ଆମ ଜିଲା ଖବର

ଘରେ ଘରେ ଲୋକଙ୍କୁ ଜ୍ୱର

ଖଣ୍ଡପଡା,୧୭ା୧୦(ଅଜୟ କୁମାର ମହାରଣା): ଖଣ୍ଡପଡା ବ୍ଲକ ଅଞ୍ଚଳରେ ଜ୍ୱରରେ ଶତାଧିକ ବ୍ୟକ୍ତି ଆକ୍ରାନ୍ତ ହୋଇଥିବା ଜଣାପଡିଛି। ପ୍ରତ୍ୟେକ ଘରେ ୨ରୁ ୩ଜଣ ବ୍ୟକ୍ତି ଜ୍ୱରରେ ଆକ୍ରାନ୍ତ ହୋଇଥିବାରୁ ଏହାର ସୁଯୋଗ ନେଇ ଗଁା ଗଣ୍ଡାରେ କ୍ୱାକ୍‌ଙ୍କ ପ୍ରାର୍ଦୁଭାବ ବେଳକୁ ବେଳ...

ଗାଁରେ ବିକ୍ରି ହେଉଛି ଜଙ୍ଗଲୀ ପ୍ରାଣୀଙ୍କ ମାଂସ

ନୟାଗଡ଼,୧୭।୧୦(ଲୋକନାଥ ମିଶ୍ର): ସଙ୍କଟରେ ବନ୍ୟପ୍ରାଣୀ। ନୟାଗଡ଼ ବନଖଣ୍ଡର ବିଭିନ୍ନ ଜଙ୍ଗଲ, ଖୋର୍ଦ୍ଧା ବନଖଣ୍ଡର ରଣପୁର ରେଞ୍ଜ ଓ ନୟାଗଡ଼ ବନଖଣ୍ଡ, ମହାନଦୀ ବନ୍ୟପ୍ରାଣୀ ବନଖଣ୍ଡ ଓ ସାତକୋଶିଆ ବ୍ୟାଘ୍ର ସଂରକ୍ଷଣ ଅଞ୍ଚଳରେ ଥିବା ବିଭିନ୍ନ ଜଙ୍ଗଲରେ ବନ୍ୟପ୍ରାଣୀ ସୁରକ୍ଷିତ ନୁହନ୍ତି।...

ପୂଜାରେ ନିୟମ ନ ମାନିଲେ କାର୍ଯ୍ୟାନୁଷ୍ଠାନ

ଢେଙ୍କାନାଳ,୧୭ା୧୦(ରତନ ନାୟାର): ଢେଙ୍କାନାଳର ପ୍ରସିଦ୍ଧ ଲକ୍ଷ୍ମୀପୂଜା ଆସନ୍ତା ୨୮ ତାରିଖରୁ ଆରମ୍ଭ ହେବ। ତେଣୁ ସହରରେ ହେବାକୁ ଥିବା ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ଼କୁ ନଜରରେ ରଖି ଜିଲା ପୋଲିସ ପ୍ରଶାସନ ପକ୍ଷରୁ ଟ୍ରାଫିକ ଓ ଆଇନ ଶୃଙ୍ଖଳାର ସମୀକ୍ଷା କରାଯାଇଛି।...

୨୯ରୁ ମହିଷାପାଟ ପଡ଼ିଆରେ ପଲ୍ଲିଶ୍ରୀ ମେଳା

ଢେଙ୍କାନାଳ,୧୭ା୧୦(ରତନ ନାୟାର): ଲକ୍ଷ୍ମୀପୂଜା ଅବସରରେ ଢେଙ୍କାନାଳ ମହିଷାପାଟ ପଡିଆଠାରେ ପଲ୍ଲିଶ୍ରୀ ମେଳା ଆସନ୍ତା ୨୯ ତାରିଖରୁ ଆରମ୍ଭ ହେବ। ଏହା ନଭେମ୍ବର ୭ ପର୍ଯ୍ୟନ୍ତ ଚାଲିବ। ଏହି ଉପଲକ୍ଷେ ସୋମବାର ଅପରାହ୍ନ ସାଢେ ୩ଟାରେ ଜିଲା କାର୍ଯ୍ୟାଳୟର ସଦ୍‌ଭାବନା ହଲ୍‌ଠାରେ...

ସୁନା ମୁକୁଟରେ ଝଲସିବେ ମା’ ସୌଭାଗ୍ୟଲକ୍ଷ୍ମୀ

ଢେଙ୍କାନାଳ,୧୭ା୧୦(ରତନ ନାୟାର): ଢେଙ୍କାନାଳର ପ୍ରସିଦ୍ଧ ଲକ୍ଷ୍ମୀପୂଜା ଉତ୍ସବ ଆସନ୍ତା ୨୮ ରୁ ନଭେମ୍ବର ୧୧ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ଚଳିତବର୍ଷ ୩୯ଟି ପୂଜା ପ୍ରତିଷ୍ଠାନ ପକ୍ଷରୁ ମା’ଙ୍କ ପୂଜା କରାଯିବବ। ଏଥିପାଇଁ ପ୍ରସ୍ତୁତି ଜୋର୍‌ ଧରିଛି। ଢେଙ୍କାନାଳ ସହର...

ବାଇପାସ୍‌ ଏନ୍‌ଏଚ୍‌ ରାସ୍ତାକୁ ଗ୍ରାମବାସୀଙ୍କ ବିରୋଧ

ଖଜୁରିପଡ଼ା,୧୭ା୧୦(ବିଦୁର ବେହେରା): ବାଇପାସ୍‌ ଏନ୍‌ଏଚ୍‌ ରାସ୍ତାକୁ ତିଳକପଡା ଗ୍ରାମବାସୀ ତରଫରୁ ବିରୋଧ କରାଯାଉଛି। ଟିଟ୍ରାପଙ୍ଗା ସରପଞ୍ଚଙ୍କ କହିବା ଅନୁଯାୟୀ ଖଜୁରିପଡ଼ା ତହସିଲ ଅନ୍ତର୍ଭୁକ୍ତ ତିଳକପଡା ଗ୍ରାମ ଦେଇ ଏକ ବାଇପାସ୍‌ ଏନ୍‌ଏଚ ରାସ୍ତା ନିର୍ମାଣ କରିବାକୁ ସରକାର ନିଷ୍ପତ୍ତି ନେଇଛନ୍ତି।...

୬ ସରପଞ୍ଚଙ୍କୁ ହତ୍ୟା ଧମକ: ଗୋଟିଏ ନମ୍ବରରୁ ଆସୁଛି ଫୋନ କଲ୍‌

ଫୁଲବାଣୀ,୧୭ା୧୦(ରାକେଶ କୁମାର ରାଉତ): କିଛି ଦିନ ହେବ କନ୍ଧମାଳ ଜିଲା ଫିରିଙ୍ଗିଆ ବ୍ଲକର ୬ ଜଣ ସରପଞ୍ଚଙ୍କୁ ଫୋନରେ ହତ୍ୟା ଧମକ ଦିଆଯାଇଥିବା ଅଭିଯୋଗ ହୋଇଛି। ଲାଲ ବାହିନୀରୁ କହୁଛି କହି ବହୁ ପରିମାଣର ଅର୍ଥ ଦାବି କରାଯାଇଛି। ଏହା...

ଅଟେଇ, କାଳିମାଟିରେ ପାଦଚିହ୍ନ ମିଳିଲା

କେନ୍ଦୁଝର,୧୭ା୧୦(ନରେଶ ଚନ୍ଦ୍ର ପଟ୍ଟନାୟକ):କେନ୍ଦୁଝର ବନଖଣ୍ଡର ୭ ରେଞ୍ଜରେ ସୋମବାରଠାରୁ ବାଘ ଗଣନା ଆରମ୍ଭ ହୋଇଛି। ଗଣନା କାର୍ଯ୍ୟ ଅକ୍ଟୋବର ୩୧ ପର୍ଯ୍ୟନ୍ତ ଜାରି ରହିବ। ଗଣନାରେ ରେଞ୍ଜର, ଫରେଷ୍ଟର ଏବଂ ଫରେଷ୍ଟ ଗାର୍ଡଙ୍କ ସମେତ ବନ କର୍ମଚାରୀ ସାମିଲ ହୋଇଛନ୍ତି।...

୧୮ରୁ ଶିମିଳିପାଳରେ ବାଘଗଣନା

ବାରିପଦା,୧୭ା୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ):ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପରେ ରାଜ୍ୟ ସରକାରଙ୍କ ଦ୍ୱାରା ଆସନ୍ତା ୧୮ ତାରିଖରୁ ମହାବଳ ବାଘଗଣନା ଆରମ୍ଭ ହେବ। ଏହା ୭ଦିନ ଧରି ଚାଲିବ। ଏନେଇ ବିଭାଗ ପକ୍ଷରୁ ବ୍ୟାପକ ପ୍ରସ୍ତୁତି ଶେଷ...

ବିଦାୟ ନେଲେ ପିଲା ଗଣେଶ

ଭଦ୍ରକ,୧୭ା୧୦(ସନାତନ ରାଉତ): ଭଦ୍ରକ ପୌରାଞ୍ଚଳର କୁଆଁସଠାରେ ଏକମାସ ଧରି ପୂଜା ପାଇ ଆସୁଥିବା ପିଲା ଗଣେଶଙ୍କୁ ଧୁମ୍‌ଧାମରେ ବିଦାୟ ଦିଆଯାଇଛି। ପୂଜା ମଣ୍ଡପଠାରୁ ଏକ ବିରାଟ ଶୋଭାଯାତ୍ରାରେ ନିଆଯାଇ ସହର ପରିକ୍ରମା କରିବା ପରେ ସାଳନ୍ଦୀ କୁଆଁସ ଘାଟରେ ବିସର୍ଜନ...

ଆଶ୍ୱାସନାରେ ଝୁଲିଲା ବୈଶିଙ୍ଗା ଡାକ୍ତରଖାନାର ଭାଗ୍ୟ

ବୈଶିଙ୍ଗା,୧୬ା୧୦(ରତନ ଦାଶ) ମୟୂରଭଞ୍ଜ ଜିଲା ବୈଶିଙ୍ଗା ଡାକ୍ତରଖାନାର ଭାଗ୍ୟ ଆଶ୍ୱାସନାରେ ଝୁଲି ରହିଛି। ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ବଦଳରେ ୩୦ ଶଯ୍ୟା ବିଶିଷ୍ଟ ଅତ୍ୟାଧୁନିକ ଚିକିତ୍ସା କେନ୍ଦ୍ର ହେବା ନେଇ ପ୍ରତିଶ୍ରୁତି ମିଳିଥିବାରୁ ଅଞ୍ଚଳବାସୀଙ୍କ ମଧ୍ୟରେ ନୈରାଶ୍ୟ ଭାବ ଦେଖିବାକୁ ମିଳିଛି।...

କୋର୍ଟ ରୁମ୍‌ରେ ପଥର ଫିଙ୍ଗିଲେ

ଛତ୍ରପୁର,୧୭ା୧୦(ସନ୍ତୋଷ ପାଢ଼ୀ/ଦିଲୀପ ସାମଲ):ଗଞ୍ଜାମ ଜିଲା ଭଞ୍ଜନଗର ଥାନା ବଡ଼କୋଦଣ୍ଡ ଗ୍ରାମର ସୁବାସ ଚନ୍ଦ୍ର ସାହୁ(୬୫) ସୋମବାର ପୂର୍ବାହ୍ନ ୧୦ଟା ୩୫ ମିନିଟରେ ହଠାତ୍‌ ଏସ୍‌ଡିଜେଏମ୍‌ କୋର୍ଟ ଭିତରକୁ ପ୍ରବେଶ କରିଥିଲେ। ସେ ସମୟରେ ମାଜିଷ୍ଟ୍ରେଟ ନିଜ ଚ୍ୟାମ୍ବରରେ ଥିବାବେଳେ ବେଞ୍ଚ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri