ଆମ ଜିଲା ଖବର

କୋଶଲ ମହାବନ୍ଦ, ବରଗଡ଼ରେ ସ୍ବତଃସ୍ଫୂର୍ତ୍ତ ସମର୍ଥନ

୧୮।୧୧(ପ୍ରେମାନନ୍ଦ ଖମାରୀ): ସ୍ବତନ୍ତ୍ର କୋଶଲ ରାଜ୍ୟ ଗଠନ ଦାବିରେ ଆନ୍ଦୋଳନ ତେଜିଛି। କୋଶଲ ରାଜ୍ୟ ମିଳିତ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ଶନିବାର ଦିଆଯାଇଥିବା କୋଶଲ ମହାବନ୍ଦର ପ୍ରଭାବ ବରଗଡ଼ ଜିଲାରେ ଯଥେଷ୍ଟ ଅନୁଭୂତ ହୋଇଛି। ଜିଲାର ଗାଁଠୁ ସହର ସବୁଠି...

ଗୁମାଝରନକୁ ପର୍ଯ୍ୟଟକଙ୍କୁ ଦୂରେଇ ରଖୁଛି କଲଭର୍ଟ, ଖରାପ ରାସ୍ତା

ଗୋବିନ୍ଦପାଲି, ୧୮ା୧୧(କାର୍ତ୍ତିକ ରଥ): ମାଲକାନଗିରି ଜିଲା ଖଇରପୁଟ ବ୍ଲକର ଗୁମାଝରନ ଜଳପ୍ରପାତ ଏକ ଆକର୍ଷଣୀୟ ଦର୍ଶନୀୟ ସ୍ଥାନ। ଜିଲାର ପ୍ରବେଶ ଦ୍ୱାର ଗୋବିନ୍ଦାପଲିଠାରୁ ୧୮ କି.ମି. ଦୂରରେ ଅବସ୍ଥିତ ଏହି ଜଳପ୍ରପାତକୁ ବୁଲିବାକୁ ପ୍ରତି ବର୍ଷ ବିଭିନ୍ନ ଋତୁରେ ଓଡ଼ିଶାର...

ସ୍ଥାନାନ୍ତର ହେବ ମାଛ ମାର୍କେଟ

ଛତ୍ରପୁର,୧୮।୧୧( ଦିଲ୍ଲୀପ ସାମଲ): ଛତ୍ରପୁର ବାଳିକା ବିଦ୍ୟାଳୟ ରୋଡ ଏବଂ ଅନ୍ୟାନ୍ୟ ସ୍ଥାନରେ ଥିବା ଆମିଷ ମାର୍କେଟ ହଟିବ। ଏନେଇ ଶୁକ୍ରବାର ଏନଏସି କାର୍ଯ୍ୟାଳୟରେ ବ୍ୟବସାୟୀ ଓ ପ୍ରଶାସନିକ ଅଧିକାରୀଙ୍କୁ ନେଇ ଏକ ଆଲୋଚନା ବୈଠକ ଅନୁଷ୍ଠିତ ହୋଇଥିଲା। ଛତ୍ରପୁର...

ବୁଡ଼ିଯାଉଥିବା ସାଙ୍ଗଙ୍କୁ ଉଦ୍ଧାର କରିବାକୁ ଯାଇ ନିଜେ ବୁଡ଼ିଗଲେ

ଡେରାବିଶ, ୧୮ା୧୧(ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ସଦର ଥାନା ଅଧୀନ ଡେରାବିଶ ବ୍ଲକ କୁଶିଆପାଳ ପଞ୍ଚାୟତ ୨ନଂ. ୱାର୍ଡ଼ ବାବୁରାମପାଟଣା ଗାଁର ଦୁଇଜଣ ନାବାଳିକା ସାଙ୍ଗହୋଇ ଗାଁ ଦେଇ ଯାଇଥିବା ଗୋବରୀ ନଦୀକୁ ଗାଧୋଇବାକୁ ଯାଇଥିବା ବେଳେ ଗୋଡ଼ ଖସିଯିବାରୁ...

ବସ୍‌ ପୋଡ଼ିରେ ମହିଳା ମୃତ ଘଟଣା: ୮ ଦିନ ହେଲାଣି ମୃତଦେହ ଫେରିନାହିଁ

ମାର୍ଶାଘାଇ,୧୮ା୧୧ (ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କୋଲ୍‌କାତାରୁ ପାରାଦୀପ ଆସୁଥିବା ଏକ ଘରୋଇ ଯାତ୍ରୀବାହୀ ବସ୍‌ରେ ଗତ ୧୦ ତାରିଖ ରାତିରେ ନିଆଁ ଲାଗି କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଥାନା ଅଞ୍ଚଳର ଜନୈକା ବିବାହିତା ମହିଳାଙ୍କ ମୃତ୍ୟୁ ଘଟିଥିଲା। ମାର୍ଶାଘାଇ ଥାନା...

ବିଶ୍ୱସ୍ତରୀୟ ହେବ ନନ୍ଦନକାନନ: ଜଙ୍ଗଲ ମନ୍ତ୍ରୀ

ବାରଙ୍ଗ,୧୮।୧୧(ଲିଙ୍ଗରାଜ ରାଉତ): ନନ୍ଦନକାନନ ପ୍ରାଣୀଉଦ୍ୟାନ ଓ ରାଜ୍ୟ ଉଦ୍ଭିଦ ଉଦ୍ୟାନକୁ ସଂଯୋଗ କରୁଥିବା ବହୁ ପ୍ରତୀକ୍ଷିତ ‘ରୋପ୍‌ୱେ’ ପୁଣିଥରେ ଆରମ୍ଭ ହୋଇଛି। ଶୁକ୍ରବାର ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ପ୍ରଦୀପ କୁମାର ଅମାତ ଏହାକୁ ଉଦ୍‌ଘାଟନ କରିଛନ୍ତି।...

ଝିଅକୁ ବଳାତ୍କାର କରିଥିବା ବାପା ଗିରଫ

ମାଲକାନଗିରି,୧୭ା୧୧(ଦୁର୍ଯ୍ୟୋଧନ ପାତ୍ର)-ମାଲକାନଗିରି ଜିଲା ବାଲିମେଳା ବିଜ୍ଞାପିତ ଅଞ୍ଚଳ ସଦର ମହକୁମାରେ ନିଜ ଝିଅକୁ ବଳାତ୍କାର ଥିତ୍ବା ଅଭିଯୋଗକୁ ଭିତ୍ତି କରି ଓର୍କେଲ ପୋଲିସ ସମ୍ପୃକ୍ତ ବାପାଙ୍କୁ ଶୁକ୍ରବାର ଗିରଫ କରିଛି। ଏନେଇ ବାଲିମେଳା ଡ୍ରଗ୍‌ ଲାଇନର ଜଣେ ବ୍ୟକ୍ତି ଥାନାରେ...

ଛତିଶଗଡ ନିର୍ବାଚନ ସାରି ଫେରିବା ବେଳେ ଆଇଇଡି ବିସ୍ଫୋରଣ, ଯବାନ ଶହୀଦ

ମାଲକାନଗିରି, ୧୭ା୧୧(ଦୁର୍ଯୋଧନ ପାତ୍ର): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡରେ ପୁଣି ମାଓବାଦୀ ହିଂସା ଦେଖିବାକୁ ମିଳିଛି। ଦ୍ୱିତୀୟ ପର୍ଯ୍ୟାୟ ଭୋଟ ଗ୍ରହଣରେ ପୋଲିଂ କାର୍ଯ୍ୟ ସାରି ଫେରୁଥିବା ବେଳେ ରାସ୍ତାରେ ମାଓବାଦୀଙ୍କ ଦ୍ୱାରା ଖଞ୍ଜାଯାଇଥିବା ଆଇଇଡି ବିସ୍ଫେରଣ ହୋଇଛି। ଏଥିରେ...

ଯୁବକଙ୍କୁ ଆକ୍ରମଣ: ଅଭିଯୁକ୍ତ କୋର୍ଟଚାଲାଣ

ବେଲଗୁଣ୍ଠା,୧୭ା୧୧(କୃଷ୍ଣଚନ୍ଦ୍ର ପଟ୍ଟନାୟକ): ଜଣେ ଯୁବକଙ୍କୁ ଛୁରିରେ ଆକ୍ରମଣ ଅଭିଯୋଗରେ ଶୁକ୍ରବାର ଗାଙ୍ଗପୁର ପୋଲିସ୍‌ ଅଭିଯୁକ୍ତଙ୍କୁ କୋର୍ଟଚାଲାଣ କରିଛି। ଝରପାରି ଗ୍ରାମର ତୋଫାନ ଗୌଡ଼ ନାମକ ଜଣେ ଯୁବକ ଏହି ଥାନା ଅନ୍ତର୍ଗତ କେଶପୁର ଶାସନ ଗ୍ରାମକୁ ବାରମ୍ବାର ଯିବା ଆସିବା...

 କାଉନ୍‌ସିଲର ଉପ ନିର୍ବାଚନ: ୪ ପ୍ରାର୍ଥୀଙ୍କ ମଧ୍ୟରେ ହେବ ଲଢ଼େଇ

ଯୋଡ଼ା,୧୭ା୧୧(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ପୌରପଳିକାର ୮ ନଂ. ୱାର୍ଡରେ ନଭେମ୍ବର ୨୯ରେ ହେବାକୁ ଥିବା ଉପ ନିର୍ବାଚନ ପାଇଁ  ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି। ପୌର ପାଳିକା ନିର୍ବାଚନ ପରିଚାଳନା ଅଧିକାରୀଙ୍କ ସୂତ୍ରରୁ ମିଳିଥିବା ସୂଚନା...

ବାଣ ଚୋରି ଘଟଣାରେ ଦୁଇ ଯୁବକଙ୍କୁ କୋର୍ଟ ଚାଲାଣ

ଗୋପାଳପୁର,୧୭।୧୧(ନବୀନ ରାଜ ଆଚାରୀ) ବାଣ ଚୋରି କରିବା ଅଭିଯୋଗରେ ଶୁକ୍ରବାର ଗୋଳନ୍ଥରା ଥାନା ପୋଲିସ ଦୁଇ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି । ଗିରଫ ଅଭିଯୁକ୍ତମାନେ ହେଲେ ବି ନୂଆଗାଁ ଗ୍ରାମର ଭିକାରି ଦାସ(୨୦), ପ୍ରଦୀପ ଦାସ...

୨୨ରୁ କଳାବ୍ୟାଜ଼ ପିନ୍ଧିବେ ଅଗ୍ନିଶମ କର୍ମଚାରୀ

ବ୍ରହ୍ମପୁର,୧୭ା୧୧(ସୁବାସ ଚନ୍ଦ୍ର ପାଢ଼ୀ): ଦକ୍ଷିଣାଞ୍ଚଳ ଅଗ୍ନିଶମ ସେବା ସଂସ୍ଥାରେ କାର୍ଯ୍ୟରତ ପ୍ରାୟ ୨୫୦୦ କର୍ମଚାରୀ ୨ ଦଫା ଦାବି ପୂରଣ ପାଇଁ ଆସନ୍ତା ୨୨ ତାରିଖରୁ କଳାବ୍ୟାଜ଼ ପରିଧାନ କରିବେ। ଦୀର୍ଘବର୍ଷ ହେଲା ଆଗ୍ନିକ, ମୁଖ୍ୟ ଆଗ୍ନିକ ଓ ଆଗ୍ନିକ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri