ଆମ ଜିଲା ଖବର

ନୂଆପଡ଼ାରେ ପୁଣି ବାଘ ଆତଙ୍କ

ନୂଆପଡ଼ା,୩୦।୧୧(ମକାରୁ ବେମାଲ): ନୂଆପଡା ଜିଲାରେ କିଛି ଦିନ ବ୍ୟବଧାନରେ ପୁଣି ଗୁରୁବାର କୁକୁରାତାଳ ଗାଁରେ ପୁଣି ବାଘ ଆତଙ୍କ ଦେଖାଦେଇଛି। ଜିଲାର ସୁନାବେଡା ଅଭୟାରଣ୍ୟ ନିକଟ ମୁସରଙ୍ଗୀ ସଂରକ୍ଷିତ ଜଙ୍ଗଲ ହୁର୍ରାବାଡା ଡଙ୍ଗର ପଥର ଚଟାଣ ଉପରେ ବାଘ ବସିଥିବା...

କାର୍‌-ଟ୍ରକ୍‌ ମୁହାଁମୁହିଁ ଧକ୍କା: ଚାଲିଗଲା ଦୁଇ ସାଙ୍ଗଙ୍କ ଜୀବନ

କେନ୍ଦୁଝର,୩୦ା୧୧(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ପଣ୍ତାପଡ଼ା ଥାନା ଅନ୍ତର୍ଗତ ଉଚୁକାବେଡ଼ା-ରାମଚନ୍ଦ୍ରପୁର ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ କାର୍‌ ଓ ୧୪ ଚକିଆ ଟ୍ରକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ଫଳରେ ଦୁଇ ସାଙ୍ଗଙ୍କ ଜୀବନ ଚାଲିଯାଇଛି।...

ଏନ୍‌ଏସି ଉପନିର୍ବାଚନ: ବାଜି ମାରିଲା ବିଜେଡି

ଜି ଉଦୟଗିରି ୩୦।୧୧(ଶିଶିର ପଟ୍ଟନାୟକ): ଜି ଉଦୟଗିରି ଏନ୍‌ଏସି ଅଧ୍ୟକ୍ଷ ଉପ-ନିର୍ବାଚନ ଭୋଟ ଗଣତି ଫଳାଫଳ ଗୁରୁବାର ଘୋଷଣା ହୋଇଛି । ବିଜୁ ଜନତା ଦଳର(ବିଜେଡି) ପ୍ରାର୍ଥୀନୀ ଦେବସ୍ମିତା ଶତପଥୀ ବିଜୟୀ ହୋଇଥିବା ନିର୍ବାଚନ ଅଧିକାରୀ ରଞ୍ଜନ କୁମାର ସାହୁ...

ମାର୍ଗଶୀର ପ୍ରଥମ ଗୁରୁବାରରେ ନବରଙ୍ଗପୁରକୁ ଲକ୍ଷ୍ମୀ ବସ୍ ଯୋଜନାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୩୦।୧୧: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ନବରଙ୍ଗପୁର ଜିଲ୍ଲାରେ ଲକ୍ଷ୍ମୀ ବସ୍ ଯୋଜନାର ଶୁଭାରମ୍ଭ କରିଛନ୍ତି। ଏହି ଯୋଜନା ପ୍ରଥମେ ମାଲକାନଗିରିରେ ଆରମ୍ଭ ହୋଇଥିଲା। ଏଥିରେ ପଞ୍ଚାୟତରୁ ବ୍ଲକକୁ ବସ୍ ଚଳାଚଳର ସୁବିଧା କରାଯାଇଛି। ସାରା ରାଜ୍ୟରେ ୧୦୦୦ରୁ...

ଜଙ୍ଗଲୀ ଫଳ ଖାଇ ୧୨ ଶିଶୁ ଗୁରୁତର

ମାଲକାନଗିର,୩୦।୧୧: (ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ସଦର ବ୍ଲକ ଝରାପାଲ୍ଲୀ ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ତେଲିମେଟା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଗାଁର ୧୨ଜଣ ଶିଶୁ ଜଙ୍ଗଲୀ ଜଡା ଫଳ ଖାଇ ଗୁରୁତର ହୋଇଯାଇଛନ୍ତି ା ଗୁରୁତର ଶିଶୁଙ୍କୁ...

ଜି ଉଦୟଗିରି ଏନଏସି ଉପ ନିର୍ବାଚନରେ ବିଜେଡି ପ୍ରାର୍ଥୀନୀ ବିଜୟୀ

ଜି ଉଦୟଗିରି, ୩୦।୧୧(ଶିଶିର ପଟ୍ଟନାୟକ ) ଜି ଉଦୟଗିରି ଏନଏସି ଅଧ୍ୟକ୍ଷ ଉପ ନିର୍ବାଚନରେ ଗୁରୁବାର ଭୋଟ ଗଣତି ଫଳାଫଳ ଘୋଷଣା ହୋଇଛି । ନିର୍ବାଚନରେ ବିଜୁ ଜନତା ଦଳର ପ୍ରାର୍ଥୀନୀ ବିଜୟୀ ହୋଇଥିବା ନିର୍ବାଚନ ଅଧିକାରୀ ରଞ୍ଜନ କୁମାର...

ଟାଟା ପାୱାରର ଦାୟିତ୍ୱହୀନତା : ବିଦ୍ୟୁତ ଆଘାତରେ ବ୍ୟବସାୟୀ ଆହତ

ପୁରୁଷୋତ୍ତମପୁର,୩୦।୧୧(ସିମାଞ୍ଚଳ ମିଶ୍ର) ଟାଟାପାୱାର ବିଦ୍ୟୁତ ବିତରଣ ଦାୟିତ୍ୱ ନେବାପରଠାରୁ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ବାରମ୍ବାର ବିଦ୍ୟୁତ ବିଭ୍ରାଟ ଲାଗିରହିଛ। ବିଦ୍ୟୁତ ମରାମତି ନାମରେ ଟାଟାପାୱାର ଦିନତମାମ ଲାଇନ କାଟି ଲୋକଙ୍କୁ ହନ୍ତସନ୍ତ କରିବାରେ ଲାଗିଥିବା ବେଳେ ମରାମତିର କୌଣସି...

ଜଗନ୍ନାଥ ସଡ଼କକୁ ଜାତୀୟ ରାଜପଥ ମାନ୍ୟତା ଦାବି

ପୁରୀ,୩୦ା୧୧(ଅଜିତ ମହାନ୍ତି): ଜଗନ୍ନାଥ ସଡ଼କକୁ ଜାତୀୟ ରାଜପଥ ମାନ୍ୟତା ଦାବିରେ ସାମାଜିକ ଅନୁଷ୍ଠାନ ‘ପ୍ରୟାସ’ ପକ୍ଷରୁ ଜାତୀୟ ରାଜପଥ ଆଞ୍ଚଳିକ ମୁଖ୍ୟ ବୀରେନ୍ଦ୍ର ସିଂହଙ୍କୁ ଭେଟି ଏକ ଦାବିପତ୍ର ଦିଆଯାଇଛି। ଦାବିପତ୍ରରେ ଉଲ୍ଲେଖ ହୋଇଛି ଯେ, ପୁରୀକୁ ଦକ୍ଷିଣ ଓଡ଼ିଶା...

ତୁଟୁନି ଟୋକନ ସମସ୍ୟା, ବଢୁଛି ଅସନ୍ତୋଷ

ବରଗଡ଼,୩୦।୧୧(ପ୍ରେମାନନ୍ଦ ଖମାରୀ)ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାକୁ ବୁଧବାର ୯ଦିନ ପୂରିଛି। ତେବେ ଅନ୍ୟ ଥର ଭଳି ଏଥର ମଧ୍ୟ ଜିଲାର ଅନେକ ଚାଷୀ ଟୋକନ ସମସ୍ୟାରେ ଛନ୍ଦି ହୋଇ ପଡ଼ିଛନ୍ତି। ଧାନ ଅମଳ ସାରିଥିଲେ ସୁଦ୍ଧା ମିଳିଥିବା...

ସଜେଇ ହେଉଛି ମୁକ୍ତାକାଶ ରଙ୍ଗମଞ୍ଚ

କୋଣାର୍କ, ୩୦ା୧୧(ଜ୍ୟୋତିରାଜ ମହାନ୍ତି): ବିଶ୍ବ ଐତିହ୍ୟ ପର୍ଯ୍ୟଟନସ୍ଥଳୀ କୋଣାର୍କ ସୂର୍ଯ୍ୟମନ୍ଦିର ପାଦଦେଶରେ ମୁକ୍ତାକାଶ ରଙ୍ଗମଞ୍ଚ ପରିସରରେ ଡିସେମ୍ବର ୧ରୁ ୫ତାରିଖ ପର୍ଯ୍ୟନ୍ତ ୩୪ତମ କୋଣାର୍କ ଉତ୍ସବ ଏବଂ ପୁରାଣ ପ୍ରସିଦ୍ଧ ଚନ୍ଦ୍ରଭାଗା ବେଳାଭୂମିରେ ବିଶିଷ୍ଟ ବାଲୁକା ଶିଳ୍ପୀମାନଙ୍କୁ ନେଇ ୧୩ତମ...

ବାଲିଯାତ୍ରାରେ ‘ଜୀ ସାର୍ଥକ’ କଳାକାରଙ୍କୁ ଭେଟିବେ ଦର୍ଶକ

ଭୁବନେଶ୍ୱର,୩୦ା୧୧(ଅନୁରାଧା ମହାରଣା): ବିଶ୍ୱପ୍ରସିଦ୍ଧ କଟକ ବାଲିଯାତ୍ରାରେ ଘରୋଇ ମନୋରଞ୍ଜନ ଚ୍ୟାନେଲ ‘ଜୀ ସାର୍ଥକ’ ପକ୍ଷରୁ ଏକ ଷ୍ଟଲ ଖୋଲାଯାଇଛି। ଏହି ଷ୍ଟଲରେ ଜୀ ସାର୍ଥକ ଦର୍ଶକଙ୍କ ଭରପୁର ମନୋରଞ୍ଜନ କରିବା ସହ ଛୋଟ ଛୋଟ ପ୍ରତିଯୋଗିତା ମାଧ୍ୟମରେ ଆକର୍ଷଣୀୟ ପୁରସ୍କାର...

କୃଷି ଯୋଜନାରୁ ଫାଇଦା ନେବେ ଶିଳ୍ପପତି

ଯାଜପୁର,୩୦ା୧୧(ହର୍ଷବର୍ଦ୍ଧନ ବେହେରା) : ଦୀର୍ଘ ଦୁଇ ଦଶନ୍ଧି ସମୟର ଅପେକ୍ଷା ପରେ ପ୍ରଧାନମନ୍ତ୍ରୀ କୃଷି ସେଚ ଯୋଜନାରେ ଶେଷ ହେବାକୁ ଯାଉଥିବା କାନପୁର ଜଳସେଚନ ପ୍ରକଳ୍ପରେ ବଳକା ପାଣି ନାହିଁ। ରାଜ୍ୟ ସରକାରଙ୍କ ଜଳ ସମ୍ପଦ ବିଭାଗ ଦ୍ୱାରା ଗଠିତ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri