ଆମ ଜିଲା ଖବର

ପାର୍ବଣରେ ଚଢାଉ: ଧରାପଡ଼ିଲେ ୪ ମଦ ବେପାରୀ

ଧାମନଗର,୨୦।୧୦(ସନ୍ତୋଷ କୁମାର ମହାପାତ୍ର): ପାର୍ବଣକୁ ଦୃଷ୍ଟିରେ ରଖି ଭଦ୍ରକ ଜିଲାପାଳଙ୍କ ନିର୍ଦ୍ଦେଶ କ୍ରମେ ଅବକାରୀ ଅଧୀକ୍ଷକ ପ୍ରଦୀପ୍ତ କୁମାର ଦାସଙ୍କ ନେତୃତ୍ୱରେ ଜିଲା ଅବକାରୀ ବିଭାଗ ପକ୍ଷରୁ ଉପଅଧୀକ୍ଷକ ଅନିତା ପ୍ରଧାନ, ଭ୍ରାମ୍ୟମାଣ ସ୍କ୍ବାଡ୍‌ ନିରୀକ୍ଷକ ସୁଶ୍ରୀ ସଙ୍ଗୀତା ମହାନ୍ତିଙ୍କୁ...

ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଝିଅ-ନାତି ମୃତ, ଅଜା ଗୁରୁତର

ଖଲ୍ଲିକୋଟ,୨୦ା୧୦(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅନ୍ତର୍ଗତ ଶ୍ରୀକୃଷ୍ଣ ଶରଣପୁର ଗ୍ରାମରେ ଶୁକ୍ରବାର ଅପରାହ୍ନରେ ବିଦ୍ୟୁତ ଆଘାତରେ ଗୋଟିଏ ପରିବାରର ଦୁଇ ମୃତ ଏବଂ ଜଣେ ଗୁରୁତର ହୋଇ ବ୍ରହ୍ମପୁର ମେଡିକାଲରେ ଭର୍ତ୍ତି ହୋଇଛନ୍ତି। ସୂଚନାନୁଯାୟୀ, ଉକ୍ତ...

ଏହି ସବୁ କାରଣ ପାଇଁ ଚିନିକଳ ବନ୍ଦ କରିବାକୁ ହୋଇଛି ନିଷ୍ପତ୍ତି

ବରଗଡ଼,୨୦।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠ ତୋରା ସମବାୟ ଚିନିକଳ ବନ୍ଦ କରିବା ପାଇଁ ରାଜ୍ୟ ସରକାରଙ୍କ ସମବାୟ ସମିତି ସମୂହର ରେଜିଷ୍ଟ୍ରାର ଉଦ୍ଧବ ଚରଣ ମାଝୀ ନିର୍ଦ୍ଦେଶ ଦେଇଛନ୍ତି। ତାଙ୍କ କାର୍ଯ୍ୟାଳୟରୁ ପ୍ରକାଶିତ ନିର୍ଦ୍ଦେଶନାମା ନଂ-୧୮୨୭୩ ତା-୧୬।୧୦।୨୦୨୩ରିଖରେ ବିଭିନ୍ନ...

ମାଲକାନଗିରିରୁ ବ୍ରହ୍ମପୁର ସାଇକେଲ ଯାତ୍ରା: କ’ଣ ରହିଛି ଏହାର ଉଦ୍ଦେଶ୍ୟ

ମାଲକାନଗିରି,୨୦।୧୦(ନୃସିଂହ ଚରଣ ମହାନ୍ତି): ବିଦ୍ୟୁତ୍‌ ଉପଭୋକ୍ତା ଏବଂ କର୍ମଚାରୀଙ୍କ ସୁରକ୍ଷା ସମ୍ପର୍କିତ ବାର୍ତ୍ତା ନେଇ ଟିପିଏସ୍‌ଓଡିଏଲ୍‌ କର୍ମଚାରୀ ଇଂ.ସୌମ୍ୟ ରଞ୍ଜନ ଲେଙ୍କା ଶୁକ୍ରବାର ସ୍ଥାନୀୟ ନିର୍ବାହୀ ଯନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ସାଇକେଲ ଯାତ୍ରା ଆରମ୍ଭ କରିଛନ୍ତି। ସେ ସୁଦୂର ମାଲକାନଗିରିରୁ ବାହାରି...

ସିଲ୍‌ ହେଲା କାଜୁ ଫ୍ୟାକ୍ଟ୍ରି

ଛତ୍ରପୁର,୨୦ା୧୦(ଦିଲ୍ଲୀପ ସାମଲ): ବ୍ୟାଙ୍କରୁ ନେଇଥିବା ଋଣ ଟଙ୍କା ଶୁଝି ପାରି ନ ଥିବାରୁ ଶୁକ୍ରବାର ସ୍ଥାନୀୟ ବଜରଙ୍ଗ ସାହିରେ ଥିବା ଏକ କାଜୁ ଫ୍ୟାକ୍ଟ୍ରିକୁ ପୋଲିସ ଓ ମାଜିଷ୍ଟେଟ୍‌ଙ୍କ ଉପସ୍ଥିତିରେ ବ୍ୟାଙ୍କ କର୍ତ୍ତୃପକ୍ଷଙ୍କ ପକ୍ଷରୁ ସିଲ୍‌ କରାଯାଇଛି। ସୂଚନାଯୋଗ୍ୟ, ସେତେବେଳର...

ଅଧାପନ୍ତରିଆ ଆର୍ମି ସିଏସ୍‌ଡି କ୍ୟାଣ୍ଟିନ କାର୍ଯ୍ୟ

ରାଉରକେଲା,୨୦।୧୦(ଦିନେଶ ମିଶ୍ର): ରାଉରକେଲା ସେକ୍ଟର-୬ ସ୍ଥିତ ଏନ୍‌ସିସି ନବମ ବାଟାଲିୟନ ପରିସରରେ ଅବସରପ୍ରାପ୍ତ ସେନା କର୍ମଚାରୀମାନଙ୍କ ପାଇଁ ଏକ ଆର୍ମି ସିଏସ୍‌ଡି କ୍ୟାଣ୍ଟିନ ପ୍ରତିଷ୍ଠା କରିବାକୁ ୨୦୨୧ରେ ନିଷ୍ପତ୍ତି ହୋଇଥିଲା। ଏହି କ୍ରମରେ କ୍ୟାଣ୍ଟିନ ନିର୍ମାଣ କାର୍ଯ୍ୟ ଆରମ୍ଭ ହୋଇଥିଲା।...

୭ ଦଶନ୍ଧି ପରେ ଗାଁରେ ଲାଗିଲା ଷ୍ଟ୍ରିଟ୍‌ ଲାଇଟ୍‌

ଦଶମନ୍ତପୁର,୨୦ା୧୦(ଅରବିନ୍ଦ ନାୟକ): ପଞ୍ଚାୟତ ନିର୍ବାଚନରେ ସରପଞ୍ଚ ରୂପେ ନିର୍ବାଚିତ ହେବା ପରେ ଜଣେ ସରପଞ୍ଚ ଭୋଟ ସମୟରେ ପଞ୍ଚାୟତବାୀଙ୍କୁ ଦେଇଥିବା ପ୍ରତିଶ୍ରୁତି ପାଳନ କରିଛନ୍ତି। ଦୀର୍ଘ ୭ ଦଶନ୍ଧି ୭୦ ବର୍ଷ ଧରି ଷ୍ଟ୍ରିଟ୍‌ ଲାଇଟ୍‌ ଏକ ଗ୍ରାମରେ ସେ...

ଜାକେଡ଼ା ପମ୍ପ୍‌ ହାଉସ୍‌ରେ ନିମ୍ନମାନର କାମ ଅଭିଯୋଗ

ନୂଆଗାଁ,୨୦।୧୦(ଧନେଶ୍ୱର ସାହୁ): ନୟାଗଡ଼ ଜିଲା ନୂଆଗାଁ ବ୍ଲକ ଜାକେଡା ପଞ୍ଚାୟତ ଜାକେଡାଠାରେ ଥିବା ପମ୍ପ ହାଉସ ମରାମତି ଅତିନିମ୍ନମାନର ହେଉଥିବା ଅଭିଯୋଗ ହେଉଛି । ନୂଆଗାଁ ବ୍ଲକର ବିଭିନ୍ନ ପଞ୍ଚାୟତରେ ପାନୀୟ ଜଳ ଯୋଗାଣରେ ଅବ୍ୟବସ୍ଥା ରହିଥିବା ଅଭିଯୋଗ ହୋଇଆସୁଛି...

ଲୁଚାଛପାରେ ବାଣ ତିଆରି ଚାଲିଛି

ନୟାଗଡ଼ ଅଫିସ,୨୦।୧୦: ନୟାଗଡ଼ ଜିଲାର ବିଭିନ୍ନ ଥାନା ଅଧୀନ ଗାଁ ଗହଳିରେ ବେଆଇନ ଭାବେ ବାଣ ତିଆରି ହେଉଛି । ଜନବସତିରେ ବାଣ ତିଆରି ହେଉଥିଲେ ମଧ୍ୟ ପୋଲିସର କାର୍ଯ୍ୟାନୁଷ୍ଠାନ ନାହିଁ । ଗତ ୧୧ ବର୍ଷ ଭିତରେ ବାଣ...

ଦଦରା ଚାଳ ଛପର ଘରେ ବିତୁଛି ସୀତାଙ୍କ ଜୀବନ

ମହାକାଳପଡ଼ା,୨୦ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): ପରିଣତ ବୟସରେ ସମାଜରେ ବହୁ ଅସହାୟ ବୃଦ୍ଧାବୃଦ୍ଧମାନେ ଅଛନ୍ତି ଦୁଇ ଓଳିରେ ଦୁଇ ମୁଠା ଖାଇବାକୁ ପାଉ ନାହାନ୍ତି। ପରିଣତ ବୟସରେ ନିଜ ଜନ୍ମ କଲା ପୁଅମାନେ ପର କରିବା ପରେ ଅତି ଅସହାୟ ଭାବେ...

ସର୍ଭେରେ ଅଟକିଛି ମାଛଧରା ଜେଟି

ଛତ୍ରପୁର,୨୦ା୧୦(ସନ୍ତୋଷ ପାଢୀ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଆର୍ଯ୍ୟପଲ୍ଲୀଠାରେ ମାଛ ଧରା ଜେଟି (ଫିସିଂ ହାରବୋର) ନିର୍ମାଣ ପ୍ରସ୍ତାବ ଦୀର୍ଘବର୍ଷ ଧରି ଅଟକିରହିଛି। ଏଥିପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ନିର୍ଦ୍ଧାରିତ ଜଙ୍ଗଲ ଜମିର କିସମ ପରିବର୍ତ୍ତନ, ଇଂଜିନିୟରିଂ ସର୍ଭେ, ପ୍ରକଳ୍ପ...

୫ ଆସନରୁ ହୋଇନାହାନ୍ତି ବିଧାୟିକା

ବ୍ରହ୍ମପୁର,୨୦ା୧୦(ନରସିଂହ ସାହୁ): ରାଜ୍ୟରେ ୧୯୫୧-୧୯୫୨ରୁ ୨୦୧୯ ସୁଦ୍ଧା ୧୬ ବିଧାନସଭା ନିର୍ବାଚନ ହୋଇଛି। ବୃହତ୍ତମ ଜିଲା ଗଞ୍ଜାମର ୧୩ ନିର୍ବାଚନମଣ୍ଡଳୀ ମଧ୍ୟରୁ ୫ଟି ଯଥା ଛତ୍ରପୁର, ଗୋପାଳପୁର, ହିଞ୍ଜିଳି, ଭଞ୍ଜନଗର ଓ ପୋଲସରାରୁ ବିଧାୟିକା ନିର୍ବାଚିତ ହୋଇନାହାନ୍ତି। ୨୦୨୪ସାଧାରଣ ନିର୍ବାଚନ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri