ଆମ ଜିଲା ଖବର

ନୂଆବର୍ଷର ଭେଟି: ଜାନୁୟାରୀ ୫ରୁ ନୀଳଗିରିରୁ ଗଡିବ ମେମୁ ଟ୍ରେନ

ନୀଳଗିରି,୨୬।୧୨: ନୂଆବର୍ଷରେ ଉପହାର ପାଇବେ ନୀଳଗିରିବାସୀ । ଆଗାମୀ ଜାନୁଆରୀ ମାସ ୫ ତାରିଖରେ ନୀଳଗିରରୁ ଗଡିବ ପାସେଞ୍ଜର ଟ୍ରେନ । ଜାନୁଆରୀ ୫ରୁ ନୀଳଗିରି ଗୋପୀନାଥପୁରରେ ଯାତ୍ରୀବାହୀ ଟ୍ରେନ ଗଡିବାକୁ ଯାଉଛି । ପ୍ରଥମେ ୩ଟି ମେମୁ ଟ୍ରେନ...

ପ୍ଲେଟ ଗୋଦାମରେ ଅଗ୍ନିକାଣ୍ଡ: ଆୟତ୍ତ ହେଉନି ନିଆଁ

ଛତ୍ରପୁର,୨୬।୧୨ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ଥାନା ଅନ୍ତର୍ଗତ ଲଣ୍ଡାବାଉଁଶ ଗ୍ରାମରେ ମଧ୍ୟାହ୍ନରେ ଏକ ଖାଦ୍ୟ ପ୍ଲେଟ ଗୋଦାମରେ ନିଆଁ ଲାଗି ଲକ୍ଷାଧିକ ଟଙ୍କାର ସାମଗ୍ରୀ ନଷ୍ଟ ହୋଇଛି । ସୂଚନା ମୁତାବକ ଗ୍ରାମରେ ଥିବା ଉପେନ୍ଦ୍ର ପଣ୍ଡାଙ୍କ...

ସରପଞ୍ଚଙ୍କୁ ମାଡି ବସି ନିସ୍ତୁକ ପିଟିଲେ ପିଡବ୍ଲ୍ୟୁଡି ଏସ୍‌ଡିଓ

ବଲାଙ୍ଗୀର ,୨୬।୧୨(ସୁନୀଲ କୁମାର ମହାନ୍ତି): ନିମ୍ନମାନର କାମ ଅଭିଯୋଗ କରି ମାଡ଼ ଖାଇଲେ ସରପଞ୍ଚ । ଏଭଳି ଅଭାବନୀୟ ଘଟଣା ଘଟିଛି ବଲାଙ୍ଗୀର ଜିଲା ହରିଶଙ୍କରରେ। ଫାଇଭ-ଟି ଅଧିନରେ ଚାଲିଥିବା ବିଭିନ୍ନ କାମର ତଦାରଖ କରିବାକୁ ପିଡବ୍ଲ୍ୟୁଡି ଏସ୍‌ଡିଓ ଶ୍ରୀଧର...

ଶାଶୁଙ୍କୁ ହତ୍ୟାକରି ଫେରାର ଥିଲେ ଜ୍ୱାଇଁ: ୨୮ ବର୍ଷ ପରେ ଧରିଲା ପୋଲିସ

ବ୍ରହ୍ମପୁର,୨୬।୧୨(ସୁବାସ ଚନ୍ଦ୍ର ପାଢ଼ୀ): ଜଣେ ହତ୍ୟାକାରୀଙ୍କୁ ବ୍ରହ୍ମପୁରରୁ ଗିରଫ କରିଛି ଚେନ୍ନାଇ ପୋଲିସ। ଅଭିଯୁକ୍ତ ଜଣକ ହରିହର ପାଟଯୋଶୀ(୫୦)। ବ୍ରହ୍ମପୁର ପୋଲିସ ସହାୟତାରେ ଚେନ୍ନାଇ ପୋଲିସ ଗୋଶାଣି ନୂଆଗାଁ ଅଞ୍ଚଳରୁ ୨୮ବର୍ଷ ପରେ ଫେରାର ଥିବା ଅଭିଯୁକ୍ତ ହରିହରଙ୍କୁ ଗିରଫ...

ପରିକ୍ରମା ପ୍ରକଳ୍ପର ଲୋକାର୍ପଣ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ କଲେ ସେବାୟତ

ଭୁବନେଶ୍ୱର,୨୬।୧୨: ଜାନୁୟାରୀ ୧୭ରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଲୋକାର୍ପଣ ଉତ୍ସବ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ନିମନ୍ତ୍ରଣ କରିଛନ୍ତି ସେବାୟତ। ଏନେଇ ରାମକୃଷ୍ଣ ଦାସ ମହାପାତ୍ର କହିଛନ୍ତି, ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ କଲୁ। ଆଗାମୀ ୧୭ ତାରିଖ...

ଫୁଟ୍‌ପାଥରେ ଗାଡ଼ି ରଖିଲେ ଗଣିବେ ଜରିମାନା

କେନ୍ଦୁଝର,୨୬ା୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ପୋଲିସ ପକ୍ଷରୁ ଗାଡ଼ି ଚାଳକଙ୍କୁ ସଚେତନ କରିବା ସହ ଏକ କଡ଼ା ଚେତାବନୀ ଦିଆଯାଇଛି। ରାସ୍ତା ଅବରୋଧ କରି ଗାଡ଼ି ରଖିଲେ ଚାଳକଙ୍କଠାରୁ ଜରିମାନା ଆଦାୟ କରିବାକୁ ପୋଲିସ ପକ୍ଷରୁ କୁହାଯାଇଛି।...

୧୭ରେ ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ଉତ୍ସବ, ନିମନ୍ତ୍ରଣପତ୍ର ବାଣ୍ଟିବାକୁ ବାହାରିଲା ଟିମ୍‌

ପୁରୀ, ୨୬୧୨: ଜାନୁୟାରୀ ୧୭ରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଲୋକାର୍ପଣ ଉତ୍ସବ ଅନୁଷ୍ଠିତ ହେବ। ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ଓ ପୁରୀ ଜିଲା ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଛି। ଲୋକାର୍ପଣ ଉତ୍ସବରେ ଯୋଗଦେବା ପାଇଁ ରାଜ୍ୟ ଓ...

ଅସୁସ୍ଥ ହାତୀର ଚିକିତ୍ସା ଆରମ୍ଭ

ରଣପୁର,୨୬ା୧୨(ସୁକାନ୍ତ କିଶୋର ଡାକୁଆ): ନୟାଗଡ଼ ଜିଲା ରଣପୁର ବନବିଭାଗ ଅଧୀନରେ ଥିବା କାଞ୍ଚନପୁର କାଜୁ ଜଙ୍ଗଲରେ ଏକ ଅସୁସ୍ଥ ଦନ୍ତା ହାତୀ ଗତ ୫ ଦିନ ହେବ ବୁଲୁଥିଲା। ଏ ନେଇ ସ୍ଥାନୀୟ ଗ୍ରାମବାସୀ ବନ ବିଭାଗକୁ ଜଣାଇଥିଲେ। ବନ...

ନନ୍ଦନକାନନକୁ ଆସିଲା ୱାଲାବି, ଲିଭିଂଷ୍ଟୋନ ଟୁରାକୋ

ବାରଙ୍ଗ,୨୬।୧୨(ଲିଙ୍ଗରାଜ ରାଉତ)- ନନ୍ଦନକାନନ ଆସନ୍ତା ୨୯ରେ ୬୪ତମ ପ୍ରତିଷ୍ଠା ଦିବସ ପାଳିବାକୁ ଯାଉଛି। ନନ୍ଦନକାନନ ସବୁବର୍ଷ ପର୍ଯ୍ୟଟକଙ୍କୁ ନୂଆବର୍ଷର ଭେଟି ଦେଉଥିବାବେଳେ ଚଳିତବର୍ଷ ପ୍ରତିଷ୍ଠା ଦିବସରେ ପର୍ଯ୍ୟଟକଙ୍କୁ ନୂଆ ପ୍ରଜାତିର (କଙ୍ଗାରୁ ଜାତୀୟ)ୱାଲାବି ଭେଟି ଦେବାକୁ ଯାଉଛି। ଶୁକ୍ରବାର ରାତିରେ...

ଇନ୍ଦ୍ରଦ୍ୟୁମ୍ନ ପୋଖରୀରେ ସୁଡ଼ଙ୍ଗ ଠାବ ଚର୍ଚ୍ଚା

ପୁରୀ,୨୬ା୧୨(ଅଜିତ୍‌ ମହାନ୍ତି):ଇନ୍ଦ୍ରଦ୍ୟୁମ୍ନ ପୋଖରୀ ପରିସରରେ ଏକ ସୁଡ଼ଙ୍ଗର ସନ୍ଧାନ ମିଳିଛି। ତେବେ ସୁଡ଼ଙ୍ଗର ପ୍ରବେଶ ପଥ ବେଶୀ ବଡ଼ ନ ଥିବାବେଳେ ବହୁ ଦୂର ପର୍ଯ୍ୟନ୍ତ ଲମ୍ବିଥିବା ଅନୁମାନ କରାଯାଉଛି। କିଛିମାସ ହେବ ଏହି ପୋଖରୀର ଉନ୍ନତୀକରଣ ପାଇଁ ପାଣି...

କଳାହାଣ୍ଡି ଜିଲା: ଜଣେ ମହିଳା ପାଇଛନ୍ତି ସୁଯୋଗ

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ):ସ୍ବାଧୀନତା ପରେ କଳାହାଣ୍ଡି ଜିଲାରେ କେବଳ ଜଣେ ମହିଳା ବିଧାୟିକା ହେବାର ଗୌରବ ଅର୍ଜନ କରିଛନ୍ତି। ସେ ହେଉଛନ୍ତି ପୂର୍ବତନ ମନ୍ତ୍ରୀ ତଥା ଧର୍ମଗଡ଼ ବିଧାୟକ ପୁଷ୍ପେନ୍ଦ୍ର ସିଂ ଦେଓଙ୍କ ମା’ ସ୍ବର୍ଗତା ରୋଶନି ସିଂଦେଓ। ତାଙ୍କ...

ଗାଁରେ ପଡୁନି ପ୍ରଶାସନିକ ଅଧିକାରୀଙ୍କ ପାଦ

ଦଶମନ୍ତପୁର,୨୬ା୧୨ (ଅରବିନ୍ଦ ନାୟକ): ସ୍ବାଧୀନତାର ଦୀର୍ଘବବର୍ଷ ପରେ ମଧ୍ୟ କୋରାପୁଟ ଜିଲା ଦଶମନ୍ତପୁର ବ୍ଲକରେ ପ୍ରଶାସନିକ ଅଧିକାରୀମାନଙ୍କ ପାଦ ପଡୁନି। ଫଳରେ ବ୍ଲକର ବିଭିନ୍ନ ଗ୍ରାମରେ ବହୁ ସମସ୍ୟା ଥିଲେ ମଧ୍ୟ ତାହା ସମାଧାନେ ହୋଇପାରୁନି। ସରକାରଙ୍କ ପକ୍କାଘର, ଆବାସ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri