ଆମ ଜିଲା ଖବର

ଝିଆରୀଙ୍କୁ କରୁଥିଲେ ପ୍ରେମ, ଯୋଜନା କରି ସବୁଦିନ ପାଇଁ ରାସ୍ତାରୁ ହଟାଇଦେଲେ ଦାଦା

ଅନୁଗୋଳ,୧୦ ।୧୨: ଢେଙ୍କାନାଳ ଜିଲା ମୋଟଙ୍ଗା ଥାନା ଅଞ୍ଚଳର ଏକ ପୋଖରୀରୁ ଜଣେ ଯୁବକଙ୍କ ହାତଗୋଡ଼ ବନ୍ଧା ମୃତଦେହ ଶନିବାର ଉଦ୍ଧାର ହୋଇଥିଲା। ଏହି ଘଟଣାର ଜରପଡ଼ା ପୋଲିସ ପର୍ଦ୍ଦାଫାସ କରିଛି। ଯୁବକ ଜଣଙ୍କ ଜଣେ ନାବାଳିକାଙ୍କୁ ପ୍ରେମ କରୁଥିଲେ।...

ବିଦ୍ୟୁତ୍‌ ଫାଶରେ ପଡ଼ି ପୁଅ- ପୁତୁରାଙ୍କ ଜୀବନ ଗଲା, ବାପା ଗୁରୁତର

ସୋନପୁର,୧୦।୧୨(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ଥାନା ଅଧୀନ ସିଂହପାଲି ଅଞ୍ଚଳରେ ଏକ ଅଘଟଣ ଘଟିଛି । ବାର୍‌ହା ଶିକାର ପାଇଁ ହାତୀଲମୁଣ୍ଡା ଜଙ୍ଗଲ ପାର୍ଶ୍ୱ କ୍ଷେତରେ ବିଛା ଯାଇଥିବା ବିଦ୍ୟୁତ୍‌ ଫାଶରେ ପଡ଼ି ୨ ନାବାଳକଙ୍କ ମୃତ୍ୟୁ ଘଟିଥିବା...

ବର୍ଷାରେ ଭିଜିଲା ମାଣ୍ଡିଆ ଫସଲ

ଭବାନୀପାଟଣା,୧୦।୧୨(ଉତ୍ତମ କୁମାର ଦାଶ)ଧାନଚାଷ ପରି ବର୍ଷାରେ ଭିଜିଯାଇଛି ମାଣ୍ଡିଆ ଫସଲ। ନଷ୍ଟ ହେବାର ଆଶଙ୍କା ଥିବାରୁ କଳାହାଣ୍ଡି ଜିଲାରେ ମାଣ୍ଡିଆ ଚାଷ କରିଥିବା ଚାଷୀ ଚିନ୍ତିତ ହୋଇପଡ଼ିଛନ୍ତି। ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଯୋଗୁ ପାହାଡିଆ ଅଞ୍ଚଳରେ ହୋଇଥିବା ଚାଷ...

ଆଦର୍ଶ ଗ୍ରାମ ହେବ ବୁଣାକାରଙ୍କ ଗାଁ ରାଉତପଡ଼ା

ଖୋର୍ଦ୍ଧା,୧୦।୧୨(ପ୍ରଭାତ ପାଣିଗ୍ରାହୀ)ଖୋର୍ଦ୍ଧା ଜିଲା ବେଗୁନିଆ ବ୍ଲକରେ ରହିଛି ରାଉତପଡ଼ା ଗ୍ରାମ। ଏହି ଗ୍ରାମର ଅଧିକାଂଶ ପରିବାର ବୁଣାକାର। ରାଉତପଡ଼ା ସେବା ସମବାୟ ସମିତି ଅଧୀନରେ ପ୍ରାୟ ୨୫୦ରୁ ଊର୍ଦ୍ଧ୍ୱ ବୁଣାକାର ରହିଛନ୍ତି। ବର୍ଷସାରା ଏଠାରେ ହସ୍ତତନ୍ତ ଲୁଗା, ଗାମୁଛା, ବାନ୍ଧେଣୀ...

ଆଗଉନି କାମ, ଆନ୍ଦୋଳନ ଚେତାବନୀ

ଖୋର୍ଦ୍ଧା, ୧୦ା୧୨(ପ୍ରଭାତ ପାଣିଗ୍ରାହୀ)ବରୁଣେଇ ପାହାଡ଼ ପାଦଦେଶରେ ପ୍ରସ୍ତାବିତ ପାଇକ ସ୍ମାରକୀ ନିର୍ମାଣ ଲାଗି ରହିଥିବା ବିବାଦ ତୁଟିବା ପରେ ଗତ ଡିସେମ୍ବରରେ ଭୂମିପୂଜା ହୋଇଥିଲା। ଇତିମଧ୍ୟରେ ଶିଳାନ୍ୟାସକୁ ୪ ବର୍ଷ ବିତିଥିବା ବେଳେ ଭୂମିପୂଜାକୁ ବର୍ଷେ ବିତିଲାଣି। ଏଯାବତ୍‌ ପ୍ରସ୍ତାବିତ...

ବାଲିଯାତ୍ରା ସଫେଇ ପାଇଁ ସଂସ୍ଥାକୁ ୩୪ ଲକ୍ଷ

କଟକ,୧୦ା୧୨(ସୁପ୍ରିୟା ପ୍ରିୟଦର୍ଶିନୀ)୯ ଦିନ ଧରି ଚାଲିଥିବା କଟକ ବାଲିଯାତ୍ରା ମଙ୍ଗଳବାର ଶେଷ ହୋଇଛି। ଇତିମଧ୍ୟରେ ୩ ଦିନ ବିତିଯାଇଥିଲେ ମଧ୍ୟ ବାଲିଯାତ୍ରା ପଡିଆରେ କୁଢ କୁଢ ଆବର୍ଜନା ଜମି ରହିଥିଲା। ଏହାକୁ ସଫା କରିବା ପାଇଁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ...

ପାଣି ନେବାକୁ ରାତି ୩ରୁ ଲମ୍ବାଧାଡ଼ି

ଚାନ୍ଦବାଲି, ୧୦।୧୨ (କିଷାନ ପାତ୍ର)ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଅଧୀନ ଉତୁକୁଡ଼ା ପଞ୍ଚାୟତର ଚକିଆସାହି ଗ୍ରାମ ଏବେବି ଅବହେଳିତ ଅବସ୍ଥାରେ ରହିଛି। ଉକ୍ତ ଗ୍ରାମକୁ ଯାତାୟାତ କରିବା ପାଇଁ ଭଲ ରାସ୍ତା ଖଣ୍ଡେ ନ ଥିବାବେଳେ ପିଇବା ପାଣି ପାଇଁ...

ଆଇଆର୍‌ସିଟିସି କର୍ମଚାରୀଙ୍କ ଅନୁଚିତ ବ୍ୟବହାର

ଯାଜପୁର,୧୨ା୧୨(ହର୍ଷବର୍ଦ୍ଧନ ବେହେରା)ରାଜ୍ୟର ବରିଷ୍ଠ ନାଗରିକମାନେ ଭାରତର ବିଭିନ୍ନ ତୀର୍ଥ ସ୍ଥାନ ବୁଲି ଆନନ୍ଦ ଅନୁଭବ କରିବା ଉଦ୍ଦେଶ୍ୟରେ ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା(ବିଏନ୍‌ଟିୱାଇୱାଇ)ହୋଇଛି। ଭୁବନେଶ୍ୱର ଯିବା ଯାଏ ଓ ଟ୍ରେନରେ ବସିବା ପର୍ଯ୍ୟନ୍ତ ଓଡ଼ିଶା ସରକାରଙ୍କ ଉଦ୍ୟମ ତୀର୍ଥଯାତ୍ରୀଙ୍କୁ ବହୁ...

କୁମ୍ଭୀର ସହ ସେଲ୍‌ଫି

କେନ୍ଦ୍ରାପଡ଼ା,୧୦ା୧୨(ଜଗନ୍ନାଥ ଧଳ)ଶୀତୁଆ ସକାଳରେ ଖରା ପୋଉଁଛି କୁମ୍ଭୀର। ଏହାର ମାତ୍ର ୩୦ ହାତ ଦୂରରେ କୁମ୍ଭୀର ସହ ସେଲ୍‌ଫି ଉଠାଉଛନ୍ତି ଏକାଧିକ ଯୁବକ। ଜୀବନକୁ ବାଜି ଲଗାଇ ଏପରି ସେଲ୍‌ଫି ନେଉଥିବା ଯୁବକମାନେ ବୋଧେ ଜାଣିନାହାନ୍ତି କୁମ୍ଭୀର କେତେ ଭୟଙ୍କର।...

ହାତୀ ପାଇଁ ପେଁକାଳି

କାମାକ୍ଷାନଗର,୯ା୧୨(ଅମଜାଦ ଖାନ)ରାତି ହେଲେ ଢାଉଁ ଢାଉଁ ବାଜୁଛି ଟିଣ। ହୁ ହୁ ହୋଇ ଜଳୁଛି ଟାୟାର ନିଆଁ। ପେଁକାଳିର ପେଁ ପାଁ ଶବ୍ଦରେ କମ୍ପୁଛି ଗାଁ ପାଖ ଧାନ ଖେତ। ହାତୀ, ବାର୍‌ହା ଆଦି ଜଙ୍ଗଲୀ ପ୍ରାଣୀଙ୍କ ମୁହଁରୁ ବର୍ଷକର...

କେନ୍ଦୁଝର ପାଲଟିଛି ଅଘୋଷିତ ହାତୀ ସଫାରି

କେନ୍ଦୁଝର,୧୦ା୧୨(ନରେଶ ଚନ୍ଦ୍ର ପଟ୍ଟନାୟକ)ହାତୀପଲ ଜଙ୍ଗଲରୁ ବାହାରି ଗାଁ ଗହଳିରେ ବୁଲୁଛନ୍ତି। ଅବାଧରେ ରାସ୍ତା ପାର ହେଉଛନ୍ତି। ଫସଲ ନଷ୍ଟ କରୁଛନ୍ତି, ଘର ଭାଙ୍ଗୁଛନ୍ତି। ଏହା କେନ୍ଦୁଝର ଜିଲାରେ ନିତିଦିନିଆ ଘଟଣା ପାଲଟିଲାଣିା ଅପରପକ୍ଷେ ହାତୀ ଘଉଡ଼ାଇବା, ରାସ୍ତାପାର ହେଲାବେଳେ ହାତୀପଲ...

ଟଙ୍କା ବ୍ୟାଗ୍‌ରେ ‘ଇନ୍ସପେକ୍ଟର ତିଓ୍ବାରୀ’

ବଲାଙ୍ଗୀର, ୧୦ା୧୨ (ବୀରେନ୍ଦ୍ର କୁମାର ଝାଙ୍କର): ମଦ ସାମ୍ରାଜ୍ୟ ଉପରେ ଆୟକର (ଆଇଟି) ବିଭାଗ ପକ୍ଷରୁ ଶନିବାର ଚତୁର୍ଥ ଦିନ ଧରି ମାରାଥନ୍‌ ଚଢ଼ାଉ ଜାରିରହିଛି। ବଲାଙ୍ଗୀର ସୁଦପଡ଼ା ମଦଭାଟିରୁ ଜବତ ଏକ ପଲିଥିନ୍‌ ପ୍ୟାକେଟ୍‌ରେ ୫ ଲକ୍ଷ ଟଙ୍କା...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri