ଆମ ଜିଲା ଖବର

କେନ୍ଦ୍ରୀୟ ବିଦ୍ୟାଳୟକୁ ରାସ୍ତା ନାହିଁ

ଡେରାବିଶ,୩୦ା୧୧(ବେବର୍ତ୍ତା ଅଜୟ ଦାସ)କେନ୍ଦ୍ରାପଡ଼ା କେନ୍ଦ୍ରୀୟ ବିଦ୍ୟାଳୟକୁ ରାସ୍ତା ନାହିଁ। ଦୁର୍ଦ୍ଦଶା ଭୋଗୁଛନ୍ତି ଛାତ୍ରୀଛାତ୍ର। ଶିକ୍ଷାର ସମୃଦ୍ଧି ପାଇଁ କେନ୍ଦ୍ର ସରକାରଙ୍କ ପକ୍ଷରୁ କେନ୍ଦ୍ରାପଡ଼ା ଜିଲା ଅନ୍ତର୍ଗତ ଡେରାବିଶ ବ୍ଲକ ବାରିମୂଳଠାରେ ୨୦୧୦ରେ ପ୍ରତିଷ୍ଠା ହୋଇଛି କେନ୍ଦ୍ରୀୟ ବିଦ୍ୟାଳୟ। ୫ ଏକର...

ସୌନ୍ଦର୍ଯ୍ୟ ହରାଉଛି ଜାଗାମିଶନ ଗୃହ,ପାର୍କ

ଖଣ୍ଡପଡ଼ା,୩୦ା୧୧(ଅଜୟ କୁମାର ମହାରଣା)ରାଜ୍ୟ ସରକାରଙ୍କ ନଗର ଉନ୍ନୟନ ବିଭାଗ ପକ୍ଷରୁ ଖଣ୍ଡପଡ଼ା ସହରାଞ୍ଚଳ ପାରିପାର୍ଶ୍ୱିକ ଉନ୍ନତିକରଣ ନିମନ୍ତେ ବିଭିନ୍ନ ଯୋଜନାରେ ଅନେକ କୋଟି ଟଙ୍କା ବ୍ୟୟ କରାଯାଉଛି ା ତେବେ ଅନୁଦାନ ଅର୍ଥରେ ନିର୍ମିତ ପ୍ରକଳ୍ପଗୁଡ଼ିକର ସୁରକ୍ଷା ଓ ରକ୍ଷଣାବେକ୍ଷଣ...

ମୁଣ୍ଡଳମୁଣି ପାହାଡ଼ରେ ବେଆଇନ ଖନନ

ନୟାଗଡ଼,୩୦।୧୧(ଲୋକନାଥ ମିଶ୍ର)ନୟାଗଡ଼ ବ୍ଲକ୍‌ ନୋତ୍ତରସ୍ଥିତ ଆଦର୍ଶ ବିଦ୍ୟାଳୟଠାରୁ ୨୦୦ ମିଟର ଦୂର ମୁଣ୍ଡଳମୁଣି ପାହାଡ଼ରେ ଚାଲିଛି ବେଆଇନ ବ୍ଲାଷ୍ଟିଂ। ଜଣେ ଜିଲା ପରିଷଦ ସଭ୍ୟ ଓ ପୂର୍ବତନ ବ୍ଲକ ଅଧ୍ୟକ୍ଷାଙ୍କ ସ୍ବାମୀଙ୍କ ସହାୟତାରେ ଏହି ବ୍ଲାଷ୍ଟିଂ ଚାଲିଛି। ନୟାଗଡ଼ ତହସିଲ...

ସୁଡ଼ଙ୍ଗ ଭିତର ଅନୁଭୂତି ବଖାଣିଲେ ଓଡ଼ିଆ ଶ୍ରମିକ: କହିଲେ ‘ମୁଢ଼ି ବଞ୍ଚାଇଥିଲା ୧୦ ଦିନ’

ବାରିପଦା(ନୀଳାଦ୍ରି ବିହାରୀ ଦଣ୍ଡପାଟ)/ ବାଙ୍ଗିରିପୋଷି(ସଞ୍ଜୟ ଅଗ୍ରଓ୍ବାଲ),୩୦ା୧୧: ଓଡ଼ିଆ ଶ୍ରମିକ ଧୀରେନ ନାଏକ ଓ ଅନ୍ୟ ୪ ଓଡ଼ିଆଙ୍କ ସମେତ ମୋଟ ୪୧ ଶ୍ରମିକ ସୁଡ଼ଙ୍ଗ ଭିତରୁ ବାହାରକୁ ବାହାରିବା ପରେ ପୁନର୍ଜନ୍ମ ପାଇଥିବା ଅନୁଭବ କରିଛନ୍ତି। ବାହାରର ଆଲୋକ ଦେଖିବା...

ବନ୍ଧୁକ ଦେଖାଇ ସୁନା ଦୋକାନୀଙ୍କ ଘରୁ ଲୁଟ

ହାଟଡିହୀ,୨୯।୧୧(ଶୁଭକାନ୍ତ ନାୟକ) କେନ୍ଦୁଝର ଜିଲା ନନ୍ଦିପଦା ଥାନା ଅଞ୍ଚଳରେ ଜଣେ ସୁନା ଦୋକାନୀ ଙ୍କ ଘରୁ ମଙ୍ଗଳବାର ବିଳମ୍ବିତ ରାତିରେ ଲୁଟପାଟ ହୋଇଛି। ଥାନା ଅଧୀନ ଟୁକୁଣା ଗ୍ରାମର ପବିତ୍ର ଦାସଙ୍କ ଘରୁ ଲୁଟପାଟ ହୋଇଥିବା ଜଣାପଡିଛି। ପବିତ୍ରଙ୍କ ଛେନାପଦି...

ଶ୍ରୀଜିଉଙ୍କ ବନକଲାଗି ନୀତି: ୪ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ

ପୁରୀ ,୨୯।୧୧: ବୁଧବାର ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ବନକଲାଗି ନୀତି । ଦତ୍ତମହାପାତ୍ର ସେବାୟତ ଶ୍ରୀମୁଖ ଶୃଙ୍ଖାର କରିବେ । ଏ ନେଇ ସା ୫ଟାରୁ ରାତି ୯ଟା ପର୍ଯ୍ୟନ୍ତ ୪ଘଣ୍ଟା ଧରି ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଏହା...

ଆଜି ଜଗତ୍‌ସିଂହପୁର ପୌର ପରିଷଦ ୬ନଂ. ୱାର୍ଡ ଉପନିର୍ବାଚନ

ଜଗତ୍‌ସିଂହପୁର, ୨୯।୧୧(ପ୍ରମୋଦ କୁମାର ନାୟକ): ଜଗତ୍‌ସିଂହପୁର ପୌର ପରିଷଦ ଅନ୍ତର୍ଗତ ୬ନଂ. ୱାର୍ଡରେ ବୁଧବାର ଉପନିର୍ବାଚନ ଅନୁଷ୍ଠିତ ହେବ। ସୁଜଙ୍ଗସ୍ଥିତ ପ୍ରାଥମିକ ବିଦ୍ୟାଳୟ ପରିସର ୧ନଂ. ବୁଥ୍‌ରେ ସକାଳ ୮ରୁ ଅପରାହ୍ନ ୫ଟା ପର୍ଯ୍ୟନ୍ତ ମତଦାନ ଚାଲିବ। ଏନେଇ ମଙ୍ଗଳବାର...

ନଦୀ ପାଉଛି ଡ୍ରେନେଜ୍‌ର ଆଖ୍ୟା

ଯାଜପୁର,୨୯।୧୧(ହର୍ଷବର୍ଦ୍ଧନ ବେହେରା): ରାଜ୍ୟର ସମସ୍ତ ନଦୀ ଡ୍ରେନେଜ୍‌ର ଆଖ୍ୟା ନ ପାଉ। ଅଧିକାଂଶ ନଦୀ ଜଳ ଗୁରୁତର ଭାବେ ପ୍ରଦୂଷିତ ହେଉଥିବାରୁ ଓଡ଼ିଶା ନଦୀ ସୁରକ୍ଷା ସମିତି ପକ୍ଷରୁ ରାଜ୍ୟପାଳଙ୍କ ନିକଟରେ ଏଭଳି ଦାବି କରାଯାଇଛି। ଏହାସହ ସମସ୍ତ ଶୁଖିଲା...

ରାଜପଥ ସମ୍ପ୍ରସାରଣ ଶେଷ ଅନିଶ୍ଚିତତାରେ

ଢେଙ୍କାନାଳ,୨୯।୧୧(ରତନ ନାୟାର): ଢେଙ୍କାନାଳ ଜିଲା କାର୍ଯ୍ୟାଳୟ ସଦ୍‌ଭାବନା ଗୃହରେ ଜିଲାସ୍ତରୀୟ ସଂସଦୀୟ କ୍ଷେତ୍ର ସଡ଼କ ସୁରକ୍ଷା କମିଟି ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଏମ୍‌ପି ମହେଶ ସାହୁ ଅଧ୍ୟକ୍ଷତା କରିବା ସହ ୫୫ନଂ ଜାତୀୟ ରାଜପଥ ସମ୍ପ୍ରସାରଣ କାର୍ଯ୍ୟ...

ଦର ଅଧିକରୁ ମଟନ ବ୍ୟବସାୟ ମାନ୍ଦା

ବ୍ରହ୍ମପୁର,୨୯।୧୧(ତନୁଶ୍ରୀ ନାହାକ): ଧର୍ମ ମାସ କାର୍ତ୍ତିକ ସରିଛି। ମାସେ ହେଲା ରେଶମ ସହରର ଆମିଷ ବଜାର ମାନ୍ଦା ଥିବାବେଳେ ମଙ୍ଗଳବାର ଛାଡ଼ଖାଇ ପାଇଁ ଚଳଚଞ୍ଚଳ ହୋଇ ଉଠିଛି। ମାସେ ହେଲା ହାତ ବାନ୍ଧି ବସିଥିବା ବେପାରୀମାନେ ଛାଡ଼ଖାଇରେ ଆମିଷ ଦର...

ଅମଳ ବେଳେ ଉଜାଡ଼ୁଛନ୍ତି ହାତୀପଲ

ଢେଙ୍କିକୋଟ, ୨୯।୧୧(ନୀଳମଣି ମଣ୍ଡଳ): କେନ୍ଦୁଝର ଜିଲା ଘଟଗାଁ ରେଞ୍ଜ୍‌ର ଦେଓବନ୍ଧ ଫରେଷ୍ଟ ସେକ୍ସନ ସାନ୍ତରାପୁର ପଞ୍ଚାୟତର ଛତିଆ ଗ୍ରାମ ହୁଡ଼ି ସାହିରେ ସୋମବାର ସାଠାରୁ ରାତି ୪ଟା ପର୍ଯ୍ୟନ୍ତ ହାତୀପଲ ଗ୍ରାମବାସୀଙ୍କ କ୍ଷେତରେ ପଶି ପାଚିଲା ଧାନ ଖାଇବା ସହ...

କଞ୍ଚା କଦଳୀରେ ମାଛର ସ୍ବାଦ

କେନ୍ଦ୍ରାପଡ଼ା, ୨୯।୧୧ (ଜଗନ୍ନାଥ ଧଳ): କଞ୍ଚା କଦଳୀରେ ମାଛ, ପନିରରେ ଅଣ୍ଡା, ସୋୟାବଢ଼ିରେ ମଟନ, ଚିକେନର ସ୍ବାଦକୁ କେନ୍ଦ୍ରାପଡ଼ା ସହରବାସୀ ମଙ୍ଗଳବାର ଚାଖିଛନ୍ତି। ଏପରି ନିରାମିଷ ପଦାର୍ଥରେ ଆମିଷର ସ୍ବାଦ କିପରି ଆସୁଛି, ତାହାର ରୋଷେଇ କଳାକୁ କିଛି ବ୍ୟକ୍ତି...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri