ଆମ ଜିଲା ଖବର

ଜାନୁୟାରୀ ୧୫ରୁ ବରଗଡ଼ ଧନୁଯାତ୍ରା

ବରଗଡ଼,୨୨ା୧୧(ପ୍ରେମାନନ୍ଦ ଖମାରୀ): ବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆସନ୍ତା ୨୦୨୪ ଜାନୁୟାରୀ ୧୫ରୁ ଆରମ୍ଭ ହେବ । ଦୀର୍ଘ ୧୧ ଦିନ ବ୍ୟାପୀ ଜାନୁୟାରୀ ୨୫ ପର୍ଯ୍ୟନ୍ତ ଏହା ଚାଲିବ ବୋଲି ବୁଧବାର ଜିଲା ଗ୍ରାମ୍ୟ ଉନ୍ନୟନ...

ଚିଲିକାରେ ବେଆଇନ ଚିଙ୍ଗୁଡ଼ି ଘେରି ଉଚ୍ଛେଦ

ଗଞ୍ଜାମ,୨୨ା୧୧(ବିଦ୍ୟାଧର ସାହୁ): ଚିଲିକାରେ ବ୍ୟାପକ ଭାବେ ବେଆଇନ ଚିଙ୍ଗୁଡ଼ି ଘେରି ରହିଥିବା ଦୀର୍ଘଦିନ ଧରି ଅଭିଯୋଗ ହୋଇଆସୁଛି। ଯାହାକୁନେଇ କେଉଁ ଆବାହନ କାଳରୁ ଚିଲିକାରେ ମାଛ ମାରି ଜୀବିକା ନିର୍ବାହ କରି ଆସୁଥିବା ପାରମ୍ପରିକ ମତ୍ସ୍ୟଜୀବୀଙ୍କ ଜୀବିକା ନିର୍ବାହ କ୍ଷେତ୍ରରେ...

ଆଦିବାସୀ ଜମି ଅନ୍ୟତ୍ର ବିକ୍ରି ପ୍ରତ୍ୟାହାର ପାଇଁ ତହସିଲଦାରଙ୍କୁ ଦାବିପତ୍ର

କୋକସରା,୨୨ା୧୧(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଓଡ଼ିଶା ସରକାରଙ୍କ ପକ୍ଷରୁ ଗତ ୧୪ା୧୧ା୨୩ କ୍ୟାବିନେଟ୍‌ ରେଜୁଲେଶନ ୨ରେ ଆଦିବାସୀଙ୍କ ଜମି ଅଣ ଆଦିବାସୀଙ୍କୁ ବିକ୍ରି କରିବା ପ୍ରସଙ୍ଗରେ ନିଆ ଯାଇଥିବା ନିଷ୍ପତ୍ତିକୁ ପ୍ରତ୍ୟାହୃତ କରିବା ପାଇଁ ଓଡ଼ିଶାରେ ଆଦିବାସୀଙ୍କ ମଧ୍ୟରେ ତୀବ୍ର ବିରୋଧ...

ସରକାରଙ୍କ ବିରୋଧରେ ଗର୍ଜିଲା ଭାଜପା

ପାଟଣା,୨୨ା୧୧(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ କାର୍ଯ୍ୟାଳୟକୁ ବୁଧବାର ପାଟଣା ବ୍ଲକ ଭାଜପା ପକ୍ଷରୁ ରାଜ୍ୟରେ ଚାଲିଥିବା ଦୁର୍ନୀତି, ଭ୍ରଷ୍ଟାଚାର ଓ ବ୍ୟଭିଚାର ବିରୋଧରେ ବ୍ଲକ ଘେରାଉ ସହ ବ୍ଲକ ସମ୍ମୁଖରେ ପ୍ରତିବାଦ କରି ବିକ୍ଷୋଭ ପ୍ରଦର୍ଶନ କରିଥିଲେ।...

ଭାଜପା ପକ୍ଷରୁ ଛତ୍ରପୁର  ବ୍ଲକ ଘେରାଉ

ଛତ୍ରପୁର,୨୨।୧୧(ସନ୍ତୋଷ ପାଢ଼ୀ, ଦିଲ୍ଲୀପ ସାମଲ ): ରାଜ୍ୟ ସରକାରଙ୍କ ଦୁର୍ନୀତି, ଭ୍ରଷ୍ଟାଚାର ଓ ବ୍ୟଭିଚାର ବିରୋଧରେ ଭାଜପା ପକ୍ଷରୁ ଗଞ୍ଜାମ ଜିଲା ଛତ୍ରପୁର  ବ୍ଲକ ଘେରାଉ  କରାଯାଇଛି।  ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଯୋଗ୍ୟ ହିତାଧିକାରୀଙ୍କୁ ବାଦ ଦେବା, ରାସନ କାର୍ଡରେ...

ବସ୍‌କୁ ଅପେକ୍ଷା କରିଥିବା ବେଳେ ଦ୍ରୁତ ଗତିରେ ଆସି ଚଢ଼ିଗଲା କାର

ଦିଗପହଣ୍ଡି,ପାଟପୁର,୨୨। ୧୧(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ପାଟପୁର ଥାନା ପୋଡ଼ାମାରି ଗ୍ରାମ ଯାତ୍ରୀ ବିଶ୍ରାମାଗାର ସମ୍ମୁଖରେ ଏକ କାର ଧକ୍କା ଦେବାରୁ ୨ ଜଣଙ୍କ ମୃତ୍ୟୁ ଘଟିଛି। ଏହା ସହ ଜଣେ ଗୁରୁତର ହୋଇଥିବା ବେଳେ ୨...

ଚାଲିକି ଯାଉଥିବା ବେଳେ ମହିଳାଙ୍କ ଉପରେ ଚଢ଼ିଗଲା ବସ୍‌ 

ଭଦ୍ରକ,୨୨।୧୧(ସନାତନ ରାଉତ): ଭଦ୍ରକ ସହର ବନ୍ତ ଛକରେ ବୁଧବାର ବସ୍‌ ଚଢ଼ିଯିବାରୁ ଜରଙ୍କ ମୃତ୍ୟୁ ଘଟିଛି । ସୂଚନା ଯୋଗ୍ୟ, ଭଦ୍ରକ ଜିଲା ଅଗରପଡା ଥାନା ଅଧୀନ ବିସଲକଣା ଗ୍ରାମର କନକ ଦାସ (୫୫) ବସ୍‌ରେ ଆସି ବନ୍ତ ଛକରେ...

ବୁଲା ଷଣ୍ଢ ଆକ୍ରମଣ: ଚକଟି ମାରିଲା, ଜଣଙ୍କୁ କଚାଡ଼ିଦେଲା 

ଭଦ୍ରକ,୨୨।୧୧(ସନାତନ ରାଉତ): ଭଦ୍ରକ ଚରମ୍ପା ହ୍ୟାପିହୋମ ସ୍କୁଲ ନିକଟରେ ଏକ ବୁଲା ଷଣ୍ଢ ଆକ୍ରମଣରେ ବୁଧବାର ସକାଳେ ଜଣେ ବୃଦ୍ଧାଙ୍କର ମୃତ୍ୟୁ ଘଟିଛି। ଏଥିରେ ଅନ୍ୟ ଜଣେ ମହିଳା ଗୁରୁତର ହୋଇଛନ୍ତି। ଏହି ଘଟଣା ସ୍ଥାନୀୟ ଅଞ୍ଚଳରେ ଆଲୋଡନ ସୃଷ୍ଟି...

ମଧୁର ପାଣିରେ ମାଛ ଅପେକ୍ଷା ଚିଙ୍ଗୁଡ଼ି ଚାଷ ଅଧିକ

କେନ୍ଦ୍ରାପଡା, ୨୨।୧୧ (ଜଗନ୍ନାଥ ଧଳ): ଲୁଣି ମାଛ ରପ୍ତାନୀ କ୍ଷେତ୍ରରେ ଓଡ଼ିଶାର ଚାହିଦା ବଢ଼ିଛି। ୧୦ବର୍ଷ ମଧ୍ୟରେ ଏହା ୭୪୭ ପ୍ରତିଶତକୁ ବୃଦ୍ଧି ପାଇଛି। ୨୦୧୧- ୧୨ ଆଥିକ ବର୍ଷରେ ୧୧,୪୬୦ ମେଟ୍ରିକ ଟନ ଲୁଣି ମାଛ ରପ୍ତାନୀ ହୋଇଥିବା...

କାଗଜ କଲମରେ କୃଷିଋଣ

ଯାଜପୁର,୨୨।୧୧(ହର୍ଷବର୍ଦ୍ଧନ ବେହେରା) : ରାଜ୍ୟର ନିରୀହ ଗରିବ କୃଷକ ସଦସ୍ୟଙ୍କ କୃଷି ଋଣ ଆକାଉଣ୍ଟକୁ ଜାଲିଆତି କରି ସେମାନଙ୍କୁ ହଇରାଣ କରାଯାଉଥିବା ଅଭିଯୋଗ ପରେ ରାଜ୍ୟ ସରକାର ୨୦୨୨ ଜୁନ ପ୍ରଥମ ସପ୍ତାହରେ ଏକ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଜାରି କରିଥିଲେ।...

ବ୍ରାହ୍ମଣୀ ଆଁରେ ୫ଶହ ହେକ୍ଟର ଜମି

ଢେଙ୍କାନାଳ,୨୨।୧୧(ରତନ ନାୟାର): ଢେଙ୍କାନାଳ ଜିଲା ସଦର ବ୍ଲକ ଗେଙ୍ଗୁଟିଆ, ଗୁରୁଜାଙ୍ଗଠାରୁ ଆରମ୍ଭ କରି ସାଙ୍କୁଲେଇ ଗ୍ରାମ ପର୍ଯ୍ୟନ୍ତ ପ୍ରାୟ ୫୦୦ ହେକ୍ଟର ଚାଷଜମି ବ୍ରାହ୍ମଣୀ ନଦୀର ବନ୍ୟା ଜଳ ଖାଇଯାଇଛି। ଏ ସମ୍ପର୍କରେ ଚାଷୀମାନେ ରାଜ୍ୟ ସରକାରଙ୍କ ଦୃଷ୍ଟି ଆକର୍ଷଣ...

ପର୍ଯ୍ୟଟନ ସ୍ଥଳକୁ ପ୍ଲାଷ୍ଟିକମୁକ୍ତ ପାଇଁ ପ୍ରଶାସନର ପ୍ରୟାସ

ପାରଳାଖେମୁଣ୍ଡି,୨୨।୧୧ (ଗିରିଧାରୀ ପରିଛା): ଗଜପତି ଜିଲାର ବିଭିନ୍ନ ପର୍ଯ୍ୟଟନ ସ୍ଥଳକୁ ପ୍ଲାଷ୍ଟିକମୁକ୍ତ କରିବା ପାଇଁପ ପ୍ରଶାସନ ପ୍ରୟାସ ଆରମ୍ଭ କରିଛି। ବର୍ତ୍ତମାନ ପିକନିକ ଋତୁ ଆରମ୍ଭ ହୋଇଥିବା ବେଳେ ଜିଲାର ବିଭିନ୍ନ ପର୍ଯ୍ୟଟନ ସ୍ଥଳକୁ ପର୍ଯ୍ୟଟକଙ୍କ ସୁଅ ଛୁଟୁଛି ।...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri