ଆମ ଜିଲା ଖବର

ଘରେ ପଶି ପୂର୍ବତନ ସିଡିଏମ୍‌ଓଙ୍କୁ ଛୁରାମାଡ଼

ଭଦ୍ରକ,୨୨ା୧୨: ଜଣେ ଅବସରପ୍ରାପ୍ତ ସିଡିଏମ୍‌ଓଙ୍କ ଘରେ ପଶି ଦୁର୍ବୃତ୍ତମାନେ ଛୁରାମାଡ଼ କରିଛନ୍ତି। ଏପରି ଅଭାବନୀୟ ଘଟଣା ଘଟିଛି ଭଦ୍ରକ ଜିଲାର ଟାଉନଥାନା ଅନ୍ତର୍ଗତ ଚାରିଘରିଆରେ। ଯାଜପୁରର ପୂର୍ବତନ ଜିଲା ମୁଖ୍ୟ ଚିକତ୍ସା ଅଧିକାରୀ ଡାକ୍ତର ରଘୁନାଥ ପାଢ଼ୀ ତାଙ୍କ ନିଜ...

ନୂଆ ରୂପ ପାଇବ ରେଭେନ୍‌ଶା ବାଳିକା ଉଚ୍ଚ ବିଦ୍ୟାଳୟ

କଟକ/ଭୁବନେଶ୍ୱର,୨୨ା୧୨(ସୁପ୍ରିୟା ପ୍ରିୟଦର୍ଶିନୀ/ଅନିଲ ଦାସ): ୧୫୦ବର୍ଷର ପୁରାତନ ଐତିହାସିକ ରେଭେନ୍‌ଶା ବାଳିକା ଉଚ୍ଚ ବିଦ୍ୟାଳୟ ହେରିଟେଜ୍‌ କୋଠାକୁ ନୂଆ ରୂପ ଦିଆଯିବ। ୫-ଟି ଉପକ୍ରମରେ ସ୍କୁଲର ବିକାଶ କରାଯିବ ବୋଲି ୫-ଟି ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ଗୁରୁବାର...

ରେଳଧାରଣା ଉଡ଼ାଇଲେ ମାଓବାଦୀ

ସୁନ୍ଦରଗଡ଼,୨୨ା୧୨: ସୀମାନ୍ତ ଝାଡ଼ଖଣ୍ଡରେ ଗୁରୁବାର ବିଳମ୍ବିତ ରାତିରେ ମାଓବାଦୀମାନେ ବିସ୍ଫୋରଣ କରି ରେଳଧାରଣା ଉଡ଼ାଇ ଦେଇଛନ୍ତି। ଫଳରେ ଟ୍ରେନ୍‌ ଚଳାଚଳ ବ୍ୟାହତ ହୋଇଛି। ମନୋହରପୁର, ଚକ୍ରଧରପୁର ଏବଂ ରାଉରକେଲା ଷ୍ଟେଶନରେ ୨୦ରୁ ଅଧିକ ଟ୍ରେନ୍‌ ଅଟକି ରହିଛି। ଅନ୍ୟପକ୍ଷରେ ମାଓବାଦୀମାନେ...

୫ରୁ ଭିତରକନିକା ବନ୍ଦ

ରାଜନଗର, ୨୨ା୧୨(ଭାସ୍କର ରାଉତରାୟ): ଭିତରକନିକା ଜାତୀୟ ଉଦ୍ୟାନରେ ପ୍ରବାହିତ ନଦୀ ନାଳରେ ବସବାସ କରୁଥିବା ବଉଳା କୁମ୍ଭୀରଙ୍କ ଗଣନା ଜାନୁୟାରୀ ୫ରୁ ଆରମ୍ଭ ହୋଇ ୧୩ ତାରିଖରେ ଶେଷ ହେବ। ଏଥିପାଇଁ ଦେଶ ବିଦେଶରୁ ଆସୁଥିବା ପର୍ଯ୍ୟଟକମାନଙ୍କୁ ଏହି ସମୟରେ...

ସମ୍ବଲପୁରରେ ଆସାମ ମୁଖ୍ୟମନ୍ତ୍ରୀଙ୍କ ପରିବାର: ପରିଦର୍ଶନ କଲେ ବେଜବରୁଆଙ୍କ ସାଧନାପୀଠ

ସମ୍ବଲପୁର,୨୧ା୧୨(ପ୍ରମୋଦ ବହିଦାର): ସମ୍ବଲପୁରଠାରେ ଥିବା ଅହମିଆ କବି ଲକ୍ଷ୍ମୀକାନ୍ତ ବେଜବରୁଆଙ୍କ ବାସଗୃହ ଓ ସାହିତ୍ୟ ସାଧନା ପୀଠକୁ ଗୁରୁବାର ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମାଙ୍କ ପରିବାର ସଦସ୍ୟ ପରିଦର୍ଶନ କରିଛନ୍ତି। ଏଥିରେ ତାଙ୍କ ମା’ ମ୍ରିଣାଳିନୀ ଦେବୀ, ଜ୍ୟେଷ୍ଠଭ୍ରାତା ଦିଗନ୍ତ...

ରାଉରକେଲାରେ ହଇଜା ସ୍ଥିତି ଅଣାୟତ୍ତ: ମୃତ୍ୟୁସଂଖ୍ୟା ୧୧କୁ ବୃଦ୍ଧି

ରାଉରକେଲା,୨୧।୧୨(ସଙ୍ଗୀତା ଜେନା): ସ୍ମାର୍ଟସିଟି ରାଉରକେଲାରେ ହଇଜା ସ୍ଥିତିି ଅଣାୟତ୍ତ ହୋଇପଡ଼ିଛି। ରାଉରକେଲା ସରକାରୀ ଡାକ୍ତରଖାନାରେ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇଥିବା ବେଳେ ଗୁରୁବାର ସୁଦ୍ଧା ବିଭିନ୍ନ ଡାକ୍ତରଖାନାରେ ମୃତ୍ୟୁସଂଖ୍ୟା ୧୧ରେ ପହଞ୍ଚିଛି। ଆର୍‌ଜିଏଚ୍‌ରେ ୬ ଓ ଅନ୍ୟ ଘରୋଇ ହସ୍ପିଟାଲରେ...

ଭଉଣୀ, ଭାଣିଜୀଙ୍କୁ କାଠ ଫାଳିଆରେ ପିଟିଲେ ମାମୁଁ

କେନ୍ଦୁଝର,୨୧।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ମାମୁଁଙ୍କ କାଠ ଫାଳିଆ ମାଡ଼ରେ ଭଉଣୀ ଏବଂ ଭାଣିଜୀ ଗୁରୁତର ହୋଇ କେନ୍ଦୁଝର ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଛନ୍ତି। ଗୁରୁତର ଦ୍ବୟ ହେଲେ କେନ୍ଦୁଝରଗଡ଼ ପୌରପାଳିକା ୨୦ନମ୍ବର ୱାର୍ଡ ଧୃପଦା ଗ୍ରାମର ସାବିତ୍ରୀ ପୂର୍ତ୍ତୀ...

ପିଜୁଳି ଖାଉଥିବା ବେଳେ କୂଅରେ ଖସି ପଡ଼ିଲା ଭାଲୁ

ନୂଆପଡ଼ା,୨୧।୧୨(ମକାରୁ ବେମାଲ): ନୂଆପଡ଼ା ସଦର ମହକୁମା ୱାର୍ଡ଼ ନଂ. ୧୩ ମହୁଲଭଟା ଗାଁର ଏକ କୂଅରୁ ଗୁରୁବାର ଏକ ଭାଲୁର ମୃତଦେହ ଜବତ କରାଯାଇଛି। ସୂଚନା ମୁତାବଳ ମହୁଲଭଟା ଗ୍ରାମର ମୋହନ ରଣାଙ୍କ ବିଲରେ ଥିବା କୂଅ ଭିତରେ ଭାଲୁ...

କଂଗ୍ରେସ ନେତ୍ରୀ ନିଖତଙ୍କ ଆତ୍ମହତ୍ୟା ଉଦ୍ୟମ

ସମ୍ବଲପୁର,୨୧।୧୨(ଭବାନୀ ଶଙ୍କର ଭୋଇ): ସମ୍ବଲପୁର ଜିଲା କଂଗ୍ରେସ କାର୍ଯ୍ୟାଳୟରେ ଗତ ୧୬ତାରିଖରେ ଘଟିଥିବା ଗଣ୍ଡଗୋଳ ଘଟଣାର ଭିନ୍ନ ମୋଡ ନେଇଛି। ରାଜ୍ୟ ସଂଖ୍ୟାଲଘୁ ସେଲର ସାଧାରଣ ସମ୍ପାଦିକା ନିଖତ ପରବିନ ମାନସିକ ଚାପରେ ଗୁରୁବାର ଫିନାଇଲ ପିଇ ଆତ୍ମହତ୍ୟା ଉଦ୍ୟମ...

ବାଲେଶ୍ୱର-ଭଦ୍ରକ ଲୋକାଲ ଟ୍ରେନ ଭଡ଼ା କମିବ

ଭଦ୍ରକ,୨୧ା୧୨(ସନାତନ ରାଉତ): କୋଭିଡ୍‌ ସମୟରୁ ଓଡ଼ିଶାରେ ସମସ୍ତ ଲୋକାଲ ଟ୍ରେନ୍‌ରେ ଏକ୍ସପ୍ରେସ୍‌ ଭଡ଼ା ଲାଗୁ କରାଯାଇଥିଲା। ବାଲେଶ୍ୱରରୁ ଭଦ୍ରକ ଆସୁଥିବା ଲୋକାଲ ଟ୍ରେନ୍‌ରେ ୨୦ ଟଙ୍କା ଭଡ଼ା ନିଆଯାଉଥିବା ବେଳେ ଭଦ୍ରକରୁ ବାଲେଶ୍ୱର ଯାଉଥିବା ଯାତ୍ରୀଙ୍କଠାରୁ ୪୦ ଟଙ୍କା ଭଡ଼ା...

ଅନୁଭବଙ୍କୁ ବିବାହ ବିଚ୍ଛେଦ ଅନୁମତି

କଟକ,୨୧ା୧୨: ବହୁ ଚର୍ଚ୍ଚିତ ଓଲିଉଡ୍‌ ଯୋଡ଼ି ବର୍ଷା ପ୍ରିୟଦର୍ଶିନୀ-ଅନୁଭବ ମହାନ୍ତିଙ୍କ ମଧ୍ୟରେ ବିବାହ ବିଚ୍ଛେଦ ହେବ। ଏନେଇ ଅନୁଭବଙ୍କୁ ଗୁରୁବାର ହାଇକୋର୍ଟ ଅନୁମତି ଦେଇଛନ୍ତି। ଅନୁଭବଙ୍କ ଆବେଦନ ଆଧାରରେ ହାଇକୋର୍ଟ ଏହି ନିର୍ଦ୍ଦେଶ ଦେଇଛନ୍ତି। ପୂର୍ବରୁ ବିବାହ ବିଚ୍ଛେଦ ଆବେଦନକୁ...

ବେଆଇନ ମୋରମ ଚାଲାଣ ବେଳେ ଓଲଟିଲା ହାଇଓ୍ବା, ଚାପି ହୋଇଗଲେ ଡ୍ରାଇଭର

ପୁରୁଷୋତ୍ତମପୁର,୨୧ା୧୨(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଓ ତହସିଲ ଅନ୍ତର୍ଗତ ଭୂତସରସିଙ୍ଗି ପଞ୍ଚାୟତର ଝରଣ ପାହାଡ଼ରୁ ଗୁରୁବାର ବେଆଇନ ଭାବେ ମୋରମ ଚୋରା ଚଲାଣ ବେଳେ ଓଡି ୦୭ ଏ ଏଚ୍‌ ୩୩୨୭ ନମ୍ବର ବିଶିଷ୍ଟ ହାଇଓ୍ବାଟି ଓଲଟି...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri