ଆମ ଜିଲା ଖବର

ନଭେମ୍ବର ୯-୧୦ରେ ପାଳନ ହେବ ମାଣ୍ଡିଆ ଦିବସ

କେନ୍ଦୁଝର, ୭।୧୧ (ନରେଶ ଚନ୍ଦ୍ର ପଟ୍ଟନାୟକ) ମାଣ୍ଡିଆ ଅତ୍ୟନ୍ତ ପୁଷ୍ଟିକର ହୋଇଥିବାରୁ ଏହାକୁ ଅଧିକ ଲୋକପ୍ରିୟ କରାଇବା ପାଇଁ କେନ୍ଦୁଝର ଜିଲ୍ଲାପାଳ ଆଶିଷ ଠାକରେ ଗୁରତ୍ୱାରୋପ କରିଛନ୍ତି । ଚଳିତ ନଭେମ୍ବର ୯ ଓ ୧୦ରେ କେନ୍ଦୁଝର ଜିଲ୍ଲାରେ ମାଣ୍ଡିଆ...

ପଞ୍ଚଭୂତରେ ଲୀନ ହେଲେ ମହେଶ୍ୱର ମହାନ୍ତି

ପୁରୀ,୭।୧୧: ଓଡ଼ିଶା ବିଧାନସଭାର ପୂର୍ବତନ ବାଚସ୍ପତି ତଥା ପୁରୀର ପୂର୍ବତନ ବିଧାୟକ ମହେଶ୍ୱର ମହାନ୍ତିଙ୍କ ମଙ୍ଗଳବାର ଭୋରରେ ପରଲୋକ ଘଟିଛି। ପୁରୀ ସ୍ବର୍ଗଦ୍ବାରରେ ତାଙ୍କ ପାର୍ଥିବ ଶରୀରର ଶେଷକୃତ୍ୟ ସମ୍ପନ୍ନ ହୋଇଛି। ତାଙ୍କ ପୁଅ ସୁନୀଲ ମହାନ୍ତି ମୁଖାଗ୍ନି ଦେଇଛନ୍ତି।...

ମୋବାଇଲ ମାଗି ଫୋନ ପେ’ରେ ନେଇଗଲେ ୧୨ ଶହ ଟଙ୍କା

ଦାରିଙ୍ଗବାଡି, ୭।୧୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିମନବାଡିରେ ଜଣେ ଯୁବକ ଏଟିଏମ କାର୍ଡ କାର୍ଯ୍ୟକ୍ଷମ କରିବାକୁ ଯାଇଥିବା ବେଳେ ଠକାମୀର ଶିକାର ହୋଇଛନ୍ତି। ଠକାମୀର ଶିକାର ହୋଇଥିବା ମହେଶ୍ୱର ଦଳବେହେରାଙ୍କ ଘର ସିମନବାଡି ପଞ୍ଚାୟତ ଦଡିବାଡି ସାହିରେ।...

ବାଲିଷ୍ଟିକ ମିଶାଇଲ ପ୍ରଳୟର ସଫଳ ପରୀକ୍ଷଣ

ବାଲେଶ୍ବର ଅଫିସ,୭।୧୧: ମଙ୍ଗଳବାର ଭାରତ ସଫଳତାର ସହ ଭୂପୃଷ୍ଠରୁ ଭୂପୃଷ୍ଠକୁ ନିକ୍ଷେପ କରୁଥିବା ବାଲିଷ୍ଟିକ ମିଶାଇଲ ପ୍ରଳୟର ପରୀକ୍ଷଣ କରିଛି। ଏହି ପରୀକ୍ଷଣ ଓଡିଶା ଉପକୂଳର ଅବଦୁଲ କଲାମ ଦ୍ୱୀପରୁ କରାଯାଇଛି। ସୂଚନାଯୋଗ୍ୟ, ଡିଆରଡିଓ ଦ୍ୱାରା ପ୍ରଳୟ ମିଶାଇଲ ବିକଶିତ...

୮ ହତ୍ୟାକାରୀଙ୍କୁ ଆଜୀବନ ଜେଲ୍‌

ବ୍ରହ୍ମପୁର, ୭ା୧୧(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଅତିରିକ୍ତ ଜିଲା ଦୌରାଜଜ୍‌ -୩ ଡ. ଇନ୍ଦୁ ଶର୍ମା ମଙ୍ଗଳବାର ଏକ ହତ୍ୟା ମାମଲାର ଏକ ଗୁରୁତ୍ୱପୂର୍ଣ୍ଣ ରାୟ ପ୍ରକାଶ କରିଛନ୍ତି। ସମସ୍ତ ସାକ୍ଷ୍ୟ ଏବଂ ପ୍ରମାଣକୁ ଭିତ୍ତିକରି ସେ ହତ୍ୟା ମାମଲାରେ...

ଅମ୍ବାଭୋନା ଥାନା ଭଙ୍ଗାରୁଜା: ୧୦୦ରୁ ଊର୍ଦ୍ଧ୍ୱଙ୍କ ନାଁରେ ମାମଲା

ବରଗଡ଼,୭।୧୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ଭଙ୍ଗାରୁଜା ଘଟଣାକୁ ନେଇ ଉତ୍ତେଜନା ଲାଗି ରହିଛି। ଏହି ଘଟଣାରେ ପୋଲିସ ୧୦୦ରୁ ଊର୍ଦ୍ଧ୍ୱ ଲୋକଙ୍କୁ ଅଭିଯୁକ୍ତ ଦର୍ଶାଇଥିବା ବେଳେ ୬ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ଅମ୍ବାଭୋନା ଥାନା...

ବେଆଇନ ଗୁଟଖା କାରଖାନା ଠାବ: ନଗଦ ୮ ଲକ୍ଷ ଟଙ୍କା ଜବତ

କୋରାପୁଟ,୬।୧୧(ଅମିତାଭ ବେହେରା): କୋରାପୁଟ ଜିଲା ଲମତାପୁଟ ଅଞ୍ଚଳରେ ଥିବା ଏକ ବେଆଇନ ଗୁଟଖା କାରଖାନା ଉପରେ ପୋଲିସ ଚଢ଼ାଉ କରି ବିପୁଳ ପରିମାଣର ଗୁଟଖା ଜବତ କରିଛି। ଏପରିକି ପୋଲିସ କାରଖାନାରୁ ନଗଦ ୮ଲକ୍ଷ ଟଙ୍କା ସହ ବେଆଇନ କାରବାରରେ...

ଖଟିଆରେ ବୁହାହେଲେ ଗର୍ଭବତୀ: ଅଧବାଟରେ ଜନ୍ମ ନେଲା ଶିଶୁପୁତ୍ର

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): ଭଗବାନ ଭରସାରେ ଜନନୀ। ୫ କି.ମି. ପାହାଡିଆ ରାସ୍ତା ଦେଇ ଖଟିଆରେ ବୁହା ହେବା ପରେ ପୁତ୍ର ସନ୍ତାନ ଜନ୍ମ ଦେଇଛନ୍ତି ଜଣେ ଗର୍ଭବତୀ। ଭାଗ୍ୟକୁ ମା’ ପୁଅ ସୁରକ୍ଷିତ ଥିବା ବେଳେ ଜନନୀ ସୁରକ୍ଷା...

ମାଡ଼ଖାଇ ପାଚେରି ଡେଇଁ ପଳାଇଲେ ପ୍ରଧାନ ଶିକ୍ଷକ

ଭୋଗରାଇ,୭ା୧୧(ପ୍ରଦୀପ ଦାସ):ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ କରି ଗ୍ରାମବାସୀଙ୍କ ଆକ୍ରୋଶର ଶିକାର ହୋଇଛନ୍ତି ପ୍ରଧାନଶିକ୍ଷକ। ଗ୍ରାମବାସୀ ପ୍ରଧାନଶିକ୍ଷକଙ୍କୁ ମାଡ଼ ମାରିବା ଓ ଭୟରେ ପ୍ରଧାନଶିକ୍ଷକ ପାଚେରି ଡେଇଁ ପଳାଇବା ଘଟଣା ଘଟିଛି ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ କଖଡ଼ା...

ବୁଧବାର ଶ୍ରୀଜିଉଙ୍କ ବନକଲାଗି ନୀତି: ୩ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ

ପୁରୀ,୭।୧୧: ଶ୍ରୀମନ୍ଦିରରେ ବୁଧବାର ଶ୍ରୀଜିଉଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଦତ୍ତମହାପାତ୍ର ସେବକମାନେ ଶ୍ରୀବିଗ୍ରହଙ୍କ ଶ୍ରୀମୁଖ ସିଂହାର କରିବେ । ଏହି ସ୍ବତନ୍ତ୍ର ନୀତି ପାଇଁ ଅପରାହ୍ନରୁ ପ୍ରାୟ ୩ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ ରହିବ। ଅପରାହ୍ନରେ...

ଫସଲ ବୀମା ନାଁରେ ଦୁର୍ନୀତି

ବଲାଙ୍ଗୀର,୭ା୧୧ (ବୀରେନ୍ଦ୍ର କୁମାର ଝାଙ୍କର):ବଲାଙ୍ଗୀର ଜିଲାରେ ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନା(ପିଏମ୍‌ଏଫ୍‌ବିଓ୍ବାଇ) ନାଁରେ ଏକ ବଡ଼ଧରଣର ଅନ୍‌ଲାଇନ୍‌ ଠକେଇର ପର୍ଦ୍ଦାଫାଶ ହୋଇଛି। ଚାଷୀଙ୍କ ଜମିପଟ୍ଟା ଓ ଅନ୍ୟାନ୍ୟ କାଗଜପତ୍ର ଚଞ୍ଚକତା କରି ୧୦କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ଫସଲ ବୀମା ହଡ଼ପ...

ପାଟିରେ ବିଷ କାଢ଼ି ମହିଳା ଗୁରୁତର

ହାଟଡିହୀ, ୭ା୧୧(ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ ସୋସୋ ଥାନା ଝଣଝଣା ଗ୍ରାମରେ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ମାତ୍ର ସାପ ବିଷକୁ ମୁହଁ ଲଗାଇ କାଢ଼ିବାକୁ ଯାଇ ଅନ୍ୟଜଣେ ମହିଳା ଗୁରୁତର ହୋଇଛନ୍ତି। ମୃତା ହେଲେ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri