ଆମ ଜିଲା ଖବର

ବର୍ଷା ନାହିଁ, ଉଜୁଡ଼ିବାକୁ ବସିଛି ଧାନଫସଲ

ରଣପୁର,୬ା୧୧(ସୁକାନ୍ତ କିଶୋର ଡାକୁଆ): ନୟାଗଡ଼ ଜିଲା ରଣପୁର ଏନଏସି ସହିତ ବ୍ଲକର ୩୭ ପଞ୍ଚାୟତରେ ଚଳିତବର୍ଷ ଅନିୟମିତ ବର୍ଷା ଲାଗି ରହିଥିଲା। ଏଥିସହିତ ବହୁ ଦିନ ବର୍ଷା ହୋଇ ନ ଥିବାରୁ ଧାନ ଫସଲ ଉଜୁଡିବାରେ ଲାଗିଛି। ଚାଷୀ ବହୁ...

ଗାଁରେ ସୁନାଖଣି, ଲୋକଙ୍କୁ ଜୁଟୁନି ଦାନା

କେନ୍ଦୁଝର,୬ା୧୧(ଦୀପକ ମିଶ୍ର): କେନ୍ଦୁଝର ଜିଲାରେ ଲୁହାପଥର, ମାଙ୍ଗାନିଜ ଆଦି ଖଣି ରହିଛି। ଯାହା ଜିଲାର ଆର୍ଥିକସ୍ଥିତି ସୁଦୃଢ଼ କରୁଥିବା ବେଳେ କିଛି ମାସ ତଳେ ଜିଲାରେ ସୁନା ଖଣିର ସନ୍ଧାନ ମିଳିଛି। ବିଶେଷ କରି ଖଣି ଶୂନ୍ୟ ତେଲକୋଇ ବ୍ଲକ୍‌...

କୀଟନାଶକ ପରିବର୍ତ୍ତେ ଏବେ ଆଲୋକ ଯନ୍ତା

କଟକ,୬ା୧୧ (ସୁପ୍ରିୟା ପ୍ରିୟଦର୍ଶିନୀ): ଏଣିକି ଫସଲ ନଷ୍ଟ କରୁଥିବା ପୋକ ବା କୀଟମାନଙ୍କୁ ମାରିବା ପାଇଁ ଚାଷୀଙ୍କୁ ଆଉ କ୍ଷତିକାରକ ରସାୟନ ପ୍ରୟୋଗ କରିବାକୁ ପଡ଼ିବ ନାହିଁ। ଫସଲକୁ କୀଟ ଦାଉରୁ ରକ୍ଷା କରିବା ପାଇଁ ଉଦ୍ଭାବନ ହୋଇଛି ଏକ...

ବିଧାୟକଙ୍କ ହସ୍ତକ୍ଷେପ ପରେ ମେଡିକାଲରୁ ଗାଁକୁ ଆସିଲା ମୃତଦେହ

ଗୋପାଳପୁର,୫ା୧୧(ନବୀନ ରାଜ ଆଚାରୀ): ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ଅନ୍ତର୍ଗତ କନିଷି ଗ୍ରାମର ନାରାୟଣ ସାହୁ କଟକ ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ପ୍ରାଣ ହରାଇଥିଲେ। ପରିବାର ଲୋକ ତାଙ୍କ ପାର୍ଥିବ ଶରୀରକୁ ଗାଁକୁ ଆଣିବାକୁ ଆର୍ଥିକ ଭାବେ ଅସମର୍ଥ ହୋଇପଡିଥିଲେ।...

ଓଲଟିଲା ଟ୍ରକ୍‌: ଚାଲିଗଲା ୧୫ ଗୋରୁଙ୍କ ଜୀବନ

ତେଲକୋଇ/କେନ୍ଦୁଝର ୫ା୧୧(ରଞ୍ଜିତ ବିଶ୍ବାଳ/ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ତେଲକୋଇ ଥାନା ୪୯ ନମ୍ବର ଜାତୀୟ ରାଜପଥ ବିଞ୍ଝାବାହାଲ ବସ୍‌ଷ୍ଟାଣ୍ଡ ନିକଟରେ ଏକ ଗୋରୁବୋଝେଇ ଟ୍ରକ୍‌ ଓଲଟି ପଡ଼ିଛି। ଫଳରେ ରାଜ୍ୟ ବାହାରକୁ ଚାଲାଣ ହେଉଥିବା ୧୫ ଗୋରୁଙ୍କ ମୃତ୍ୟୁ...

ଗାଁ ଛାଡୁନାହାନ୍ତି ହାତୀପଲ

ଭଞ୍ଜନଗର,୫।୧୧(ବାବୁଲା ପ୍ରଧାନ): ଭଞ୍ଜନଗର ଉତ୍ତର ଘୁମୁସର ବନଖଣ୍ଡର ବିଭିନ୍ନ ରେଞ୍ଜରେ ଗତ କିଛି ଦିନ ମଧ୍ୟରେ ହାତୀପଲ ଚାଷୀଙ୍କ ବ୍ୟାପକ ଫସଲ ନଷ୍ଟ କରିଥିବା ଅଭିଯୋଗ ହୋଇଛି। ଏନେଇ ଚାଷୀମାନେ ଚିନ୍ତିତ ଅଛନ୍ତି। ଗତ ସପ୍ତାହରେ ମୁଜାଗଡ଼ ରେଞ୍ଜ ଗୁଣ୍ଡିରିବାଡ଼ିରେ...

ପୋଲିସ ଆଗରେ ଥାନା ଭଙ୍ଗାରୁଜା କଲେ ଯୁବଗୋଷ୍ଠୀ

ବରଗଡ଼,୫।୧୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନାରେ ରବିବାର ତୁମୁଳକାଣ୍ଡ ଘଟିଛି। ଶତାଧିକ ଲୋକେ ଅତର୍କିତ ଭାବେ ଥାନା ଭିତରେ ପଶି ବ୍ୟାପକ ଭଙ୍ଗାରୁଜା କରିଛନ୍ତି। ଫଳରେ ଥାନାରେ ରହିଥିବା କମ୍ପୁଟର, ଚୌକି, ଟେବୁଲ ଆଦି ଭାଙ୍ଗି ଚୂରମାର୍‌ ହୋଇଯାଇଥିବା...

କାର୍ତ୍ତିକରେ କନ୍ଦାଉଛି ପିଆଜ, ଦର ଖସିବ କେବେ…

ପାରଳାଖେମୁଣ୍ଡି,୫ା୧୧(ଗିରିଧାରୀ ପରିଛା): ଗଜପତି ଜିଲାରେ କନ୍ଦାଉଛି ପିଆଜ, ଲଗାତାର ବଢି ଚାଲିଛି ଦର। ଗତ କିଛି ଦିନ ତଳେ ପିଆଜ କିଲୋ ୨୦ ଟଙ୍କାରେ ମିଳୁଥିବା ବେଳେ ଏବେ ୮୦ ଟଙ୍କାରେ ପହଞ୍ଚିଲାଣି। ନାସିକରେ ପିଆଜ ମହଙ୍ଗା କାରଣରୁ ଓ...

ଯନ୍ତ୍ରୀଙ୍କ ନାମରେ ଟଙ୍କା ଆଦାୟ ଅଭିଯୋଗ

ମୋରଡ଼ା,୫ା୧୧(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକରେ ଦୁର୍ନୀତିର ସୀମା ଶୀର୍ଷରେ ପହଞ୍ଚିଥିବାର ଅଭିଯୋଗ ହୋଇଛି l ଏନେଇ ପଞ୍ଚାୟତ ପ୍ରତିନିଧି ତଥା ଜନସାଧାରଣ ମୋରଡା ବିଡିଓ ଜୟକୃଷ୍ଣ ପାତ୍ରଙ୍କ ପାଖରେ ଫେରାଦ ହୋଇଛନ୍ତି। ଅଭିଯୋଗ ମୁତାବକ, ବ୍ଲକର କନିଷ୍ଠ...

ପୁଣି ମାତିଲା ଆଉ ଏକ ବାଘ, ଆଲର୍ଟରେ ବନ ବିଭାଗ

ନୂଆପଡା,୫।୧୧: ପୁଣି ମାତିଛି ମଣିଷଖିଆ ବାଘ। ଶନିବାର ରାତିରେ ବନବିଭାଗ ଏକ କଲରାପତିରିଆ ବାଘକୁ କାବୁ କରିଥିବାବେଳେ ରବିବାର ଆଉ ଏକ ବାଘ ପୁଣି ଆତଙ୍କ ଖେଳାଇଛି। ବାଘଟି ଧରମବନ୍ଧା ଥାନା କୋଦୋପାଲି ଗ୍ରାମ ନିକଟରେ ବୁଲୁଥିବାର ଦେଖିବାକୁ ପାଇଛନ୍ତି...

ନଦୀରେ ଭାସିଯାଉଥିବା ବେଳେ ଯୁବତୀ ଉଦ୍ଧାର

ବରୀ,୬।୧୧(ମହେନ୍ଦ୍ର ସ୍ବାଇଁ): ବରୀ ବ୍ଲକ ଚିଙ୍ଗୁଡ଼ିଆ ନଦୀର ଶାଖା ଦୁଧେଇ ନଦୀରେ ଜଣେ ଯୁବତୀ ଭାସିଯାଉଥିବାବେଳେ ଉଦ୍ଧାର ହୋଇଛନ୍ତି। ସ୍ଥାନୀୟ ଲୋକଙ୍କଠୁ ଖବର ପାଇ ଅବସର ପ୍ରାପ୍ତ ସେନା କର୍ମଚାରୀ ଅକ୍ଷୟ ପଢିହାରି ଓ ଦିଲ୍ଲୀପ ପଢିହାରି ସାହାସିକତା ଦେଖାଇ...

ଦାରିଙ୍ଗବାଡିରେ ବିଦ୍ୟୁତ ବିଭ୍ରାଟ: ଡିବିରୀ, ଲଣ୍ଠନ ଭରସା

ଦାରିଙ୍ଗବାଡି, ୫।୧୧ (ଅରୁଣ ସାହୁ): ଓଡିଶାର କଶ୍ମୀର ତଥା ପର୍ଯ୍ୟଟନକ୍ଷେତ୍ର ଦାରିଙ୍ଗବାଡିରେ ଦୈନିକ ବିଦ୍ୟୁତ ବିଭ୍ରାଟ ନେଇ ଜନ ଅସନ୍ତୋଷ ବୃଦ୍ଧି ପାଇଛି। ସୂଚନା ଥାଉ କି, ଶନିବାର ସାରା ଜିଲାରେ ବିଦ୍ୟୁତ ମରାମତି ପାଇଁ ସକାଳ ୮ ଟାରୁ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri