ଆମ ଜିଲା ଖବର

ରାଜ୍ୟବ୍ୟାପୀ ଆନ୍ଦୋଳନରୁ ଉଠିଲେ ବ୍ୟାଙ୍କ କର୍ମଚାରୀ

କେନ୍ଦୁଝର,୨୭ା୧୦(ନରେଶ ଚନ୍ଦ୍ର ପଟ୍ଟନାୟକ): ରାଜ୍ୟ କେନ୍ଦ୍ର ସମବାୟ ବ୍ୟାଙ୍କର ମହାସଂଘର ଆହ୍ବାନ କ୍ରମେ ୫ ଦଫା ଦାବି ନେଇ କେନ୍ଦୁଝର କେନ୍ଦ୍ର ସମବାୟ ବ୍ୟାଙ୍କର କର୍ମଚାରୀଙ୍କ ଚାଲିଥିବା ଆନ୍ଦୋଳନ ଶୁକ୍ରବାର ଶେଷ ହୋଇଛି। ଅକ୍ଟୋବର ୨୫ରୁ ଆରମ୍ଭ ହୋଇ ୨୭...

ବାଇକ୍‌ କିଣିବାକୁ ଯାଉଥିଲେ: ବାଟରୁ ୨ ଲକ୍ଷ ଟଙ୍କା ଛଡାଇନେଲେ ଦୁର୍ବୃତ୍ତ

ଥୁଆମୂଳ ରାମପୁର,୨୭।୧୦(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଓ କାଶୀପୁର ମୁଖ୍ୟ ରାସ୍ତା ଲାଠିଆଗୁଡା ଛକରେ ଦୁର୍ବୃତ୍ତମାନେ ଜଣେ ବାଇକ୍‌ ଆରୋହୀଙ୍କଠାରୁ ମୋବାଇଲ ଫୋନ୍‌ ଓ ନଗଦ ୨ ଲକ୍ଷ ଟଙ୍କା ଲୁଟି ନେଇ ଚମ୍ପଟ ମାରିଛନ୍ତି। ଏ...

ଚିକିତ୍ସା ପାଇଁ ବାପାଙ୍କୁ ୩୫ କି.ମି. ଟ୍ରଲିରେ ବୋହିଲେ ଝିଅ

ଭଦ୍ରକ,୨୭ା୧୦(ସନାତନ ରାଉତ): ବାପାଙ୍କ ଯନ୍ତ୍ରଣା ସହିପାରିଲେନି। ସାହି ପଡ଼ୋଶୀ କେହି ସହଯୋଗର ହାତ ବଢ଼ାଇଲେନି। ଆମ୍ବୁଲାନ୍ସ ସହ ଯୋଗାଯୋଗ ହୋଇପାରିଲାନି। ଶେଷରେ ଚିକିତ୍ସା ପାଇଁ ବାପାଙ୍କୁ ଟ୍ରଲିରେ ବସାଇ ୩୫ କି.ମି. ବୋହି ଡାକ୍ତରଖାନା ନେଲେ ନାବାଳିକା ଝିଅ। ଡାକ୍ତରଖାନାରେ...

୨ ଜନଜାତି ଶିଶୁଙ୍କୁ ମିଳୁନି ଖାଦ୍ୟ

ମହାକାଳପଡ଼ା,୨୭ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): ଭାରତବର୍ଷରେ କୌଣସି ଶିଶୁ ଉପବାସରେ ନ ରହିବେ ସେଥିପାଇଁ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପକ୍ଷରୁ ବିଭିନ୍ନ ଯୋଜନାରେ ବିପୁଳ ଅର୍ଥ ବ୍ୟୟ ହେଉଛି। ବିଶେଷ କରି ଜନଜାତି ବର୍ଗର ଲୋକମାନଙ୍କର ବିକାଶ ପାଇଁ...

ଉଦ୍ୟାନ ଉତ୍କର୍ଷ କେନ୍ଦ୍ର ନାଁରେ ଅନିୟମିତତା

ଯାଜପୁର,୨୭ା୧୦(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଜିଲାର ପାଣିକୋଇଲିଠାରେ ଆମ୍ବ ଓ ପରିବା ଚାଷୀଙ୍କ ପାଇଁ ସେଣ୍ଟର ଅଫ୍‌ ଏକ୍ସଲେନ୍ସ(ଉଦ୍ୟାନ ଉତ୍କର୍ଷ କେନ୍ଦ୍ର) ନିର୍ମାଣରେ ବ୍ୟାପକ ଅନିୟମିତତା ହେଉଥିବା ଅଭିଯୋଗ ହେଉଛି। ନିର୍ମାଣ କାର୍ଯ୍ୟ ପାଇଁ ଡିଏମ୍‌ଏଫ୍‌(ଜିଲା ଖଣିଜ ପ୍ରତିଷ୍ଠାନ) ପାଣ୍ଠିରୁ ମଞ୍ଜୁର...

ଦ ସି ଆଣ୍ଡ ସେଭେନ ଭିଲେଜେସ ସିନେମାକୁ ଆଉ ଏକ ସଫଳତା

ରାଜନଗର, ୨୭ା୧୦ (ଭାସ୍କର ରାଉତରାୟ): ବଙ୍ଗୋପସାଗର ତଟବର୍ତ୍ତୀ କିମ୍ବଦନ୍ତୀର ଅନନ୍ୟ ସ୍ବାକ୍ଷର ସାତଭାଇର ଗାଁ ସାତଭାୟାବାସୀଙ୍କ ଜୀବନ ଜୀବିକାକୁ ନେଇ ଓଡ଼ିଶାର ଅନ୍ୟତମ ଖ୍ୟାତାନାମା ଚଳଚିତ୍ର ନିର୍ଦ୍ଦେଶକ ହିମାଂଶୁ ଖଟୁଆଙ୍କ ନିର୍ଦ୍ଦେଶିତ ଓ କିଟ୍‌ ଏବଂ କିସ୍‌ର ପ୍ରତିଷ୍ଠାତା ଡ....

ଗାଁରେ ପଶିଲେ ୫ ଟିକିଆ ହାତୀପଲ

ଭବାନୀପାଟଣା,୨୬।୧୦(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅଧୀନ ଦାଦପୁରରେ ହାତୀ ଆତଙ୍କ ଦେଖିବାକୁ ମିଳିଛି। ଏକ ୫ ଟିକିଆ ହାତୀପଲ ଗାଁ ଭିତରେ ପଶି ଧାନ ଫସଲ ନଷ୍ଟ କରିଥିବା ଅଭିଯୋଗ ହୋଇଛି। ହାତୀ ଦେଖି...

ବାଇକ୍‌ରେ ଆସି ଟଙ୍କା ଭର୍ତ୍ତି ବ୍ୟାଗ ଝାମ୍ପି ନେଲେ ଯୁବକ

ନୂଆପଡ଼ା,୨୬।୧୦(ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ଥାନା ଅନ୍ତର୍ଗତ ଉଦ୍ୟାନବନ୍ଧ ଭାରତୀୟ ଷ୍ଟେଟ ବ୍ୟାଙ୍କରୁ ଟଙ୍କା ଉଠାଇ ବାଇକ୍‌ରେ ଘରକୁ ଫେରୁଥିବା ବେଳେ ଟଙ୍କା ଭର୍ତ୍ତି ବ୍ୟାଗ ଝାମ୍ପି ନେଇ ଲୁଟେରା ଫେରାର ହୋଇଯାଇଛନ୍ତି। ଗୁରୁବାର କୁଞ୍ଜଲପଡା ଗାଁର ପ୍ରକାଶ...

ନଭେମ୍ବର ୧ରେ କଳାହାଣ୍ଡି ଯିବେ ମୁଖ୍ୟମନ୍ତ୍ରୀ: କରିବେ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ

ଭବାନୀପାଟଣା,୨୬।୧୦(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନଭେମ୍ବର ୧ ତାରିଖରେ କଳାହାଣ୍ଡି ଗସ୍ତ କରିବେ । ଏହି ସମୟରେ ସେ ଜିଲାର ବିଭିନ୍ନ ବିକାଶମୂଳକ କାର୍ଯ୍ୟକ୍ରମର ଶୁଭାରମ୍ଭ କରିବେ। ଏଥିରେ ଲକ୍ଷ୍ମୀ ବସ୍‌ ଚଳାଚଳ, ଭବାନୀପାଟଣା ଭଙ୍ଗାବାରୀସ୍ଥିତ ନୂତନ...

ଧାର ଟଙ୍କା ଫେରସ୍ତ ମାଗିବାରୁ ଆକ୍ରମଣର ଶିକାର ହେଲେ ମହିଳା

ଘସିପୁରା,୨୬।୧୦(ନିରଞ୍ଜନ ସାହୁ): କେନ୍ଦୁଝର ଜିଲା ଘସିପୁରା ଥାନା ବଡ଼ଏକତାଳି ଗ୍ରାମରେ ଜଣେ ମହିଳା ଧାର ଟଙ୍କା ଫେରସ୍ତ ମାଗିବାରୁ ଆକ୍ରମଣର ଶିକାର ହୋଇଛନ୍ତି। ଗୁରୁତର ହୋଇଥିବା ମହିଳା ଜଣକ ହେଲେ କମଳା ବୋଇତେଇ। ତାଙ୍କୁ ଆନନ୍ଦପୁର ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି...

ଓଢ଼ଣି ଲଗାଇ ଜୀବନ ହାରିଲେ ଯୁବତୀ: ପ୍ରେମ ସମ୍ପର୍କରୁ ନାଁ ଆଉ କିଛି…

ସମ୍ବଲପୁର,୨୬ା୧୦(ପ୍ରମୋଦ ବହିଦାର): ଧନୁପାଲି ଥାନା ଅନ୍ତର୍ଗତ ଗୋବିନ୍ଦତୋଲା ଡ୍ରାଇଭର କଲୋନୀରେ ରହୁଥିବା ଜଣେ ଯୁବତୀ ବେକରେ ଓଢ଼ଣି ଲଗାଇ ଆତ୍ମହତ୍ୟା କରିଛନ୍ତି। ସେ ହେଲେ ଯୁଯୁମୁରା ବ୍ଲକ ବାର୍ଲେ ଗ୍ରାମର ସୋନାଲି ବେହେରା। ଧନୁପାଲିରେ ଏକ ସୁନା ଦୋକାନରେ କାର୍ଯ୍ୟ...

ଗାଁର ସବୁ ଲୋକଙ୍କ ପାଇଁ ବିକାଶର ଗ୍ୟାରେଣ୍ଟି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୬ା୧୦: ରାଜ୍ୟ ସରକାରଙ୍କର ଗ୍ରାମାଭିମୁଖୀ ମହତ୍ତ୍ୱାକାଂକ୍ଷୀ ଯୋଜନା ‘ଆମ ଓଡ଼ିଶା ନବୀନ ଓଡ଼ିଶା’ ମାଧ୍ୟମରେ ନୂଆ ଓଡ଼ିଶା ସଶକ୍ତ ଓଡ଼ିଶା ଗଠନର ଭିତ୍ତିଭୂମିକୁ ସୁଦୃଢ଼ କରିବା ପାଇଁ ଆରମ୍ଭ ହୋଇଛି ଅଭିଯାନ। ଏହି କାର୍ଯ୍ୟକ୍ରମର ଫୋକସ୍‌ ହେବ ପ୍ରତି ପଞ୍ଚାୟତ,...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri