ଆମ ଜିଲା ଖବର

ପିକ୍‌ନିକ୍‌ ବସ୍‌ ସହ ଟ୍ରେଲର-ହାଇଓ୍ବା ମୁହାଁମୁହିଁ: ୩୫ ଆହତ, ୫ ଗୁରୁତର

ପରଜଙ୍ଗ,୪ା୧(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ମହାବିରୋଡ଼ ଥାନା ୧୪୯ ନଂ ଜାତୀୟ ରାଜପଥର ଭେଜିଆ ଛକ ନିକଟରେ ଗୁରୁବାର ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି। ଏକ ପିକ୍‌ନିକ୍‌ ବସ୍‌ ସହିତ ଟ୍ରେଲର ଓ ହାଇଓ୍ବାର ମୁହାଁମୁହିଁ ଧକ୍କା ହୋଇଛି। ଫଳରେ...

ତେଲ ଟ୍ୟାଙ୍କର-ଟ୍ରକ୍‌ ମୁହାଁମୁହିଁ: ଜିଅନ୍ତା ଜଳିଗଲେ ଡ୍ରାଇଭର

ବାରିପଦା,୪ା୧: ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଘାଟି ଉପରେ ଗୁରୁବାର ସକାଳୁ ଏକ ତେଲ ଟ୍ୟାଙ୍କର ସହ ଟ୍ରକ୍‌ର ମୁହାଁମୁହିଁ ଧକ୍କା ହେବାରୁ ଟ୍ୟାଙ୍କର ଡ୍ରାଇଭର ଜିଅନ୍ତା ଜଳିଯାଇଛନ୍ତି। ଟ୍ରକ୍‌ ଡ୍ରାଇଭର ଟ୍ରକ୍‌ ତଳେ ଚାପି ହୋଇରହିଛନ୍ତି। ଅଗ୍ନିଶମ ବିଭାଗ କର୍ମଚାରୀମାନେ...

ନୂଆପଡ଼ା ଜିଲାରେ ବାଘ, ଭାଲୁ ଆତଙ୍କ; ଖାଦ୍ୟ ଅନ୍ବେଷଣରେ ଗାଁ ମୁହାଁ ବନ୍ୟପ୍ରାଣୀ

ନୂଆପଡ଼ା,୪।୧(ମକାରୁ ବେମାଲ): ନୂଆପଡ଼ା ଜିଲାରେ ବାଘ ଓ ଭାଲୁ ଆତଙ୍କ ଲାଗି ରହିଛି। ଫଳରେ ଲୋକଙ୍କ ଜୀବନଯାତ୍ରା ଉପରେ ଏହାର ପ୍ରଭାବ ଦେଖିବାକୁ ମିଳୁଛି। ପ୍ରାତଃଭ୍ରମଣ କରିବା, ଜମିକୁ ଚାଷ କାମ କରିବାକୁ ଯିବା ଲାଗି ଲୋକେ ଭୟ କରୁଛନ୍ତି।...

ଠେଙ୍ଗୋ ଡ୍ୟାମରେ ଦୁର୍ବୃତ୍ତଙ୍କ ଦାଦାଗିରି

ଅମରପାଲି,୪ା୧(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଉପଖଣ୍ଡର ହରିହର ଯୋର ଜଳସେଚନ ପ୍ରକଳ୍ପ (ଠେଙ୍ଗୋ ଡ୍ୟାମ)ଏକ ପ୍ରମୁଖ ପର୍ଯ୍ୟଟନସ୍ଥଳୀ। ଏଠାକୁ ପ୍ରତ୍ୟହ ଜିଲା ଓ ଜିଲା ବାହାରର ତଥା ରାଜ୍ୟ ବାହାରୁ ହଜାର ହଜାର ପର୍ଯ୍ୟଟକଙ୍କ ସମାଗମ ହୋଇଥାଏ। ଏହାସହିତ...

ଅନ୍ତର୍ଜାତୀୟସ୍ତରରେ ପହଞ୍ଚୁଛି ମାଣ୍ଡିଆ, ଆଦିବାସୀଙ୍କ ପାଖରୁ ଯାଇ ହେଲାଣି ବିଦେଶୀ ସମ୍ଭ୍ରାନ୍ତଙ୍କ ପ୍ରିୟ

ସୁନାବେଡା ୪ା୧(କୃତ୍ତିବାସ ପ୍ରଧାନ): ମାଣ୍ଡିଆ ଏମିତି ଏକ ଶସ୍ୟ ଆଦିବାସୀ ଜନଜାତିଙ୍କୁ ଛାଡିଦେଲେ ବାକି ଅନେକ ଲୋକଙ୍କ କାନକୁ ଏହି ଶବ୍ଦଟି ଖରାପ ଶୁଭୁ ଥିଲା। ଲୋକଙ୍କ ମନରେ ଧାରଣା ଥିଲା ଏହା ଆଦିବାସୀମାନଙ୍କ ଖାଦ୍ୟ। କିନ୍ତୁ ବର୍ତ୍ତମାନ ସମୟରେ...

ଅର୍ଥତତ୍ତ୍ୱର ସବୁ ସମ୍ପତ୍ତି ବାଜ୍ୟାପ୍ତି ନିର୍ଦ୍ଦେଶ, ନିଲାମ ଅର୍ଥ ଜମାକାରୀଙ୍କ ମଧ୍ୟରେ ବଣ୍ଟାଯିବ

କଟକ,୪ା୧ (କାର୍ତ୍ତିକ ସାହୁ): ଚିଟ୍‌ଫଣ୍ଡ ସଂସ୍ଥା ଅର୍ଥତତ୍ତ୍ୱର ସମସ୍ତ ସମ୍ପତ୍ତି ବାଜ୍ୟାପ୍ତି କରି ସାଧାରଣରେ ନିଲାମ କରିବାକୁ କଟକ ସ୍ବତନ୍ତ୍ର ଚିଟ୍‌ଫଣ୍ଡ କୋର୍ଟ ବୁଧବାର ନିର୍ଦ୍ଦେଶ ଦେଇଛନ୍ତି। ବାଜ୍ୟାପ୍ତି ସମ୍ପତ୍ତି ନିଲାମ ପରେ ଲବ୍ଧ ଅର୍ଥକୁ ଜମାକାରୀଙ୍କ ମଧ୍ୟରେ ବଣ୍ଟାଯିବ...

କେନ୍ଦୁଝରରେ ଅନାହାର ମୃତ୍ୟୁ

କେନ୍ଦୁଝର,୪ା୧(ନରେଶ ଚନ୍ଦ୍ର ପଟ୍ଟନାୟକ/ଦୀପକ ମିଶ୍ର): ଅନାହାରରୁ ମୃତ୍ୟୁ ସହ ସଂଘର୍ଷ କରୁଥିଲେ। ସ୍ଥିତି ଏପରି ହୋଇଥିଲା ଯେ ବିଛଣାରୁ ଉଠିବାକୁ ବଳ ପାଉ ନ ଥିଲା। ୩ ଛୁଆ ମଧ୍ୟ ଖାଦ୍ୟ ଅଭାବରୁ ରୋଗାଗ୍ରସ୍ତ ହୋଇଯାଇଥିଲେ। ଅବଶ୍ୟ ପ୍ରଶାସନ ପକ୍ଷରୁ...

ଗୋପପୁରରେ ଭୟାବହ ଅଗ୍ନିକାଣ୍ଡ: ଘର ସହ ୧୩ ଛେଳି, ୩ ଗୋରୁ ଜୀବନ୍ତ ଦଗ୍ଧ

ନିଶ୍ଚିନ୍ତକୋଇଲି,୪ା୧(ଅଶୋକ କୁମାର ମହାପାତ୍ର): କଟକ ଜିଲା ନିଶ୍ଚିନ୍ତକୋଇଲି ବ୍ଲକ ବଡ଼କ୍ଷୀର ପଞ୍ଚାୟତ ଗୋପପୁର ଗ୍ରାମରେ ବୁଧବାର ବିଳମ୍ବିତ ରାତିରେ ଆକସ୍ମିକ ଅଗ୍ନିକାଣ୍ଡ ଘଟି ଗୋଟିଏ ପରିବାରର ଦୁଇ ବଖରା ଗୃହ ସମ୍ପୂର୍ଣ୍ଣ ଭସ୍ମୀଭୂତ ହୋଇଯାଇଛି। ଘରେ ଥିବା ୧୮ଟି ଛେଳି...

ବିଏସ୍‌କେୱାଇ ନବୀନ କାର୍ଡ ପାଇଁ ୬ରୁ ପଞ୍ଜୀକରଣ, ମେ ୧ରୁ ମିଳିବ ସୁବିଧା

ନୟାଗଡ଼,୪।୧(ଲୋକନାଥ ମିଶ୍ର): ରାଜ୍ୟ ସରକାର ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା(ବିଏସ୍‌କେୱାଇ)ର ପରିସରକୁ ସମ୍ପ୍ରସାରିତ କରି ବିଏସ୍‌କେୱାଇ ନବୀନ ଓଡ଼ିଶା କାର୍ଡ ଯୋଜନାରେ ଗ୍ରାମୀଣ ପରିବାରକୁ ସାମିଲ କରିବାକୁ ନାମ ପଞ୍ଜୀକରଣ କରିବାକୁ ବ୍ୟବସ୍ଥା କରିଛନ୍ତି । ବିଏସ୍‌କେୱାଇ ଅର୍ନ୍ତଭୁକ୍ତ ହୋଇ...

ପୁରୀରୁ ଅଯୋଧ୍ୟାକୁ ଟ୍ରେନ୍‌ ଚଳାଚଳ କରାଯାଉ

ପୁରୀ, ୪ା୧(ଅଜିତ୍‌ ମହାନ୍ତି): ଶ୍ରୀଜଗନ୍ନାଥ ଧାମ ପୁରୀ ଏବଂ ପ୍ରଭୁ ଶ୍ରୀରାମଙ୍କ ପବିତ୍ର ଜନ୍ମଭୂମି ଅଯୋଧ୍ୟା ମଧ୍ୟରେ ନୂଆ ଟ୍ରେନ ଚଳାଚଳ ପାଇଁ ପୁରୀ ବିକାଶ ପରିଷଦ ପକ୍ଷରୁ ଦାବି କରାଯାଇଛି। ପରିଷଦ ସଭାପତି ଜଗନ୍ନାଥ ବସ୍ତିଆ ଏଥିପାଇଁ ରେଳମନ୍ତ୍ରୀ...

ଚିଲିକାରେ ପକ୍ଷୀ ଗଣନା ଆଜି, ସାମିଲ୍‌ ହେବେ ୨୧ ଟିମ୍‌

ବାଲୁଗାଁ, ୪ା୧(ସଂଗ୍ରାମ ପାଇକରାୟ): ବାଲୁଗାଁ ବନ୍ୟପ୍ରାଣୀ ବିଭାଗ ଆନୁକୂଲ୍ୟରେ ଗୁରୁବାର ଚିଲିକାରେ ପକ୍ଷୀଗଣନା କାର୍ଯ୍ୟ ହେବ। ଏଥିପାଇଁ ବିଭାଗ ପକ୍ଷରୁ ସମସ୍ତ ପ୍ରସ୍ତୁତି ସରିଛି। ଏହି ପରିପ୍ରେକ୍ଷୀରେ ବୁଧବାର ବାଲୁଗାଁ ନିକଟ ଚନ୍ଦ୍ରାପୁଟସ୍ଥିତ ସିଡିିଏ ଗବେଷଣା କେନ୍ଦ୍ର ଗୃହରେ ଗଣନାକାରୀଙ୍କୁ ସବିଶେଷ...

ଗୋପବନ୍ଧୁଙ୍କ ପାଇଁ ସରକାରୀ ଯୋଜନା ସାତସପନ: ପଲିଥିନ ତଳେ ଶୀତ, କାକରରେ ବିତୁଛି ଜୀବନ

ରାଜକନିକା,୪ା୧ (ସଞ୍ଜୟ କୁମାର ଦାଶ): କେନ୍ଦ୍ର ଓ ରାଜ୍ୟ ସରକାର ସାଧାରଣ ଗରିବ ଲୋକଙ୍କ ପାଇଁ ଜନ୍ମରୁ ମୃତ୍ୟୁ ପର୍ଯ୍ୟନ୍ତ ବିଭିନ୍ନ ଯୋଜନା କରିଛନ୍ତି। ସେଥିମଧ୍ୟରୁ ଆବାସ ଯୋଜନା, ବିଜୁ ପକ୍କାଘର ଅନ୍ୟତମ। ସାଧାରଣ ଗରିବଙ୍କୁ ଏହି ଯୋଜନାରେ ଗୃହ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri