ଆମ ଜିଲା ଖବର

ପୁଣି ଅଲୋଡା ନବଜାତ ଶିଶୁକନ୍ୟା, ଉଦ୍ଧାର ସହ ଚିକିତ୍ସା ଜାରି

ନୀଳଗିରି, ୫।୧୧(ପ୍ରଶାନ୍ତ କୁମାର ବିଶ୍ବାଳ/ ମାନସ ବିଶ୍ୱାଳ):- ପୁଣି ଅଲୋଡ଼ା ହେଲା ନବଜାତ ଶିଶୁକନ୍ୟା। ଏଭଳି ଅଭାବନୀୟ ଘଟଣା ନୀଳଗିରି ଏନଏସି ଅଞ୍ଚଳରେ ଦେଖିବାକୁ ମିଳିଛି। ରବିବାର ଭୋର୍‌ ୪ଟା ୫୦ ସମୟରେ ନୀଳଗିରି ଏନ.ଏ.ସିର ୬ ନମ୍ବର୍‌ ୱାର୍ଡ...

ଚମକ ହରାଇଛି ବାଣ ବଜାର

ବ୍ରହ୍ମପୁର,୫ା୧୧(ସୁବାସ ଚନ୍ଦ୍ର ପାଢ଼ୀ)ଦିନ ଥିଲା ଦକ୍ଷିଣ ଓଡ଼ିଶାର ବ୍ୟବସାୟିକ ପେଣ୍ଠସ୍ଥଳ ବ୍ରହ୍ମପୁରରେ ବାଲୁଙ୍କେଶ୍ୱର ବାଣ ବଜାର ରହିଥିଲା। ଦୀପାବଳି ଆସିବାର ପ୍ରାୟ ମାସକ ପୂର୍ବରୁ ଏହି ବଜାର ଚଳଚଞ୍ଚଳ ହୋଇ ଉଠୁଥିଲା। ଦକ୍ଷିଣ ଓଡ଼ିଶା ସମେତ ଅନ୍ୟ ଜିଲାଗୁଡିକରୁ ବ୍ୟବସାୟୀମାନେ...

ମହିଳାଙ୍କୁ ଖାଇଗଲା ବାଘ

ନୂଆପଡ଼ା,୫ା୧୧(ମକାରୁ ବେମାଲ) ନୂଆପଡ଼ା ଜିଲା ସଦର ରେଞ୍ଜ୍‌ ଧରମବନ୍ଧା ଥାନା ସିଲିଆରିବାହାରା ଗଁାରେ ଶନିବାର ଜଣେ ମହିଳାଙ୍କୁ ମାରି ଖାଇଛି କଲରାପତରିଆ ବାଘ। ମୃତା ହେଲେ ସିଲିଆରିବାହାରା ଗଁାର ପୂର୍ବତନ ୱାର୍ଡମେମ୍ବର ରାମେଶ୍ବରୀ ମାଝି (୫୦)। ସେହିପରି ଏହି ଗଁାଠାରୁ...

ଦୁର୍ଦ୍ଦଶାରେ ଦିବ୍ୟାଙ୍ଗ ସୁରେଶଙ୍କ ପରିବାର

କାଏମା,୫ା୧୧(ଶିବପ୍ରସାଦ ମହାନ୍ତି):ଧର୍ମଶାଳା ବ୍ଲକ ଅନ୍ତର୍ଗତ ବଡ଼କାଏମା ପଞ୍ଚାୟତର ଭିନ୍ନକ୍ଷମ ସୁରେଶ ମଳିକଙ୍କ ପରିବାର ଦୁଃଖଦୁର୍ଦ୍ଦଶାରେ ଦିନ କାଟୁଛନ୍ତି। ୪୦ ବର୍ଷୀୟ ସୁରେଶଙ୍କ ପରିବାର କହିଲେ ବାପା, ମା’, ସ୍ତ୍ରୀ ଓ ପୁଅଙ୍କୁ ମିଶାଇ ୫ ଜଣ। ସେ ଜନ୍ମରୁ ଭିନ୍ନକ୍ଷମ।...

ଅଦିନିଆ ବର୍ଷା, ବିଳମ୍ବିତ ହେବ ବାଦାମଚାଷ

ରସୁଲପୁର,୫ା୧୧(ରଞ୍ଜିତ ରାଉତ):ରସୁଲପୁର ବ୍ଲକ ଅଞ୍ଚଳର ବିଭିନ୍ନ ସ୍ଥାନରେ ଶନିବାର ଅପରାହ୍ନରେ ଅଦିନିଆ ବର୍ଷା ହୋଇଛି। ରବି ଋତୁରେ ଅଣଧାନ ଫସଲ ପାଇଁ ବର୍ଷା ଉପଯୋଗୀ ବୋଲି କୁହାଯାଉଛି। ହେଲେ ଅଧିକ ବର୍ଷା ବର୍ଷିଲେ ପରିବା ଚାଷକୁ କ୍ଷତି ପହଞ୍ଚାଇବା ସହ...

ବ୍ରାଉନ୍‌ସୁଗାର କବଳରେ ଯୁବଗୋଷ୍ଠୀ

ଜଗତ୍‌ସିଂହପୁର, ୫ା୧୧ (ପ୍ରମୋଦ କୁମାର ନାୟକ)ଜଗତ୍‌ସିଂହପୁର ଜିଲାରେ ବ୍ରାଉନସୁଗାର ର଼୍ୟାକେଟ୍‌ ସକ୍ରିୟ ରହିଛି। ଏଥିଯୋଗୁ ବିଶେଷକରି ଯୁବଗୋଷ୍ଠୀ ପ୍ରଭାବିତ ହେଉଛନ୍ତି। ଏହାର ଉଦାହରଣ ଶନିବାର କୁଜଙ୍ଗ ଥାନା ଅଞ୍ଚଳରେ ଦେଖିବାକୁ ମିଳିଛି। ଏହି ଥାନା ଅନ୍ତର୍ଗତ ହସିନା ପ୍ରାଥମିକ ବିଦ୍ୟାଳୟ...

ଆଇଓସିଏଲ୍‌ ପାଇପ୍‌ ଲାଇନ୍‌ରେ ଫାଟ

ଆଳି,୫ା୧୧(ବନମାଳୀ ସେନାପତି) ପାରାଦୀପରୁ ପଶ୍ଚିମବଙ୍ଗର ହଳଦିଆ ପର୍ଯ୍ୟନ୍ତ ଯାଇଥିବା ଆଇଓସିଏଲ୍‌ର ପାଇପ୍‌ ଲାଇନରେ ଫାଟ ସୃଷ୍ଟି ହେବା ଯୋଗୁ କେନ୍ଦ୍ରାପଡ଼ା ଜିଲା ଆଳି ଥାନା ଅନ୍ତର୍ଗତ ନରେନ୍ଦ୍ରପୁର ଗ୍ରାମର ଭେଡାଠାରେ ହଜାର ହଜାର ଲିଟର ଡିଜେଲ ମାଟିରେ ଭାସୁଛି। କମ୍ପାନୀ...

ଚିନିକଳର ସମ୍ପତ୍ତି ନିଲାମ ନେଇ ଉଠିଲା ପ୍ରଶ୍ନ

ନୟାଗଡ଼,୫।୧୦(ଲୋକନାଥ ମିଶ୍ର)ନୟାଗଡ଼ର ପାଣିପୋଇଲାସ୍ଥିତ ଚିନିକଳ କୋର୍ଟର ଅଡୁଆ ସୂତାରେ ଛନ୍ଦି ହୋଇ ପଡିଛି । କୋର୍ଟରେ ୮୪୦ କୋଟି ଟଙ୍କାର ମାମଲା ଚାଲିଥିବାବେଳେ ଏହାର ନିଲାମ ହୋଇ ପାରିବନି ବୋଲି କୁହାଯାଉଛି । ତେବେ ଋଣ ଟଙ୍କା ଫେରି ପାଇବାକୁ...

ଏନ୍‌ଏସି ଅଧିକାରୀଙ୍କୁ ତାଗିଦ କଲେ ଜିଲାପାଳ, ନିର୍ଦ୍ଧାରିତ ସମୟରେ କାର୍ଯ୍ୟ ସାରିବାକୁ ନିର୍ଦ୍ଦେଶ

ଗୋପାଳପୁର,୪ା୧୧(ନବୀନ ରାଜ ଆଚାରୀ): ଗଞ୍ଜାମ ଜିଲାପାଳ ଦିବ୍ୟଜ୍ୟୋତି ପରିଡ଼ା ଶନିବାର ଗୋପାଳପୁର ଏନ୍‌ଏସିରେ ବିଭିନ୍ନ ବିକାଶମୂଳକ କାର୍ଯ୍ୟ  ସମୀକ୍ଷା କରି ଏନ୍‌ଏସି ଅଧିକାରୀଙ୍କୁ ତାଗିଦ କରିବା ସହ ନିର୍ଦ୍ଧାରିତ ସମୟ ମଧ୍ୟରେ କାମ ସାରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ଏନ୍‌ଏସି...

ବିବାଦୀୟ ମନ୍ତବ୍ୟ ଦେଇ ଅଡୁଆରେ ମନ୍ତ୍ରୀ

କେନ୍ଦୁଝର,୪ା୧୧(ନରେଶ ଚନ୍ଦ୍ର ପଟ୍ଟନାୟକ): କୁଡୁମୀ ଜାତିକୁ ୧୯୫୦ ସେପ୍ଟେମ୍ବର ୬ରୁ ଆଦିବାସୀ ତାଲିକାରୁ ବାଦ୍‌ ଦିଆଯାଇଥିଲା। ତେଣୁ  ପୁନର୍ବାର ଆଦିବାସୀ ମାନ୍ୟତା ଫେରି ପାଇବା ପାଇଁ ବିଭିନ୍ନ ଗଣଆନ୍ଦୋଳନ ଜାରି ରଖିଛି। କିନ୍ତୁ କିଛିଦିନ ପୂର୍ବରୁ କେନ୍ଦ୍ର ଆଦିବାସୀ ଓ...

ଦିବ୍ୟାଙ୍ଗ ଯୁବକଙ୍କୁ ମାଡ଼ ମାରି ଲହୁଲୁହାଣ କଲା ପୋଲିସ, ଭାଇରାଲ ହେଉଛି ଫଟୋ

ଛତ୍ରପୁର,୪ା୧୧(ଦିଲ୍ଲୀପ ସାମଲ): ପୋଲିସର ବର୍ବରତା। ମାନବିକତାର ସୀମା ଟପିଛି ପୋଲିସ। ଜଣେ ଦିବ୍ୟାଙ୍ଗ ଯୁବକଙ୍କୁ ମାଡ଼ ମାରି ଲହୁଲୁହାଣ କରିଛି ପୋଲିସ। ଏମିତି ଘଟଣା ଦେଖିବାକୁ ମିଳିଛି ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ଶ୍ୟାମସୁନ୍ଦରପୁରରେ। ଦୀପାବଳି ପାଇଁ ପ୍ରତ୍ୟେକ...

ବିବାହର ପ୍ରତିଶ୍ରୁତି ଦେଇ ନାବାଳିକାଙ୍କୁ ଅନ୍ତସତ୍ତ୍ୱା କରିଥିଲେ ଯୁବକ: ଏବେ ୨୦ ବର୍ଷ ଭୋଗିବେ ଜେଲ୍‌ଦଣ୍ଡ

କେନ୍ଦୁଝର,୪ା୧୧(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଫାଷ୍ଟ୍‌ଟ୍ରାକ୍‌ କୋର୍ଟ ବିଚାରପତି ବିଜୟ କୁମାର ମିଶ୍ର ଶନିବାର ଜଣେ ନାବାଳିକା ବଳାତ୍କାରୀଙ୍କୁ ୨୦ବର୍ଷ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କରିବା ସହିତ ତାଙ୍କୁ ୨୦ ହଜାର ଟଙ୍କା ଜରିମାନା ଆଦେଶ ଦେଇଛନ୍ତି। ଜରିମାନା ଅନାଦେୟ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri