ଆମ ଜିଲା ଖବର

ଜମିରେ ଶୋଇଥିଲେ ମହିଳା, ଦଳିଦେଲା ହାତୀ

ରାଇଘର, ୨୩।୧୨(କିରଣ ପଟ୍ଟନାୟକ): ନବରଙ୍ଗପୁର ଜିଲା ରାଇଘର ବ୍ଲକ କୁନ୍ଦେଇ ଥାନା ଅଞ୍ଚଳରେ ହାତୀ ଆତଙ୍କ ଦେଖାଦେଇଛି। ଛତିଶଗଡ଼ରୁ ଏକ ହାତୀପଲ ଉକ୍ତ ଅଞ୍ଚଳକୁ ପଶିଆସିଛନ୍ତି। ହାତୀ ଆକ୍ରମଣରେ ଜଣେ ମହିଳାଙ୍କ ମୃତ୍ୟୁ ହୋଇଛି। ସେ ହେଲେ ଖୁଡୁକ ଗ୍ରାମର...

ଯୋରନ୍ଦା ମାଟିକୁ ପବିତ୍ର କରିଛି ମହିମା ଧର୍ମ

ଢେଙ୍କାନାଳ (ରତନ ନାୟାର)/ଭୁବନେଶ୍ୱର (ଅନିଲ ଦାସ) ୨୩ା୧୨: ସାରା ବିଶ୍ୱକୁ ଏକ ପରିବାର ଭାବେ ଗ୍ରହଣ କରିଛି ମହିମା ଧର୍ମ। ଏହା ସରଳ ଜୀବନ, ସମତା ଏବଂ ଜଗତ କଲ୍ୟାଣ ଉପରେ ବିଶ୍ୱାସ କରେ। ମହିମା ଧର୍ମର ମହାନ ସନ୍ଥ...

ବରଗଡ଼ ଧନୁଯାତ୍ରା ଶୁଭସ୍ତମ୍ଭ ସ୍ଥାପନ

ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ) ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ୨୦୨୪ ଜାନୁୟାରୀ ୧୫ରୁ ଆରମ୍ଭ ହେବ। ଏହି ମହୋତ୍ସବ ୨୫ତାରିଖ ପର୍ଯ୍ୟନ୍ତ ଚାଲିବ। ଏହି କ୍ରମରେ ପରମ୍ପରା ଅନୁଯାୟୀ, ଶୁକ୍ରବାର ସନ୍ଧ୍ୟାରେ ବରଗଡ଼ ହାଟପଦାସ୍ଥିତ ସଞ୍ଚାର ମଣ୍ଡଳୀରେ ଶୁଭସ୍ତମ୍ଭ...

ପୁଣି ଧମକ ଦେଉଛନ୍ତି ଆକ୍ରମଣକାରୀ: ଏସ୍‌ପିଙ୍କୁ ସୁରକ୍ଷା ଲୋଡ଼ିଲେ ପରିବାର

କେନ୍ଦୁଝର,୨୨ା୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ତେଲକୋଇ ଥାନା ଅଞ୍ଚଳରେ ଜଣେ ବ୍ୟକ୍ତିଙ୍କୁ ଡିସେମ୍ବର ୧୧ ତାରିଖରେ ସଂଘବଦ୍ଧ ଆକ୍ରମଣ ଘଟଣାରେ ପୋଲିସ ଆକ୍ରମଣକାରୀଙ୍କୁ ଗିରଫ କରିବାରେ ବିଫଳ ହୋଇଛି। ଫଳରେ ଆକ୍ରମଣକାରୀ ବଜାରରେ ବୁଲୁଥିବା ବେଳେ ପୁଣି ଧମକ...

ପ୍ରଧାନ ଶିକ୍ଷୟିତ୍ରୀଙ୍କୁ କାରଣ ଦର୍ଶାଅ ନୋଟିସ

ବୈଶିଙ୍ଗା,୨୨ା୧୨(ରତନ ଦାଶ): ମୟୂରଭଞ୍ଜ ଜିଲା ବେତନଟୀ ବ୍ଲକ  ବାଛୁରୀପଡ଼ା କ୍ଲଷ୍ଟର ଅନ୍ତର୍ଗତ ନୂଆଗାଁ ପ୍ରାଥମିକ ବିଦ୍ୟାଳୟରେ ଅନିୟମିତତା ନେଇ ପ୍ରଧାନ ଶିକ୍ଷୟିତ୍ରୀଙ୍କୁ  କାରଣ ଦର୍ଶାଅ ନୋଟିସ ଜାରି  କରାଯାଇଛି।  ଗୋଷ୍ଠୀ ଶିକ୍ଷା ଅଧିକାରୀ(ବିଇଓ) ଏହି ନୋଟିସ ଜାରି କରିଛନ୍ତି ।...

ଜୟପୁରକୁ ଜିଲା ମାନ୍ୟତା ଦାବି ତେଜିଲା

ଜୟପୁର,୨୨ା୧୨(ପବନ ପାଣିଗ୍ରାହୀ): ଜୟପୁରକୁ ଜିଲା ମାନ୍ୟତା ଦାବିରେ ସ୍ଥାନୀୟ ରାଜନଗର ଛକଠାରେ ଶୁକ୍ରବାର ଏକ ସାଧାରଣ ସଭା ଅନୁଷ୍ଠିତ ହୋଇଥିଲା। ଏଥିରେ ଅଞ୍ଚଳର ବହୁ ବୁଦ୍ଧିଜୀବୀ, ବ୍ୟବସାୟୀ, ସମାଜିକ କର୍ମୀ, ଛାତ୍ର ନେତା ଏବଂ ଯୁବକମାନେ ଯୋଗ ଦେଇଥିଲେ। କୋରାପୁଟ...

ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କୁ ଭେଟିଲେ ବିଧାୟକ

ବାରିପଦା,୨୨ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ରେଲଓ୍ବେର ବିକାଶ ନିମନ୍ତେ ବିଧାୟକମାନେ ରେଳମନ୍ତ୍ରୀଙ୍କୁ ଦାବିପତ୍ର ପ୍ରଦାନ କରିଛନ୍ତି। ବାରିପଦା ବିଧାୟକ ପ୍ରକାଶ ସୋରେନ, ବଡ଼ସାହି ବିଧାୟକ ସନାତନ ବିଜୁଳି, ସାରସକଣା ବିଧାୟକ ଡା.ବୁଢାନ ମୁର୍ମୁ, ରାଇରଙ୍ଗପୁର ବିଧାୟକ ନବଚରଣ ମାଝୀ...

ଅଯୋଗ୍ୟ ଘୋଷିତ ହେଲେ ଖୁଣ୍ଟିଗୋରା ସରପଞ୍ଚ, ଜାଣନ୍ତୁ କେଉଁ କାରଣ ପାଇଁ…

ଘଣ୍ଟାପଡ଼ା,୨୨।୧୨: (ପ୍ରଭାତ କୁମାର ସାହୁ)- ବୌଦ୍ଧ ଜିଲା କଣ୍ଟାମାଳ ବ୍ଲକ ଘଣ୍ଟାପଡ଼ା ଥାନା ଅଧୀନ ଖୁଣ୍ଟିଗୋରା ପଞ୍ଚାୟତ ସରପଞ୍ଚ ନିର୍ବାଚନ ମାମଲାର ଶୁକ୍ରବାର ରାୟ ପ୍ରକାଶ ପାଇଛି । କୋର୍ଟ ରାୟରେ ବିଜୟୀ ସରପଞ୍ଚ ସୁନୀତା ମାଝିଙ୍କୁ ଅଯୋଗ୍ୟ ଘୋଷଣା...

ଢେଙ୍କାନାଳ ଜିଲ୍ଲାର ଯୋରନ୍ଦାସ୍ଥିତ ମହିମାଗାଦିର ଉନ୍ନତୀକରଣ ପାଇଁ ଭୂମି ପୂଜନ କଲେ ମୁଖ୍ୟମନ୍ତ୍ରୀ

ଢେଙ୍କାନାଳ, ୨୨ା୧୨: ଓଡ଼ିଶାର ପ୍ରସିଦ୍ଧ ମହିମା ପୀଠ ଯୋରନ୍ଦାଠାରେ ଉପାସନା ପୀଠ ଓ ବତୀ ମଣ୍ଡପ ନିର୍ମାଣ, ଭବ୍ୟ ମହିମା ଗାଦି ଶୂନ୍ୟ ମଣ୍ଡପ ନିର୍ମାଣ ଏବଂ ମହିମା ଗାଦି ଚତୁପାର୍ଶ୍ୱ ଉନ୍ନତିକରଣ କାର୍ଯ୍ୟର ଭୂମି ପୂଜନ କରିଛନ୍ତି ମୁଖ୍ୟମନ୍ତ୍ରୀ...

ପାନୀୟ ଜଳର ମାନକୁ ନେଇ ଉଠିଲା ପ୍ରଶ୍ନ: ଡ୍ରିଙ୍କ ଫ୍ରମ୍‌ ଟ୍ୟାପ୍‌ ହୋର୍ଡିଂରେ ବୋଳିଲେ କଳା

ରାଉରକେଲା,୨୧।୧୨:ରାଉରକେଲାରେ ହଇଜା ସ୍ଥିତିି ଅଣାୟତ୍ତ ହୋଇପଡିଥିବା ବେଳେ ଡାକ୍ତରଖାନାରେ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଛି। ଗୁରୁବାର ସୁଦ୍ଧା ବିଭିନ୍ନ ଡାକ୍ତରଖାନାରେ ମୃତ୍ୟୁ ସଂଖ୍ୟା ୧୧ରେ ପହଞ୍ଚି ଥିବା ବେଳେ ଆର୍‌ଜିଏଚ୍‌ରେ ୬ ଓ ଅନ୍ୟ ଘରୋଇ ହସ୍ପିଟାଲରେ ୫ଜଣଙ୍କ ମୃତ୍ୟୁ...

ସ୍ତ୍ରୀଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲେ ସ୍ବାମୀ

ଅନୁଗୋଳ,୨୨ା୧୨: ଅନୁଗୋଳ ଜିଲା ଆଠମଲ୍ଲିକ ଉପଖଣ୍ଡ କିଆକଟାରେ ଏକ ଅମାନବୀୟ ଘଟଣା ଘଟିଛି। ସ୍ତ୍ରୀଙ୍କୁ ଟାଙ୍ଗିଆରେ ହାଣି ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ମୃତ ମହିଳା ଆଠମଲ୍ଲିକ ଥାନା କନ୍ଧପଡ଼ାର ବୈଜୟନ୍ତୀ ସାହୁ ବୋଲି ଜଣାପଡ଼ିଛି। ହତ୍ୟାକାଣ୍ଡ ପରଠାରୁ...

୧୦୮ ଆମ୍ବୁଲାନ୍ସ କର୍ମଚାରୀଙ୍କ ବିକ୍ଷୋଭ: ରୋଗୀ ସେବା ବ୍ୟାହତ

ଛତ୍ରପୁର,୨୨।୧୧(ସନ୍ତୋଷ ପାଢ଼ୀ/ଦିଲୀପ ସାମଲ): ସମସ୍ୟାର ସମାଧାନ ନେଇ ବାରମ୍ବାର ସରକାରଙ୍କୁ ଜଣାଇବା ପରେ ଶୁଣୁନାହାନ୍ତି । ଏନେଇ ଗଞ୍ଜାମ ଜିଲାର ୧୦୮ ଆମ୍ବୁଲାନ୍ସ କର୍ମଚାରୀ ଶୁକ୍ରବାର ବିକ୍ଷୋଭ ପ୍ରଦର୍ଶନ କରିବା ସହ ସରକାରଙ୍କୁ ଦାବି ପୂରଣ କରିବାକୁ ଚେତାବନୀ ଦେଇଛନ୍ତି।...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri