ଆମ ଜିଲା ଖବର

ଠେଙ୍ଗାରେ ପିଟିପିଟି ମାରିଦେଲେ

ଅନୁଗୋଳ,୧୮।୧୦(ଅମିତ କୁମାର ସାମଲ): ଅନୁଗୋଳ ଜିଲା ପୁରୁଣାକୋଟ ଥାନା କୋଠଭୂଇଁ ଗ୍ରାମରେ ମଙ୍ଗଳବାର ଏକ ହତ୍ୟାକାଣ୍ଡ ଘଟିଛି। ଗ୍ରାମର ଯୁବକ ସଚିତା ଭୋଇ (୨୩)ଙ୍କୁ ଖୁଣ୍ଟରେ ବାନ୍ଧି ଠେଙ୍ଗାରେ ପିଟି ପିଟି ହତ୍ୟା କରାଯାଇଛି। ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଏହି...

ଖତଖାଉଛି ପୋର୍ଟେବଲ୍‌ ହେଲ୍‌ଥ କେୟାର୍‌ ୟୁନିଟ୍‌

ବ୍ରହ୍ମପୁର,୧୮।୧୦(ସୁବାସ ଚନ୍ଦ୍ର ପାଢ଼ୀ): ମହାରାଜା କୃଷ୍ଣଚନ୍ଦ୍ର ଗଜପତି (ଏମ୍‌କେସିଜି) ମେଡିକାଲରେ ରୋଗୀ ସେବା ପାଇଁ ମାଳ ମାଳ କୋଠା ନିର୍ମାଣ ହୋଇଛି। କିନ୍ତୁ ନିମ୍ନମାନର କାମ ଯୋଗୁ କେତେବେଳେ ସିଲିଂ ଖସୁଛି ତ ଆଉ କେତେବେଳେ ଛାତରୁ ପାଣି ଝରୁଛି।...

ଦୁଇ ୱାର୍ଡ ସୀମା ବିବାଦକୁ ନେଇ ଉତ୍ତେଜନା

ବ୍ରହ୍ମପୁର,୧୮।୧୦(ସ୍ମୃତି ରଞ୍ଜନ ମହାଲିକ): ବ୍ରହ୍ମପୁର ମହାନଗର ନିଗମ(ବିଇଏମ୍‌ସି)ର ୩୭ ଓ ୩୮ ନଂ ୱାର୍ଡର ସୀମାକୁ ନେଇ ୨ କର୍ପୋରେଟରଙ୍କ ମଧ୍ୟରେ ଅସନ୍ତୋଷ ଲାଗି ରହିଛି। ଗତ କାଉନସିଲ ବୈଠକରେ ସୀମା ନିର୍ଦ୍ଧାରଣ ପାଇଁ ୩୭ ନଂ. ୱାର୍ଡ କର୍ପୋରେଟର...

ଥଇଥାନ ନୀତିରେ ଅସନ୍ତୋଷ ବିସ୍ଥାପିତ

ଆର.ଉଦୟଗିରି,୧୮।୧୦(ମନୋଜ ପାଢୀ): ଗଜପତି ଜିଲା ଆର.ଉଦୟଗିର ବ୍ଳକ ଛେଳିଗଡରେ କାର୍ଯ୍ୟକାରୀ ହେଉଥିବା ବିଦ୍ୟୁତ ଜଳସେଚନ ପ୍ରକଳ୍ପର ବିସ୍ଥାପିତଙ୍କୁ ଆଜି ପର୍ଯ୍ୟନ୍ତ ଥଇଥାନ କରାଯାଇ ପାରିନାହିଁ। ୧୯୮୫ ରେ ଏହି ପ୍ରକଳ୍ପର ସର୍ଭେ ଆରମ୍ଭ ହୋଇଥିଲା। ଲୋକଙ୍କୁ ବୁଝାସୁଝା କରି ୨୦୦୮-...

ବିପଦସଙ୍କୁଳ ଅବସ୍ଥାରେ ଯାତ୍ରୀ ବିଶ୍ରାମାଗାର

ପାରଳାଖେମୁଣ୍ଡି,୧୮।୧୦ (ଗିରିଧାରୀ ପରିଛା): ଗଜପତି ଜିଲା ନୂଆଗଡ଼ ବ୍ଲକ ଅନ୍ତର୍ଗତ ଭ୍ରମରପୁର ଗ୍ରାମର ଯାତ୍ରୀ ବିଶ୍ରାମାଗାର ବିପଦସଙ୍କୁଳ ଅବସ୍ଥାରେ ରହିଛି। ଏହାର କାନ୍ଥ ଫାଟିବା ସହ ପଲସ୍ତରା ଖସି ସେଥିରୁ ପଥର ଖସିବାରେ ଲାଗିଛି। ସାମାନ୍ୟ ବର୍ଷା ହେଲେ ଛାତରୁ...

ପୋତିହେଲାଣି ଆଲକଟା ବନ୍ଧ, ପୁନରୁଦ୍ଧାର ଦାବି

ଛତ୍ରପୁର, ୧୮।୧୦ (ଦିଲୀପ ସାମଲ): ଗଞ୍ଜାମ ଜିଲାର ଛତ୍ରପୁର ଏକ ପୁରୁଣା ସହର ହୋଇଥିବା ବେଳେ ଜିଲା ମୁଖ୍ୟାଳୟ ଏଠାରେ ରହିଛି। କିନ୍ତୁ ସହରର କଳେବର ବଢ଼ିଥିବା ବେଳେ ଏଠାରେ ଥିବା ବନ୍ଧଗୁଡିକର ବିକାଶ ହୋଇପାରିନାହିଁ। ଛତ୍ରପୁର ଏନଏସି ଅଧୀନରେ...

୩ ବର୍ଷ ଧରି ଆମ୍ବଗଛ ତଳେ ପାଠପଢ଼ା

କୋଟଗଡ,୧୮।୧୦(ସରୋଜ ବଳିୟାରସିଂ): ସର୍ବଶିକ୍ଷା ଅଭିଯାନ ‘ସଭିଏଁ ପଢ଼ିବେ ସଭିଏଁ ବଢ଼ିବେ’ ନାରା ଦେଉଥିବା ବେଳେ ଆଦିବାସୀ ବହୁଳ କନ୍ଧମାଳ ଜିଲାରେ ଶିକ୍ଷା ବ୍ୟବସ୍ଥା ସମ୍ପୂର୍ଣ୍ଣ ଭାବେ ଫେଲ ମାରିଛି। ଏଠାରେ ଶ୍ରେଣୀ ଗୃହ ଅଭାବ ଥିବାରୁ ଦୀର୍ଘ ୩ ବର୍ଷ...

ବଢ଼ିଚାଲିଛି ଅବଧି, ସରିପାରୁନି ରେଳ ଓଭରବ୍ରିଜ୍‌

ରାଇବଣିଆ, ୧୮।୧୦(ନବୀନ ସାହୁ): ଜଳେଶ୍ୱର ନୂଆବଜାର ରେଳଫାଟକ ନିକଟରେ ନିର୍ମାଣଧୀନ ଓଭରବ୍ରିଜ କାମ ୫ବର୍ଷ ତଳେ ଆରମ୍ଭ ହୋଇଥିଲେ ମଧ୍ୟ ଅଦ୍ୟାବଧି ଶେଷ ହେବାର ନା ଧରୁନି। ଫଳରେ ସାଧାରଣ ଲୋକେ ଅକଥନୀୟ ଦୁର୍ଦ୍ଦଶା ଭୋଗୁଛନ୍ତି। ୭୩. ୪୦କୋଟି ଟଙ୍କା...

ମଣ୍ଡପରେ ବାହାନଗା ରେଳ ଦୁର୍ଘଟଣାର ଦୃଶ୍ୟ

ଭଦ୍ରକ,୧୮।୧୦ (ସନାତନ ରାଉତ): ଚଳିତବର୍ଷ ଭଦ୍ରକ ଗାନ୍ଧୀପଡ଼ିଆ ସାର୍ବଜନୀନ ଦୁର୍ଗାପୂଜା ୭୬ବର୍ଷରେ ପଦାର୍ପଣ କରୁଛି। ଆଉ ଦୁଇଦିିନ ପରେ ସପ୍ତମୀ ପୂଜା ଆରମ୍ଭ ହେବାକୁ ଥିବାବେଳେ ମା’ଙ୍କ ମୃଣ୍ମୟୀ ମୂର୍ତ୍ତି ଓ ପାର୍ଶ୍ୱମୂର୍ତ୍ତି ନିର୍ମାଣ ଶେଷ ପର୍ଯ୍ୟାୟରେ ପହଞ୍ଚତ୍ଛି। ବାଲେଶ୍ୱର...

୨୯ରୁ ଭଣ୍ଡାରିପୋଖରୀ ମହୋତ୍ସବ

ଭଣ୍ଡାରିପୋଖରୀ, ୧୮।୧୦(ରବିନାରାୟଣ ଖିଲାର): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକର ମାଳଦା ଜଗନ୍ନାଥ ବଣିକ ସଂଘଠାରେ ଗଜଲକ୍ଷ୍ମୀ ପୂଜାରେ ଭଣ୍ଡାରିପୋଖରୀ ମହୋତ୍ସବ ନେଇ ଏକ ପ୍ରସ୍ତୁତି ବୈଠକ ସ୍ଥାନୀୟ ବାରିକପୁରସ୍ଥିତ ରାମ ମନ୍ଦିର ପ୍ରାଙ୍ଗଣରେ ଅନୁଷ୍ଠିତ ହୋଇଯାଇଛି। ଶିକ୍ଷାବିତ୍‌ କାର୍ତ୍ତିକ ଚନ୍ଦ୍ର...

ଅଧା ଦିନ ବନ୍ଦ, ଯାତ୍ରୀ ହନ୍ତସନ୍ତ

କେନ୍ଦୁଝର,୧୮।୧୦(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ପୌରପାଳିକା ଅଧୀନ ଜିଲାପାଳଙ୍କ କାର୍ଯ୍ୟାଳୟଠାରୁ ଅନତି ଦୂର ସରକାରୀ ବସ୍‌ଷ୍ଟାଣ୍ଡ ପରିସରରେ ଥିବା ସୁଲଭ ଶୌଚାଳୟରେ ପାଣି ସମସ୍ୟା ଲାଗି ରହିଛି। ଫଳରେ ଦିନର ଅଧାରୁ ଅଧିକ ସମୟ କାମରେ ଲାଗୁ ନ ଥିବା...

ନାବାଳିକାଙ୍କୁ ଘରକୁ ଆଣି ଶାରୀରିକ ସମ୍ପର୍କ ରଖୁଥିଲେ ଏଏସ୍‌ଆଇ, ଜଣା ପଡ଼ିବା ପରେ…

ରାଇରଙ୍ଗପୁର,୧୮।୧୦(ମାନସ ମହାନ୍ତି): ମୟୂରଭଞ୍ଜ ଜିଲା ଯାମଦା ଥାନାର ଏଏସଆଇ ଆନନ୍ଦ ମାଝି ଜଣେ ନାବାଳିକାଙ୍କୁ ନିର୍ଯାତନା ଦେଇ ଗିରଫ ହେବା ଘଟଣା ଚର୍ଚ୍ଚାର ବିଷୟ ହୋଇଛି। ସୂଚନା ଅନୁଯାୟୀ, ପ୍ରଥମ ସ୍ତ୍ରୀଙ୍କ ମୃତ୍ୟୁପରେ ଏଏସଆଇ ମାଝି ଜଣେ ନାବାଳିକାଙ୍କୁ ଘରକୁ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri