ଆମ ଜିଲା ଖବର

ଅବଧି ପରେ ବି କାମ ସରୁନି

ବ୍ରହ୍ମପୁର,୯ା୧୧(ସ୍ମୃତି ରଞ୍ଜନ ମହାଲିକ)ସହରର ବିଭିନ୍ନ ୱାର୍ଡରେ ଜାରି ରହିଥିବା ଉନ୍ନୟନମୂଳକ କାର୍ଯ୍ୟ ୧୦୦ ଦିନ ମଧ୍ୟରେ ସାରିବା ପାଇଁ ବ୍ରହ୍ମପୁର ମହାନଗର ନିଗମ (ବିିଇଏମ୍‌ସି) ପକ୍ଷରୁ କାଉନସିଲ ବୈଠକରେ ଯନ୍ତ୍ରୀଙ୍କୁ ବାରମ୍ବାର ନିର୍ଦ୍ଦେଶ ଦିଆଯାଉଛି। ଏହି ମର୍ମରେ ନିଗମର ୱାର୍ଡଗୁଡିକରେ...

ମାଟି ବଦଳରେ ଇଲେକ୍ଟ୍ରି ଦୀପ,ଚିନ୍ତାରେ କୁମ୍ଭକାର ପରିବାର

ପାରଳାଖେମୁଣ୍ଡି, ୯ା୧୧ (ଗିରିଧାରୀ ପରିଛା):ପାଖେଇ ଆସୁଛି ଆଲୋକର ପର୍ବ ଦୀପାବଳି। ରଙ୍ଗୀନ ଆଲୋକର ସଜା ସହିତ ପୂର୍ବ ପୁରୁଷଙ୍କ ଉଦ୍ଦେଶ୍ୟରେ ଦୀପ ଜାଳି ଶୁଭକାମନା କରନ୍ତି ଲୋକେ। ସମୟ ବଦଳିବା ସହ ଗ୍ରାହକଙ୍କ ଚାହିଦା ମଧ୍ୟ ବଦଳୁଛି। ଏବେ ମାଟି...

ଢେଙ୍କାନାଳରୁ ମେଲାଣି ନେଲେ ମା’

ଢେଙ୍କାନାଳ,୯ା୧୧(ରତନ ନାୟାର)ଢେଙ୍କାନାଳରୁ ବୁଧବାର ମେଲାଣି ନେଇଛନ୍ତି ମା’ ଲକ୍ଷ୍ମୀ। ସକାଳୁ ଆରମ୍ଭ ହୋଇଥିବା ମା’ଙ୍କ ଏହି ବିଦାୟ ପର୍ବ ବିଳମ୍ବିତ ରାତି ଯାଏ ଚାଲିଥିଲା। ପ୍ରସିଦ୍ଧ ଲକ୍ଷ୍ମୀପୂଜାର ଏହି ଅନ୍ତିମ ଉତ୍ସବ ଭସାଣି ଶୋଭାଯାତ୍ରା ବେଶ୍‌ ଆନନ୍ଦ ଉଲ୍ଲାସ ଓ...

ଜିଲାରେ ବଢୁଛି ବେଆଇନ ଇଟାଭାଟି ନିର୍ମାଣ

କେନ୍ଦ୍ରାପଡ଼ା, ୯ା୧୧ (ଜଗନ୍ନାଥ ଧଳ)ନଭେମ୍ବର ଆରମ୍ଭରୁ କେନ୍ଦ୍ରାପଡ଼ା ଜିଲାରେ ମାଟି ନିର୍ମିତ ଇଟାଭାଟି ବଢ଼ିଚାଲିଛି। ନଦୀ ଶଯ୍ୟାର ୫୦୦ ମିଟର ମଧ୍ୟରେ ମାଟି ଓ ବାଲି ଉଠା ପାଇଁ କଟକଣାକୁ ସ୍ଥାନୀୟ ଭାଟି ନିର୍ମାତା ମାନୁନାହାନ୍ତି। ଏହି ବେଆଇନ ଇଟାଭାଟି...

ଗୋଟିଏ କୋଠରିରେ ୫ ଶ୍ରେଣୀର ଛାତ୍ରୀଛାତ୍ର

ପଟ୍ଟାମୁଣ୍ଡାଇ,୯ା୧୧(କଳ୍ପତରୁ ନାୟକ)ବିଦ୍ୟାଳୟ ରୂପାନ୍ତରୀକରଣ କରାଯାଉଛି। ଏଥିପାଇଁ ସରକାର ଲକ୍ଷାଧିକ ଟଙ୍କା ଖର୍ଚ୍ଚ କରୁଛନ୍ତି। ମାତ୍ର ଯେଉଁ ଉଦ୍ଦେଶ୍ୟ ରଖି ସରକାର ଏଭଳି ବ୍ୟବସ୍ଥା କରୁଛନ୍ତି ତାହାର ବାସ୍ତବତାକୁ ନେଇ ପ୍ରଶ୍ନ ଉଠିଛି। ଛାତ୍ରୀଛାତ୍ରଙ୍କ ତୁଳନାରେ ପ୍ରାଥମିକ ବିଦ୍ୟାଳୟରେ ଆବଶ୍ୟକ ଶ୍ରେଣୀ...

କେନ୍ଦରା ଗୀତରୁ ମିଳୁଛି ଓଡ଼ିଶାର ଲୋକକଳାର ଝଲକ

ମହାକାଳପଡ଼ା, ୯।୧୧ (ପ୍ରତାପ ଚନ୍ଦ୍ର ସ୍ବାଇଁ)ଧାର୍ମିକ ମାସ ହେଉଛି କାର୍ତ୍ତିକ। ଏହି ମାସରେ ଦାନ ଧର୍ମ କଲେ ପୁଣ୍ୟ ଫଳ ମିଳେ ବୋଲି ଶାସ୍ତ୍ରରେ ଉଲ୍ଲେଖ ରହିଛି। ଦିନ ଥିଲା ଧର୍ମୀୟ କାର୍ତ୍ତିକ ମାସ ଆରମ୍ଭରୁ ଗାଁ ଗଣ୍ଡାରେ ପ୍ରାଚୀନ...

ନୟାଗଡ଼ରେ ରୋକି ହେଉନି ବାଲ୍ୟବିବାହ

ନୟାଗଡ଼,୯।୧୧(ଲୋକନାଥ ମିଶ୍ର) ନୟାଗଡ଼ ଜିଲାରେ ବାଲ୍ୟ ବିବାହ ବଢ଼ୁଥିବାବେଳେ ଶିଶୁକନ୍ୟା ଜନ୍ମ ହାର ହ୍ରାସ ହେବା ଚିନ୍ତାର କାରଣ ପାଲଟିଛି । ଜିଲାରେ ୩୬ ପ୍ରତିଶତ ନାବାଳିକା ବିବାହ କରୁଛନ୍ତି। ଜିଲାରେ ୧ ହଜାର ପୁଅରେ ୯୧୬ ଝିଅ ଜନ୍ମ...

ଟାଙ୍ଗୀ ବନାଞ୍ଚଳରେ ୨୬ ହାତୀ, ଭୟରେ ଚାଷୀ

ନିରାକାରପୁର,୮ା୧୧(ମାନସ ଚନ୍ଦ୍ର ପଟ୍ଟନାୟକ): ବର୍ଷା ଶୀଘ୍ର ଉଭାନ ଯୋଗୁ ଚାଷୀ ଭିଭିନ୍ନ ଅସୁବିଧାର ସମ୍ମୁଖୀନ ହୋଇ ଧାନଚାଷ କରିଥିବା ବେଳେ ଠିକ୍‌ ଧାନ ହେବା ସମୟକୁ ହାତୀଙ୍କ ଉତ୍ପାତ ପାଇଁ ଚାଷୀ ମୁଣ୍ଡରେ ଚଡ଼କ ପଡ଼ିଛି। ଏଭଳି ଦୃଶ୍ୟ ଖୋର୍ଦ୍ଧା...

ଛତିଶଗଡ଼ ନିର୍ବାଚନ ପାଇଁ ବରଗଡ଼ରେ ବନ୍ଦ ହେବ ମଦ ଦୋକାନ

ବରଗଡ଼,୮ା୧୧(ପ୍ରେମାନନ୍ଦ ଖମାରୀ): ଆସନ୍ତା ୧୭ ତାରିଖ ଛତିଶଗଡ଼ ବିଧାନସଭା ନିର୍ବାଚନର ଦ୍ବିତୀୟ ପର୍ଯ୍ୟାୟ ମତଦାନ ଅନୁଷ୍ଠିତ ହେବ। ଏହି ଅନୁଯାୟୀ, ମତଦାନର ୪୮ ଘଣ୍ଟା ପୂର୍ବରୁ ଅର୍ଥାତ୍‌ ଆସନ୍ତା ୧୫ ତାରିଖ ସନ୍ଧ୍ୟା ୫ଟାରୁ ୧୭ ତାରିଖ ପର୍ଯ୍ୟନ୍ତ ଛତିଶଗଡ଼...

ଘରେ ପଶି ଦୁର୍ବୃତ୍ତ ଲୁଟି ନେଲେ ସମସ୍ତ ସୁନା ଅଳଙ୍କାର ସହ ନଗଦ ଟଙ୍କା

ଗୋପାଳପୁର,୮ା୧୧(ନବୀନ ରାଜ ଆଚାରୀ): ଗଞ୍ଜାମ ଜିଲା ଅଧିନସ୍ଥ ସାନକୁସ୍ଥଳୀ ଗ୍ରାମରେ ଦୁର୍ବୃତ୍ତମାନେ କବାଟ ତାଡ଼ି ଘରେ ପଶି ଚୋରି କରିଥିବା ନେଇ ଗୋପାଳପୁର ଥାନାରେ ଅଭିଯୋଗ ହୋଇଛି। ଏ ନେଇ ପୋଲିସ ଏକ ମାମଲା ରୁଜୁ କରି ତଦନ୍ତ ଆରମ୍ଭ...

ଜାଲ୍‌ ସାର୍ଟିଫିକେଟ ମାମଲାରେ ଗିରଫ ହେଲେ ପ୍ରଧାନଶିକ୍ଷକ

ବଲାଙ୍ଗୀର,୮ା୧୧(ସୁନୀଲ କୁମାର ମହାନ୍ତି): ଜାଲ୍‌ ସାର୍ଟିଫିକେଟ ଦେଇ ଚାକିରି କରୁଥିବା ବଲାଙ୍ଗୀର ଜିଲା ଗୁଡ଼ଭେଲା ବ୍ଳକ ଡଙ୍ଗାପଦର ପ୍ରାଥମିକ ବିଦ୍ୟାଳୟ ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ଶ୍ୟାମସୁନ୍ଦର ପ୍ରଧାନଙ୍କୁ ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ତାଙ୍କ ନାଁରେ ପୂର୍ବରୁ...

ଅସୁସ୍ଥ ମା’ଙ୍କୁ ଦେଖିବାକୁ ଯାଉଥିଲେ ଝିଅ, ବାଟରେ ଭାଲୁ ଆକ୍ରମଣରେ ଚାଲିଗଲା ଜୀବନ

କୋକସରା,୮ା୧୧(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଆମପାଣି ପଞ୍ଚାୟତ ପାତ୍ରବସା ଗ୍ରାମର ଜଣେ ମହିଳା ବୁଧବାର ନିଜ ମା’ଙ୍କ ଦେହ ଅସୁସ୍ଥ ଥିବାରୁ ବେହେରନସିଲ ଗାଁକୁ ଚାଲି ଚାଲି ଯାଉଥିଲେ। ବରାଡଙ୍ଗା ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ତାଙ୍କୁ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri