ଆମ ଜିଲା ଖବର

ହଠାତ୍‌ ସ୍କୁଟିକୁ ଧକ୍କା ଦେଲା ପିକ୍‌ଅପ୍‌: ଚୁରମାର ହେଲା…

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି-ବ୍ରହ୍ମପୁର ମୁଖ୍ୟ ରାସ୍ତାର ଗୋକର୍ଣ୍ଣପୁର ଗ୍ରାମ ନିକଟରେ ଶନିବାର ଅପରାହ୍ନରେ ଦୁର୍ଘଟଣା ଘଟିଛି। ଏକ ପିକ୍‌ଅପ୍‌ ଭ୍ୟାନ (ନଂ. ଓଡ଼ି ୦୭ ଏଏସ ୨୮୫୭) ବିପରୀତ ଦିଗରୁ ଆସୁଥିବା ଏକ ସ୍କୁଟିକୁ ଧକ୍କା ଦେବାରୁ ସ୍କୁଟିରେ...

ମଧ୍ୟାନ୍ନ ଭୋଜନ ଖାଇ ୩୬ ଛାତ୍ରୀଛାତ୍ର ଅସୁସ୍ଥ ଘଟଣା: ୧୧ ଗୁରୁତରଙ୍କୁ….

ଦାରିଙ୍ଗବାଡି, ୭/୧୨ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗାବାଡି ବ୍ଲକ ସିମନବାଡି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ମଧ୍ୟାନ୍ନ ଭୋଜନ ଖାଇ ୩୬  ଅସୁସ୍ଥ ହୋଇପଡ଼ିଥିବା ଘଟଣା ସମସ୍ତ ଅସୁସ୍ଥ ଛାତ୍ରୀଛାତ୍ରଙ୍କୁ ପ୍ରଥମେ ସିମନବାଡି ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ସେମାନଙ୍କ...

ସ୍ବାସ୍ଥ୍ୟ ମନ୍ତ୍ରୀଙ୍କୁ ଚିଠି ଲେଖିଲେ ଖଡ଼ିଆଳ ବିଧାୟକ

ଖଡ଼ିଆଳ,୭ା୧୨(ସୁଜିତ କୁମାର ପ୍ରଧାନ) ନୂଆପଡ଼ା ଜିଲାର ଖଡ଼ିଆଳ ମିଶନ ହସ୍ପିଟାଲ (ଇଭାଞ୍ଜିକାଳ)କୁ ଗୋପବନ୍ଧୁ ଜନ ଆରୋଗ୍ୟ ସ୍ବାସ୍ଥ୍ୟ ଯୋଜନାରେ ସାମିଲ କରିବା ପାଇଁ ଖଡ଼ିଆଳ ବିଧାୟକ ଅଧିରାଜ ମୋହନ ପାଣିଗ୍ରାହୀ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡ. ମୁକେଶ...

୩ ଦିନିଆ କେନ୍ଦୁଝର ଗସ୍ତରେ ପଶ୍ଚିମାଞ୍ଚଳ ଡିଆଇଜି, ଜିଲାର ବିଭିନ୍ନ ଥାନାକୁ ଯାଇ କଲେ ସମୀକ୍ଷା

କେନ୍ଦୁଝର,୭।୧୨ (ନରେଶ ଚନ୍ଦ୍ର ପଟ୍ଟନାୟକ): ପଶ୍ଚିମାଞ୍ଚଳ ଡିଆଇଜି ୩ ଦିନିଆ କେନ୍ଦୁଝର ଗସ୍ତରେ ଆସି ଜିଲାର ଆଇନ ଶୃଙ୍ଖଳା ପରିସ୍ଥିତି ସମୀକ୍ଷା କରିଛନ୍ତି। ଜିଲାର ବିଭିନ୍ନ ଥାନାକୁ ଯାଇ ଡିଆଇଜି ବ୍ରିଜେଶ କୁମାର ରୟ ଏବଂ ଜିଲା ଆରକ୍ଷୀ ଅଧୀକ୍ଷକ...

ଜାଣନ୍ତୁ ୩ ବର୍ଷରେ ଜଗାକୁ ଶ୍ରଦ୍ଧାାଳୁ ଦେଇଛନ୍ତି କେତେ କୋଟି, ହୁଣ୍ଡିରେ…

ପୁରୀ,୭।୧୨: ଦାନ ସୂତ୍ରରେ ମହାପ୍ରଭୁ ଜଗନ୍ନାଥଙ୍କୁ ୩ ବର୍ଷରେ ମିଳିଛି ୧୧୩ କୋଟି। ମହାପ୍ରଭୁ ଜଗନ୍ନାଥଙ୍କ ହୁଣ୍ଡିରୁ କେତେ ଟଙ୍କା ଆଦାୟ ହେଉଛି ଏ ନେଇ ବିଧାନସଭାରେ ବିସ୍ତୁତ ତଥ୍ୟ ସାମ୍ନାକୁ ଆସିଛି। ଗତ ତିନି ବର୍ଷରେ ଶହେ କୋଟିରୁ...

ମଧ୍ୟାହ୍ନଭୋଜନ ଖାଇ ୨୫ରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର ଅସୁସ୍ଥ, ବାସି ଭାତକୁ ବାସି ଡାଲି କହିଲେ…

ଦାରିଙ୍ଗବାଡ଼ି,୭ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ବଡ଼ ଅଘଟଣ ଘଟିଛି। ଶନିବାର ମଧ୍ୟାହ୍ନଭୋଜନ ଖାଇବା ପରେ ପ୍ରଥମେ ୬ ଓ ପର୍ଯ୍ୟାୟ କ୍ରମେ ପ୍ରାୟ ୨୫ ଜଣ ଛାତ୍ରୀଛାତ୍ରଙ୍କୁ ପ୍ରଥମେ ପେଟ କାଟିବା...

ଜାତୀୟ ବିପର୍ଯ୍ୟୟ ମୁକାବିଲା ନେଇ ଏନ୍‌ଡିଆର୍‌ଏଫ୍‌ର କୌଶଳ

ବଲାଙ୍ଗୀର,୭ା୧୨(ସୁନୀଲ କୁମାର ମହାନ୍ତି): ଜାତୀୟ ବିପର୍ଯ୍ୟୟ ମୁକାବିଲା ବଳ, ୩ ବାଟାଲିୟନ କଟକ ମୁଣ୍ଡୁଳି ପକ୍ଷରୁ ସାଧାରଣ ଲୋକ ଓ ଛାତ୍ରୀଛାତ୍ରଙ୍କୁ ବନ୍ୟା, ବାତ୍ୟା ସମୟରେ କିପରି ଭାବେ ଏନ୍‌ଡିଆର୍‌ଏଫ୍‌ କାର୍ଯ୍ୟ କରିଥାଏ ତାହାର ଏ ପ୍ରୟୋଗ ସ୍ଥାନୀୟ ମହାରାଣୀ...

ଧାନ କିଣାବିକାରେ ଅବ୍ୟବସ୍ଥା: ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ ଚାଷୀଙ୍କ ଧାରଣା

ବରଗଡ଼,୭ା୧୨(ପ୍ରେମାନନ୍ଦ ଖମାରୀ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରବିବାର ବରଗଡ଼ ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି। ସେ ତାଙ୍କ ଏହି ଗସ୍ତରେ ସୋହେଲା ବ୍ଲକ ଇଚ୍ଛାପୁରରେ ଆୟୋଜନ ହେବାକୁ ଥିବା କାର୍ଯ୍ୟକ୍ରମରେ ଚାଷୀଙ୍କୁ ଧାନ କୁଇଣ୍ଟାଲ ପ୍ରତି ୮୦୦ ଟଙ୍କା...

ମ୍ୟାଲେରିଆ, ଡେଙ୍ଗୁର ନିରାକରଣ ପାଇଁ ବଡ଼ ପଦକ୍ଷେପ

ଦାରିଙ୍ଗବାଡ଼ି,୭ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ମ୍ୟାଲେରିଆ, ଡେଙ୍ଗୁ ଜନିତ ଜ୍ୱରକୁ ମୂଳୋତ୍ପାଟନ କରିବାକୁ ଯୋଜନା କରାଯାଇଛି। ଏଥିପାଇଁ ଜନ ସଚେତନ କରାଯିବା ସହ ଲୋକଙ୍କୁ କୀଟନାଶକ ମଶାରୀ ବ୍ୟବହାର ପାଇଁ ଅଧିକ ଗୁରୁତ୍ୱ ଦିଆଯିବା ସହ...

କ୍ୱାର୍ଟର୍ସରୁ ଜବତ ୧୪ ଲକ୍ଷ ୭୧ ହଜାର ଟଙ୍କା କେଉଁଠୁ ଆସିଲା? ସନ୍ତୋଷଜନକ ଉତ୍ତର ଦେଇ ନ ପାରି ଏସିଏଫ….

ସମ୍ବଲପୁର,୭।୧୨: ଏସିଏଫଙ୍କୁ ବାନ୍ଧିଲା ପୋଲିସ । ଗିରଫ ହେଲେ ସମ୍ବଲପୁର ହୀରାକୁଦ ବନ୍ୟପ୍ରାଣୀ ଡିଭିଜନ ଏସିଏଫ୍‌ ରେବତୀ ରମଣ ଯୋଶୀ । ତାଙ୍କୁ ଶନିବାର ଭିଜିଲାନ୍ସ ବିଭାଗ ଗିରଫ କରିଛି । ରବିବାର ବିଳମ୍ବିତ ରାତି ଯାଏ ସମ୍ବଲପୁର ଭିଜିଲାନ୍ସ...

ପ୍ରଭାବଶାଳୀ ବ୍ୟକ୍ତିଙ୍କ ଦଖଲରେ କଂକ୍ରିଟ ଖଳା

କେନ୍ଦ୍ରାପଡ଼ା, ୭ା୧୨ (ଜଗନ୍ନାଥ ଧଳ): କୃଷି ଅର୍ଥନୀତିରେ ପରିଚାଳିତ କେନ୍ଦ୍ରାପଡ଼ା ଜିଲାରେ କୃଷି ଯୋଜନା କାର୍ଯ୍ୟକାରୀ ହୋଇପାରୁନି। ଯୋଜନା ସହ ଅର୍ଥ ବ୍ୟୟ ହେଉଥିଲେ ମଧ୍ୟ ତୃଣମୂଳସ୍ତରର ଚାଷୀ ଉପକୃତ ହୋଇ ପାରୁନାହାନ୍ତି। ଆଳୁ, ସୂର୍ଯ୍ୟମୁଖୀ, ଚିନାବାଦାମ ବିହନ ଯୋଗାଣ...

ଲଘୁ ଖଣିଜ ଲୁଟକୁ ନିୟନ୍ତ୍ରଣ କରିବ ସ୍ବତନ୍ତ୍ର ସ୍କ୍ବାଡ୍‌

ବରୀ,୭ା୧୨(ମହେନ୍ଦ୍ର ସ୍ବାଇଁ): ବରୀ ଶିକ୍ଷା ମଣ୍ଡଳ ଅଧୀନ ବିଭିନ୍ନ ବିଦ୍ୟାଳୟରେ ଛାତ୍ରୀଛାତ୍ରଙ୍କୁ ପୋଷାକ ବଣ୍ଟନରେ ବିଳମ୍ବ ହେଉଛି। ଫଳରେ ଏହାକୁ ନେଇ ଅଭିଭାବକ ମହଲରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ଏହି ଶିକ୍ଷା ମଣ୍ଡଳ ଅଧୀନରେ ମୋଟ ୧୮୨ ବିଦ୍ୟାଳୟର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri