ଆମ ଜିଲା ଖବର

କୂଅରୁ ବାହାରୁଛି ଉଷୁମ ପାଣି

ଦେବଗଡ,୩ା୧୧(ଶଶାଙ୍କ ଶେଖର ଝାଙ୍କର): ଆମ୍ବ ଗଛ ଛାଇ ତଳେ ରହିଛି କୂଅ। ହେଲେ ସେଥିରୁ ବାହାରୁଛି ଉଷୁମ ପାଣି। ଏକଥା ଜଣାପଡିବା ପରେ ଏହାର କାରଣ ଜାଣିବା ପାଇଁ ଅଞ୍ଚଳବାସୀଙ୍କ ମଧ୍ୟରେ ବେଶ ଉତ୍ସୁକତା ପ୍ରକାଶ ପାଇବାସହ ପରୀକ୍ଷା କରିବାକୁ...

ପୂର୍ତ୍ତ ବିଭାଗରେ ମନଇଚ୍ଛା କାର୍ଯ୍ୟ, ଭୁଶୁଡ଼ିପଡୁଛି ଡ୍ରେନ୍‌

ଫୁଲବାଣୀ, ୩ା୧୧(ରାକେଶ କୁମାର ରାଉତ): ଫୁଲବାଣୀ ପୂର୍ତ୍ତ ବିଭାଗରେ ଚାଲିଛି ମନଇଚ୍ଛା କାର୍ଯ୍ୟ। ସରକାରଙ୍କ ଅର୍ଥକୁ ଆତ୍ମସାତ କରାଯାଉଛି। ନୂତନ ଭାବେ ହୋଇଥିବା ଡ୍ରେନ ୬ ମାସ ଯାଉନି, ଭୁଶୁଡି ପଡୁଛି। ଖାଲି ଗୋଟିଏ ସ୍ଥାନରେ ନୁହେଁ, ଅନେକ ସ୍ଥାନରେ...

ଆଇରନ ବୋଝେଇ ଟ୍ରେଲରକୁ ଧକ୍କା ଦେଲା ଟ୍ରକ୍‌, ଚାପି ହୋଇଗଲେ ଡ୍ରାଇଭର

ପାଟଣା,୩ା୧୧(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗା ଦେଇ ଯାଇଥିବା ମୁମ୍ବାଇ କୋଲକାତା ୪୯ ନମ୍ବର ଜାତୀୟ ରାଜପଥର ତୁରୁମୁଙ୍ଗା ବଜାର ନିକଟରେ ଶୁକ୍ରବାର ଭୋର୍‌ରୁ ଏକ ଆଇରନ ବୋଝେଇ ଟ୍ରେଲରକୁ ପଛରୁ ଆଉ ଏକ ଆଇରନ ବୋଝେଇ...

ଲଟାବୁଦାରେ ପୁରିଲାଣି ଶିଶୁ ଉଦ୍ୟାନ

ବ୍ରହ୍ମପୁର,୨ା୧୧(ସ୍ମୃତି ରଞ୍ଜନ ମହାଲିକ): ସହରର ୪୨ନଂ ୱାର୍ଡ ଅନ୍ତର୍ଗତ ଶରଧାବାଲି ନିକଟରେ ବ୍ରହ୍ମପୁର ଉନ୍ନୟନ କର୍ତ୍ତୃପକ୍ଷ (ବିଇଡିଏ)ର ଥିବା ଶିଶୁ ଉଦ୍ୟାନ ଉଜୁଡ଼ିଯାଇଛି। ରକ୍ଷଣାବେକ୍ଷଣ ଅଭାବ ତଥା ବିଇଡିଏ ଅବହେଳାରୁ ପ୍ରାୟ ୬ ଲକ୍ଷ ଟଙ୍କା ପାଣିରେ ପଡ଼ିଛି। ବିଇଡିଏର...

ଥୋଡ଼ ସମୟରେ ବିଲ ଶୁଖିଲା

ବାଙ୍ଗିରିପୋଷି,୩ା୧୧(ସଞ୍ଜୟ କୁମାର ଅଗ୍ରୱାଲ): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ବ୍ଲକରେ ପାଣି ଅଭାବରୁ ଧାନ ଫସଲ ନଷ୍ଟ ହେବାକୁ ବସିଲାଣି। ଧାନ ଥୋଡ଼ ଓ ଫୁଲ ଉଡ଼ାଇବା ସମୟରେ ବିଲ ଶୁଖିଲା ପଡ଼ିଛି। ଫଳରେ ଧାନ କେଣ୍ଡା ବାହାରି ପାରୁନି। ବିଲରେ...

ବିର୍ସା ମୁଣ୍ଡାଙ୍କ ପ୍ରତିମୂର୍ତ୍ତି ସ୍ଥାପନ ସ୍ଥାନରେ ଶୌଚାଳୟ ନିର୍ମାଣ

କେନ୍ଦୁଝର,୩ା୧୧ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଚମ୍ପୁଆ ତହସିଲ କାର୍ଯ୍ୟାଳୟ ନିକଟରେ ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ ବିର୍ସା ମୁଣ୍ଡାଙ୍କ ପୂର୍ଣ୍ଣାୟବ ପ୍ରତିମୂର୍ତ୍ତି ସ୍ଥାପନ କରାଯିବା ଲାଗି ପ୍ରସ୍ତାବିତ ସ୍ଥାନରେ ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନ୍‌ଏସି) ପକ୍ଷରୁ ସର୍ବସାଧାରଣ ଶୌଚାଳୟ...

ରୂପାନ୍ତରଣ ପରେ ବି ସୁଧୁରୁନି ଖେଳପଡ଼ିଆ ଅବସ୍ଥା

ଖଣ୍ଡପଡ଼ା,୩ା୧୧: (ଅଜୟ କୁମାର ମହାରଣା): ଖଣ୍ଡପଡ଼ା ବ୍ଳକ ଅଧୀନ ଖଳିସାହି ଲିଙ୍ଗରାଜ ଉଚ୍ଚ ବିଦ୍ୟାଳୟଟି ୫-ଟି ରୂପାନ୍ତରଣ କାର୍ଯ୍ୟ ପରେ ବି ବିଭିନ୍ନ ସମସ୍ୟା ଦେଇ ଗତି କରୁଛି। ୧୪ ଏକର ପରିମିତ ଜାଗା ଥିବା ବିଦ୍ୟାଳୟ ଶ୍ରେଣୀଗୃହର ଅଭାବ...

ଟ୍ରାଫିକ୍‌ ନବକଳେବରର ମନ୍ଥର ଗତି

ନୟାଗଡ଼ ଅଫିସ,୩।୧୧(ଲୋକନାଥ ମିଶ୍ର): ନୟାଗଡ ସହରର ଟ୍ରାଫିକ ବ୍ୟବସ୍ଥାକୁ ସଜାଡିବା ପାଇଁ ଉଦ୍ୟମ ହୋଇଥିଲା ା ନୟାଗଡ ଟ୍ରାଫିକ ପୋଷ୍ଟର ନବକଳେବର ପାଇଁ ପୁରୁଣା ବସଷ୍ଟାଣ୍ଡରେ ଶିଳାନ୍ୟାସ ହେବାର ୭ ମାସରୁ ଊର୍ଦ୍ଧ୍ୱ ସମୟ ବିତି ଯାଇଛି । ହେଲେ...

ସୂଚନା ଫଳକରେ ଅଟକିଛି ମନ୍ଦିର ଉନ୍ନତୀକରଣ

ଖଣ୍ଡପଡ଼ା,୩ା୧୧(ଅଜୟ କୁମାର ମହାରଣା): ଖଣ୍ଡପଡ଼ା ସହରର ୮ନଂ. ୱାର୍ଡ ଅଧୀନ କୁମ୍ଭାରସାହି ନିକଟରେ ଥିବା ଶ୍ରୀ ବାଲୁଙ୍କେଶ୍ୱର ଦେବ ପ୍ରାଚୀନ ଶୈବ ପୀଠର ଉନ୍ନତିକରଣ କାର୍ଯ୍ୟ କେବଳ ଶିଳାନ୍ୟାସ ଫଳକରେ ସୀମିତ ରହିଛି। ଖଣ୍ଡପଡ଼ା ଏନଏସି କତ୍ତୃପକ୍ଷ ଉକ୍ତ ମନ୍ଦିରର...

ଅବ୍ୟବସ୍ଥା ଘେରରେ ପ୍ରାଥମିକ ବିଦ୍ୟାଳୟ

ରାୟଗଡ଼(ଗଜପତି)୨ା୧୧(ଜ୍ୟୋତି ପ୍ରସାଦ ପାଣି ): ସଭିଏଁ ପଢନ୍ତୁ ସଭିଏଁ ବଢନ୍ତୁ। କୋମଳମତି ପିଲାମାନେ ଏକ ସୁସ୍ଥ ବାତାବରଣ ଓ ନିରାପଦ ଶ୍ରେଣୀ ଗୃହରେ ବସି ପାଠ ପଢି ନିଜ ବିଦ୍ୟା ଅର୍ଜନ କରନ୍ତୁ। ସେମାନେ ସ୍ମାର୍ଟ ଶ୍ରେଣୀରେ ବସି ପାଠ...

ରାସ୍ତାକାମ ଅଧାପନ୍ତରିଆ କରି ଠିକାଦାର ଛୁ

ଗଣିଆ,୩ା୧୧(ସନ୍ତୋଷ କୁମାର ପ୍ରଧାନ): ଗଣିଆ-କୁତୁରୀ ପୂର୍ତ୍ତ ବିଭାଗ ରାସ୍ତାକୁ ଅକ୍ତିଆର କରିଛି ଗ୍ରାମ୍ୟ ଉନ୍ନୟନ ବିଭାଗ। ଏହି ରାସ୍ତାର ଗଣିଆଠାରୁ ବଡ଼ମୂଳ ପର୍ଯ୍ୟନ୍ତ ନବୀକରଣ ପାଇଁ ଗ୍ରାମ୍ୟ ଉନ୍ନୟନ ବିଭାଗ (ଆରଡି) ହାତକୁ ନେଇଛି। ଗତ ୫ବର୍ଷ ତଳେ ପ୍ରଥମ...

୩୬ କୋଟି ଟଙ୍କା ବ୍ୟୟରେ କଣ୍ଠିଆନାଳ ସେତୁ ନିର୍ମାଣ ହେବ

ପଟ୍ଟାମୁଣ୍ଡାଇ,୩ା୧୧ (କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ ସିଂହଗାଁ  ପଞ୍ଚାୟତ କଣ୍ଠିଆନାଳ ସେତୁ ନିର୍ମାଣ କାର୍ଯ୍ୟ ୧୭ବର୍ଷ ତଳେ ଅରମ୍ଭ ହୋଇ ୨ଟି ପିଲର ଅଧା ଉଠି ଏ ପର୍ଯ୍ୟନ୍ତ ବନ୍ଦ ହୋଇ ପଡିରହିଛି। ଯାହାକୁ ନେଇ ୩...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri