ଆମ ଜିଲା ଖବର

ବଢୁଛି ଶୀତ: ୧୦ ଡିଗ୍ରୀ ତଳକୁ ଖସିଲା ପାରଦ

ଦାରିଙ୍ଗବାଡି, ୧୨।୧୨(ଅରୁଣ ସାହୁ)-ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡି ଅଞ୍ଚଳରେ ପାରଦ ତଳ ମୁହାଁ ହୋଇଛି। ସକାଳ ଶୀତ ବୃଦ୍ଧି ପାଇବା ସହ ସଞ୍ଜ ଆସିଲେ ଶୀତର ପ୍ରକୋପ ଧୀରେ ଧୀରେ ବଢିବା ସହ ପାରଦ ଖସୁଛି। ମଙ୍ଗଳବାର ସକାଳ ୮ଟା...

ଜାଲରେ ପଡ଼ିଲା ୧୭ ଦାମୀ ମାଛ: ଦାମ୍‌ ଜାଣିଲେ…

ପାରାଦୀପ,୧୨।୧୨(ଶରତ ରାଉତ): ପାରାଦୀପ ମାଛଧରା ବନ୍ଦରରୁ ସମୁଦ୍ରକୁ ଯାଇଥିବା ପାର୍ବତୀ ନାମକ ଏକ ମାଛଧରା ବୋଟ୍‌ ୧୭ଟି ତେଲିଆ ବୋରେଇ ମାଛ ଧରିଛି। ଏହାପରେ ଉକ୍ତ ମାଛଗୁଡ଼ିକ ୨୫ ଲକ୍ଷ ଟଙ୍କାରେ ନିଲାମ କରାଯାଇଛି। ଉକ୍ତ ମାଛଗୁଡ଼ିକୁ ମଧ୍ୟରୁ ୧୧ଟି...

ଡିସେମ୍ବର ୧୬ରୁ ରାତି ୨ଟାରୁ ଶ୍ରୀମନ୍ଦିର ଦ୍ୱାର ଫିଟା ଯିବ

ପୁରୀ,୧୨।୧୨: ଡିସେମ୍ବର ୧୬ ତାରିଖରୁ ଜାନୁୟାରୀ ୧୪ ତାରିଖ ପର୍ଯ୍ୟନ୍ତ ରାତି ୨ଟାରୁ ଶ୍ରୀମନ୍ଦିର ଦ୍ୱାର ଫିଟା ଯିବ। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ରଞ୍ଜନ ଦାସଙ୍କ ଅଧ୍ୟକ୍ଷତାରେ ସୋମବାର ବସିଥିବା ଛତିଶା ନିଯୋଗ ବୈଠକରେ ଏହି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି।...

ଗଣତି ସରିଲା, ବିଭ୍ରାନ୍ତି ବଢ଼ିଲା

ବଲାଙ୍ଗୀର, ୧୨ା୧୨ (ବୀରେନ୍ଦ୍ର କୁମାର ଝାଙ୍କର):ବଲାଙ୍ଗୀର ଜିଲାର ବିଭିନ୍ନ ମଦଭାଟି, ମଦ ଅଫିସ ଓ ମଦ ବ୍ୟବସାୟୀଙ୍କ ବାସଭବନରେ ଚାଲିଥିବା ଆୟକର ବିଭାଗ ଚଢ଼ାଉ ସୋମବାର ଷଷ୍ଠଦିନରେ ପହଞ୍ଚତ୍ଛି। ରବିବାର ରାତି ୯ଟା ସୁଦ୍ଧା ମଦଭାଟିରୁ ଜବତ ଟଙ୍କା ଗଣତି...

ବିଦ୍ୟୁତ ଖୁଣ୍ଟକୁ ପିଟିଲା କାର: ଚାଲିଗଲା ୨ ଜୀବନ

ଭଦ୍ରକ,୧୨।୧୨(ସନାତନ ରାଉତ): ୧୬ ନଂ ଜାତୀୟ ରାଜପଥର ଭଦ୍ରକ ରାଣୀତାଲ ଠାରେ ମଙ୍ଗଳବାର ଏକ ଦୁର୍ଘଟଣା ଘଟିଛି। ଭୋର ସମୟରେ ଏକ କାର ରାସ୍ତା ପାର୍ଶ ବିଦ୍ୟୁତ ଖୁଣ୍ଟରେ ପିଟି ହେବାରୁ ୨ ଜଣଙ୍କ ମୃତ୍ୟୁ ଘଟିଛି। ସୂଚନା ମୁତାବକ,...

ଶିମିଳିପାଳରେ ସର୍ବନିମ୍ନ ୪ ଡିଗ୍ରୀ

ବାରିପଦା,୧୨ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଉତ୍ତର ଓଡ଼ିଶାରେ ଶୀତର ଲହରୀ ବୃଦ୍ଧି ପାଇଛି। ମୟୂରଭଞ୍ଜ ଜିଲାରେ ଶୀତର ପ୍ରକୋପ ବୃଦ୍ଧି ପାଉଥିବାରୁ ବୃଦ୍ଧାବୃଦ୍ଧ, ଶିଶୁ, ଗୃହପାଳିତ ପ୍ରାଣୀ ଓ ବନ୍ୟପ୍ରାଣୀମାନେ କଷ୍ଟ ଭୋଗୁଛନ୍ତି। ଏପରିକି ଜିଲାରେ ୧୦ ଡିଗ୍ରୀ ତଳେ ତାପମାତ୍ର...

ଗଞ୍ଜି କିଣା ବିଜ୍ଞାପନକୁ ନେଇ ଜୋର ଧରିଲା ଚର୍ଚ୍ଚା

ଜଗତ୍‌ସିଂହପୁର, ୧୨ା୧୨(ପ୍ରମୋଦ କୁମାର ନାୟକ):  ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଓ ଡିଗ୍ରୀ ମହାବିଦ୍ୟାଳୟ ଗୁଡ଼ିକରେ ଅଧ୍ୟୟନରତ ଛାତ୍ରୀଛାତ୍ରଙ୍କ ମଧ୍ୟରେ ସାମାଜିକ, କ୍ରୀଡ଼ା ଓ ସାଂସ୍କୃତିକ କାର୍ଯ୍ୟରେ ସମ୍ପୃକ୍ତି ବୃଦ୍ଧି ପାଇଁ ରାଜ୍ୟ ସରକାର ପଦକ୍ଷେପ ନେଇଛନ୍ତି। ଛାତ୍ରୀଛାତ୍ରମାନେ କିପରି ନିଜର...

ଦାଦନ ନେଲା ଦୁଇ ଭାଇଙ୍କ ଜୀବନ: ସାନ ପରେ ବଡ଼ଭାଇଙ୍କ ଜୀବନ ଗଲା

ରାୟଗଡ଼ା,୧୧।୧୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲାରେ ସରୁନି ଦାଦନ ଦୁଃଖ। କାଶୀପୁର ବ୍ଲକ ଟିକିରି ପଞ୍ଚାୟତ ମକାପଦର ଗ୍ରାମର ୨ ଭାଇ ରୋଜଗାର ଆଶାରେ ପଡ଼ୋଶୀ ଆନ୍ଧ୍ରପ୍ରଦେଶକୁ କାମ କରିବାକୁ ଯାଇଥିଲେ। ସେଠାରେ ଜ୍ୱରରେ ପୀଡ଼ିତ ହେବା ସହ ନିର୍ଯାତନା...

ଜମି ଭାଗବଣ୍ଟାରୁ ସାନ ଭାଇଙ୍କୁ ହତ୍ୟା

ଧରାକୋଟ,୧୧ା୧୨(ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଗଞ୍ଜାମ ଜିଲା ଧରାକୋଟ ବ୍ଲକ ବଡଗଡ଼ ଥାନା ଅଧୀନ ଜଗନ୍ନାଥପୁର ଶାସନ ଗ୍ରାମରେ ଜମି ଭାଗବଣ୍ଟାକୁ ନେଇ ନିଲୁ ବିଷୋୟୀଙ୍କୁ ହତ୍ୟା କରାଯାଇଥିବା ନେଇ ଅଭିଯୋଗ ହୋଇଥିଲା। ଏହି ଘଟଣାରେ ଅଟକ ଥିବା ନିଲୁଙ୍କ ବଡ଼ଭାଇ...

ଦୁର୍ଦ୍ଦାନ୍ତ ଅପରାଧୀ ସନ୍ତୁଙ୍କୁ ଏନ୍‌କାଉଣ୍ଟର

ପୁରୀ,୧୧।୧୨: ପୁରୀରେ ସୋମବାର ଏକ ଏନ୍‌କାଉଣ୍ଟର ହୋଇଛି। ଏଥିରେ ଦୁର୍ଦ୍ଦାନ୍ତ ଅପରାଧୀ ସନ୍ତୁ ବାରିକ ଆହତ ହୋଇଛନ୍ତି। ସନ୍ତୁଙ୍କ ଗୋଡ଼ରେ ଗୁଳି ବାଜିଥିବା ଜଣାପଡିଛି। ତାଙ୍କୁ ପୁରୀ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ମିଳିଥିବା ସୂଚନା ମୁତାବକ, ସନ୍ତୁ କିଛି ଦିନ...

କଳା ଟଙ୍କାରେ ଭୋଟ କିଣିବା ଥିଲା ଯୋଜନା: ଭାଜପା ନେତା

ଛତ୍ରପୁର,୧୧।୧୨(ସନ୍ତୋଷ ପାଢ଼ୀ ): କେନ୍ଦ୍ରୀୟ ଆୟକର ବିଭାଗ ଓଡ଼ିଶାରେ ଜବତ କରିଥିବା କଳା ଟଙ୍କାକୁ ନେଇ ରାଜନୀତି ତେଜିବାରେ ଲାଗିଛି। ଯେଉଁଭଳି ଭାବେ ଓଡ଼ିଶାରେ ବିଜେଡି ସରକାରଙ୍କ ପ୍ରୋତ୍ସାହନରେ କଂଗ୍ରେସ ଏମ୍‌ପିଙ୍କ ଦ୍ବାରା ଚାଲିଥିବା ମଦ ବ୍ୟବସାୟ ଉପରେ ଆୟକର...

ଆଇଡି ବିସ୍ଫୋରଣରେ ୨ ଯବାନ ଗୁରୁତର

ମାଲକାନଗିରି,୧୧।୧୨: ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ର ସୁକମାରେ ମାଓବାଦୀଙ୍କ ଆଇଡି ବିସ୍ଫୋରଣରେ ୨ ଯବାନ ଗୁରୁତର  ହୋଇଛନ୍ତି। ସେମାନଙ୍କୁ ରାୟପୁର ସ୍ଥାନାନ୍ତର କରାଯାଇଛି। ସକାଳେ ଡ଼ାମବାମ ସିଆର୍‌ପିଏଫ କ୍ୟାମ୍ପରୁ କୋବ୍ରା ଯବାନମାନେ ଶର୍ଚ୍ଚ ଅପରେସନରେ ଯାଇଥିଲେ। ସାଲାତୋଙ୍ଗ ଜଙ୍ଗଲରେ ନକ୍ସଲ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri