ଆମ ଜିଲା ଖବର

ଭିସିଆଇ କେମିକାଲ କାରଖାନାକୁ ବିରୋଧ

ଯାଜପୁର/କଳିଙ୍ଗନଗର,୨୧ା୧୦ (ହର୍ଷବର୍ଦ୍ଧନ ବେହେରା/ଶୁଭାଶିଷ ରାଉତ): ପ୍ରଭାବିତ ଅଞ୍ଚଳବାସୀ ଓ କ୍ଷତିଗ୍ରସ୍ତ ପରିବାରଙ୍କ ସମସ୍ୟାଠାରୁ ଦୂରେଇ ଯାଉଥିବାରୁ ଶିଳ୍ପ କାରଖାନାଗୁଡ଼ିକ ଉପରେ ଜନ ଅଶାନ୍ତି ବିସ୍ଫୋରକ ପରିସ୍ଥିତି ସୃଷ୍ଟି କରିଛି। ନିଯୁକ୍ତି ଆଶା କ୍ରମଶଃ ମଉଳି ଯାଇଥିବାରୁ ଶିଳ୍ପ ପ୍ରତି ଲୋକଙ୍କ...

ରାସ୍ତା କାମ ବନ୍ଦ କଲେ ଗ୍ରାମବାସୀ

କାଳିଆପାଣି,୨୧ା୧୦(ଅସିତ ମହାନ୍ତ): ଯାଜପୁର ଜିଲା ଗ୍ରାମ୍ୟ ଉନ୍ନୟନ ବିଭାଗ ଅଧୀନରେ ଚାଲିଥିବା ଅରଡ଼ାପାଳ-ପୋଡ଼ାଘରା ରାସ୍ତା କାର୍ଯ୍ୟ ନିମ୍ନମାନର ହେଉଥିବା ଅଭିଯୋଗ ହୋଇଛି। ଏପରି କି କନିଷ୍ଠ ଯନ୍ତ୍ରୀଙ୍କ ଅନୁପସ୍ଥିତରେ ଠିକାଦାର ମନମୁତାବକ କାମ କରୁଥିବାରୁ ଗୁରୁବାର ଗ୍ରାମବାସୀ କାମ ବନ୍ଦ...

ମା’ଙ୍କ ଆବାହନରେ ଉତ୍ସବମୁଖର ଶ୍ରୀକ୍ଷେତ୍ର

ପୁରୀ, ୨୧ା୧୦(ଅଜିତ ମହାନ୍ତି): ଶାରଦୀୟ ଦଶହରାକୁ ନେଇ ଉତ୍ସବମୁଖର ହୋଇଉଠିଛି ଧରାପୃଷ୍ଠ। ଗାଁଠୁ ସହର ସବୁଠି ପାର୍ବଣର ମହକ। ମା’ ଦଶଭୁଜାଙ୍କ ଆବାହନ ମନ୍ତ୍ରରେ ଚଳଚଞ୍ଚଳ ପୁରୀ ସହର। ଶାରଦୀୟ ଦୁର୍ଗାତ୍ସୋବର ସ୍ବାତନ୍ତ୍ର୍ୟ ବହନ କରୁଥିବା ଶ୍ରୀକ୍ଷେତ୍ର ଏବେ ନବବଧୂଟିଏ...

ମାଲ୍‌ବାହୀ ଟ୍ରେନ୍‌ ଧକ୍କାରେ ବୃଦ୍ଧ ଦମ୍ପତିଙ୍କ ଚାଲିଗଲା ଜୀବନ

କୋରେଇ,୨୧ା୧୦(ଚନ୍ଦ୍ରକାନ୍ତ ପତି): ମାଲ୍‌ବାହୀ ଟ୍ରେନ୍‌ ଧକ୍କାରେ ବୃଦ୍ଧ ଦମ୍ପତିଙ୍କ ମୃତ୍ୟୁ ହୋଇଛି। ଯାଜପୁର ଜିଲା କୋରେଇ ଥାନା ଅନ୍ତର୍ଗତ ବୈତରଣୀ ରୋଡ୍‌ ରେଲୱେ ଷ୍ଟେଶନରେ ଏହି ଘଟଣା ଘଟିଛି। ମୃତକ ହେଲେ ବରୁଣ୍ଡେଇ ଗ୍ରାମର ଆଶୁତୋଷ ସିହ୍ନା(୭୦) ଓ ତାଙ୍କ...

ନଭେମ୍ବର ପହିଲାରୁ ଗହୀରମଥାରେ କଟକଣା

କେନ୍ଦ୍ରାପଡ଼ା,୨୧ା୧୦(ଜଗନ୍ନାଥ ଧଳ): ଆଗାମୀ କିଛିଦିନ ମଧ୍ୟରେ ବିରଳ ଅଲିଭ ରିଡ୍‌ଲେ କଇଁଛ ବିଶ୍ୱପ୍ରସିଦ୍ଧ ଗହୀରମଥାରେ ଚଳପ୍ରଚଳ ହେବେ। ଅନୁକୂଳ ପାଗ ଓ ପରିବେଶ ଥିଲେ ଏହି ପ୍ରଜନନସ୍ଥଳ ଲକ୍ଷ ଲକ୍ଷ ଶାବକରେ ପରିପୂର୍ଣ୍ଣ ହେବ। ବିରଳ କଇଁଛଙ୍କ ସୁରକ୍ଷା ପାଇଁ...

ପ୍ରତିରୋଧ ଶକ୍ତି ବଢ଼ାଇବ କୋରାପୁଟ ଔଷଧୀୟ ଧାନ

କୋରାପୁଟ,୨୧ା୧୦(ଅମିତାଭ ବେହେରା): କୋରାପୁଟର ଆଦିବାସୀମାନେ ଚାଷ କରୁଥିବା ପାରମ୍ପରିକ ଔଷଧୀୟ ଧାନ ପୁଷ୍ଟିର ସୁରକ୍ଷା ଦେବ। ରୋଗ ପ୍ରତିରୋଧକ ଶକ୍ତି ବଢାଇବ ବୋଲି କହିଛନ୍ତି ବିଶ୍ୱବିଦ୍ୟାଳୟର ଜୈବ ବିବିଧତା ପ୍ରାକୃତିକ ସଂରକ୍ଷଣ ବିଭାଗ ସହାୟକ ପ୍ରଫେସର ଡ. ଦେବବ୍ରତ ପଣ୍ଡା।...

ପିପିଏରେ ନିବେଶ ହେବ ୯ ହଜାର କୋଟି ଟଙ୍କା

ପାରାଦୀପ,୨୧ା୧୦(ଶରତ ରାଉତ): ମୁମ୍ବାଇରେ ଗତ ୧୭ରୁ ଚାଲିଥିବା ୩ ଦିନିଆ ମାରିଟାଇମ୍‌ ଅମୃତକାଳ ମହୋତ୍ସବ ଗୁରୁବାର ସାରେ ଶେଷ ହୋଇଛି। ଏହି ଅବସରରେ କୁହାଯାଇଥିଲା, ୨୦୪୭ ସୁଦ୍ଧା ମାରିଟାଇମ୍‌ର କଳେବର ବୃଦ୍ଧି ପାଇଁ ଲକ୍ଷ୍ୟ ରଖାଯାଇଛି। ଅମୃତକାଳ ମଧ୍ୟରେ ପ୍ରାୟ...

୪ ହଜାର ବୋତଲ କଫ ସିରପ୍‌ ଜବତ, ୬ ଗିରଫ

ବଲାଙ୍ଗୀର,୨୧ା୧୦(ବୀରେନ୍ଦ୍ର କୁମାର ଝାଙ୍କର): କଫ ସିରପ୍‌ ଚୋରାଚାଲାଣ କରୁଥିବା ଏକ ଗୋଷ୍ଠୀକୁ ବଲାଙ୍ଗୀର ଟାଉନ୍‌ ପୋଲିସ ଟିମ୍‌ ଶୁକ୍ରବାର ଭୋର ୬ଟାରେ କାବୁ କରିଛି। ସେମାନଙ୍କଠାରୁ ୪ ହଜାର ବୋତଲ କଫ ସିରପ୍‌ ଜବତ କରାଯାଇଛି। ଏଥିସହ ପୋଲିସ ୬...

ଦୁଇପୁଅଙ୍କ ସମେତ ମା’ ଗିରଫ

ବ୍ରହ୍ମପୁର,୨୦ା୧୦(ସୁବାସ ଚନ୍ଦ୍ର ପାଢ଼ୀ)-ଏକ ଘର ଭଡ଼ାରେ ନେଇ ନିଶା କାରବାର କରାଯାଉଥିବା ଖବରପାଇ ବ୍ରହ୍ମପୁର ବଡବଜାର ଥାନାର ଏକ ଟିମ୍‌ ଗ୍ରାହକ ବେଶରେ ଶୁକ୍ରବାର ରଘୁପତି ନଗର ଦ୍ୱିତୀୟ ସାରଣୀରେ ଚଢାଉ କରିଥିଲା। ଭଡ଼ାଘରେ ବ୍ରାଉନ ସୁଗାର ବିକ୍ରି କରୁଥିବା...

ବାଲି ଚାଲାଣ ଘଟଣା, ଅଭିଯୁକ୍ତ ଜେଲ ଗଲେ

ଦିଗପହଣ୍ଡି,୨୦ା୧୦(ଅଶେଷ ନାଥ ମିଶ୍ର)- ଗଞ୍ଜାମ ଜିଲା କେ. ନୂଆଗାଁ ଥାନା ଅନ୍ତର୍ଗତ ପତ୍ରଚୂଡି ଗ୍ରାମ ନିକଟ ବାହୁଦା ନଦୀରୁ ବେଆଇନ ବାଲି ଚାଲାଣ କରୁଥିବା ଜଣେ ଟ୍ରାକ୍ଟର ଚାଳକଙ୍କୁ ଗିରଫ କରାଯାଇଛି। ସେ ହେଲେ ଦିଗପହଣ୍ଡି ଥାନା ବଡଡୁମ୍ବୁଳା ଗ୍ରାମର...

ମହାବଳ ବାଘ ଠାବ

ପାରଳାଖେମୁଣ୍ଡି, ୨୦ା୧୦(ଗିରିଧାରୀ ପରିଛା): ଗଜପତି ଜିଲା ରାୟଗଡ଼ ବ୍ଲକ ଅନ୍ତର୍ଗତ ଗଣ୍ଡାହାତୀ ଜଳପ୍ରପାତ ନିକଟସ୍ଥ ସନ୍ତୋଷପୁର ଗ୍ରାମ ନିକଟରେ ମହାବଳ ବାଘ ଠାବ କରାଯାଇଛି। ଗତ ୧୮ ତାରିଖ ଦିନ ଗୋଟିଏ ଗାଈକୁ ଘୋଷାରି ନେଇ ମାରିଥିବା ଘଟଣା ସାମ୍ନାକୁ...

ସଉତୁଣୀଙ୍କୁ କିରୋସିନ ଢାଳି କରିଥିଲେ ହତ୍ୟା

ବ୍ରହ୍ମପୁର,୨୦।୧୦( ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଅତିରିକ୍ତ ଜିଲା ଦୌରା ଜଜ୍‌-୩ ରାଜ କୁମାର ଦାଶ ଏକ ହତ୍ୟା ମାମଲାର ଚୂଡାନ୍ତ ରାୟ ଶୁକ୍ରବାର ପ୍ରକାଶ କରିଛନ୍ତି। ଉପଯୁକ୍ତ ପ୍ରମାଣକୁ ଆଧାର କରି ବିଚାରପତି ମହିଳା ସଂଯୁକ୍ତା ବେହେରାଙ୍କୁ ହତ୍ୟା...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri