ଆମ ଜିଲା ଖବର

ଜଗତ୍‌ସିଂହପୁର ଜିଲା ବିଧାନସଭା ପର୍ଯ୍ୟବେକ୍ଷକ ନିଯୁକ୍ତ

ଭୁବନେଶ୍ୱର,୧୦ା୧(ଅନିଲ ଦାସ): ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜଗତ୍‌ସିଂହପୁର ଜିଲାର ବିଭିନ୍ନ ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ପର୍ଯ୍ୟବେକ୍ଷକ ନିଯୁକ୍ତ କରିଛନ୍ତି। ବୁଧବାର ଏ ନେଇ ବିଜେଡି ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ ଗିରିଶ...

ନୂଆ ଜଗନ୍ନାଥ ସଡ଼କରେ ହାତୀ, ଲୋକେ ଆତଙ୍କିତ

ନିରାକାରପୁର,୧୦ା୧(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ଟାଙ୍ଗୀ ଅନ୍ତର୍ଗତ ନିରାକାରପୁର ଓ ରାମେଶ୍ୱର ପଞ୍ଚାୟତ ଅଞ୍ଚଳରେ ଗତ ୩ରୁ ୪ଦିନ ଧରି ହାତୀ ଉପଦ୍ରବ ଲାଗି ରହିଛି। ବନ ବିଭାଗ ପକ୍ଷରୁ ଘଉଡ଼ାଇବା ଲାଗି ଚେଷ୍ଟା ସତେ ଏହି ହାତୀପଲ...

ଚିତ୍ରକୋଣ୍ଡା ଜଳଭଣ୍ଡାରରୁ ୬୫୫ ପକ୍ଷୀ ଚିହ୍ନଟ

ଚିତ୍ରକୋଣ୍ଡା,୧୦ା୧(କ୍ଷୀରୋଦ ବେହେରା): ପ୍ରତିବର୍ଷ ଭଳି ଚଳିତବର୍ଷ ମାଲକାନଗିରି ଜିଲା ବନଖଣ୍ଡ ଅଧୀନ ଚିତ୍ରକୋଣ୍ଡା ବନାଞ୍ଚଳ ଆନୁକୂଲ୍ୟରେ ଚିତ୍ରକୋଣ୍ଡା ବନାଞ୍ଚଳ ଅଧିକାରୀ ବଳରାମ ନାୟକଙ୍କ ନିର୍ଦ୍ଦେଶ କ୍ରମେ ପକ୍ଷୀଗଣନା ହୋଇଛି। ଏହି ପକ୍ଷୀଗଣନା କାର୍ଯ୍ୟକ୍ରମ ଚିତ୍ରକୋଣ୍ଡା ଜଳଭଣ୍ଡାର ଭିତରେ କରାଯାଇଥିଲା। ବନ...

କୋଟିପତି ଏମ୍‌ଭିଆଇ ଗିରଫ, ଆୟଠାରୁ ୨୯୩ ପ୍ରତିଶତ ଅଧିକ ସମ୍ପତ୍ତି ଠାବ

ନୟାଗଡ଼,୧୦ା୧(ଲୋକନାଥ ମିଶ୍ର): ରାଜ୍ୟରେ ପୁଣି ଜଣେ କୋଟିପତିଙ୍କୁ ଗିରଫ କରିଛି ଭିଜିଲାନ୍ସ ବିଭାଗ। ଆୟ ବହିଃର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ନୟାଗଡ଼ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟର ଏମ୍‌ଭିଆଇ ପଞ୍ଚାନନ ବେହେରା ବୁଧବାର ଗିରଫ ହୋଇଛନ୍ତି। ସୂଚନାଯୋଗ୍ୟ, ମଙ୍ଗଳବାର ଏକକାଳୀନ ୭ଟି...

ପୂର୍ବତନ ବିଧାୟିକା ସୁଶ୍ରୀ ଦେବୀଙ୍କ ପରଲୋକ

କେନ୍ଦ୍ରାପଡ଼ା,୧୦ା୧: ମନ୍ତ୍ରୀ ପ୍ରତାପ ଦେବଙ୍କ ମା’ ତଥା ପୂର୍ବତନ ବିଧାୟିକା, ରାଜ୍ୟ ସଭା ସଦସ୍ୟା ସୁଶ୍ରୀ ଦେବୀଙ୍କ ବୁଧବାର ପରଲୋକ ଘଟିଛି। କଟକସ୍ଥିତ ବାସଭବନରେ ୭୩ ବର୍ଷ ବୟସରେ ତାଙ୍କର ପରଲୋକ ଘଟିଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ବିଜୁ ଜନତା ଦଳର ଜଣେ...

୨୫ରୁ ଗୋପାଳପୁର ବେଳାଭୂମି ମହୋତ୍ସବ

ଛତ୍ରପୁର,୧୦ା୧(ସନ୍ତୋଷ ପାଢ଼ୀ/ଦିଲ୍ଲୀପ ସାମଲ ): ଗଞ୍ଜାମ ଜିଲାରେ ଚଳିତ ମାସ ୨୫ରୁ ୨୮ ତାରିଖ ପର୍ଯ୍ୟନ୍ତ ଗୋପାଳପୁର ବେଳାଭୂମି ମହୋତ୍ସବ ଅନୁଷ୍ଠିତ ହେବ। ଏନେଇ ବୁଧବାର ଛତ୍ରପୁରସ୍ଥିତ ଗଞ୍ଜାମ ଜିଲାପାଳଙ୍କ ସଦ୍‌ଦ୍ଭାବନା ସଭାଗୃହ ପ୍ରକୋଷ୍ଠଠାରେ ଜାତୀୟସ୍ତରୀୟ ପଲ୍ଲୀଶ୍ରୀ ମେଳା, ଗୋପାଳପୁର...

ବିଭିନ୍ନ ସମସ୍ୟାର ସମାଧାନ ଦାବି ନେଇ ବିଡିଓଙ୍କୁ ଭେଟିଲେ ଗ୍ରାମର ମହିଳା

କେନ୍ଦୁଝର,୧୦ା୧(ନରେଶ ଚନ୍ଦ୍ର ପଟ୍ଟନାୟକ): ସଦର ବ୍ଲକ ଗୋବର୍ଦ୍ଧନ ଗ୍ରାମରେ ସ୍ଥାନୀୟ ଲୋକଙ୍କ ବିଭିନ୍ନ ସମସ୍ୟା ସମାଧାନ କରିବାକୁ ପଞ୍ଚାୟତର ସରପଞ୍ଚଙ୍କ ଜରିଆରେ ବିଡିଓଙ୍କୁ ଦାବିପତ୍ର ପ୍ରଦାନ କରାଯାଇଛି ା ଏହି ଗ୍ରାମରେ ପାନୀୟ ଜଳ ସମସ୍ୟା ଲାଗି ରହିଥିବାରୁ ବିଶେଷ...

ମହିଳା ମାଓବାଦୀଙ୍କ ଆତ୍ମସମର୍ପଣ

ମାଲକାନଗିରି,୧୦ା୧(ଦୁର୍ଯ୍ୟୋଧନ ପାତ୍ର): ଜଣେ ମହିଳା ମାଓବାଦୀ ବୁଧବାର ମାଲକାନଗିରି ଜିଲା ଆରକ୍ଷୀ ଅଧୀକ୍ଷକଙ୍କ ନିକଟରେ ଆତ୍ମସମର୍ପଣ କରିଛନ୍ତି। ଏହି ମହିଳା ମାଓବାଦୀ ଜଣକ ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ ଦାନ୍ତେଓ୍ବାଡା ଜିଲା କଟକକଲ୍ୟାଣ ଥାନା ପିତାଦାବ ଗ୍ରାମ ନିବାସୀ ଉଙ୍ଗି...

ଛାତ୍ରୀଛାତ୍ରଙ୍କୁ ସଫଳତାର ୬ ସୂତ୍ରୀ କର୍ଣ୍ଣମନ୍ତ୍ର ଦେଲେ ୫-ଟି ଅଧ୍ୟକ୍ଷ

ଖୋର୍ଦ୍ଧା,୧୦।୧(ପ୍ରଭାତ ପାଣିଗ୍ରାହୀ): ସଫଳତାର ମୂଳମନ୍ତ୍ର ହେଉଛି କଠିନ ପରିଶ୍ରମ।  ଜୀବନରେ ସଫଳତା ପାଇବାକୁ ହେଲେ କଠିନ ପରିଶ୍ରମ କରିବାକୁ ପଡିବ।  ସୋସିଆଲ ମିଡିଆ ଅପେକ୍ଷା ପାଠପଢା ଉପରେ ଗୁରୁତ୍ୱ ଦିଅ ବୋଲି ୫-ଟି ଓ ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ...

ଭିତରକନିକାର ୪ଟି ରେଞ୍ଜରେ  ଚାଲିଛି କୁମ୍ଭୀର ଗଣନା 

କେନ୍ଦ୍ରାପଡ଼ା,୧୦।୧: କେନ୍ଦ୍ରାପଡ଼ା  ଜିଲା ଭିତରକନିକାର ୪ଟି ରେଞ୍ଜରେ କୁମ୍ଭୀର ଗଣନା କାର୍ଯ୍ୟ ବୁଧବାର  ସକାଳୁ ଆରମ୍ଭ ହୋଇଛି। ଗହିରମଥା, ଭିତରକନିକା, ରାଜନଗର ଓ ମହାକାଳପଡ଼ା ଗଣନା କାର୍ଯ୍ୟରେ ୨୨ଟି ଟିମ୍‌ ସାମିଲ ହୋଇଛନ୍ତି। ଏହା  ଆଗାମୀ ୩ ଦିନ ଯାଏଁ...

କଟକ ଡିୟର ପାର୍କର ୨୭୬ ହରିଣ ସ୍ଥାନାନ୍ତର

କଟକ,୧୦।୧: କଟକ ଡିୟର ପାର୍କରୁ ଚନ୍ଦକା ଭରତପୁର ଓ ଅମ୍ବିଲୋକୁ ୨୭୬ଟି ହରିଣ ସ୍ଥାନାନ୍ତର ହୋଇଛନ୍ତି । ତେବେ ସେମାନଙ୍କ ମଧ୍ୟରୁ ୨ଟି ହରିଣଙ୍କର ମୃତ୍ୟୁ ଘଟିଛି। ତେବେ ହରିଣଙ୍କ ମୃତ୍ୟୁକୁ ନେଇ ଚନ୍ଦକା ଡିଏଫଓ ଶରତ ଚନ୍ଦ୍ର ବେହେରା...

୬୩.୨୫ କୋଟିର ହିସାବ ମିଳିନି

ଯାଜପୁର,୧୦।୧(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଜିଲାର କଳିଙ୍ଗନଗର ଶିଳ୍ପାଞ୍ଚଳର ମୁଖଶାଳା ଭାବେ ପରିଚିତ ବ୍ୟାସନଗର ପୌର ପରିଷଦରେ ଦୁର୍ନୀତିର ଗନ୍ଧ ବାରି ହୋଇପଡିଛି। ଏଠାରେ ବିଭିନ୍ନ ଉନ୍ନୟନ କାର୍ଯ୍ୟରେ ଅନିୟମିତତା ସମେତ ଏକ ମେଗା ପ୍ରକଳ୍ପ କାର୍ଯ୍ୟରେ ୧ କୋଟି ୩୦...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri