ଆମ ଜିଲା ଖବର

ଶୀତବସ୍ତ୍ର ପସରା ମେଲିଲେଣି ତିବ୍ବତୀୟାନ

ବ୍ରହ୍ମପୁର,୨ା୧୧(ସ୍ମୃତି ରଞ୍ଜନ ମହାଲିକ) କୁମାର ପୂର୍ଣ୍ଣିମାଠାରୁ ବ୍ରହ୍ମପୁର ମହାନଗରରେ ଶୀତ ଅନୁଭୂତ ହେବା ଆରମ୍ଭ କରିଛି। ରାତିର ତାପମାତ୍ରାରେ ପରିବର୍ତ୍ତନ ଘଟୁଛି। ଆଗକୁ ଅଧିକ ଶୀତକୁ ଦୃଷ୍ଟିରେ ରଖି ଲୋକେ ଶୀତବସ୍ତ୍ର କିଣିବା ଆରମ୍ଭ କଲେଣି। ବ୍ରହ୍ମପୁରର ଏସ୍‌ଏସ୍‌ଭିଟି ପଡିଆରେ...

ଧାନକ୍ଷେତରେ ଗୋରୁ ଚରାଇଲେ ଚାଷୀ

ପାରଳାଖେମୁଣ୍ଡି/ମୋହନା,୨ା୧୧ (ଗିରିଧାରୀ ପରିଛା/ମନ୍ମଥ ମିଶ୍ର): ଗଜପତି ଜିଲାରେ ମରୁଡ଼ିର ପରିସ୍ଥିତି ଦେଖିବାକୁ ମିଳିଛି। ଜମି ଫାଟି ଆଁ କଲାଣି। ଚାଷୀ ଏବେ ଚିନ୍ତାରେ ମୁଣ୍ଡରେ ହାତଦେଇ ବସିଛି। ବର୍ଷାଭାବ ଯୋଗୁ ଏପରି ସ୍ଥିତି ଉପୁଜିଥିଲେ ମଧ୍ୟ ପ୍ରଶାସନର ଉଦାସୀନତା ମନୋଭାବ...

ଶେଷ ସମୟର ବନ୍ଧୁ ନରହରି ସ୍ବାଇଁ: ଦାହ କଲେଣି ୪୪୨୫ ମୃତଦେହ

ଛତ୍ରପୁର,୨ା୧୧(ଦିଲ୍ଲୀପ ସାମଲ): ମଣିଷ ଜୀବନରେ ଜନ୍ମ ଆଉ ମୃତ୍ୟୁ ଧୃବ ସତ୍ୟ। ମୃତ୍ୟୁ ପରେ ଯେ ଶ୍ମଶାନରେ ଉପସ୍ଥିତ ରହେ, ସେ ହିଁ ପ୍ରକୃତ ବନ୍ଧୁ। ଏଭଳି ଜଣେ ଦରଦୀ ବନ୍ଧୁ ମଣିଷ ହେଉଛନ୍ତି ଗଞ୍ଜାମ ଜିଲାର ସଦର ମହକୁମା...

ଭଙ୍ଗା ଗମ୍ବୁଜ ମରାମତି କରି ଅର୍ଥ ଲୁଟ୍‌ ମସୁଧା

ଯାଜପୁର,୨ା୧୧(ହର୍ଷବର୍ଦ୍ଧନ ବେହେରା) : ମହାଭାରତ ଯୁଗର ପୌରାଣିକ କିମ୍ବଦନ୍ତୀ ବହନ କରୁଥିବା ଯାଜପୁର ଜିଲାର ଅନ୍ୟତମ ପର୍ଯ୍ୟଟନସ୍ଥଳୀ ବ୍ୟାସସରୋବରର ସୌନ୍ଦର୍ଯ୍ୟ ସର୍ବଜନବିଦିତ ା ଦୀର୍ଘ ବର୍ଷ ଧରି ଅବହେଳିତ ହୋଇ ପଡିରହିଥିବା ଏବେ ଏହି ପୀଠର ସୌନ୍ଦର୍ଯ୍ୟକରଣ କାର୍ଯ୍ୟ ଜିଲା...

ପ୍ରଦୂଷଣ ବଳୟରେ ଛଟପଟ ପଥଚାରୀ

ଯାଜପୁର,୨ା୧୧(ହର୍ଷବର୍ଦ୍ଧନ ବେହେରା) : ଜିଲା ପ୍ରଶାସନ ଏବଂ ଶିଳ୍ପ କାରଖାନା କର୍ତ୍ତୃପକ୍ଷଙ୍କ ଖାମଖିଆଲି ମନୋଭାବ ଆଗରେ ଜନସାଧାରଣଙ୍କ ସ୍ବାର୍ଥ କିପରି ବଳି ପଡେ ତାହାର ଜ୍ୱଳନ୍ତ ଉଦାହରଣ ମାନପୁର ବ୍ରିଜ୍‌ ଏବଂ ଏହାର ଆଖପାଖ ଅଞ୍ଚଳରେ ଦେଖିବାକୁ ମିଳିଛି। ଆର୍ଥିକ...

ପାଣି ଅଭାବରୁ ଧାନଗଛରୁ ଥୋଡ଼ ବାହାରୁନି

ମହାକାଳପଡ଼ା,୨ା୧୧(ପ୍ରତାପ ଚନ୍ଦ୍ର ସ୍ବାଇଁ)କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନରେ କେନାଲ ବନ୍ଧ ପାର୍ଶ୍ୱ ଖାଲୁଆ ଜମିକୁ ଛାଡ଼ି ଦେଲେ ଅନ୍ୟ ଢିପଜମି ଫାଟି ଅଁା କଲାଣି। ଅଣଜଳସେଚିତ ଜମିରେ ପାଣି ଅଭାବରୁ ଧାନଗଛ ଏବେ ଗର୍ଭ ଧାରଣ କରିଛି। ପାଣି...

ସାତଭାୟାରେ ସୃଷ୍ଟି ହୋଇଛି ନୂଆ ବେଳାଭୂମି

କେନ୍ଦ୍ରାପଡ଼ା, ୨ା୧୧ (ଜଗନ୍ନାଥ ଧଳ) ବିଶ୍ୱ ପ୍ରସିଦ୍ଧ ଗହୀରମଥାର ସାମୁଦ୍ରିକ ଅଞ୍ଚଳରେ ଥିବା ପ୍ରଚୁର ଖାଦ୍ୟ ବିରଳ ଅଲିଭ୍‌ରିଡ୍‌ଲେ କଇଁଛଙ୍କୁ ଆକର୍ଷିତ କରୁଛି। ପ୍ରତିବର୍ଷ ୪ରୁ ୫ଲକ୍ଷ କଇଁଛ ଏଠାକୁ ଆସି ଅଣ୍ଡାଦାନ କରୁଛନ୍ତି। ତେବେ ଇଣ୍ଟରନ୍ୟାଶନାଲ ୟୁନିୟନ ଫର...

ବିପଦସଙ୍କୁଳ ଅବସ୍ଥାରେ ବାଳିକା ହାଇସ୍କୁଲ

ଖଣ୍ଡପଡ଼ା,୨ା୧୧(ଅଜୟ କୁମାର ମହାରଣା)ନୟାଗଡ଼ ଜିଲା ଖଣ୍ଡପଡ଼ା ବ୍ଲକ୍‌ରେ ନୂତନ ବିଡିଓ ଭାବେ ଅଙ୍କୁର ଅଭିଷେକ ଦାୟିତ୍ୱ ଗ୍ରହଣ କରିବା ପରେ ମଙ୍ଗଳବାର ଖଣ୍ଡପଡ଼ା ବ୍ଲକ ଅଧୀନ କଣ୍ଟିଲୋ କୁଞ୍ଜବିହାରୀ ବାଳିକା ଉଚ୍ଚ ବିଦ୍ୟାଳୟ ଓ ବଡ଼ବାଣପୁର ବସନ୍ତ କୁମାର ବିଦ୍ୟାପୀଠ...

ସଜେଇ ହେଉଛି ସାତକୋଶିଆ ସ୍ୟାଣ୍ଡ ରିସୋର୍ଟ

ଗଣିଆ,୨ା୧୧(ସନ୍ତୋଷ କୁମାର ପ୍ରଧାନ) ପ୍ରତିବର୍ଷ ପରି ଚଳିତ ବର୍ଷ ନଭେମ୍ବର ୧୫ରୁ ଖୋଲିବ ସାତକୋଶିଆ ସ୍ୟାଣ୍ଡ ରିସୋର୍ଟର ବାଲୁକା ଟେଣ୍ଟ। ଏ ନେଇ ସାତକୋଶିଆ ସ୍ୟାଣ୍ଡ ରିସୋର୍ଟ ପରିଚାଳନା କମିଟି ତରଫରୁ ଜୋରଦାର ପ୍ରସ୍ତୁତି ଚାଲିଛି। ଏହି ପର୍ଯ୍ୟଟନ କେନ୍ଦ୍ରରେ...

ପଦାରେ ପଡ଼ିଲା ରାଶନକାର୍ଡ ଅନିୟମିତତା

ନୟାଗଡ଼/ଓଡ଼ଗାଁ,୨ା୧୧(ଲୋକନାଥ ମିଶ୍ର/ଆଦର୍ଶ କୁମାର ପଟ୍ଟନାୟକ): ନୟାଗଡ଼ ଜିଲା ଓଡ଼ଗାଁ ବ୍ଲକର ଆଦର୍ଶ ପଞ୍ଚାୟତ ଭାବେ ରାଜ୍ୟସ୍ତରରେ ପୁରସ୍କୃତ କୁରାଳ ପଞ୍ଚାୟତରେ ରାଶନ କାର୍ଡ ପ୍ରଦାନରେ ଅନିୟମିତତା ଚର୍ଚ୍ଚାକୁ ଆସିଛି । ଏଠାରେ ସରପଞ୍ଚଙ୍କ ବାପା ପେନଶନଧାରୀ ହୋଇଥିଲେ ହେଁ ରାଶନକାର୍ଡ...

ଦୁର୍ଘଟଣାକୁ ଆମନ୍ତ୍ରଣ କରୁଛି ସାଇନ୍‌ବୋର୍ଡ

ନିରାକାରପୁର,୧ା୧୧(ମାନସ ଚନ୍ଦ୍ର ପଟ୍ଟନାୟକ): ଯାତ୍ରୀମାନଙ୍କ ସୁବିଧା ପାଇଁ ରେଳ ବିଭାଗ ଷ୍ଟେଶନ ଉନ୍ନତିକରଣଠାରୁ ଆରମ୍ଭ କରି ଟ୍ରେନ୍‌ ଭିତରେ ଯାତ୍ରୀ କିଭଳି ସୁରକ୍ଷିତ ଓ ଆରାମରେ ଯାତାୟାତ କରିପାରିବେ, ଟ୍ରେନ୍‌ଟି ଲାଇନ୍‌ରେ କିଭଳି ସୁବିଧାରେ ଯାଇପାରିବ ଓ ଦୂରରୁ କେଉଁଠି...

ଅଲିଭ୍‌ ରିଡ୍‌ଲେଙ୍କ ମିଳନ ଋତୁ ଆରମ୍ଭ, ମେ’ ୩୧ ପର୍ଯ୍ୟନ୍ତ ଫିସିଂ ମନା

ଛତ୍ରପୁର,୧ା୧୧(ଦିଲ୍ଲୀପ ସାମଲ): ବିରଳ ଅଲିଭ୍‌ ରିଡ୍‌ଲେଙ୍କ ମିଳନ ରୁତୁ ଆରମ୍ଭ ହୋଇଛି। ନୂଆ ଅତିଥିଙ୍କ ସୁରକ୍ଷା ପାଇଁ ଅଣ୍ଟା ଭିଡିଛନ୍ତି ରାଜ୍ୟ ସରକାର ଏବଂ ଜିଲା ପ୍ରଶାସନ। ସେମାନଙ୍କ ସୁରକ୍ଷିତ ଆଗମନ ସହ ପ୍ରଜନନ ଓ ଗଣ ଅଣ୍ଡାଦାନ ପାଇଁ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri