶ୍ୱ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା: ପ୍ରସ୍ତୁତି ଚୂଡାନ୍ତ ପର୍ଯ୍ୟାୟରେ

ବରଗଡ଼,୧୪।୦୧: ବିଶ୍ୱ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ସୋମବାରଠୁ ଆରମ୍ଭ ହେବ । ପୌରାଣିକ କଥାବସ୍ତୁ ଉପରେ ଆଧାରିତ ମୁକ୍ତାକାଶ ରଙ୍ଗ ମଞ୍ଚର ଧନୁଯାତ୍ରାକୁ ନେଇ ବରଗଡ଼ ବିଶ୍ୱ ପ୍ରସିଦ୍ଧ । ଏନେଇ ପସ୍ତୁତି ଚୂଡାନ୍ତ ପଯ୍ୟାୟରେ ପହଞ୍ଚିଛି। ମଞ୍ଚ ସଜ୍ଜା...

ହକି ଷ୍ଟାଡିୟମ ପଛପଟେ ଡମ୍ପିଂ ୟାର୍ଡ

ରାଉରକେଲା,୧୪।୧(ଦିନେଶ ମିଶ୍ର)ବିଶ୍ୱସ୍ତରୀୟ ବିର୍ସା ମୁଣ୍ଡା ହକି ଷ୍ଟାଡିୟମ ପଛପଟେ ରହିଛି ସହରର ପ୍ରମୁଖ ଡମ୍ପିଂୟାର୍ଡ। ଏହି ଡମ୍ପିଂ ୟାର୍ଡ ଯୋଗୁ ସ୍ଥାନୀୟ ଲୋକେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏ ନେଇ ଆରଏମ୍‌ସି କର୍ତ୍ତୃପକ୍ଷଙ୍କ ନିକଟରେ ସ୍ଥାନୀୟ...

ହୀରାକୁଦ ବନ୍ଧକୁ ପୂରିଲା ୬୭ବର୍ଷ

ସମ୍ବଲପୁର,୧୪ା୧ (ଭବାନୀ ଶଙ୍କର ଭୋଇ):୧୯୫୭ ମସିହା ଠିକ୍‌ ଆଜିର ଦିନରେ ତତ୍କାଳୀନ ପ୍ରଧାନମନ୍ତ୍ରୀ ଜବାହରଲାଲ ନେହେରୁଙ୍କ ଦ୍ୱାରା ସ୍ବାଧୀନ ଭାରତର ସର୍ବବୃହତ୍‌ ପ୍ରକଳ୍ପ ଭାବରେ ହୀରାକୁଦ ବନ୍ଧ ଉଦ୍‌ଘାଟିତ ହୋଇଥିଲା। ଜଳ ସେଚନ, ବିଦ୍ୟୁତ୍‌ ଉତ୍ପାଦନ ସହ ବନ୍ୟା ନିୟନ୍ତ୍ରଣ...

ଅଡୁଆ କଲାଣି ମାଞ୍ଜାସୂତା

କଟକ,୧୪ା୧(କାର୍ତ୍ତିକ ସାହୁ)ଓଡ଼ିଆ ସଂସ୍କୃତିର ମହାନ୍‌ ପର୍ବ ମକର ସଂକ୍ରାନ୍ତିରେ ଗୁଡ଼ି ଉଡ଼ାଇବାର ପରମ୍ପରା ରହିଆସିଛି। ଏହି ଉପଲକ୍ଷେ ବଜାରରେ ବିକ୍ରି ହେଉଥିବା ରଙ୍ଗବେରଙ୍ଗର ଗୁଡ଼ି ଯୁବବର୍ଗଙ୍କୁ ଆକୃଷ୍ଟ କରୁଛି। କାହା ଗୁଡ଼ି କେତେ ଉଚ୍ଚକୁ ଯିବ ତାହାକୁ ନେଇ ପ୍ରତିଦ୍ୱନ୍ଦ୍ୱିତା।...

ଭୋଟରଙ୍କୁ ଆକୃଷ୍ଟ ଲାଗି କଲ୍‌ ସେଣ୍ଟର

ରାୟଗଡ଼ା,୧୪।୧(ଆଶିଷ ରଞ୍ଜନ ପଣ୍ଡା): ଆଗାମୀ ନିର୍ବାଚନକୁ ଦୃଷ୍ଟିରେ ରଖି ଭୋଟରଙ୍କୁ ଆକୃଷ୍ଟ କରିବା ପାଇଁ ୩ ପ୍ରମୁଖ ଦଳ ଭାଜପା, ବିଜେଡି ଓ କଂଗ୍ରେସ ଡିଜିଟାଲ ମିଡିଆ ସମେତ କଲ୍‌ ସେଣ୍ଟର ବ୍ୟବହାର କରୁଥିବା ସାଧାରଣରେ ଆଲୋଚନା ଜୋର ଧରିଛି।...

ଦଶପଲ୍ଲା ରେଞ୍ଜରେ ବଢୁଛି ବାଘ ଶିକାର

ନୟାଗଡ଼,୧୪।୧(ଲୋକନାଥ ମିଶ୍ର)ନୟାଗଡ଼ ବନଖଣ୍ଡ ଦଶପଲ୍ଲା ରେଞ୍ଜରେ କଲରାପତରିଆ ବାଘ ଶିକାର ବଢ଼ିବାରେ ଲାଗିଛି । ଦଶପଲ୍ଲା ବନବିଭାଗ ପକ୍ଷରୁ କଲରାପତରିଆ ବାଘକୁ ସୁରକ୍ଷା ଦିଆଯାଇ ପାରୁ ନ ଥିବାରୁ ଧିରେ ଧିରେ ଏମାନଙ୍କ ସଂଖ୍ୟା ହ୍ରାସ ପାଉଛି। ଅନ୍ୟପକ୍ଷେ ଦଶପଲ୍ଲା...

ବିଜେଡିରେ ଭାଜପା ନେତା

ସୁନ୍ଦରଗଡ,୧୪।୧(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡର ଯୁବନେତା, ପୂର୍ବତନ କାଉନସିଲର ତଥା ଭାଜପା ନେତା ଡ. ହିମାଂଶୁ ଷଡ଼ଙ୍ଗୀ ଶନିବାର ନିଜ ସମର୍ଥକଙ୍କ ସହ ବିଜେଡିରେ ସାମିଲ ହୋଇଛନ୍ତି। ଭୁବନେଶ୍ୱର ସ୍ଥିତ ଶଙ୍ଖ ଭବନରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ମନ୍ତ୍ରୀ ପ୍ରୀତିରଞ୍ଜନ ଘଡାଇ...

ପାଦରେ ଚାଲି ମଧ୍ୟପ୍ରଦେଶରୁ ପୁରୀ

ଗଣିଆ,୧୪ା୧(ସନ୍ତୋଷ କୁମାର ପ୍ରଧାନ)ଜଗା ଦର୍ଶନର ଅଦ୍ୟମ ଇଚ୍ଛାଶକ୍ତି ଆଗରେ ହାର ମାନିଛି ବୟସ। ଶ୍ରୀକ୍ଷେତ୍ରଧାମରେ ଚତୁର୍ଦ୍ଦାମୂର୍ତ୍ତିଙ୍କୁ ଦର୍ଶନ କରିବା ପାଇଁ ସୁଦୂର ମଧ୍ୟପ୍ରଦେଶରୁ ୪ଜଣିଆ ତୀର୍ଥଯାତ୍ରୀ ଦଳ ପୁରୁଣା ଜଗନ୍ନାଥ ସଡ଼କରେ ପାଦରେ ଚାଲି ଚାଲି ପୁରୀ ଅଭିମୁଖେ ଯାଉଛନ୍ତ।...

ରାମଲାଲାଙ୍କୁ ସମର୍ପଣ କରାଯିବ ମୟୂରକଣ୍ଠିଆ ଧନୁତୀର

ଖଣ୍ଡପଡ଼ା,୧୪ା୧(ଅଜୟ କୁମାର ମହାରଣା)ଆସନ୍ତା ୨୨ ତାରିଖରେ ଅଯୋଦ୍ଧାରେ ରାମ ମନ୍ଦିର ସହ ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା ହେବ। ଏହି ପରିପ୍ରେକ୍ଷୀରେ ନୟାଗଡ଼ ଜିଲା ଖଣ୍ଡପଡ଼ା ବ୍ଲକ୍‌ ଅଧୀନ କଣ୍ଟିଲୋ ପଞ୍ଚାୟତ ଖୁଦବେହେରା ପାଟଣାର ଅବସରପ୍ରାପ୍ତ ବ୍ୟାଙ୍କ ଅଧିକାରୀ ସୁଦର୍ଶନ ସାହୁଙ୍କ...

ରାଜ୍ୟ ପ୍ରଭାରୀଙ୍କୁ ଭେଟିଲେ ଗିରିଧରଙ୍କ ପରିବାର

ଗୁଣପୁର,୧୪।୧(ପ୍ରଦୀପ କୁମାର ପାଢ଼ୀ): ପୂର୍ବତନ ମୁଖ୍ୟମନ୍ତ୍ରୀ ଗିରିଧର ଗମାଙ୍ଗଙ୍କ ପରିବାର ଏବେ କଂଗ୍ରେସ ଶରଣରେ ପଶିଲା ଭଳି ସ୍ଥିତିରେ ଗିରିଧରଙ୍କ ସ୍ତ୍ରୀ ତଥା ପୂର୍ବତନ ଏମ୍‌ପି ହେମା ଗମାଙ୍ଗ ଏବଂ ତାଙ୍କ ପୁଅ ଶିଶିର ଗମାଙ୍ଗ ଶନିବାର ନୂଆଦିଲ୍ଲୀଠାରେ ରାଜ୍ୟ...

ଭାଜପାରେ ୩ ଗୋଷ୍ଠୀ

ନିମାପଡ଼ା, ୧୪।୧ (ରଞ୍ଜନ ପଟ୍ଟନାୟକ): ପୁରୀ ଜିଲା ନିମାପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡି, ଭାଜପା ଓ କଂଗ୍ରେସରେ ଟିକେଟ ଆଶାୟୀଙ୍କ ସଂଖ୍ୟା ବଢ଼ିଚାଲିଛି। ଯଦି ଭାଜପା କଥା ଦେଖାଯାଏ, ଏଠାରେ ତିନି ଗୋଷ୍ଠୀ ସକ୍ରିୟ ଥିବା ଦୃଷ୍ଟିଗୋଚର ହେଉଛି। ଦଳର ପୂର୍ବତନ...

ମକରରେ ବିସର୍ଜନ ନିଅନ୍ତି ଟୁସୁମଣୀ

କେନ୍ଦୁଝର(ନରେଶ ଚନ୍ଦ୍ର ପଟ୍ଟନାୟକ)/ ଚମ୍ପୁଆ(ମହେଶ୍ୱର ଦାସ),୧୪ା୧ମକର ସଂକ୍ରାନ୍ତିରେ ସମସ୍ତେ ପୂଜାପାଠ କରିବା ସହ ନୂଆ ଲୁଗା ପିନ୍ଧି ପିଠାପଣା ଖାଇ ମେଳା ବୁଲିଥାନ୍ତି। ମାତ୍ର କୁଡୁମୀ ସମ୍ପ୍ରଦାୟର ମହିଳାମାନେ ମକର ପର୍ବରେ ପାରମ୍ପରିକ ଟୁସୁ(ମାଟିରେ ତିଆରି ଦେବୀ ମୂର୍ତ୍ତି)ଙ୍କୁ ପୂଜାର୍ଚ୍ଚନା...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri