ଆମ ଜିଲା ଖବର

ମହୁମାଛି ଆକ୍ରମଣରେ ୩ ଗୁରୁତର

ଘସିପୁରା,୩ା୧୨(ନିରଞ୍ଜନ ସାହୁ): ମହୁମାଛି ଆକ୍ରମଣରେ ଭିନ୍ନ ଭିନ୍ନ ସ୍ଥାନରେ ୩ ଜଣ ଗୁରୁତର ହୋଇ ଆନନ୍ଦପୁର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଥିବା ସୂଚନା ମିଳିଛି। ତେବେ ସେମାନଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର ଥିବା ଜଣାପଡ଼ିଛି। ଘସିପୁରା ବ୍ଲକ ଖାଳିଆମେଣ୍ଟା ଗ୍ରାମର ପୂର୍ଣ୍ଣଚନ୍ଦ୍ର...

ପାଟ୍ରୋଲିଂ ଇନ୍‌ଚାର୍ଜଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ

କେନ୍ଦୁଝର,୩ା୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଶନିବାର ସକାଳେ ଘଟଗାଁ ଥାନା ବାଲିଯୋଡ଼ି ଗ୍ରାମ ନିକଟରେ ଏନ୍‌ଏନ୍‌ ୨୦ରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୮ ଜଣଙ୍କ ମୃତ୍ୟୁ ଘଟଣାରେ ମୋଟରଯାନ ବିଭାଗ ପକ୍ଷରୁ ଏତଲା ପରେ ଘଟଗାଁ ଥାନା ପୋଲିସ ଏନ୍‌ଏଚ୍‌ଏଆଇର ପ୍ରକଳ୍ପ...

ଧାନଖଳା ଜଗିଥିବା ବେଳେ ଜଣଙ୍କୁ ଦଳିଦେଲା ହାତୀ

କେନ୍ଦୁଝର,୩ା୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ବାଂଶପାଳ ବ୍ଲକ ଅନ୍ତର୍ଗତ ଭେଜିଡିଡି ଗ୍ରାମରେ ଧାନଖଳା ଜଗିଥିବା ବେଳେ ଶନିବାର ବିଳମ୍ବିତ ରାତିରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଛି। ତାଙ୍କ ନାମ ବନମାଳୀ ମୁଣ୍ଡା(୪୭) ଏବଂ ତାଙ୍କ ଘର ସୁଡ଼ଙ୍ଗ ଗ୍ରାମ ଜାମୁଡିହି ସାହିରେ...

୩୦ ଫୁଟ ଉଚ୍ଚରୁ ଡେଇଁ ଆତ୍ମହତ୍ୟା କଲେ ପ୍ଲାଣ୍ଟ ଶିଫ୍ଟ ଇନ୍‌ଚାର୍ଜ

ବଡ଼ବିଲ,୩ା୧୨(ଦେବପ୍ରିୟ ରଣା): କେନ୍ଦୁଝର ଜିଲା ରୁଗୁଡ଼ିଥାନା ଅନ୍ତର୍ଗତ ଲୋଇଡ଼ାପଦାସ୍ଥିତ ଏକ ପ୍ଲାଣ୍ଟର ସିଫ୍ଟ ଇନ୍‌ଚାର୍ଜ ୩୦ ଫୁଟ ଉଚ୍ଚରୁ ଡେଇଁ ଆତ୍ମହତ୍ୟା କରିଥିବା କୁହାଯାଉଛି। ମୃତକ ଜଣକ ହେଲେ କେନ୍ଦ୍ରାପଡ଼ା ଜିଲା ଆଳି ଥାନାଞ୍ଚଳର ସୁକାନ୍ତ ଦାସ(୩୦)। ସୂଚନାନୁଯାୟୀ, ଶନିବାର...

ବିଜେଡି ବୈଠକରେ କଂଗ୍ରେସ ନେତା ଆକ୍ରୋଶର ଶିକାର

ପାଟଣା,୩ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୁଖ୍ୟାଳୟ ଜିଏନ୍‌ ହାଇସ୍କୁଲ ସମ୍ମୁଖରେ ରବିବାର ପାଟଣା ନିର୍ବାଚନ ମଣ୍ଡଳୀସ୍ତରୀୟ ଏକ କର୍ମୀ ସମ୍ମିଳନୀ ରାସ୍ତାକଡ଼ରେ ଚାଲିଥିବା ବେଳେ ଅସ୍ବାଭାବିକ ପରିସ୍ଥିତି ଉପୁଜିଥିଲା। ବୈଠକ ଚାଲିଥିବା ବେଳେ ହଠାତ୍‌ ପାଟଣା ବ୍ଲକର...

ପୋଖରୀରେ ଫସିରହିଛି ହାତୀ

ସବଡେଗା,୩ା୧୨(ଅନନ୍ତ ପଟେଲ): ସୁନ୍ଦରଗଡ଼ ଜିଲା ସବଡେଗା ବ୍ଲକର ଡମକୁଡା ପଞ୍ଚାୟତର ଭଦ୍ରାପଡ଼ା ଗାଁମୁଣ୍ଡ ଜଙ୍ଗଲ ପାଖେ ଥିବା ଛୋଟ ପୋଖରୀରେ ଶନିବାର ରାତିରୁ ଏକ ହାତୀ ପଶିଯାଇ ବାହାରକୁ ବାହାରି ନ ପାରି ପୋଖରୀରେ ଫସି ରହିଛି। ଆଜି ସକାଳେ...

କୋରାପୁଟରେ ଭାଲୁ ଆକ୍ରମଣ ଜଣେ ଗୁରୁତର 

କୋରାପୁଟ,୩।୧୨(ଅମିତାଭ ବେହେରା): କୋରାପୁଟ ବ୍ଲକର ମହାଦେଇପୁଟ ପଞ୍ଚଯାତର ରଙ୍ଗେଇଗୁଡା ଗ୍ରାମ ନିକଟରେ ଭାଲୁ ଆକ୍ରମଣରେ ଜଣେ ଯୁବକ ଗୁରୁତର ହୋଇଛନ୍ତି। ସେ ହେଲେ ଜିତେନ୍ଦ୍ର କୁମାର ସିଂ (୨୭)। ଜିତେନ୍ଦ୍ରଙ୍କୁ କୋରାପୁଟ ମେଡିକାଲ କଲେଜରେ ଭର୍ତ୍ତି କରାଯାଇଛି। ସେ ଶନିବାର...

ନିଶ୍ଚିନ୍ତକୋଇଲି ପୋଲିସର ଏନ୍‌କାଉଣ୍ଟର: ଦୁର୍ଦ୍ଦାନ୍ତ ଅପରାଧୀ ସୁଶାନ୍ତ ସାହୁ ଆହତ

ନିଶ୍ଚିନ୍ତକୋଇଲି, ୩।୧୨(ଅଶୋକ କୁମାର ମହାପାତ୍ର): କଟକ ଜିଲା ନିଶ୍ଚିନ୍ତକୋଇଲି ପୋଲିସ ଶନିବାର ବିଳମ୍ବିତ ରାତିରେ ଦୁର୍ଦ୍ଦାନ୍ତ ଅପରାଧୀ ସୁଶାନ୍ତ ସାହୁ(ଲିପୁ)ଙ୍କୁ ଏନକାଉଣ୍ଟର କରିଛି। ତାଙ୍କ ବାମ ଗୋଡରେ ଗୁଳି ବାଜିଛି। ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ କଟକ ବଡ଼ ମେଡିକାଲକୁ...

କାର୍ଯ୍ୟାଳୟରେ ତାଲା, ଅନୁକମ୍ପା ରାଶି ନ ପାଇ ଫେରିଲେ ମତ୍ସ୍ୟଜୀବୀ

ଅସ୍ତରଙ୍ଗ,୩।୧୨(ମମତା ଜେନା)ବର୍ତ୍ତମାନ ଅଲିଭ ରିଡ୍‌ଲେ କଇଁଛଙ୍କ ପ୍ରଜନନ ସମୟ ଚାଲିଛି। ସେଥିପାଇଁ ସରକାରଙ୍କ ପକ୍ଷରୁ ସମୁଦ୍ରରୁ ମାଛ ମାରିବା ନିଷେଦ୍ଧ କରାଯାଇଛି। ଏହି ସମୟ ଭିତରେ ପାରମ୍ପରିକ ମତ୍ସ୍ୟଜୀବୀଙ୍କୁ କିଛି ଅନୁକମ୍ପା ମୂଳକ ସହାୟତା ରାଶି ଯୋଗାଇଦେବାକୁ ସରକାର ବିଧିବଧ...

ମଣ୍ଡି ଖୋଲିନି, ଧାନ ବ୍ୟବସାୟୀ ସକ୍ରିୟ

ସୋନପୁର,୩।୧୨(ମୃତ୍ୟୁଞ୍ଜୟ ଶତପଥୀ)ଅଧିକ ଧାନ ଉତ୍ପାଦନ ପାଇଁ ପ୍ରସିଦ୍ଧି ଥିବା ସୁବର୍ଣ୍ଣପୁର ଜିଲାରେ ଖରିଫ ଧାନ ପ୍ରାୟତଃ ୭୦ ପ୍ରତିଶତ ଅମଳ ହୋଇ ସାରିଲାଣି। ହୀରାକୁଦ କେନାଲ ପାଣି ଦ୍ୱାରା ଜଳସେଚିତ ଜିଲାର ଡୁଙ୍ଗୁୁରିପାଲି, ବିନିକା ବ୍ଲକରେ ଧାନ ଅମଳ ସରି...

ସୁଆଁ ଚାଷ କରି ଦୃଷ୍ଟାନ୍ତ ସାଜିଛନ୍ତି ସରିତା

ସୁନ୍ଦରଗଡ,୩ା୧୨(ଜୟ ନାରାୟଣ ମେଣ୍ଡୁଳି)ଆବହମାନ କାଳରୁ ପୁଷ୍ଟିଶସ୍ୟ ବା ମିଲେଟ୍ସ ମଣିଷ ସଭ୍ୟତାର ମୁଖ୍ୟ ଓ ପ୍ରଥମ ଖାଦ୍ୟ ଥିଲା। ପ୍ରାମାଣିକ ତଥ୍ୟ ଅନୁସାରେ ମିଲେଟ୍ସ ଚାଷ ଧାନ ଚାଷଠାରୁ ମଧ୍ୟ ପ୍ରାଚୀନ। ସମୟର ପରିବର୍ତ୍ତନ ସଙ୍ଗେ ସଙ୍ଗେ ପରିବର୍ତ୍ତନ ହେଲା...

ଉଦ୍‌ଘାଟନ ସରିଛି, କାର୍ଯ୍ୟକାରୀ ହେଉନି

ସମ୍ବଲପୁର,୩ା୧୨ (ଭବାନୀ ଶଙ୍କର ଭୋଇ)ରାସ୍ତାଘାଟରେ ବଜାର ବସିବା କାରଣରୁ ସମ୍ବଲପୁରର ସର୍ବପୁରାତନ ଗୋଳବଜାର ସଙ୍କୁଚିତ ହୋଇଯାଇଛି। ଏଥିପାଇଁ ଟ୍ରାଫିକ ସମସ୍ୟା ଏଠାକାର ନିତିଦିନିଆ ସମସ୍ୟା ଭାବେ ଉଭା ହୋଇଥାଏ। ଏହାକୁ ଦୃଷ୍ଟିରେ ରଖି ମହାନଗର ନିଗମ ପକ୍ଷରୁ ପୁରୁଣା ଗୋଲବଜାର...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri