ଆମ ଜିଲା ଖବର

ଶିକ୍ଷକଙ୍କୁ ବାନ୍ଧିଲା ପୋଲିସ

ବଲାଙ୍ଗୀର, ୧୧।୧୧ (ବୀରେନ୍ଦ୍ର କୁମାର ଝାଙ୍କର)-ବଲାଙ୍ଗୀର ଜିଲାର ପୁଣି ଜଣେ ନକଲି ଶିକ୍ଷକ ପୋଲିସ ହାବୁଡରେ ପଡିଛନ୍ତି। ଆଗଲପୁର ବ୍ଲକ ଡୁଡୁକା ପଲ୍ଲୀଶ୍ରୀ ନୋଡାଲ ହାଇସ୍କୁଲ ଶିକ୍ଷକ ଭକ୍ତ କୁମାର ସେଠ୍‌ଙ୍କୁ ବଲାଙ୍ଗୀର ଟାଉନ୍‌ ଥାନା ପୋଲିସ ଶୁକ୍ରବାର ଗିରଫ...

ଆଲୋକର ପର୍ବ ଦୀପାବଳି: ରୋଜଗାର ଆଶାରେ କୁମ୍ଭକାର

ସୋନପୁର,୧୧।୧୧(ମୃତ୍ୟୁଞ୍ଜୟ ଶତପଥୀ): ଆଲୋକର ପର୍ବ ଦୀପାବଳି। ଏଥର ଦୀପାବଳିରେ ଭଲ ରୋଜଗାର ହେବ ବୋଲି ସୁବର୍ଣ୍ଣପୁର ଜିଲାର କୁମ୍ଭକାର ପରିବାର ଆଶା ବାନ୍ଧିଛନ୍ତି। ଏଥିପାଇଁ ୧ ମାସ ପୂର୍ବରୁ ସେମାନେ ରାତି ଦିନ ଏକ କରି ଭଳିକି ଭଳି ଦୀପ...

ଡମ୍ପର ଜାଳିଦେଲେ ମାଓବାଦୀ

ମାଲକାନଗିରି,୧୧ା୧୧(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ର ଦାନ୍ତେୱାଡାରେ ଶୁକ୍ରବାର ମାଓବାଦୀମାନେ ନିଜର ସ୍ଥିତି ଜାହିର କରିବାକୁ ଯାଇ ଏକ ଡମ୍ଫର ଗାଡିରେ ନିଆଁ ଲଗାଇ ଜାଳି ଦେଇଛନ୍ତି। ଏହାକୁ ନେଇ ଉକ୍ତ ଅଞ୍ଚଳରେ ଭୟର ବାତାବରଣ ଖେଳିଯାଇଛି। ଦାନ୍ତେୱାଡାର...

ନିଜ ଝିଅକୁ ବଳାତ୍କାର କଲେ ବାପା

ବାଲିମେଳା,୧୧ା୧୧ (ଶିବଦତ୍ତ ସାହୁ): ମାଲକାନଗିରି ଜିଲା ବାଲିମେଳା ସହରରେ ଶୁକ୍ରବାର ଏକ ଲଜ୍ୟାଜନକ ଘଟଣା ଘଟିଛି। ବାପା ନିଜ ଝିଅକୁ ବଳାତ୍କାର କରିବା ପରି ଘଟଣା ସ୍ଥାନୀୟ ଅଞ୍ଚଳରେ ଆଲୋଡନ ଖେଳାଇ ଦେଇଛି। ବାଲିମେଳା ଥାନା ଅଞ୍ଚଳର ଜଣେ ୪୦...

ନୂଆ ଜିଲା ସଭାପତି ନିଯୁକ୍ତି ପରେ ଭାଜପାରେ ଫାଟ

ନୟାଗଡ,୧୧।୧୧(ଲୋକନାଥ ମିଶ୍ର): ଭାଜପାର ନବନିଯୁକ୍ତ ନୟାଗଡ ଜିଲା ସଭାପତିଙ୍କୁ ସ୍ବାଗତ ପାଇଁ ଶୁକ୍ରବାର ସ୍ବାଗତ ସମ୍ବର୍ଦ୍ଧନା ସଭା ଓ ଶୋଭାଯାତ୍ରା ନୟାଗଡ଼ ନିର୍ବାଚନମଣ୍ଡଳୀ ସମେତ ଜିଲା ରାଜନୀତିର ଦୃଶ୍ୟପଟକୁ ବଦଳାଇବା ଆରମ୍ଭ କରିଛି। ପୁରୁଣା ଜିଲା ସଭାପତି ଲାଲା ମନୋଜ...

୨ ବର୍ଷ ୧୦ ମାସର ପ୍ରତୀକ୍ଷା ପରେ ଦର୍ପଣଗଡ଼ ଫେରିଲା ମା’ କୋଟ୍ରାକ୍ଷୀଙ୍କ ମୂର୍ତ୍ତି

ଚଣ୍ଡିଖୋଲ,୧୧ା୧୧(ପ୍ରଦୀପ୍ତ କୁମାର ପୃଷ୍ଟି): ଦୀର୍ଘ ୨ ବର୍ଷ ୧୦ ମାସର ପ୍ରତୀକ୍ଷା ପରେ ଶୁକ୍ରବାର ମା’କୋଟ୍ରାକ୍ଷୀଙ୍କ ମୂର୍ତ୍ତି ଯାଜପୁର ଜିଲା ବଡ଼ଚଣା ଥାନା ଅନ୍ତର୍ଗତ ଦର୍ପଣଗଡ଼ ଗ୍ରାମକୁ ଫେରିଛି। ଏହାପରେ ଗ୍ରାମରେ ଆନନ୍ଦର ଲହରି ଖେଳିଯାଇଛି। ଗୁରୁବାର ଦିଲ୍ଲୀରେ ମା’ଙ୍କ...

କାମ ନ ସରୁଣୁ ପାଚେରିରେ ଫାଟ

ଯାଜପୁର,୧୧ା୧୧(ହର୍ଷବର୍ଦ୍ଧନ ବେହେରା): ସହରବାସୀଙ୍କ ଦାବି, ଆନ୍ଦୋଳନ ପରେ ଦୀର୍ଘ ବର୍ଷ ଧରି ଅବହେଳିତ ହୋଇ ପଡ଼ିରହିଥିବା ବ୍ୟାସ ସରୋବର ସୌନ୍ଦର୍ଯ୍ୟକରଣ କାର୍ଯ୍ୟ ଚାଲିଛି। ଜଙ୍ଗଲ ଜମିରେ ଏହା ଚାଲିଥିବା ଅଭିଯୋଗ କରି ଏନ୍‌ଜିଟି(ନ୍ୟାଶନାଲ ଗ୍ରୀନ୍‌ ଟ୍ରିବ୍ୟୁନାଲ)ରେ ମାମଲା ରୁଜୁ ହେବା...

କୋଟି କୋଟି ଟଙ୍କା ଠକି ମାଆ-ପୁଅ ଗିରଫ

କଟକ,୧୧ା୧୧ (କାର୍ତ୍ତିକ ସାହୁ): ପ୍ଲଟ୍‌ ବିକ୍ରି ନାମରେ ଏକ ବଡ଼ ଧରଣର ଠକେଇ ହୋଇଛି। ଜମି ଦେବାକୁ କହି ଲୋକଙ୍କଠାରୁ କୋଟି କୋଟି ଟଙ୍କା ଠକେଇ ଅଭିଯୋଗରେ ବାଦାମବାଡ଼ି ଥାନା ପୋଲିସ ମାଆ-ପୁଅଙ୍କୁ ଗିରଫ ପରେ ଶୁକ୍ରବାର କୋର୍ଟ ଚାଲାଣ...

ସବୁଜ ବାଣ ଦର ଆକାଶଛୁଆଁ

କଟକ,୧୧ା୧୧(ସୁପ୍ରିୟା ପ୍ରିୟଦର୍ଶିନୀ): ଏଥର ମହଙ୍ଗା ହେବ ଦୀପାବଳି। ସବୁଜ ବାଣ ଫୁଟାଇବାକୁ ଅନୁମତି ମିଳିଥିଲେ ବି ବଜାରରେ ଏହି ବାଣ ଦର ମୂଲ୍ୟ ଆକାଶଛୁଆଁ ରହିଛି। ଅନ୍ୟପଟେ ପାରମ୍ପରିକ ବାଣ ଓ ରାସାୟନିକ ବାଣ ଫୁଟାଇବା ଓ ବିକ୍ରି ଉପରେ...

ପ୍ରଧାନ ଶିକ୍ଷକ, ସହକାରୀ ଶିକ୍ଷକ ଗିରଫ

ରାଇଘର, ୧୧ା୧୧(କିରଣ ପଟ୍ଟନାୟକ): ନବରଙ୍ଗପୁର ଜିଲା ରାଇଘର ବ୍ଲକ କୁନ୍ଦେଇ ଥାନାରେ ଜଣେ ସ୍କୁଲ ଛାତ୍ରୀଙ୍କୁ ଉକ୍ତ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ସୁଚେନ୍ଦ୍ର ନନ୍ଦ ବିଶ୍ବାସ ଓ କନିଷ୍ଠ ଶିକ୍ଷକ କେଶବ ମାଝି ବଳାତ୍କାର କରିଥିବା ଅଭିଯୋଗ ହୋଇଥିଲା। କୁନ୍ଦେଇ...

୨୧ରେ ରାଷ୍ଟ୍ରପତିଙ୍କ ୨ଦିନିଆ ସମ୍ବଲପୁର ଗସ୍ତ

ସମ୍ବଲପୁର,୧୧ା୧୧(ବି.ଶଙ୍କର): ଭାରତର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଆସନ୍ତା ୨୧ରେ ଦୁଇଦିନିଆ ସମ୍ବଲପୁର ଜିଲା ଗସ୍ତ କାର୍ଯ୍ୟକ୍ରମ ରହିଛି। ୨୧ରେ ରାଷ୍ଟ୍ରପତି ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ବୈଷୟିକ ବିଶ୍ୱବିଦ୍ୟାଳୟ ସମାବର୍ତ୍ତନ ଉତ୍ସବରେ ଯୋଗଦେବା କାର୍ଯ୍ୟକ୍ରମ ରହିଛି ବୋଲି କୁଳପତି ପ୍ରଫେସର...

ଗାଡି ଭଡ଼ା ନେଇ ଡ୍ରାଇଭରଙ୍କୁ ହତ୍ୟା ମାମଲା ଦୋଷୀଙ୍କୁ ଆଜୀବନ କାରାଦଣ୍ଡ

ବ୍ରହ୍ମପୁର,୧୦ା୧୧(ସୁବାସ ଚନ୍ଦ୍ର ପାଢ଼ୀ): ଦିଗପହଣ୍ଡି ଥାନା ଅନଙ୍ଗପୁରର ଗାଡି ଡ୍ରାଇଭର ତଥା ମାଲିକ ଆର. ସୁନୀଲ ରେଡ୍ଡୀ ହତ୍ୟା ମାମଲାର ରାୟ ଶୁକ୍ରବାର ପ୍ରକାଶ ପାଇଛି। ବ୍ରହ୍ମପୁର ଅତିରିକ୍ତ ଜିଲା ଦୌରାଜଜ୍‌-୧ ଡ. ଇନ୍ଦୁ ଶର୍ମା ଉପଯୁକ୍ତ ପ୍ରମାଣ ମିଳିଥିବାରୁ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri