ଆମ ଜିଲା ଖବର

ଲଘୁ ଖଣିଜ ଲୁଟକୁ ନିୟନ୍ତ୍ରଣ କରିବ ସ୍ବତନ୍ତ୍ର ସ୍କ୍ବାଡ୍‌

ବରୀ,୭ା୧୨(ମହେନ୍ଦ୍ର ସ୍ବାଇଁ): ବରୀ ଶିକ୍ଷା ମଣ୍ଡଳ ଅଧୀନ ବିଭିନ୍ନ ବିଦ୍ୟାଳୟରେ ଛାତ୍ରୀଛାତ୍ରଙ୍କୁ ପୋଷାକ ବଣ୍ଟନରେ ବିଳମ୍ବ ହେଉଛି। ଫଳରେ ଏହାକୁ ନେଇ ଅଭିଭାବକ ମହଲରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ଏହି ଶିକ୍ଷା ମଣ୍ଡଳ ଅଧୀନରେ ମୋଟ ୧୮୨ ବିଦ୍ୟାଳୟର...

ମୟୂରଭଞ୍ଜକୁ ୩ ରେଳ ପ୍ରକଳ୍ପ ଭେଟି ଦେଲେ ସରକାର

ମୟୂରଭଞ୍ଜ,୭ା୧୨: ମୟୂରଭଞ୍ଜ ବାଙ୍ଗିରିପୋଷିରେ ୩ ରେଳ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ରାଷ୍ଟ୍ରପତି ବାଙ୍ଗିରିପୋଷି-ଗୋରୁମହିଷାଣୀ, ବୁଡ଼ାମରା-ନ୍ୟୁଜାମଶୋଳା ପ୍ରକଳ୍ପ-ବାଦାମପାହାଡ଼-କେନ୍ଦୁଝରଗଡ଼ ରେଳ ଲାଇନର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ଏହି ଲାଇନ୍ ଆଦିବାସୀ ବହୁଳ ମୟୂରଭଞ୍ଜ ଓ କେନ୍ଦୁଝର ଜିଲାକୁ...

ନିଶା ବଟିକା ଦେଇ ଯୁବତୀଙ୍କୁ ବଳାତ୍କାର କଲେ ବାବାଜୀ: ବାନ୍ଧିଲା ପୋଲିସ

ରେଢାଖୋଲ, ୬।୧୨(ଅଚ୍ୟୁତାନନ୍ଦ ପୁରୋହିତ):ସମ୍ବଲପୁର ଜିଲା ରେଢ଼ାଖୋଲ ଥାନା ବୈଷ୍ଣବଝୋଲି ଗ୍ରାମରେ ୬ ମାସ ହେଲା ମଠ କରି ରହୁଥିବା ଜଣେ ବାବାଜି ଜନୈକ ଯୁବତୀଙ୍କୁ ବଳାତ୍କାର କରିଥିବା ଅଭିଯୋଗ ହୋଇଛି। ରେଢ଼ାଖୋଲ ଥାନା ପୋଲିସ ତାଙ୍କୁ ଶୁକ୍ରବାର ଗିରଫ କରିଛି।...

ଜ୍ୱାଇଁଙ୍କ ଘର ଆଗରେ ଝିଅର ଜୁଇ ଜାଳିଲେ ବାପା: ଜାଣନ୍ତୁ କାହିଁକି

ଭୋଗରାଇ, ୭l୧୨(ପ୍ରଦୀପ ଦାସ): ବିବାହିତ ଝିଅକୁ ହତ୍ୟା କରିବା ଅଭିଯୋଗରେ ଜ୍ୱାଇଁ ଗୁରୁବାର ଗିରଫ ହୋଇଛନ୍ତି। ଏଭଳିସ୍ଥିତିରେ ମୃତା ମହିଳାଙ୍କ ବାପଘର ଲୋକେ ଶୁକ୍ରବାର ତାଲାପଡ଼ିଥିବା ଜ୍ୱାଇଁଙ୍କ ଘର ସମ୍ମୁଖରେ ଝିଅର ଅନ୍ତିମ ସଂସ୍କାର କରିଛନ୍ତି। ଏଭଳି ଘଟଣା ଘଟିଛି...

ବେଆଇନ ବାଲି ଉତ୍ତୋଳନକୁ ନେଇ ଉତ୍ତେଜନା: ମେଶିନ ଛାଡ଼ି ପଳାଇଲେ ମାଫିଆ

ପାଟଣା,୭।୧୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ସାହାରପଡା ତହସିଲ ଖଡ଼ିକାପଦା ପଞ୍ଚାୟତର ଗୟଳକୁଣ୍ଡ ଗାଁ ବିରଳ ନଦୀରୁ ଶୁକ୍ରବାର ବିଳମ୍ବିତ ରାତ୍ରୀରେ ବାଲିମାଫିଆ ମାନେ ଚୋରା ବାଲି ଉତ୍ତୋଳନ କରି ଚାଲାଣ କରୁଥିବା ବେଳେ ଲୋକଙ୍କ ଘୋର ବିରୋଧର ସମ୍ମୁଖୀନ...

ଜମି ସମସ୍ୟାରେ ଛନ୍ଦିହୋଇଛନ୍ତି ୨୦ ହଜାର ଲୋକ

ଯାଜପୁର,୭ା୧୨(ହର୍ଷବର୍ଦ୍ଧନ ବେହେରା: ଯାଜପୁର ଜିଲାର ଅନ୍ୟତମ ସହର ବ୍ୟାସନଗର ତହସିଲ ସମେତ ଦାନଗଦି ଓ ସୁକିନ୍ଦା ତହସିଲ ଅଞ୍ଚଳର ୩୬ଟି ରାଜସ୍ବ ଗ୍ରାମର ପ୍ରଜା ଜମି ସମସ୍ୟାରେ ଛନ୍ଦି ହୋଇଛନ୍ତି। ଜମି ଥାଇ ବି ପ୍ରଜା ଏଠାରେ ଭୂମିହୀନ ଭଳି...

ନାମକୁ ମାତ୍ର ଗବେଷଣା କେନ୍ଦ୍ର, ନଳିତା ଚାଷରୁ ମୁହଁ ଫେରାଇ ନେଉଛନ୍ତି ଚାଷୀ

ପଟ୍ଟାମୁଣ୍ଡାଇ,୭ା୧୨( କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଅଞ୍ଚଳରେ ସରକାରୀ ପ୍ରୋତ୍ସାହନ ଅଭାବରୁ ନଳିତା ଚାଷ ପ୍ରତି ଚାଷୀ ବିମୁଖ ହେଉଛନ୍ତି। ଯେଉଁ କେତେଜଣ ଚାଷୀ ଚାଷ କରୁଛନ୍ତି ଝୋଟର ଉଚିତ ଦାମ ନ ମିଳିବାରୁ ସେମାନେ ମଧ୍ୟ ହତାସ...

ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ: ୬୩୮ ପଞ୍ଜୀକୃତ

ପାଟଣାଗଡ ୭।୧୨ (ସଚ୍ଚିଦାନନ୍ଦ ମହାକୁର) ପାଟଣାଗଡ ଏନଏସି ବ୍ରାହ୍ମପୁରସ୍ଥିତ ସୁଭଦ୍ରା ଭବନଠାରେ ବିଜ୍ଞାପିତଅଞ୍ଚଳ ପରିଷଦ ଓ ବ୍ଳକ ପ୍ରଶାସନର ମିଲିତ ଆନୁକୁଲ୍ୟରେ ଭୀମଭୋଇ ଭୀନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ବିଜ୍ଞାପିତ...

ଟୋକନ ଆସିଲା, ଧାନ ଉଠିଲାନି

ବଲାଙ୍ଗୀର,୭ା୧୨(ବୀରେନ୍ଦ୍ର କୁମାର ଝାଙ୍କର): ବଲାଙ୍ଗୀର ଜିଲାରେ ଡିସେମ୍ବର ୨ ତାରିଖରୁ ଧାନକିଣା ଆରମ୍ଭ ହେବ ବୋଲି ଜିଲା ସ୍ତରୀୟ ଧାନକ୍ରୟ କମିଟି ବୈଠକରେ ନିଷ୍ପତ୍ତି ହୋଇଥିଲା। ହେଲେ କୌଣସି ମଣ୍ଡିରେ ଚାଷୀଙ୍କ ଧାନ କିଣାଯାଇ ନ ଥିବା ଜଣାପଡିଛି। ମଣ୍ଡି...

ନୀଳଗିରିରେ ପଶିଲେ ୫୫ ଟିକିଆ ହାତୀପଲ: ବନାଞ୍ଚଳବାସୀ ଆତଙ୍କିତ

ନୀଳଗିରି, ୭।୧୨(ପ୍ରଶାନ୍ତ କୁମାର ବିଶ୍ବାଳ): ବାଲେଶ୍ୱର ଜିଲା ନୀଳଗିରିକୁ ପ୍ରବେଶ କଲେ ୫୫ ଟିକିଆ ଝାଡଖଣ୍ଡୀ ହାତୀପଲ। ଝାଡଖଣ୍ଡୀ ଦଲମା ଜଙ୍ଗଲରୁ ଗତ ୨୦୧୦ ମସିହାରୁ ଚିରାଚରିତ ଭାବେ ଗୋଟିଏ ରାସ୍ତାରେ ନୀଳଗିରିକୁ ଏହି ହାତୀ ପଲ ଆସୁଛନ୍ତି। ପ୍ରତିବର୍ଷ...

ଧାନ ବିକ୍ରି ପାଇଁ ଟୋକନ୍‌ ତାରିଖରେ ବିଳମ୍ବ

ଭବାନୀପାଟଣା,୭ା୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଚଳିତ ଖରିଫ ଋତୁ ପାଇଁ ନଭେମ୍ବର ୨୯ରେ ଖୋଲିଛି ଧାନ ମଣ୍ଡି। ହେଲେ ଏବେଯାଏ ଆରମ୍ଭ ହୋଇପାରିନି ଧାନ ସଂଗ୍ରହ ପ୍ରକ୍ରିୟା। ଚଳିତବର୍ଷ ପ୍ରଥମଥର ପାଇଁ ଚାଷୀ କୁଇଣ୍ଟାଲ ୩୧୦୦ ଟଙ୍କାରେ ନିଜ...

ଛତିଶଗଡ଼ ଢାଞ୍ଚାରେ ଧାନ କିଣିବାକୁ ଚାଷୀଙ୍କ ଦାବି

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ଓଡ଼ିଶା-ଛତିଶଗଡ ରାଜ୍ୟର ଧାନ ସଂଗ୍ରହ ପ୍ରକ୍ରିୟା ତଥା ବିକ୍ରି ବ୍ୟବସ୍ଥା ମଧ୍ୟରେ ଆକାଶ ପାତାଳ ଫରକ ରହିଛି ବୋଲି ବରଗଡ଼ର ଚାଷୀ ସଙ୍ଗଠନ ଜୟ କିଷାନ ଆନ୍ଦୋଳନ ମତବ୍ୟକ୍ତ କରିଛି। ଉକ୍ତ ସଙ୍ଗଠନର ଏକ ପ୍ରତିନିଧି ଦଳ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri