ଆମ ଜିଲା ଖବର

ମଧ୍ୟାନ୍ନଭୋଜନ ଖାଇ ୩୬ ଛାତ୍ରୀଛାତ୍ର ଅସୁସ୍ଥ ଘଟଣା : ଜିଲା ପ୍ରଶାସନ ପକ୍ଷରୁ ତଦନ୍ତ ଆରମ୍ଭ

ଦାରିଙ୍ଗବାଡି, ୮।୧୨ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ମଧ୍ୟାନ୍ନ ଭୋଜନ ଖାଇ ଛାତ୍ରୀଛାତ୍ର ଅସୁସ୍ଥ ଘଟଣାରେ ଜିଲା ପ୍ରଶାସନର ନିର୍ଦ୍ଦେଶକ୍ରମେ ଜିଲା ଜନସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ତଦନ୍ତ ଆରମ୍ଭ ହୋଇଛି।...

କେମିତି ସ୍ବାମୀଙ୍କୁ ମାରିଲେ କାହାଣୀ ବଖାଣିଲେ ସ୍ତ୍ରୀ, କହିଲେ ପ୍ରଥମେ ନିଦ ବଟିକା ଦେଇ …..

ଗଜପତି(ଗିରିଧାରୀ ପରିଛା):୮।୧୨: ଗଜପତି ଜିଲା ପାରଳାଖେମୁଣ୍ଡି ଜଙ୍ଗମ ସାହିରେ ପାରିବାରିକ ହିଂସାରୁ ସ୍ବାମୀ ବିଜୟ କୁମାରଙ୍କୁ ସ୍ତ୍ରୀ ହତ୍ୟା ଘଟଣାରେ ଆଜି ପାରଳାଖେମୁଣ୍ଡି ପୋଲିସ ସିନ୍‌ ରିକ୍ରିଏଶନ କରିଛି । ଆଜି ମୃତ ବିଜୟ କୁମାରଙ୍କ ସ୍ତ୍ରୀଙ୍କୁ ଘଟଣାସ୍ଥଳକୁ ଆଣି...

ପୁଣି କଟକରେ ଡ୍ରେନ୍ କାମ ନେଲା ଜୀବନ, ଜଣେ ମୃତ, ୨ ଗୁରୁତର

କଟକ,୮।୧୨: କଟକରେ ପୁଣି ଡ୍ରେନରେ ପଡି ଶ୍ରମିକ ମୃତ୍ୟୁ ବରଣ କରିଛନ୍ତି। ଏପ୍ରକାର ଘଟଣା ବାରମ୍ବାର ଘଟି ଚାଲିଥିଲେ ମଧ୍ୟ କଟକ ମୁନିସିପାଲିଟି କୌଣସି ଠୋସ ପଦକ୍ଷେପ ନେଇଥିବା ଦେଖାଯାଉନାହିଁ। ରବିବାର ବିଡ଼ାନାସୀ ଛକରେ ସିଏମସିର ଡ୍ରେନ୍ କାମ ବେଳେ...

ଏହିଦିନ ଠାରୁ ଆରମ୍ଭ ହେବ ରତ୍ନଭଣ୍ଡାର ମରାମତି, ଅଳଙ୍କାରକୁ…

ପୁରୀ,୮।୧୨: ରତ୍ନଭଣ୍ଡାର ମରାମତି ନେଇ ଆସିଛି ବଡ଼ ଖବର। ଆସନ୍ତା ୧୬ ଠାରୁ ଆରମ୍ଭ ହେବ ରତ୍ନଭଣ୍ଡାର ମରାମତି କାର୍ଯ୍ୟ। ଏନେଇ ଆସନ୍ତା ଦୁଇଦିନ ଭିତରେ ବୈଠକ ବସିବ ବୋଲି ସୂଚନା ମିଳିଛି। ଦିନକୁ ୫ଘଣ୍ଟା ମରାମତି ହେବ। ଗତ...

ଚୋରି ହୋଇଥିବା ସାଇକ୍ରିଷ୍ଣା ବସ ଦୁର୍ଘଟଣା ଗ୍ରସ୍ତ, ରହସ୍ୟଘେରରେ…. 

ଗଞ୍ଜାମ,୮।୧୨(ବିଦ୍ୟାଧର ସାହୁ ): ଗଞ୍ଜାମ ଜିଲା ଆସିକା ଅଞ୍ଚଳରୁ ଚୋରି ହୋଇଥିବା ସାଇ କ୍ରିଷ୍ଣା ବସ୍‌ ଗଞ୍ଜାମରେ ଦୁର୍ଘଟଣା ଗ୍ରସ୍ତ ହୋଇଥିବା ଦେଖିବାକୁ ମିଳିଛି। ଗାଡି ଭିତରେ କେହି ନ ଥିବା ବେଳେ କିଏ କାହିଁକି ଗାଡି ଚୋରି କରିଛି...

ଧସିଲା ଖଣି: ମାଟିତଳେ ପୋତିହେଲା ଲକ୍ଷଲକ୍ଷ ଟଙ୍କାର ଗାଡ଼ି

କାଳିଆପାଣି, ୮।୧୨(ଅସିତ ମହାନ୍ତ): କ୍ରୋମନଗର କାଳିଆପାଣି ଖଣି ଅଞ୍ଚଳରେ କାର୍ଯ୍ୟରତ ବାଲେଶ୍ୱର ଖଣିରେ ରବିବାର ସକାଳ ଶସମୟରେ ଖଣି ଧସଛି।  ଏଥିରେ  ୨ ଟି ମାଟି ଖୋଳା ମେଶିନ ଓ ୩ ଟି ଡ୍ରମ୍ଫର ମାଟି ତଳେ ପୋତି ହୋଇ...

କାଲି ଯାଉଥିଲେ ୨ ସାଙ୍ଗ, ଆଜି ଜଣଙ୍କ ଆଖିଆଗରେ ଚାଲିଗଲେ ଆଉଜଣେ

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟରାଜପଥର ଗୋକର୍ଣ୍ଣପୁର ଗ୍ରାମ ନିକଟରେ ଶନିବାର ଅପରାହ୍ନରେ ଦୁର୍ଘଟଣା ଘଟିଥିଲା। ପିକଅପ ଭ୍ୟାନ (ନଂ. ଓଡ଼ି ୦୭ ଏଏସ ୨୮୫୭) ଧକ୍କାରେ ବ୍ରହ୍ମପୁର ସଦର ଥାନା ରୋହି ଗାଁର ସ୍କୁଟି ଚାଳକ...

୨ ଦିନ ହେଲା ଯାତ୍ରୀ ହଟାହଟା:ଦାରିଙ୍ଗବାଡି ଆସୁଥିବା ପର୍ଯ୍ୟଟକ ଘାଟିରେ ଅଟକି ରହିଛନ୍ତି

ଦାରିଙ୍ଗବାଡି, ୮।୧୨ (ଅରୁଣ ସାହୁ )କନ୍ଧମାଳ ଜିଲା ଦାରିଙ୍ଗବାଡିକୁ ସଂଯୋଗ କରୁଥିବା ୫୯ ନଂ. ଜାତୀୟ ରାଜପଥର ଗାଜଲବାଡି ଘାଟି ବୁଲାଣି ରାସ୍ତାରେ ପୁଣି ରବିବାର ସକାଳୁ ଏକ ବସ ସହ ଭାରି ଜାନ ଲାଗି ରହିଛି। ଫଳରେ ଜାତୀୟ...

ବୋଉକୁ ଛେନାପୋଡ଼ ଖୁଆଇଥିଲି

ଜଗତ୍‌ସିଂହପୁର ଜିଲା ବିଓଁଳ ଗାଁର ଏକ ନିମ୍ନମଧ୍ୟବିତ୍ତ ପରିବାରରେ ମୋ ଜନ୍ମ। ଆମର ଥାଏ ଅଳ୍ପ କିଛି ଚାଷଜମି। ଚାଷ ଓ ଛୋଟମୋଟ ବ୍ୟବସାୟରୁ ବାପା ଯାହା ରୋଜଗାର କରୁଥିଲେ ସେଥିରେ ପରିବାର ଚଳୁଥିଲା। ଆଉ ତାରି ଭିତରୁ କିଛି...

ବିଜେଡି ଲୋକଙ୍କୁ ଭ୍ରମିତ କରୁଛି: ବଳଭଦ୍ର

ନବରଙ୍ଗପୁର,୮।୧୨(ସଦାଶିବ ପ୍ରହରାଜ): ବିଜେଡିର ଖବରଦାତା ସମ୍ମିଳନୀ ପରେ ସ୍ଥାନୀୟ ଏକ ଲଜ୍‌ରେ ଭାଜପା ମଧ୍ୟ ଖବରଦାତା ସମ୍ମିଳନୀ କରି ବିଜେଡିକୁ କଡ଼ା ସମାଲୋଚନା କରିଛି। ୨୪ ବର୍ଷରେ ଯେଉଁ ସରକାର କିଛି କରିପାରିଲା ନାହିଁ ସେମାନେ ୬ ମାସର ସରକାରଙ୍କ ପ୍ରତି...

ନବରଙ୍ଗପୁରକୁ ସରକାର ଉପେକ୍ଷା କରୁଛନ୍ତି: ରମେଶ

ନବରଙ୍ଗପୁର,୮।୧୨(ସଦାଶିବ ପ୍ରହରାଜ): ନବରଙ୍ଗପୁରକୁ ଭାଜପା ସରକାର ସବୁ କ୍ଷେତ୍ରରେ ଉପେକ୍ଷା କରୁଥିବା ଅଭିଯୋଗ ଆଣିଛି ବିଜେଡି। ଏକ ଖବରଦାତା ସମ୍ମିଳନୀ କରି ଶନିବାର ଜିଲା ବିଜେଡି ସଭାପତି ତଥା ପୂର୍ବତନ ଏମ୍‌ପି ରମେଶ ଚନ୍ଦ୍ର ମାଝି ଭାଜପା ଉପରେ ବର୍ଷିଛନ୍ତି।...

ପ୍ରଭାତ ବିଶ୍ୱାଳ ବନାମ ନୟନ ମହାନ୍ତି

କଟକ,୮।୧୨ (କାର୍ତ୍ତିକ ସାହୁ): ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଶନିବାର କଟକ ରେଳ ଷ୍ଟେଶନର ଦ୍ୱିତୀୟ ପ୍ରବେଶ ପଥକୁ ଉଦ୍‌ଘାଟନ କରିଛନ୍ତି। ଏହି ଉଦ୍‌ଘାଟନୀ ସଭାରେ ବିଜେଡି ନେତା ତଥା ବିଧାୟକ ସୌଭିକ୍‌ ବିଶ୍ୱାଳ କହିଛନ୍ତି, ତାଙ୍କ ବାପା ଡ. ପ୍ରଭାତ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri